ମେଟ୍ରୋ

୧୦ରୁ ଭୁବନେଶ୍ୱର ନୂଆ ଷ୍ଟେଶନରେ ରହିବ ୪ ଯୋଡ଼ା ଟ୍ରେନ

ଭୁବନେଶ୍ୱର, ୯ା୪(ବ୍ୟୁରୋ): ଯାତ୍ରୀଙ୍କ ସୁବିଧା ପାଇଁ ରେଳପଥ ପକ୍ଷରୁ ଆସନ୍ତା ୧୦ ତାରିଖରୁ ଭୁବନେଶ୍ୱର ନୂତନ ଷ୍ଟେଶନରେ ପର୍ଯ୍ୟାୟକ୍ରମେ ୪ ଯୋଡ଼ା ଟ୍ରେନର ରହଣି କରିବ। ବିଶେଷ ଟ୍ରେନ ଭାବେ ଚଳାଚଳ କରୁଥିବା ପୁରୀ-କଟକ-ପୁରୀ ପାସେଞ୍ଜର ଏବଂ ଭୁବନେଶ୍ୱର-କେନ୍ଦୁଝରଗଡ଼-ଭୁବନେଶ୍ୱର ପାସେଞ୍ଜର (ବର୍ତ୍ତମାନ…

ମାର୍ଚ୍ଚ ୩୧ ସୁଦ୍ଧା ୫୭,୨୨,୩୦୪ ଏମ୍‌ଟି ଖରିଫ ଧାନ ସଂଗ୍ରହ

ଭୁବନେଶ୍ୱର,୯ା୪(ବ୍ୟୁରୋ): ରାଜ୍ୟରେ ୨୦୨୨ ମାର୍ଚ୍ଚ ୩୧ରେ ଖରିଫ ଧାନ ସଂଗ୍ରହ କାର୍ଯ୍ୟ ଶେଷ ହୋଇଛି। ଏହି ସମୟରେ ୫୭ ଲକ୍ଷ ୨୨ ହଜାର ୩୦୪ ମେଟ୍ରିକ୍‌ ଟନ(ଏମ୍‌ଟି) ଧାନ ସଂଗ୍ରହ କରାଯାଇଛି। ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ପକ୍ଷରୁ…

୧୦ ଦିନରେ ଦୁର୍ବଳ ନଦୀବନ୍ଧ ଚିହ୍ନଟ ନିର୍ଦ୍ଦେଶ

ଭୁବନେଶ୍ୱର, ୯ା୪(ବ୍ୟୁରୋ): ସମ୍ଭାବ୍ୟ ବନ୍ୟା ପରିସ୍ଥିତିର ମୁକାବିଲା ଲାଗି ପ୍ରସ୍ତୁତି ଆରମ୍ଭ କରିଛି ରାଜ୍ୟ ଜଳସମ୍ପଦ ବିଭାଗ। ୧୦ ଦିନ (ଏପ୍ରିଲ୍‌ ୧୬ରୁ ୨୬) ମଧ୍ୟରେ ଦୁର୍ବଳ ନଦୀବନ୍ଧଗୁଡ଼ିକୁ ଚିହ୍ନଟ କରିବାକୁ ବିଭାଗୀୟ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ…

କୋଭିଡ୍‌ ମୃତକଙ୍କ ପରିବାର ପାଇଁ ଆର୍ଥିକ ସହାୟତା ସମୟ ବଢ଼ିଲା

ଭୁବନେଶ୍ୱର,୯।୪(ବ୍ୟୁରୋ): କୋଭିଡ୍‌-୧୯ରେ ମୃତ୍ୟୁ ପାଇଁ ବିପର୍ଯ୍ୟୟ ମୁକାବିଲା ପାଣ୍ଠିରୁ ୫୦ ହଜାର ଟଙ୍କା ଅନୁକମ୍ପାମୂଳକ ସହାୟତା ରାଶି ପ୍ରଦାନ କରାଯାଉଛି। ଏହା ମୃତକଙ୍କ ନିକଟତମ ସମ୍ପର୍କୀୟଙ୍କୁ ଯୋଗାଇ ଦିଆଯାଉଛି। ଯେଉଁ ବ୍ୟକ୍ତିମାନେ ୨୦୨୨ ମାର୍ଚ୍ଚ ୨୦ କିମ୍ବା ଏହା ପୂର୍ବରୁ କୋଭିଡ୍‌ରେ…

ଆଜି ଶ୍ରୀଲିଙ୍ଗରାଜଙ୍କ ରୁକୁଣା ରଥଯାତ୍ରା

ପୁରୁଣା ଭୁବନେଶ୍ୱର,୯ା୪(ଡି.ଏନ୍‌.ଏ.): ପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ରୁକୁଣା ରଥଯାତ୍ରା ଶନିବାର ଅନୁଷ୍ଠିତ ହେବ। ରଥଖଳାରେ ରଥ ଓ ପଥ ପ୍ରସ୍ତୁତ। ମନ୍ଦିର ପ୍ରଶାସନ ପକ୍ଷରୁ ମଧ୍ୟ ସବୁ ପ୍ରସ୍ତୁତି ଶେଷ ହୋଇଛି। କରୋନା କଟକଣା ପାଇଁ ଗତ ଦୁଇ ବର୍ଷ ହେବ ଭକ୍ତ…

ସବୁ ହିତାଧିକାରୀଙ୍କୁ କେବେ ମିଳିବ ପକ୍କାଘର: ଭାଜପା

ଭୁବନେଶ୍ୱର,୯।୪(ବ୍ୟୁରୋ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ‘ସମସ୍ତଙ୍କୁ ପକ୍କାଘର’ ଯୋଗାଇବା ଲାଗି ଦେଖିଥିବା ସ୍ବପ୍ନକୁ ଧୂଳିସାତ୍‌ କରିବା ପାଇଁ ରାଜ୍ୟ ସରକାର ବିଧିବଦ୍ଧ ଷଡ଼ଯନ୍ତ୍ର ଚଳାଇଛନ୍ତି। କେବେ ସୁଦ୍ଧା ପୂର୍ଣ୍ଣାଙ୍ଗ, ପ୍ରକୃତ ଓ ନିରପେକ୍ଷ ହିତାଧିକାରୀ ତାଲିକା ପ୍ରସ୍ତୁତ ହୋଇପାରିବ ତଥା ଗରିବ…

ରାଜ୍ୟରେ ସୁସ୍ଥ ହେଲେ ଆଉ ୪୪ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୮।୪(ବ୍ୟୁରୋ): ରାଜ୍ୟରେ ଦୈନିକ କୋଭିଡ ସଂକ୍ରମଣ ଗ୍ରାଫ ଧିରେଧିରେ ଖସୁଥିବା ବେଳେ ସୁସ୍ଥ ହାର ମଧ୍ୟ ବୃଦ୍ଧିପାଉଛି। ଶୁକ୍ରବାର ରାଜ୍ୟରେ ୪୪ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ଓଡ଼ିଶାରେ ଏ ଯାଏ ମୋଟ ୧୨ ଲକ୍ଷ…

କରୋନାରେ ମୃତ୍ୟୁ ଲାଗି ମିଳିବ କ୍ଷତିପୂରଣ: ଆବେଦନ ତାରିଖ ବଢ଼ାଇଲେ ରାଜ୍ୟ ସରକାର

ଭୁବନେଶ୍ୱର,୮।୪(ବ୍ୟୁରୋ): ସରକାର କୋଭିଡ୍‌ ଯୋଗୁ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପରିବାରକୁ ୫୦ହଜାର ଟଙ୍କା ଅନୁକମ୍ପାମୂଳକ ସହାୟତା ଯୋଗାଇ ଦେବେ। ନଭେମ୍ବର ୩ ତାରିଖରୁ ରାଜ୍ୟରେ ଏହି କ୍ଷତିପୂରଣ ପ୍ରଦାନ ପ୍ରକ୍ରିୟା ଆରମ୍ଭ ହୋଇଛି। ରାଜ୍ୟ ସରକାର ଏହି କ୍ଷତିପୂରଣ ପାଇବା ନିମନ୍ତେ…

ସିଆର୍‌ପି ଓଭରବ୍ରିଜରେ ଦୁର୍ଘଟଣା, ଟ୍ରକ୍‌କୁ ପିଟିଲା ଟ୍ରକ୍‌

ଭୁବନେଶ୍ୱର,୮।୪(ବ୍ୟୁରୋ): ରାଜଧାନୀ ସିଆର୍‌ପି ଛକ ଓଭରବ୍ରିଜ ଉପରେ ଶୁକ୍ରବାର ଏକ ଦୁର୍ଘଟଣା ଘଟିଛି। ମାଛ ଟ୍ରକ୍‌କୁ ରିଲାଏନ୍ସ କମ୍ପାନୀର ଏକ ଟ୍ରକ୍‌ ପଛପଟୁ ପିଟି ଦେଇଛି। ଫଳରେ ରିଲାଏନ୍ସ ଟ୍ରକର ଡ୍ରାଇଭର ଓ ଅନ୍ୟ ଜଣେ କମ୍ପାନୀର କର୍ମଚାରୀ ଗୁରୁତର ହୋଇଛନ୍ତି।…

ସାମ୍ବାଦିକଙ୍କୁ ହସ୍ପିଟାଲରେ ବେଡି ପକାଇବା ଘଟଣା: ନିଜ ଆଡୁ ରିପୋର୍ଟ କଲେ ଓଏଚ୍‌ଆରସି

ଭୁବନେଶ୍ୱର,୮।୪(ବ୍ୟୁରୋ): ବାଲେଶ୍ୱର ଜିଲା ନୀଳଗିରିରେ ଜଣେ ସାମ୍ବାଦିକଙ୍କୁ ହସ୍ପିଟାଲରେ ବେଡ଼ି ପକାଇବା ଘଟଣାରେ ରାଜ୍ୟ ମାନବାଧିକାର କମିଶନ ରିପୋର୍ଟ ତଲବ କରିଛନ୍ତି । ୧୫ ଦିନ ଭିତରେ ରିପୋର୍ଟ ଦେବା ଲାଗି ପୂର୍ବାଞ୍ଚଳ ଆଇଜିଙ୍କୁ କମିଶନ ନିର୍ଦ୍ଦେଶ ଦେଇଛନ୍ତି । ଘଟଣାକୁ…

ପଛରୁ ପିଟିଦେଲା ହାଇୱା

ଭୁବନେଶ୍ବର,୮।୪(ବ୍ୟୁରୋ): ସ୍କୁଟିକୁ ପଛ ପଟୁ ପିଟିଲା ହାଇୱା ଟ୍ରକ୍‌। ଏଭଳି ଏକ ଦୁର୍ଘଟଣା ଘଟିଛି ରାଜଧାନୀ ଉପକଣ୍ଠ ଅନ୍ଧାରୁଆରେ। ଘଟଣାସ୍ଥଳରେ ସ୍କୁଟି ଚାଳକଙ୍କ ମୃତ୍ୟୁ ହୋଇଥିବା ବେଳେ ଜଣେ ଗୁରୁତର ହୋଇଛନ୍ତି । ତେବେ ଆମ୍ବୁଲାନ୍ସରେ ଗୁରୁତରଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି…

କୋଟିପତି ସହକାରୀ ନିର୍ବାହୀ ଯନ୍ତ୍ରୀ ଗିରଫ

ଭୁବନେଶ୍ୱର,୮।୪ (ବ୍ୟୁରୋ): ଗଞ୍ଜାମ ଜିଲା ଭଞ୍ଜନଗର କ୍ଷୁଦ୍ର ଜଳସେଚନ ବିଭାଗ ସହକାରୀ ଯନ୍ତ୍ରୀ କାର୍ତ୍ତିକେଶ୍ୱର ରାଉଳଙ୍କୁ ଶୁକ୍ରବାର ଗିରଫ କରାଯାଇଛି। ଗୁରୁବାର ତାଙ୍କ ଘରେ ଭିଜିଲାନ୍ସ ଚଢ଼ାଉ ପରେ ତାଙ୍କ ନିକଟରୁ ବିପୁଳ ଆୟ ବହିର୍ଭୂତ ସମ୍ପତ୍ତି ଠାବ ହୋଇଥିଲା। ଭୁବନେଶ୍ୱର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri