ମେଟ୍ରୋ

ଶନିବାର ପ୍ରଭୁ ଲିଙ୍ଗରାଜଙ୍କ ରୁକୁଣା ରଥ, ଆଜି ନେତ୍ର ଉତ୍ସବ

ଭୁବନେଶ୍ୱର,୮।୪(ବ୍ୟୁରୋ): ମହାପ୍ରଭୁ ଶ୍ରୀ ଲିଙ୍ଗରାଜଙ୍କ ରୁକୁଣା ରଥଯାତ୍ରା ଶନିବାର ଅନୁଷ୍ଠିତ ହେବ। ତେବେ ଆଜି ଶ୍ରୀ ଲିଙ୍ଗରାଜଙ୍କ ନେତ୍ର ଉତ୍ସବ ସହ ରଥ ପ୍ରତିଷ୍ଠା କରାଯିବ। ଏଥିପାଇଁ ସମସ୍ତ ବ୍ୟବସ୍ଥା ଶେଷ ପର୍ଯ୍ୟାୟରେ ପହଞ୍ଚିଛି । ଶନିବାର ଅପରାହ୍ନ ସାଢେ ୩ଟାରେ…

ଝାରପଡ଼ା ହାଟ ଉଚ୍ଛେଦବେଳେ ଉତ୍ତେଜନା

ଭୁବନେଶ୍ୱର,୮ା୪(ବ୍ୟୁରୋ): ଝାରପଡ଼ା ଗଣେଶ ମଣ୍ଡପ ନିକଟସ୍ଥ ହାଟକୁ ବିଡିଏ ପକ୍ଷରୁ ଶୁକ୍ରବାର ଉଚ୍ଛେଦ କରାଯାଇଛି। ଏଠାରେ ପ୍ରାୟ ୩ ଶହ ଦୋକାନ ଭଙ୍ଗାଯାଇଛି। ହାଟ ଉଚ୍ଛେଦକୁ ନେଇ ଅପ୍ରୀତିକର ପରିସ୍ଥିତି ସୃଷ୍ଟି ହୋଇଛି। ଉତ୍ତେଜନା ବୃଦ୍ଧି ପାଇଥିବାରୁ ୧୦ ପ୍ଲାଟୁନ ପୋଲିସ…

ଆଜି ରାଜ୍ୟରୁ ୨୨ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୮ା୪(ବ୍ୟୁରୋ): ରାଜ୍ୟରୁ ଶୁକ୍ରବାର ୨୨ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨,୮୭,୮୨୩ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୧୪ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ…

ରାଜଧାନୀରେ ଓଲଟିଲା ବସ୍‌

ଭୁବନେଶ୍ୱର,୮ା୪(ବ୍ୟୁରୋ): ଜୟଦେବ ବିହାର ଓଭର ବ୍ରିଜ୍‌ ତଳେ ଶୁକ୍ରବାର ସକାଳେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଡିଭାଇଡରରେ ପିଟି ହୋଇ ବସ୍‌ଟି ଓଲଟି ପଡ଼ିଛି। ଫଳରେ ଏଥିରେ ଥିବା କିଛି ଶ୍ରମିକ ଆହତ ହୋଇଛନ୍ତି। ଆହତମାନଙ୍କୁ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି…

ଅବହେଳାରୁ ଅଟିକିଛି ‘ସିଟିଜ୍‌ ପ୍ରକଳ୍ପ’

ଭୁବନେଶ୍ୱର, ୮।୪ (ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରକୁ ପୂର୍ଣ୍ଣାଙ୍ଗ ସ୍ମାର୍ଟସିଟିରେ ପରିଣତ କରିବାକୁ ଗୋଟିଏ ପରେ ଗୋଟିଏ ପ୍ରକଳ୍ପ ଆରମ୍ଭ ହେଉଛି। ବିଡିଏ, ବିଏମ୍‌ସି ଓ ସ୍ମାର୍ଟସିଟି ପକ୍ଷରୁ ମାଳ ମାଳ ଯୋଜନା ପ୍ରସ୍ତୁତ କରାଯାଉଥିଲେ ମଧ୍ୟ ସମୟ ସହିତ ଅଧିକାଂଶ ନାଲି…

ଦୁଇ ଭାଇଙ୍କୁ ଗିରଫ କଲା ଇଓଡବ୍ଲ୍ୟୁ

ଭୁବନେଶ୍ୱର,୮।୪ (ବ୍ୟୁରୋ): ଚାଷୀଙ୍କୁ କୃଷି ଉପକରଣ ବିକ୍ରି କରିଥିବା ଦର୍ଶାଇ ୬.୮୧ କୋଟି ସବ୍‌ସିଡି ଟଙ୍କା ହଡ଼ପ ମାମଲାରେ ସମ୍ପୃକ୍ତ ୨ ଭାଇଙ୍କୁ କ୍ରାଇମବ୍ରାଞ୍ଚର ଅର୍ଥନୈତିକ ଅପରାଧ ଶାଖା (ଇଓଡବ୍ଲ୍ୟୁ) ଗିରଫ କରିଛି। ସେମାନେ ହେଲେ ଏମ୍‌/ଏସ୍‌ ଶୀତଲ ଏଗ୍ରୋ ଇନ୍‌ପୁଟ୍ସ…

ଘରୁ ମିଳିଲା ନଗଦ ୨ କୋଟି ଟଙ୍କା, ୨୦ ସୁନା ବିସ୍କୁଟ୍‌

ଭୁବନେଶ୍ୱର,୮।୪ (ବ୍ୟୁରୋ): ଗଞ୍ଜାମ ଜିଲା ଭଞ୍ଜନଗର କ୍ଷୁଦ୍ର ଜଳସେଚନ ବିଭାଗ ସହକାରୀ ଯନ୍ତ୍ରୀ କାର୍ତ୍ତିକେଶ୍ୱର ରାଉଳଙ୍କ ଘରେ ଭିଜିଲାନ୍ସ ଚଢ଼ାଉ ପରେ ତାଙ୍କ ନିକଟରୁ ବିପୁଳ ଆୟ ବହିର୍ଭୂତ ସମ୍ପତ୍ତି ଠାବ ହେବାରେ ଲାଗିଛି। ଗୁରୁବାର ଭୁବନେଶ୍ୱର ଆଇଗିଣିଆଠାରେ ଥିବା ଟାଟା…

ଓଡ଼ିଶାକୁ ୨୭୨୫ କୋଟି ଋଣ ଉଠାଣ ଅନୁମତି

ଭୁବନେଶ୍ୱର,୮ା୪(ବ୍ୟୁରୋ): ବିଦ୍ୟୁତ୍‌ ସଂସ୍କାର ପାଇଁ ଓଡ଼ିଶାକୁ ୨୭୨୫ କୋଟି ଟଙ୍କାର ଋଣ ଉଠାଣ ନିମନ୍ତେ ମଞ୍ଜୁରୀ ମିଳିଛି । ଓଡ଼ିଶା ସମେତ ଦେଶର ୧୦ଟି ରାଜ୍ୟକୁ ୨୦୨୧-୨୨ ଆର୍ଥିକ ବର୍ଷରେ ବିଦ୍ୟୁତ୍‌ କ୍ଷେତ୍ରରେ ସଂସ୍କାର ପାଇଁ ଅର୍ଥ ମନ୍ତ୍ରଣାଳୟ ବ୍ୟୟ ବିଭାଗ…

ସରକାରୀ କର୍ମଚାରୀଙ୍କୁ ବିନା ସୁଧରେ ଆଡ୍‌ଭାନ୍ସ

ଭୁବନେଶ୍ୱର,୮ା୪(ବ୍ୟୁରୋ): ପେଟ୍ରୋଲ ଓ ଡିଜେଲ ଦର ହୁ ହୁ ହୋଇ ବଢୁଛି। କରୋନା ସମୟରେ ଲୋକଙ୍କ ଆର୍ଥିକ ଅବସ୍ଥା ଭଲ ନ ଥିବା ବେଳେ ତୈଳ ଦର ବୋଝ ଉପରେ ନଳିତାବିଡ଼ା ହୋଇଛି। ତୈଳ ଦର ବୃଦ୍ଧି ଯୋଗୁ ଲୋକମାନେ ଇ-ଯାନ…

ବିଜେଡି ଦଖଲରେ ୯୧

ଭୁବନେଶ୍ୱର,୮ା୪(ବ୍ୟୁରୋ):ରାଜ୍ୟର ୧୦୫ ପୌର ପରିଷଦ/ଏନ୍‌ଏସି ଉପାଧ୍ୟକ୍ଷ ପଦବୀ ନିର୍ବାଚନ ଗୁରୁବାର ଶେଷ ହୋଇଛି। ଏହି ନିର୍ବାଚନରେ ମଧ୍ୟ ବିଜେଡିକୁ ବିପୁଳ ସଫଳତା ମିଳିଛି। ମିଳିଥିବା ସୂଚନା ଅନୁଯାୟୀ ବିଜେଡି ୯୧ଟି ଉପାଧ୍ୟକ୍ଷ ପଦ ହାତେଇଛି। ଭାଜପାକୁ ମାତ୍ର ୬ଟି ଉପାଧ୍ୟକ୍ଷ ପଦବୀରେ…

ଯନ୍ତ୍ରୀଙ୍କ ଘରୁ ମିଳିଲା ନଗଦ ୨ କୋଟି

ଭୁବନେଶ୍ୱର,୭।୪(ବ୍ୟୁରୋ): ଗଞ୍ଜାମ ଜିଲା ଭଞ୍ଜନଗର କ୍ଷୁଦ୍ର ଜଳସେଚନ ବିଭାଗର ଯନ୍ତ୍ରୀ କାର୍ତ୍ତିକେଶ୍ବର ରାଉଳଙ୍କ ଘରୁ ମିଳିଲା ନଗଦ ୨ କୋଟି ଟଙ୍କା । ଯାହା ଓଡ଼ିଶା ଭିଜିଲାନ୍ସ ଇତିହାସରେ ପ୍ରଥମ ଘଟଣା। ଯନ୍ତ୍ରୀଙ୍କର ଭୁବନେଶ୍ୱର ସ୍ଥିତ ଟାଟା ଆରିଆନା ଫ୍ଲାଟ୍‌ରୁ ଏତେ…

କାଳବୈଶାଖୀ ପ୍ରଭାବରେ କିଛି ଜିଲାରେ ଘଡଘଡି ସହ ବର୍ଷା

ଭୁବନେଶ୍ୱର,୭।୪(ବ୍ୟୁରୋ): କାଳବୈଶାଖୀ ପ୍ରଭାବରେ ରାଜ୍ୟରେ କିଛି ଜିଲାରେ ବିଜୁଳି,ଘଡଘଡି ସହ ବର୍ଷା ହେବାର ସମ୍ଭାବନା ରହିଛି। ଏ ନେଇ ପାଣିପାଗ ବିଭାଗ ପକ୍ଷରୁ ଗୁରୁବାର ସୂଚନା ଦିଆଯାଇଛି। କେନ୍ଦୁଝର, ମୟୁରଭଞ୍ଜ, କନ୍ଧମାଳ, ରାୟଗଡା, କୋରାପୁଟ, କଳାହାଣ୍ଡି, ବୌଦ୍ଧ, ଅନୁଗୋଳ, ଦେବଗଡ, ସୁନ୍ଦରଗଡ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri