ମେଟ୍ରୋ

ବର୍ଷାରେ ଭିଜିବ ଦଶହରା: ୪ ଦିନ ଯାଏ ପ୍ରବଳ ବର୍ଷିବ

ଭୁବନେଶ୍ୱର,୧।୧୦ (ବନ୍ଦନା ସେଠୀ):ବର୍ଷାରେ ଭିଜିବ ଦଶହରା। ଲଘୁଚାପ ପ୍ରଭାବରେ ଆସନ୍ତା ୪ଦିନ ପର୍ଯ୍ୟନ୍ତ ପ୍ରବଳ ବର୍ଷା ସମ୍ଭାବନା ରହିଥିବା ନେଇ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ବୁଧବାର କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ। ଏହା…

ଶ୍ରୀମନ୍ଦିରର ୧ କି.ମି. ପରିଧି ଭିତରେ ମଦ ବିକ୍ରି ବନ୍ଦ! ବଡ଼ ନିଷ୍ପତ୍ତି…

ଭୁବନେଶ୍ୱର, ୩୦।୯(ସୁନିତ୍‌ ମିଶ୍ର):  ଶ୍ରୀମନ୍ଦିରର ପାଖରେ ଆଉ ତାମସିକ ଜିନିଷ ରହିବ ନାହିଁ। ଏଭଳି ଏକ ବଡ଼ ନିଷ୍ପତ୍ତି ସରକାର ନେବାକୁ ଯାଉଛନ୍ତି। ଏନେଇ ଆଲୋଚନା କରାଯାଇଛି। ନୂଆ ଅବକାରୀ ନୀତି ଆସିବା ପରେ ସେଥିରେ ଏଭଳି ନିୟମ ରଖାଯିବାକୁ ଯୋଜନା…

ଲଜ୍ଜାରେ ନଇଁଲା ଓଡ଼ିଶା ମୁଣ୍ଡ: ମହିଳାଙ୍କୁ ଉଲଗ୍ନ କରିବା ମାମଲାରେ ଦେଶରେ ପ୍ରଥମ, ବର୍ଷକରେ ୧୯୭୮ କେସ୍‌ ରିପୋର୍ଟ

ନୂଆଦିଲ୍ଲୀ,୩୦।୯: ରାଷ୍ଟ୍ରୀୟ ଅପରାଧ ରେକର୍ଡ ବ୍ୟୁରୋ (ଏନସିଆରବି)ର ସଦ୍ୟତମ ରିପୋର୍ଟ ‘କ୍ରାଇମ୍‌ ଇନ୍‌ ଇଣ୍ଡିଆ ୨୦୨୩’ରେ ଏକ ଚିନ୍ତାଜନକ ଚିତ୍ର ପ୍ରକାଶ ପାଇଛି। ୨୦୨୩ରେ ମହିଳାଙ୍କୁ ଉଲଗ୍ନ କରିବା ମାମଲାରେ ଓଡ଼ିଶା ଦେଶରେ ସର୍ବାଧିକ ୧,୯୭୮ଟି କେସ୍‌ ରେଜିଷ୍ଟର୍‌ କରିଛି, ଯାହା…

ପାର୍ବଣର ଖୁସି ଭିତରେ ସୃଷ୍ଟି ହେଲା ଲଘୁଚାପ: ଏସବୁ ଜିଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୩୦।୯: ଦୁର୍ଗାପୂଜା ଓ ଦଶହରା ପାର୍ବଣର ଆନନ୍ଦମୟ ମାହୋଲ ମଝିରେ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) ଅନୁଯାୟୀ, ମଙ୍ଗଳବାର ସନ୍ଧ୍ୟା ୫ଟା ୩୦ ମିନିଟ୍‌ ପରେ ଏହି ଲଘୁଚାପ ସୃଷ୍ଟି ହୋଇଛି,…

ଦାନା ବାନ୍ଧିଲାଣି ଲଘୁଚାପ: ଓଡ଼ିଶା, ଆନ୍ଧ୍ର ଉପକୂଳ ଦେଇ କରିବ ଅତିକ୍ରମ

ଭୁବନେଶ୍ୱର,୩୦।୧: ଉତ୍ତର ଆଣ୍ଡାମାନ ସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ବୁଧବାର ଅର୍ଥାତ୍‌ ଅକ୍ଟୋବର ୧ ବେଳକୁ ଉତ୍ତର ଏବଂ ସଂଲଗ୍ନ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ୩ ତାରିଖରେ ବେଳକୁ ଏହା ଦକ୍ଷିଣ…

ଅକ୍ଟୋବର ୫, ୬ରେ ହେବାକୁ ଥିବା ପୋଲିସ SI ପରୀକ୍ଷା ସ୍ଥଗିତ ଘୋଷଣା, ଏହି ଦିନ ହେବା ନେଇ…

ଭୁବନେଶ୍ୱର,୩୦।୯: ପୋଲିସ SI ପରୀକ୍ଷା ସ୍ଥଗିତ ଘୋଷଣା। ଅକ୍ଟୋବର ୫ ଓ ୬ରେ ହେବାକୁ ଥିବା ଲିଖିତ ପରୀକ୍ଷା ସ୍ଥଗିତ ରଖାଯାଇଥିବା ନେଇ ସୂଚନା ମିଳିଛି। ଅପ୍ରତ୍ୟାଶିତ ଘଟଣାକ୍ରମକୁ ନେଇ ପରୀକ୍ଷା ସ୍ଥଗିତ ନିଷ୍ପତ୍ତି ହୋଇଛି। ଏନେଇ ମଙ୍ଗଳବାର OPRB ଅଧ୍ୟକ୍ଷଙ୍କ…

ଆଜି ମା’ ଜଗତଜନନୀଙ୍କ ମହାଷ୍ଟମୀ ପୂଜା: ଗାଁଠୁ ସହର ଚଳଚଞ୍ଚଳ

ଭୁବନେଶ୍ୱର,୩୦।୯: ଦଶହରା ପାଇଁ ଗାଁଠୁ ସହର ସବୁଠି ଉତ୍ସବ ମୁଖର। ରଙ୍ଗୀନ ଆଲୋକମାଲାରେ ଝଲସୁଛି ପୀଠ ଓ ମଣ୍ଡପ। ସୋମବାର ମା’ଙ୍କ ସପ୍ତମୀ ପୂଜା ହୋଇଥିବା ବେଳେ ମଙ୍ଗଳବାର ମହାଷ୍ଟମୀରେ ମା’ଙ୍କ ନୀତିପୂଜା ଆରମ୍ଭ ହୋଇଛି। ଚାଲିଛି ହୋମଯଜ୍ଞ ସହ ସ୍ବତନ୍ତ୍ର…

କେନ୍ଦ୍ରୀୟ ଡେପୁଟେଶନରେ ଯିବେ ଏହି IAS ସ୍ବାମୀ-ସ୍ତ୍ରୀ: ୩ ସପ୍ତାହ ମଧ୍ୟରେ ରିଲିଭ୍‌ ହେବାକୁ ନିର୍ଦ୍ଦେଶ

ଭୁବନେଶ୍ୱର, ୩୦।୯(ସୁନିତ୍‌ ମିଶ୍ର):ରାଜ୍ୟରୁ ଓଡ଼ିଶା କ୍ୟାଡରର ଆଉ ଦୁଇ ଜଣ ଆଇଏଏସ୍‌ ଅଫିସର୍‌ କେନ୍ଦ୍ରୀୟ ଡେପୁଟେଶନରେ ଯିବେ। ୨୦୧୧ ବ୍ୟାଚ୍‌ ଆଇଏଏସ୍‌ ଅଫିସର ସମର୍ଥ ବର୍ମା ଏବଂ ୨୦୧୪ ବ୍ୟାଚ୍‌ ଆଇଏଏସ୍‌ ଅଫିସର ସ୍ବାଧାଦେବ ସିଂ କେନ୍ଦ୍ରୀୟ ଡେପୁଟେଶନରେ ଯିବେ। ସ୍ବାଧା…

ଆଜି ଘୂର୍ଣ୍ଣିବଳୟ, ୧ରେ ଲଘୁଚାପ: ନବମୀ, ଦଶମୀରେ ଅଧିକ ବର୍ଷା

ଭୁବନେଶ୍ୱର, ୩୦ା୯(ବନ୍ଦନା ସେଠୀ):ବର୍ତ୍ତମାନ ରାଜ୍ୟରେ ହାଲୁକା ବର୍ଷା ଲାଗି ରହିଥିଲେ ମଧ୍ୟ ଦୁର୍ଗାପୂଜା ପାଇଁ ପ୍ରାୟତଃ ପାଗ ଅନୁକୂଳ ରହିଛି। ହେଲେ ଆଗକୁ ପାଗରେ ପରିବର୍ତ୍ତନ ଦେଖାଦେବ। ମଙ୍ଗଳବାର ଉତ୍ତର ଆଣ୍ଡାମାନ ସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଥିବାବେଳେ…

ଭୁବନେଶ୍ୱରରେ ୭ଟି ସ୍ଥାନରେ ‘ରାବଣ ପୋଡ଼ି ଉତ୍ସବ’: ଜାଣନ୍ତୁ

ଭୁବନେଶ୍ୱର,୨୯।୯: ବିଜୟା ଦଶମୀ ଅବସରରେ ରାଜଧାନୀ ଭୁବନେଶ୍ୱରରେ ୭ଟି ପ୍ରମୁଖ ସ୍ଥାନରେ ‘ରାବଣ ପୋଡ଼ି ଉତ୍ସବ’ ପାଳନ ହେବ। ଏହି ଉତ୍ସବ ଦେଖିବା ଲାଗି ବହୁ ଲୋକଙ୍କ ଭିଡ଼ ଆଶଙ୍କା ରହିଛି। ଟ୍ୱିନ ସିଟି କମିଶନରେଟ ପୋଲିସ ସୂଚନା ଅନୁଯାୟୀ, ନହରକଣ୍ଟା…

ବଙ୍ଗୋପସାଗରରେ ନୂଆ ଲଘୁଚାପ: ଦୁର୍ଗାପୂଜାରେ ପ୍ରବଳ ବର୍ଷା, ଏସବୁ ଜିଲାକୁ ଆଲର୍ଟ ଜାରି

ଭୁବନେଶ୍ୱର,୨୯।୯: ବଙ୍ଗୋପସାଗରରେ ନୂଆ ଲଘୁଚାପ ସୃଷ୍ଟି ହେବାରୁ ଓଡ଼ିଶାରେ ଦୁର୍ଗାପୂଜା ଉତ୍ସବ ମଳିନ କରିପାରେ। ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) ଅନୁଯାୟୀ, ଅକ୍ଟୋବର ୩ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲାରେ ପ୍ରବଳ ବର୍ଷା ହେବ। ଆଇଏମ୍‌ଡି ପୂର୍ବାହ୍ନ ବୁଲେଟିନ୍‌ରେ କହିଛି, ୩୦…

ଓଡ଼ିଶା ସରକାରଙ୍କ ବଡ ନିଷ୍ପତ୍ତି: ମହିଳାଙ୍କୁ ରାତି ସିଫ୍ଟରେ କାମ କରିବାକୁ ମିଳିଲା କ୍ୟାବିନେଟ୍‌ ମଞ୍ଜୁରି

ଭୁବନେଶ୍ୱର,୨୯।୯: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ୨୭ତମ ରାଜ୍ୟ କ୍ୟାବିନେଟ୍‌ ବୈଠକରେ ଓଡ଼ିଶା ସରକାର ଫ୍ୟାକ୍ଟ୍ରୀ ଆଇନ, ୧୯୪୮ ଓ ଓଡ଼ିଶା ଦୋକାନ ଓ ବାଣିଜ୍ୟିକ ପ୍ରତିଷ୍ଠାନ ଆଇନ, ୧୯୫୬ରେ ସଂଶୋଧନକୁ ମଞ୍ଜୁରି ଦେଇଛନ୍ତି। ସଂଶୋଧନ ଅନୁଯାୟୀ, ମହିଳାମାନେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri