ମେଟ୍ରୋ

ପଶ୍ଚିମରେ ତାତି, ଉପକୂଳରେ ଗୁଳୁଗୁଳି: ଅଧିକାଂଶ ସହରର ତାପମାତ୍ରା ୪୦ ଡିଗ୍ରୀ ଉପରେ

ଭୁବନେଶ୍ୱର, ୬।୬(ବ୍ୟୁରୋ): ପ୍ରଚଣ୍ଡ ରୌଦ୍ରତାପରେ ଜଳୁଛି ପଶ୍ଚିମ ଓଡ଼ିଶା। ଏପଟେ ଉପକୂଳ ଓ ଆଭ୍ୟନ୍ତର ଓଡ଼ିଶାର ସ୍ଥିତି ବିଗାଡୁଛି ଗୁଳୁଗୁଳି। ଫଳରେ ସାଧାରଣ ଜୀବନଯାତ୍ରା ଗୁରୁତର ପ୍ରଭାବିତ ହୋଉଛି। ପଶ୍ଚିମର ଅଧିକାଂଶ ସହରରେ ତାପମାତ୍ରା ୪୦ ଡିଗ୍ରୀ ଉପରେ ରହୁଥିବାବେଳେ ରବିବାର…

ନୂଆ ମନ୍ତ୍ରୀଙ୍କୁ ୬-ଟି ମନ୍ତ୍ର ଦେଲେ ନବୀନ

ଭୁବନେଶ୍ୱର,୬।୬(ବ୍ୟୁରୋ): ଶପଥ ଗ୍ରହଣ କରିଥିବା ନୂଆ ମନ୍ତ୍ରୀମାନେ ୫-ଟି ବଦଳରେ ୬-ଟି ରେ କାମ କରିବେ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏଭଳି ଗୁରୁମନ୍ତ୍ର ଦେଇଛନ୍ତି। ପୂର୍ବର ଟ୍ରାନ୍ସପରେନ୍ସି, ଟିମ୍‌ ୱାର୍କ, ଟେକ୍ନୋଲୋଜି, ଟାଇମ୍‌, ଟ୍ରାନ୍ସଫରମେଶନ(୫-ଟି)କୁ ନେଇ କାର୍ଯ୍ୟ ହେଉଥିଲା। ଏବେ ଏଥିରେ…

ରୀତା, ବାସନ୍ତିଙ୍କୁ ପ୍ରଥମ ମନ୍ତ୍ରୀ ସୁଯୋଗ

ଭୁବନେଶ୍ୱର,୫ା୬(ବ୍ୟୁରୋ): ବିଜେଡି ସରକାରଙ୍କ ୫ମ ପାଳିର ଦ୍ୱିତୀୟ ମନ୍ତ୍ରିମଣ୍ଡଳରେ ମୋଟ ୨୧ ମନ୍ତ୍ରୀଙ୍କ ମଧ୍ୟରୁ ୫ ମହିଳାଙ୍କୁ ସ୍ଥାନ ଦିଆଯାଇଛି। ସେମାନଙ୍କ ମଧ୍ୟରେ ୩ ଜଣଙ୍କୁ କ୍ୟାବିନେଟ୍‌ ପାହ୍ୟା ମିଳିଥିବା ବେଳେ ୨ ଜଣ ରାଷ୍ଟ୍ରମନ୍ତ୍ରୀ ପାହ୍ୟା ପାଇଛନ୍ତି। ବରିଷ୍ଠ ବିଧାୟିକା…

ପୂର୍ବତନ ବାଚସ୍ପତିଙ୍କ ଆଶୁ ଆରୋଗ୍ୟ କାମନା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୫ା୬(ବ୍ୟୁରୋ): ପୂର୍ବତନ ବାଚସ୍ପତି ତଥା ବିଜେଡିର ବରିଷ୍ଠ ନେତା ସୂର୍ଯ୍ୟନାରାୟଣ ପାତ୍ର ସ୍ବାସ୍ଥ୍ୟଗତ କାରଣରୁ ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି। ଏହା ଜାଣି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତାଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି।   ସ୍ୱାସ୍ଥ୍ୟଗତ ସମସ୍ୟା କାରଣରୁ ପୂର୍ବତନ ବାଚସ୍ପତି…

ନବୀନଙ୍କ ନୂଆ ମନ୍ତ୍ରିମଣ୍ଡଳ, ଜାଣନ୍ତୁ କାହାକୁ ମିଳିଲା କେଉଁ ବିଭାଗ

ଭୁବନେଶ୍ୱର,୫ା୬(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରବିବାର ନୂଆ ମନ୍ତ୍ରିମଣ୍ଡଳ ଗଠନ କରିଛନ୍ତି। ଏଥିରେ ୧୩ ଜଣ କ୍ୟାବିନେଟ୍‌ ଓ ୮ ଜଣ ରାଷ୍ଟ୍ରମନ୍ତ୍ରୀ (ସ୍ବାଧୀନ ଦାୟିତ୍ୱ) ରହିଛନ୍ତି। ପୂର୍ବ ମନ୍ତ୍ରିମଣ୍ଡଳରେ ମନ୍ତ୍ରୀ ଥିବା କିଛି ସଦସ୍ୟ ମଧ୍ୟ ଏଥର ମନ୍ତ୍ରୀ ହୋଇ…

ନବୀନଙ୍କ ମାଷ୍ଟରଷ୍ଟ୍ରୋକ୍‌: ବିବାଦୀୟ ବିଦା

ଭୁବନେଶ୍ୱର,୫।୬(ବ୍ୟୁରୋ): ନବୀନ ଗଢ଼ିଛନ୍ତି ନୂଆ ଟିମ୍‌। ସରକାରର ପଞ୍ଚମ ପାଳିରେ ମାଷ୍ଟରଷ୍ଟୋକ ଖେଳି ମନ୍ତ୍ରିମଣ୍ଡଳର ସମସ୍ତ ମନ୍ତ୍ରୀଙ୍କୁ ବଦଳାଇଛନ୍ତି ନବୀନ । ରବିବାର ନବୀନଙ୍କ ନୂଆ ମନ୍ତ୍ରିମଣ୍ଡଳରେ ସାମିଲ ହୋଇଛନ୍ତି ୨୧ ଜଣ ମନ୍ତ୍ରୀ। ତେବେ ଏହି ନୂଆ ଟିମରେ ବହୁ…

ଶପଥ ନେଲେ ନବୀନଙ୍କ ନୂଆ ଟିମ୍‌

ଭୁବନେଶ୍ୱର,୫।୬(ବ୍ୟୁରୋ): ଶପଥ ନେଲେ ନବୀନଙ୍କ ନୂଆ ଟିମ୍‌। ରବିବାର ଲୋକ ସେବା ଭବନର କନ୍‌ଭେନ୍‌ସନ୍‌ ହଲ୍‌ରେ ଆୟୋଜିତ ଭବ୍ୟ ଶପଥ ଗ୍ରହଣ ସମାରୋହରେ ରାଜ୍ୟପାଳ ଗଣେଶୀ ଲାଲ ନୂଆ ମନ୍ତ୍ରୀମାନଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି। ନୂଆ ମନ୍ତ୍ରିମଣ୍ଡଳରେ…

ଏଣିକି ସାମ୍ସରେ ଦାଖଲ ହେବନି ୟୁଜି, ପିଜି ନାମଲେଖା ଫି

ଭୁବନେଶ୍ୱର,୫।୬(ବ୍ୟୁରୋ): ସ୍ନାତକ (ୟୁଜି) ଓ ସ୍ନାତକୋତ୍ତର (ପିଜି) ନାମଲେଖାରେ ସାମ୍ସରେ ଏଣିକି ଆଉ ନାମଲେଖା ଫି ଦାଖଲ ହେବନି । ଯେଉଁ କଲେଜରେ ଛାତ୍ରଛାତ୍ରୀଙ୍କ ଚୟନ ହେବ ସେଠାରେ ନାମଲେଖା ସରିବା ପରେ ହିଁ ନାମଲେଖା ଫି’ ଦାଖଲ କରିବେ ଛାତ୍ରୀଛାତ୍ର।…

ଚାକିରି ଲୋଭ ଦେଖାଇ ଠକେଇ, ବାନ୍ଧିଲା ପୋଲିସ

ଭୁବନେଶ୍ୱର,୫।୬(ବ୍ୟୁରୋ): ବିଭିନ୍ନ ବଡ଼ବଡ଼ କମ୍ପାନୀରେ ଚାକିରି କରାଇ ଦେବାକୁ କହି ଟଙ୍କା ଠକେଇ ଅଭିଯୋଗ ହୋଇଛି। ଏଭଳି ଘଟଣା ଘଟିଛି ମଞ୍ଚେଶ୍ୱର ଥାନା ଅଞ୍ଚଳରେ। ଚାକିରି ଆଶାୟୀଙ୍କଠାରୁ ଲକ୍ଷଲକ୍ଷ ଟଙ୍କା ଠକାମୀ ଅଭିଯୋଗରେ ସାଇବର ଥାନା ପୋଲିସ ଜଣଙ୍କୁ ଗିରଫ କରିଛ।…

ପୁଣି ରାଜ୍ୟରେ ୧୯ କରୋନା ପଜିଟିଭ୍‌ ଚିହ୍ନଟ, ଆଗରେ ଖୋର୍ଦ୍ଧା

ଭୁବନେଶ୍ୱର,୫।୬(ବ୍ୟୁରୋ): ରାଜ୍ୟରେ ରବିବାର ୧୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୨ ଜଣ ପିଲା ଅଛନ୍ତି। ଚିହ୍ନଟ କରୋନା ଆକ୍ରାନ୍ତ ମଧ୍ୟରୁ ୧୨ ଜଣ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୮ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା…

ସମସ୍ତ ମନ୍ତ୍ରୀଙ୍କ ଇସ୍ତଫା, ଓଡ଼ିଶାରେ ପ୍ରଥମ

ଭୁବନେଶ୍ୱର,୫।୬(ବ୍ୟୁରୋ): ଓଡ଼ିଶା ମନ୍ତ୍ରିମଣ୍ଡଳ ପରିବର୍ତ୍ତନ ହେବ। ରବିବାର ନୂଆ ମନ୍ତ୍ରୀମାନେ ଶପଥ ନେବେ। ସେଥିପାଇଁ ସମସ୍ତ ମନ୍ତ୍ରୀ ଶନିବାର ଇସ୍ତଫା ଦେଇଛନ୍ତି। ନୂଆ ମନ୍ତ୍ରିମଣ୍ଡଳରେ ୧୩ଜଣ ନୂଆ ମୁହଁ ସାମିଲ ହେବାକୁ ଥିବାବେଳେ ୮ଜଣ ସେମାନଙ୍କ ମନ୍ତ୍ରୀ ପଦ ବଜାୟ ରଖିବେ…

ତାଲିକାରେ ନାହାନ୍ତି ଅରୁଣ, ପ୍ରତାପ, ଦିବ୍ୟଶଙ୍କର

ଭୁବନେଶ୍ୱର,୫।୬(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନୂଆ ଟିମ୍‌ରେ ୩ ବିବାଦୀୟ ମନ୍ତ୍ରୀଙ୍କୁ ସ୍ଥାନ ମିଳି ନ ଥିବା କୁହାଯାଉଛି। ବରିଷ୍ଠ ମନ୍ତ୍ରୀ ଅରୁଣ କୁମାର ସାହୁ, ପ୍ରତାପ ଜେନା ଏବଂ ଦିବ୍ୟଶଙ୍କର ମିଶ୍ରଙ୍କୁ ମନ୍ତ୍ରୀଙ୍କ ନାମ ସମ୍ଭାବ୍ୟ ତାଲିକାରେ ନାହିଁ। ଏହି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri