ମେଟ୍ରୋ

ଦେଶର ପ୍ରଥମ ମୁଖ୍ୟମନ୍ତ୍ରୀ ଭାବେ ପୋପଙ୍କୁ ଭେଟିଲେ ନବୀନ

ଭୁବନେଶ୍ୱର(ବ୍ୟୁରୋ)/ରୋମ,୨୨।୬: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ବିଶ୍ୱର ସର୍ବପୁରାତନ ସହର ରୋମରେ ପୋପଙ୍କୁ ଭେଟଛନ୍ତି। ରୋମ ଗସ୍ତ ଅବସରରେ ମୁଖ୍ୟମନ୍ତ୍ରୀ ପୋପ ଫ୍ରାନ୍‌ସିସ୍‌ଙ୍କୁ ଭେଟିଛନ୍ତି। ଦେଶର ପ୍ରଥମ ମୁଖ୍ୟମନ୍ତ୍ରୀ ଭାବେ ପୋପଙ୍କୁ ସାକ୍ଷାତ କରିବାର ସୁଯୋଗ ପାଇଛନ୍ତି ସେ । ତେବେ…

ଯଦି ସନ୍ତୋଷ ଭୁଲ କରିନାହାନ୍ତି କାହିଁକି ସେ ସାମ୍ନାକୁ ଆସୁନାହାନ୍ତି’

ଭୁବନେଶ୍ୱର,୨୨।୬(ବ୍ୟୁରୋ): ଟେଲି ଅଭିନେତ୍ରୀ ରଶ୍ମିରେଖା ଓଝାଙ୍କ ଆତ୍ମହତ୍ୟାକୁ ସହଜରେ ଗ୍ରହଣ କରିପାରୁନାହାନ୍ତି ତାଙ୍କ ସାଙ୍ଗ ଓ ସାଥୀ କଳାକାର । ରଶ୍ମିଙ୍କ ସାଥୀ କଳାକାର ଡାନି କହିଛନ୍ତି, ରଶ୍ମି ଖୁବ ଭଲ ପିଲା ଥିଲେ। ତାଙ୍କ ମୃତ୍ୟୁ ହୋଇଯାଇଥିବା ସହଜରେ ବିଶ୍ବାସ…

ଆଜି ୧୩ ଜିଲାରେ ବର୍ଷିବ

ଭୁବନେଶ୍ୱର,୨୨।୬(ବ୍ୟୁରୋ): ପଶ୍ଚିମ ଓଡ଼ିଶାର କିଛି ଜିଲା ସମେତ ଦକ୍ଷିଣ ଓ ଉତ୍ତର ଓଡ଼ିଶାର କିଛି ଜିଲାରେ ବୁଧବାର ବର୍ଷା ସମ୍ଭାବନା ରହିଛି। ଏ ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଏ ନେଇ ୧୩ ଜିଲାକୁ…

ଉପରମୁହାଁ ହେଉଛି କରୋନା,ଚିହ୍ନଟ ହେଲେ ୪୫ ପଜିଟିଭ୍‌

ଭୁବନେଶ୍ୱର,୨୨।୬(ବ୍ୟୁରୋ): ରାଜ୍ୟରେ ଧୀରେ ଧୀରେ ଉପରମୁହାଁ ହେଉଛି କରୋନା ସଂକ୍ରମଣ। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪୫ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୮ ବର୍ଷରୁ କମ୍‌ ବୟସର ପିଲା ୩ଜଣ ସଂକ୍ରମିତ…

ଦିବ୍ୟାଙ୍ଗ ପୁଅକୁ ଛାଡ଼ି ଚାଲିଗଲେ ମା’ବାପା

ଭୁବନେଶ୍ୱର,୨୨।୬(ବ୍ୟୁରୋ): ମଞ୍ଚେଶ୍ୱର ଥାନା ଅନ୍ତର୍ଗତ ଭିଏସ୍‌ଏସ୍‌ନଗର ଅଞ୍ଚଳରେ ମଙ୍ଗଳବାର ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ଦିବ୍ୟାଙ୍ଗ ନାବାଳକ ପୁଅକୁ ଛାଡ଼ିଦେଇ ମା’ବାପା କେଉଁଆଡେ ପଳାଇଛନ୍ତି। ଖବର ମିଳିବା ପରେ ସ୍ଥାନୀୟ ପୋଲିସ ଓ ଚାଇଲ୍ଡଲାଇନ୍‌ ପହଞ୍ଚତ୍ ଉକ୍ତ ନାବାଳକଙ୍କୁ ଉଦ୍ଧାର…

ମହାନଦୀ ଉପରେ ପ୍ରସ୍ତୁତ ହେବ ବୃତ୍ତଚିତ୍ର

ଭୁବନେଶ୍ୱର,୨୨।୬(ବ୍ୟୁରୋ): ମହାନଦୀ ହେଉଛି ଦେଶର ଏକ ଅମୂଲ୍ୟ ସମ୍ପଦ। ଏହା ଦିନକୁ ଦିନ ନିଜର ଅସ୍ଥିତ୍ୱ ହରାଇବାରେ ଲାଗିଛି। ଜନସାଧାରଣଙ୍କ ପାଖରେ ମହାନଦୀର ସୁରକ୍ଷାକୁ ନେଇ ସଚେତନତାର ବାର୍ତ୍ତା ପହଞ୍ଚାଇବା ଉଦ୍ଦେଶ୍ୟରେ ପ୍ରିଲ୍ୟୁଡ୍‌ ପ୍ରଡକ୍ସନ ବ୍ୟାନରରେ ମହାନଦୀ ଉପରେ ଏକ ବୃତ୍ତଚିତ୍ର…

ଜେରା ହେବେ ଦୁଇ ପୁରୁଷ ବନ୍ଧୁ

ଭୁବନେଶ୍ୱର,୨୨।୬ (ବ୍ୟୁରୋ): ଅଭିନେତ୍ରୀ ରଶ୍ମିରେଖା ଓଝା ଓରଫ ସୋନି(୨୨)ଙ୍କ ରହସ୍ୟଜନକ ମୃତ୍ୟୁକୁ ୪ ଦିନ ବିତିଛି। ପ୍ରାଥମିକ ତଦନ୍ତରୁ ରଶ୍ମିରେଖା ଆତ୍ମହତ୍ୟା କରିଥିବା କମିଶନରେଟ ପୋଲିସ ପକ୍ଷରୁ କୁହାଯାଉଥିବାବେଳେ ପରିବାର ଲୋକେ କିନ୍ତୁ ହତ୍ୟା ଅଭିଯୋଗକୁ ଦୋହରାଇଛନ୍ତି। ଏ ପରିସ୍ଥିତିରେ ତଦନ୍ତକୁ…

ବ୍ରାଉନ୍‌ସୁଗାର ବେପାରୀଙ୍କ ୧.୩୨ କୋଟିର ଘର ଜବତ

ଭୁବନେଶ୍ୱର,୨୨।୬ (ବ୍ୟୁରୋ): ରାଜଧାନୀ ଉପକଣ୍ଠ ୧୬ ନଂ. ଜାତୀୟ ରାଜପଥର ପାହାଳ କ୍ରସିଂ ନିକଟରୁ ୪ ମାସ ତଳେ ୧.୨୭କୋଟି ଟଙ୍କାର ବ୍ରାଉନ୍‌ସୁଗାର ଜବତ ମାମଲାରେ ଗିରଫ ହୋଇ ଜେଲରେ ଥିବା ଏସ୍‌.କେ. ଜାମ୍‌ସେଦଙ୍କ ସମ୍ପତ୍ତି କ୍ରାଇମବ୍ରାଞ୍ଚର ସ୍ପେଶାଲ ଟାସ୍କଫୋର୍ସ (ଏସ୍‌ଟିଏଫ୍‌)…

ନିରାଶ କରୁଛି ମୌସୁମୀ

ଭୁବନେଶ୍ୱର,୨୨।୬(ବ୍ୟୁରୋ): ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ହେଉ ନ ଥିବାରୁ ଟ୍ରପ୍‌ଲାଇନ୍‌ ଏବେ ସକ୍ରିୟ ନାହିଁ। ଏଥିଯୋଗୁ ରାଜ୍ୟରେ ଆଷାଢ଼ ମାସରେ ନିଅଣ୍ଟିଆ ବର୍ଷା ରେକର୍ଡ କରାଯାଇଛି। ୬ ଜିଲାରେ ସ୍ବାଭାବିକ ବର୍ଷା ରେକର୍ଡ ହୋଇଥିବା ବେଳେ ୨୪ଟି ଜିଲାରେ…

ଓଡ଼ିଶାବାସୀଙ୍କ ଲାଗି ଗୌରବର ମୁହୂର୍ତ୍ତ

ଭୁବନେଶ୍ୱର,୨୨।୬(ବ୍ୟୁରୋ): ଦେଶର ସର୍ବୋଚ୍ଚ ପଦବୀ ପାଇଁ ଏନ୍‌ଡିଏ ପକ୍ଷରୁ ରାଷ୍ଟ୍ରପତି ପ୍ରାର୍ଥତ୍ନୀ ହୋଇଥିବା ଦ୍ରୌପଦୀ ମୁର୍ମୁଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁଭେଚ୍ଛା ଜଣାଇଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏନେଇ ତାଙ୍କ ସହ ଆଲୋଚନା କରିବା ବେଳେ ବହୁତ ଖୁସି ହୋଇଥିଲେ ବୋଲି…

ରାଜନୀତିରେ ଯୁବ ଚେହେରା ନୀତିକୁ ବଦ୍ରିଙ୍କ ସମର୍ଥନ

ଭୁବନେଶ୍ୱର,୨୨ା୬(ବ୍ୟୁରୋ): ରାଜନୀତିରେ ଯୁବବର୍ଗଙ୍କୁ ସାମିଲ କରିବା ନୀତିକୁ ପୂର୍ବତନ ମନ୍ତ୍ରୀ ତଥା ଘଷିପୁରା ବିଧାୟକ ବଦ୍ରି ନାରାୟଣ ପାତ୍ର ସମର୍ଥନ କରିଛନ୍ତି। ସେ କହିଛନ୍ତି ଯେ ଯୁବବର୍ଗଙ୍କୁ ମୁଖ୍ୟମନ୍ତ୍ରୀ ଅଗ୍ରାଧିକାର ଦେଉଛନ୍ତି। ୨୦୨୪ରେ ଯୁବକମାନଙ୍କୁ ବାଟ ଛାଡ଼ିବାକୁ ପଡ଼ିବ। ଆସନ୍ତା ନିର୍ବାଚନରେ…

ରାଷ୍ଟ୍ରପତି ଦୌଡ଼ରେ ପ୍ରଥମ ଆଦିବାସୀ ମହିଳା

ଭୁବନେଶ୍ୱର, ୨୨।୬ (ବ୍ୟୁରୋ): ଆଦିବାସୀ ନେତ୍ରୀ ତଥା ଝାଡ଼ଖଣ୍ଡର ପୂର୍ବତନ ରାଜ୍ୟପାଳ ଦ୍ରୌପଦୀ ମୁର୍ମୁଙ୍କୁ ଏନ୍‌ଡିଏ ପକ୍ଷରୁ ଆଗାମୀ ରାଷ୍ଟ୍ରପତି ନିର୍ବାଚନ ଲାଗି ପ୍ରାର୍ଥୀ କରାଯାଇଛି। ଭାଜପା ନେତ୍ରୀ ଭାବେ ସୁନାମ ଅର୍ଜନ କରିଆସିଥିବା ଦ୍ରୌପଦୀ ୨୦୧୫ରୁ ୨୦୨୧ ପର୍ଯ୍ୟନ୍ତ ଝାଡ଼ଖଣ୍ଡର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?