ମେଟ୍ରୋ

ଭୁବନେଶ୍ୱରରେ ଡିଜେଲ ୧୦୦ ଟପିଲା

ଭୁବନେଶ୍ୱର,୪।୪: କ୍ରମାଗତ ଦ୍ୱିତୀୟ ଦିନ ଲାଗି ତୈଳଦର ଉଚ୍ଚ ପରିମାଣରେ ବୃଦ୍ଧି ପାଇଛି। ଏପରିକି ଗତ ୧୩ଦିନ ମଧ୍ୟରେ ୧୧ଥର ତୈଳ ଦରରେ ପରିବର୍ତ୍ତନ ଘଟିଲାଣି। ଦେଶର ପ୍ରମୁଖ ତୈଳ ବିପଣନ କମ୍ପାନୀ ଭାରତୀୟ ତୈଳ ନିଗମର ସୂଚନା ଅନୁସାରେ ରବିବାର…

୬ରେ ଲଘୁଚାପ

ଭୁବନେଶ୍ୱର, ୩।୪(ବ୍ୟୁରୋ): ଆସୁଛି ଏକ ଲଘୁଚାପ। ଦକ୍ଷିଣ ଆଣ୍ଡାମାନ ସାଗର ଏବଂ ତାହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ବାୟୁମଣ୍ଡଳର ଉପରି ଭାଗରେ ଆସନ୍ତା ୬ ତାରିଖ ବେଳକୁ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା ପ୍ରଭାବରେ ପରବର୍ତ୍ତୀ ୨୪ଘଣ୍ଟା ମଧ୍ୟରେ…

ପୁଣି ରିମାଣ୍ଡରେ ଯିବେ ଶର୍ମିଷ୍ଠା, ଝୁନା

ଭୁବନେଶ୍ୱର,୩ା୪(ବ୍ୟୁରୋ): କ୍ୟାମେରାମ୍ୟାନ୍‌ ମାନସ ସ୍ବାଇଁ ହତ୍ୟା ମାମଲାରେ କ୍ରାଇମବ୍ରାଞ୍ଚକୁ ୩ଦିନିଆ ରିମାଣ୍ଡ ଅନୁମତି ମିଳିଛି। ଚାନ୍ଦବାଲି ଜେଏମ୍‌ଏଫ୍‌ସି କୋର୍ଟ ଏହି ଅନୁମତି ପ୍ରଦାନ କରିଛନ୍ତି। ୫ ଦିନିଆ ରିମାଣ୍ଡ ନେଇ ଆବେଦନ କରାଯାଇଥିବା ବେଳେ ୩ଦିନିଆ ରିମାଣ୍ଡ ନେଇ କୋର୍ଟ ଅନୁମତି…

୬ରେ ହୋଇପାରେ ଲଘୁଚାପ

ଭୁବନେଶ୍ୱର,୩।୪(ବ୍ୟୁରୋ): ଏପ୍ରିଲ ୬ ତାରିଖ ବେଳକୁ ଦକ୍ଷିଣ ଆଣ୍ଡାମାନ ସାଗର ଓ ତା’ର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ବାୟୁମଣ୍ଡଳର ଉପରି ଭାଗରେ ଘୂର୍ଣ୍ଣିବଳୟ ସୃଷ୍ଟି ହେବା ସମ୍ଭାବନା ରହିଛି। ଏହାର ପ୍ରଭାବରେ ପରବର୍ତ୍ତୀ ୨୪ ଘଣ୍ଟାରେ ଦକ୍ଷିଣ ପୂର୍ବ ବଙ୍ଗୋପ ସାଗରରେ ଲଘୁଚାପ…

ଶର୍ମିଷ୍ଠାଙ୍କୁ ପୁଣି ୫ ଦିନିଆ ରିମାଣ୍ଡରେ ନେବାକୁ ଆବେଦନ କରିବ କ୍ରାଇମବ୍ରଞ୍ଚ

ଭୁବନେଶ୍ୱର,୩।୪(ବ୍ୟୁରୋ): କ୍ୟାମେରାମ୍ୟାନ ମାନସ ସ୍ବାଇଁ ହତ୍ୟା ମାମଲାରେ କ୍ରାଇମବ୍ରାଞ୍ଚ ପୁଣି ଅଭିଯୁକ୍ତଙ୍କୁ ରିମାଣ୍ଡରେ ନେବ । ୪ ଅଭିଯୁକ୍ତ ଶର୍ମିଷ୍ଠା, ନିରଞ୍ଜନ, ରଞ୍ଜନ ଓ ଝୁନାଙ୍କ ପ୍ରଥମ ପର୍ଯ୍ୟାୟ ରିମାଣ୍ଡ ସରିଥିବା ବେଳେ ରବିବାର ଅପରାହ୍ନରେ ଅଭିଯୁକ୍ତଙ୍କୁ କୋର୍ଟରେ ହାଜର କରାଯିବ…

ଆଜି ୩୬ କରୋନା ପଜିଟିଭ୍‌ ଚିହ୍ନଟ: ସୁନ୍ଦରଗଡ଼ରୁ ସର୍ବାଧିକ

ଭୁବନେଶ୍ୱର,୩।୪(ବ୍ୟୁରୋ): ରାଜ୍ୟରେ ରବିବାର ୩୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୬ ଜଣ ପିଲା ଅଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରୁ ୨୧ ଜଣ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୧୫ ଜଣ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା ଏବଂ…

ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ହେଲେ ବୀର ବିକ୍ରମ ଯାଦବ

ଭୁବନେଶ୍ୱର,୩।୪(ବ୍ୟୁରୋ): ଆଇଏଏସ୍‌ ସ୍ତରରେ ଅଦଳବଦଳ ହୋଇଥିବା ନେଇ ସାଧାରଣ ପ୍ରଶାସନ ବିଭାଗରୁ ବିଜ୍ଞପ୍ତି ଜାରି ହୋଇଛି। ଏଥିରେ ଶ୍ରୀମନ୍ଦିରର ମୁଖ୍ୟ ପ୍ରଶାସକ ଭାବେ ବରିଷ୍ଠ ଆଇଏଏସ୍‌ ଅଫିସର ବୀର ବିକ୍ରମ ଯାଦବଙ୍କୁ ନିଯୁକ୍ତି ଦିଆଯାଇଛି । ଏଥିସହ ସେ ଖାଦ୍ୟ ଓ…

ରିମାଣ୍ଡ ସରିଲା, ଚିପ୍‌କୁ ନେଇ କ୍ରାଇମ୍‌ବ୍ରାଞ୍ଚ ଚୁପ୍‌

ଭୁବନେଶ୍ୱର,(ବ୍ୟୁରୋ)/କଟକ ଅଫିସ ୩।୪ ବହୁଚର୍ଚ୍ଚିତ କ୍ୟାମେରାମ୍ୟାନ ମାନସ ସ୍ବାଇଁ ହତ୍ୟା ମାମଲାରେ ଜେଲ ଯାଇ ରିମାଣ୍ଡରେ ଆସିଥିବା ୪ ଅଭିଯୁକ୍ତଙ୍କଠାରୁ କ୍ରାଇମବ୍ରାଞ୍ଚ ଅନେକ ତଥ୍ୟ ସଂଗ୍ରହ କରିସାରିଛି। ମୁଖ୍ୟ ଅଭିଯୁକ୍ତ ତଥା ସମ୍ପୂର୍ଣ୍ଣ ନ୍ୟୁଜ୍‌ ଓ୍ବେବ୍‌ ଚ୍ୟାନେଲର ମାଲିକାଣୀ ଶର୍ମିଷ୍ଠା ରାଉତ…

ମେଘୁଆ ରହିବ ପାଗ

ଭୁବନେଶ୍ୱର,୩।୪(ବ୍ୟୁରୋ):  ରାଜ୍ୟରେ ତାତିର ପ୍ରକୋପ ସାମାନ୍ୟ ହ୍ରାସ ପାଇଛି । ଅଧିକାଂଶ ସ୍ଥାନରେ ଆକାଶ ମେଘାଚ୍ଛନ୍ନ ରହିବା ସହ ସର୍ବୋଚ୍ଚ ତାପମାତ୍ରା ୪୦ ଡିଗ୍ରୀ ତଳେ ରହିଛି। ଆସନ୍ତା ୪ ଦିନ ଯାଏ ରାଜ୍ୟର ଅଧିକାଂଶ ସ୍ଥାନରେ ଆକାଶ ମେଘାଚ୍ଛନ୍ନ ରହିବା…

ଅପରାଜିତା-ପିନାକୀ କଥା କଟାକଟି

ଭୁବନେଶ୍ୱର,୩।୪(ବ୍ୟୁରୋ): ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ନିର୍ମାଣକୁ ନେଇ ଗୁରୁବାର ଏମ୍‌ପି ଅପରାଜିତା ଷଡ଼ଙ୍ଗୀ ଲୋକ ସଭାରେ ଉଦ୍‌ବେଗ ପ୍ରକାଶ କରିଥିଲେ। ଏଥିସହ କେନ୍ଦ୍ର ସଂସ୍କୃତି ମନ୍ତ୍ରଣାଳୟର ହସ୍ତକ୍ଷେପ ଲୋଡ଼ିଥିଲେ। ଏହାର ଜବାବ ଦେବାକୁ ଯାଇ ବିଜେଡି ଏମ୍‌ପି ପିନାକୀ ମିଶ୍ର କହିଥିଲେ,…

୨ସପ୍ତାହ ହେଲା ବଢୁଛି ତେଲ ଦର

ଭୁବନେଶ୍ୱର,୩।୪(ବ୍ୟୁରୋ): ଦିନକର ବିରତି ପରେ ପୁଣି ଥରେ ଉଭୟ ପେଟ୍ରୋଲ ଓ ଡିଜେଲ ଦର ବୃଦ୍ଧି ପାଇଛି। ଏପରିକି ଗତ ୨ ସପ୍ତାହ ହେବ ଭାରତ ବଜାରରେ ତେଲ ଦର ଉଚ୍ଚ ପରିମାଣରେ ବଢ଼ିଚାଲିଛି। ୫ ରାଜ୍ୟ ବିଧାନସଭା ନିର୍ବାଚନ ଫଳ…

ଓଡ଼ିଶାର ବ୍ୟବସାୟିକ ପରିବେଶ ଶ୍ରେଷ୍ଠ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୩।୪(ବ୍ୟୁରୋ):  ଓଡ଼ିଶାର ବ୍ୟବସାୟିକ ପରିବେଶ ବ୍ୟବସ୍ଥା ଭାରତରେ ସର୍ବୋତ୍ତମ। ଆମ ରାଜ୍ୟରେ ଚାକିରି ସୃଷ୍ଟି କରୁଥିବା ବ୍ୟକ୍ତିବିଶେଷଙ୍କୁ ସରକାରଙ୍କ ପକ୍ଷରୁ ସମସ୍ତ ପ୍ରକାର ସୁବିଧା ପ୍ରଦାନ ଜାରି ରଖିବୁ। ‘ଧରିତ୍ରୀ’ ଏବଂ ‘ଓଡ଼ିଶା ପୋଷ୍ଟ’ ପକ୍ଷରୁ ଶନିବାର ଭୁବନେଶ୍ୱରସ୍ଥିତ ସ୍ବସ୍ତି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri