ବିଧାୟକ କ୍ୱାର୍ଟର୍ସ ସ୍ଥାନାନ୍ତର ଯୋଜନା ନାହିଁ
ଭୁବନେଶ୍ୱର,୨୦ା୬(ବ୍ୟୁରୋ): ରାଜ୍ୟ ସରକାର ବିଧାୟକମାନଙ୍କ ଲାଗି ଅତ୍ୟାଧୁନିକ କ୍ୱାର୍ଟର୍ସ ନିର୍ମାଣ ନିମନ୍ତେ ପ୍ରାୟ ୮୭୦ ଗଛ କାଟିବା ଯୋଜନା କରିଥିବା ବେଳେ ବର୍ତ୍ତମାନ ସୁଦ୍ଧା ସେଥିରୁ ୩୫୦ ଗଛ କଟାଯାଇସାରିଛି। ଶହ ଶହ ବର୍ଷ ତଳର ବିରାଟକାୟ ଗଛ କାଟି କ୍ୱାର୍ଟର୍ସ…
ନବୀନଙ୍କ ରାଜନୈତିକ ତୀର୍ଥଯାତ୍ରା
ଭୁବନେଶ୍ୱର,୨୦।୬(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବିଦେଶ ଗସ୍ତ ନେଇ ଏବେ ଚାରିଆଡ଼େ ଆଲୋଚନା। ସୋମବାର ସେ ନୂଆଦିଲ୍ଲୀରୁ ଇଟାଲି ଅଭିମୁଖେ ଯାତ୍ରାକରି ଭାଟିକାନ୍ ସିଟିରେ କ୍ୟାଥଲିକ୍ଙ୍କ ଧର୍ମଗୁରୁ ପୋପ୍ ଫ୍ରାନ୍ସିସ୍ଙ୍କୁ ଭେଟିବାର କାର୍ଯ୍ୟକ୍ରମ ରହିଛି। ଏଥିସହିତ ବିଶ୍ୱ ଖାଦ୍ୟ କାର୍ଯ୍ୟକ୍ରମ (ଡବ୍ଲ୍ୟୁଏଫ୍ପି)ର…
ବରମୁଣ୍ଡା ନୂଆ ବସଷ୍ଟାଣ୍ଡରେ ହଣାହଣି
ଭୁବନେଶ୍ୱର,୧୯।୬(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱର ବରମୁଣ୍ଡା ନୂଆ ବସଷ୍ଟାଣ୍ଡରେ ରବିବାର ଏକ ଅଭାବନୀୟ ଘଟଣା ଘଟିଛି। ବସଷ୍ଟାଣ୍ଡରେ ଦୁଇ ବସ୍ କର୍ମଚାରୀଙ୍କ ମଧ୍ୟରେ ସାଧାରଣ ବଚସାରୁ ଗଣ୍ଡଗୋଳ ହୋଇ ଉଗ୍ରରୂପ ଧାରଣ କରିଥିଲା। ଉଭୟଙ୍କ ମଧ୍ୟରେ ଧାରୁଆ ଅସ୍ତ୍ରରେ ଆକ୍ରମଣ ମଧ୍ୟ ହୋଇଥିଲା।…
ଗିରଫ ହେଲେ ଅମାପ ସମ୍ପତ୍ତିର ଅଧିକାରୀ ଜଳେଶ୍ୱର ବିଡିଓ
ଭୁବନେଶ୍ୱର,୧୯।୬(ବ୍ୟୁରୋ): ଜଳେଶ୍ୱରର ଅମାପ ସମ୍ପତ୍ତିର ଅଧିକାରୀ ବିଡିଓ ଅଶ୍ୱିନୀ ଦାସ ଗିରଫ ହୋଇଛନ୍ତିି। ତାଙ୍କ ଠାରୁ ଏଯାବତ୍ ମୋଟ ୫ କୋଟି ୭ ଲକ୍ଷ ଟଙ୍କାର ସମ୍ପତ୍ତି ଭିଜିଲାନ୍ସ ଠାବ କରିଛ। ଏଥିରେ କଟକ ଓ ଭୁବନେଶ୍ୱରରେ ୨୪ଟି ପ୍ଲଟ ରହିଛି।…
ପୁଣି ରାଜ୍ୟରେ ୫୧ କରୋନା ପଜିଟିଭ୍ ଚିହ୍ନଟ, ଆଗରେ ଖୋର୍ଦ୍ଧା
ଭୁବନେଶ୍ୱର,୧୯।୬(ବ୍ୟୁରୋ): ରାଜ୍ୟରେ ରବିବାର ୫୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୬ ଜଣ ପିଲା ଅଛନ୍ତି। ଚିହ୍ନଟ କରୋନା ଆକ୍ରାନ୍ତ ମଧ୍ୟରୁ ୩୦ ଜଣ କ୍ୱାରାଣ୍ଟାଇନ୍ରୁ ଚିହ୍ନଟ ହୋଇଥିବାବେଳେ ୨୧ ଲୋକାଲ କେସ୍ ଥିବା ରାଜ୍ୟ ସୂଚନା…
ରାଜଧାନୀରେ ‘ଅଗ୍ନିପଥ’ ବିରୋଧ ତେଜୁଛି
ଭୁବନେଶ୍ୱର, ୧୯।୬ (ବ୍ୟୁରୋ): କେନ୍ଦ୍ର ସରକାରଙ୍କ ‘ଅଗ୍ନିପଥ’ ଯୋଜନାକୁ ନେଇ ସାରା ଦେଶରେ ବିରୋଧର ନିଅଁା ଜଳିବାରେ ଲାଗିଛି। କଟକ ପରେ ଏବେ ରାଜଧାନୀ ଭୁବନେଶ୍ୱରରେ ଏହାର ତାତି ଦେଖିବାକୁ ମିଳିଲାଣି। ଭାରତୀୟ ସେନାରେ ୪ବର୍ଷିଆ ନିଯୁକ୍ତି ଯୋଜନାକୁ ବିରୋଧ କରି…
ପୁଣି ଲାଗୁହେଲା ମହାମାରୀ ଆଇନ
ଭୁବନେଶ୍ୱର,୧୯।୬(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କୋଭିଡ ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି। ସଂକ୍ରମଣକୁ ଆଖିରେ ରଖି ରାଜ୍ୟ ସରକାର ପୁଣିଥରେ ମହାମାରୀ ଆଇନ ଶନିବାର ଲାଗୁ କରିଛନ୍ତି। କୋଭିଡ୍ ସଂକ୍ରମଣର ଭୟାବହତାକୁ ଦୃଷ୍ଟିରେ ରଖି ୨୦୨୦ ମାର୍ଚ୍ଚ ୧୩ ତାରିଖରେ ଏହାକୁ…
ବିଷ୍ଣୁ ବିଗ୍ରହର ସଂରକ୍ଷଣ କରୁ ପ୍ରତ୍ନତତ୍ତ୍ୱ ବିଭାଗ
ଭୁବନେଶ୍ୱର,୧୯।୬(ବ୍ୟୁରୋ): ଯାଜପୁର ଜିଲା ଅଭୟପୁର ପଞ୍ଚାୟତ ଅନ୍ତର୍ଗତ ଅଚ୍ୟୁତପୁର ଗ୍ରାମରୁ କିଛିଦିନ ତଳେ ଏକ ପୁରାତନ ବିଷ୍ଣୁ ବିଗ୍ରହ ଉଦ୍ଧାର ହୋଇଥିଲା। ଗ୍ରାମର ଏକ ପୋଖରୀର ଖନନ କାର୍ଯ୍ୟ ଚାଲୁଥିବାବେଳେ ଏହି ମୂର୍ତ୍ତିଟି ନଜରକୁ ଆସିଥିଲା। ପରେ ଗ୍ରାମର କିଶୋରିକାନ୍ତ ରାଉତଙ୍କ…
ଆଜି ପ୍ରଥମ ପର୍ଯ୍ୟାୟ ସମବାୟ ସମିତି ନିର୍ବାଚନ
ଭୁବନେଶ୍ୱର,୧୯।୬(ବ୍ୟୁରୋ): ପ୍ରାଥମିକ ସମବାୟ ସମିତି(ପ୍ୟାକ୍ସ)ର ପ୍ରଥମ ପର୍ଯ୍ୟାୟ ନିର୍ବାଚନ ରବିବାର ଅନୁଷ୍ଠିତ ହେବ। ମୋଟ ୩,୨୫୨ ପ୍ରାଥମିକ ସମବାୟ ସମିତିରୁ ୨,୫୨୧ ସମିତିରେ ବିନା ପ୍ରତିଦ୍ବନ୍ଦ୍ବିତାରେ ସଦସ୍ୟ, ସଦସ୍ୟା ନିର୍ବାଚିତ ହୋଇଛନ୍ତି। ବାକି ୭୩୧ ପ୍ରାଥମିକ ସମବାୟ ସମିତିରେ ନିର୍ବାଚନ ହେବ।…
ରାଜ୍ୟପାଳଙ୍କୁ ଓପିଏସ୍ସିର ବାର୍ଷିକ ରିପୋର୍ଟ
ଭୁବନେଶ୍ୱର, ୧୯।୬(ବ୍ୟୁରୋ): ଓଡ଼ିଶା ଲୋକ ସେବା ଆୟୋଗ(ଓପିଏସ୍ସି) ଅଧ୍ୟକ୍ଷ ସତ୍ୟଜିତ୍ ମହାନ୍ତି ଶନିବାର ରାଜଭବନରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲଙ୍କୁ ସାକ୍ଷାତ୍ କରି ୨୦୨୧-୨୨ର ବାର୍ଷିକ ରିପୋର୍ଟ ପ୍ରଦାନ କରିଛନ୍ତି। ଏଥିସହ ସେ ଓପିଏସ୍ସିର ବିଭିନ୍ନ କାର୍ଯ୍ୟକ୍ରମ ସମ୍ପର୍କରେ ରାଜ୍ୟପାଳଙ୍କୁ ଅବଗତ…
ଟଙ୍କା ନ ଦେଇ ଗାଇଡ୍ଲାଇନ୍
ଭୁବନେଶ୍ୱର,୧୯।୬(ବ୍ୟୁରୋ): ବିଭିନ୍ନ ସମୟରେ ଦେଖାଦେଉଥିବା ପ୍ରାକୃତିକ ବିପର୍ଯ୍ୟୟ ଓଡ଼ିଶାର ଆର୍ଥିକ ମେରୁଦଣ୍ଡକୁ ଦୋହଲାଇ ଦେଉଛି। ଗୋଟିଏ ପରେ ଗୋଟିଏ ବାତ୍ୟା ଉପକୂଳ ଅଞ୍ଚଳକୁ ଛାରଖାର କରିଦେଉଛି। ଗତ ଦୁଇ ଦଶନ୍ଧି ମଧ୍ୟରେ ରାଜ୍ୟକୁ ୭ଟି ଭୟଙ୍କର ବାତ୍ୟାର ସମ୍ମୁଖୀନ ହେବାକୁ ପଡ଼ିଛି।…
୭୩୧ ସମବାୟ ସମିତିରେ ନିର୍ବାଚନ, ୨୪୪ ବୁଥ୍ ସମ୍ବେଦନଶୀଳ
ଭୁବନେଶ୍ୱର,୧୮ା୬(ବ୍ୟୁରୋ): ପ୍ରଥମ ପର୍ଯ୍ୟାୟ ପ୍ରାଥମିକ ସମବାୟ ସମିତି ନିର୍ବାଚନ ରବିବାର ଅନୁଷ୍ଠିତ ହେବ। ୨ ହଜାର ୨୫୨ ପ୍ରାଥମିକ ସମବାୟ ସମିତିରୁ ୨ ହଜାର ୫୨୧ଟି ସମିତିରେ ବିନା ପ୍ରତିଦ୍ବନ୍ଦ୍ବିତାରେ ସଦସ୍ୟ, ସଦସ୍ୟା ନିର୍ବାଚିତ ହୋଇଛନ୍ତି । ବାକି ୭୩୧ ପ୍ରାଥମିକ…

