ମେଟ୍ରୋ

୪୩.୪ ଡିଗ୍ରୀ ସହ ଟିଟିଲାଗଡ଼ ଉତ୍ତପ୍ତ ସହର

ଭୁବନେଶ୍ୱର, ୨।୪(ବ୍ୟୁରୋ): ମରାଜ୍ୟରେ ଉପରମୁହାଁ ହୋଇଛି ପାରଦ। ପ୍ରବଳ ଗ୍ରୀଷ୍ମ ପ୍ରବାହ ଯୋଗୁ ତାପମାତ୍ରା ୪୩ ଡିଗ୍ରୀ ଟପିଛି। ଶୁକ୍ରବାର ୮ ସହରର ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିଥିବାବେଳେ ସର୍ବାଧିକ ୪୩.୪ ଡିଗ୍ରୀ ସହ ସବୁଠୁ ଉତ୍ତପ୍ତ ସହରରେ ପରିଣତ…

ଚକରେ ସଂଯୋଗ ହେଲା ଅଖ

ପୁରୁଣା ଭୁବନେଶ୍ୱର,୨ା୪(ଡି.ଏନ୍‌.ଏ.): ଆସନ୍ତା ଅଶୋକାଷ୍ଟମୀରେ ଶ୍ରୀଲିଙ୍ଗରାଜଙ୍କ ରୁକୁଣା ରଥଯାତ୍ରା। ଏ ନେଇ ରଥଖଳାରେ ରଥ ନିର୍ମାଣ କାର୍ଯ୍ୟ ଆଗେଇ ଚାଲିଛି। ଏହି ପରିପ୍ରେକ୍ଷୀରେ ଶୁକ୍ରବାର ନିର୍ମାଣ ହେଉଥିବା ରଥ ଚକରେ ନୂଆ ଅଖ ଲାଗି ହୋଇଛି। ବିଧି ମୁତାବକ ମଙ୍ଗଳ ଆଳତି,…

ପୁରୀରେ ନିରାମିଷ କାଫେଟେରିଆ

ପୁରୀ ଅଫିସ,୨।୪: ସ୍ବର୍ଗଦ୍ୱାର ପାଖରେ ଜିଲା ପ୍ରଶାସନ ସହଯୋଗରେ ଓଡ଼ିଶା ପର୍ଯ୍ୟଟନ ଉନ୍ନୟନ ନିଗମ (ଓଟିଡିସି) ପକ୍ଷରୁ ଏକ ଶୁଦ୍ଧ ନିରାମିଷ କାଫେଟେରିଆ ଖୋଲିଛି। ଓଡ଼ିଶା ଦିବସ ଅବସରରେ ଏହି ନିରାମିଷ କାଫେଟେରିଆକୁ ଓଟିଡିସି ଅଧ୍ୟକ୍ଷା ଶ୍ରୀମୟୀ ମିଶ୍ର ଲୋକାର୍ପଣ କରିଛନ୍ତି।…

ଗଞ୍ଜେଇ ଚାଲାଣର ମାଧ୍ୟମ ପାଲଟିଛି ଟ୍ରେନ୍‌

ଭୁବନେଶ୍ୱର, ୨।୪ (ବ୍ୟୁରୋ): ରାଜ୍ୟରେ ଗଞ୍ଜେଇ ଚୋରାଚାଲାଣ ଦିନକୁ ଦିନ ବଢ଼ିବାରେ ଲାଗିଛି। ଗଞ୍ଜେଇ ବେପାରିମାନେ ନୂଆ ନୂଆ କୌଶଳ ଅବଲମ୍ବନ କରି ରାଜ୍ୟ ତଥା ରାଜ୍ୟ ବାହାରକୁ ଚୋରା ଚାଲାଣ କରିବାରେ ସକ୍ରିୟ ହୋଇପଡିଛନ୍ତି। କେତେବେଳେ କଖାରୁ ବୋଝେଇ ଗାଡିରୁ…

ଇଣ୍ଡିଆ ବୁକ୍‌ ଅଫ୍‌ ରେକର୍ଡସ୍‌ରେ ରୁଦ୍ରାଂଶ

ଭୁବନେଶ୍ୱର, ୨।୪ (ବ୍ୟୁରୋ): ବୟସ ସିନା କମ୍‌, ହେଲେ ବହୁ ପ୍ରତିଭାର ଅଧିକାରୀ। ମାତ୍ର ୨ବର୍ଷ ୧୧ ମାସ ବୟସରେ ଇଣ୍ଡିଆ ବୁକ୍‌ ଅଫ୍‌ ରେକର୍ଡସ୍‌ ହାସଲ କରିଛନ୍ତି ରୁଦ୍ରାଂଶ ମହାପାତ୍ର। ତାଙ୍କ ବୟସର ପିଲା ସ୍ପଷ୍ଟ ଭାବେ କଥା କହିପାରୁ…

ନିର୍ବାଚନ ପାଖ ହେଲେ ନିରଞ୍ଜନଙ୍କ ଦେହ ଖରାପ ହେଉଛି: ତାରା

ଭୁବନେଶ୍ୱର,୨।୪ (ବ୍ୟୁରୋ): ପ୍ରଥମେ ପଞ୍ଚାୟତ ଓ ପରେ ପୌର ନିର୍ବାଚନରେ କଂଗ୍ରେସର ନୈରାଶ୍ୟ ଜନକ ପ୍ରଦର୍ଶନ ବର୍ତ୍ତମାନ ପ୍ରଦେଶ କଂଗ୍ରେସ କମିଟିରେ କନ୍ଦଳର ରୂପନେଇଛି। ଜୟପୁର ବିଧାୟକ ତାରାପ୍ରସାଦ ବାହିନୀପତି ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ ନିର୍ବାଚନର ସମୟରେ ନିଜ ଭୁଲ…

ଇ-ଯାନ ମାଲିକଙ୍କୁ ସବ୍‌ସିଡି

ଭୁବନେଶ୍ୱର, ୨ା୪(ବ୍ୟୁରୋ): ରାଜ୍ୟରେ ପରିବେଶ ଅନୁକୁଳ ଇ-ଯାନ ବ୍ୟବହାରକୁ ପ୍ରୋତ୍ସାହିତ କରାଯିବ। ଏଥିଲାଗି ଲୋକସେବା ଭବନରେ ମୁଖ୍ୟଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ଶୁକ୍ରବାର ବିଦ୍ୟୁତ୍‌ ଯାନ ସବ୍‌ସିଡି ପୋର୍ଟାଲର ଶୁଭାରମ୍ଭ କରିଛନ୍ତି। ପୋର୍ଟାଲକୁ ବ୍ୟାଙ୍କ ଅନ୍‌ଲାଇନ୍‌ ପେମେଣ୍ଟ୍‌ ବ୍ୟବସ୍ଥା ସହ…

‘ଓଡ଼ିଆ ଜାତି ବିରାଟ ପରିବାର’

ଭୁବନେଶ୍ୱର,୨।୪(ବ୍ୟୁରୋ): ଓଡ଼ିଶା ଆମର ମା’ ା ଆମ ଓଡ଼ିଆ ଜାତି ହେଉଛି ଗୋଟିଏ ବିରାଟ ପରିବାର ା ନିଜ ପରିବାରର ଉନ୍ନତି ପରି ଓଡିଆ ଜାତିର ଉନ୍ନତି ପାଇଁ ସମସ୍ତେ ମିଶି ଉଦ୍ୟମ କଲେ ନୂଆ ଓଡ଼ିଶାର ସ୍ବପ୍ନ ପୂରଣ ହୋଇପାରିବ…

ହତ୍ୟା କରିଥିବା ମାନିଲେ ଶର୍ମିଷ୍ଠା

ଭୁବନେଶ୍ୱର, (ବ୍ୟୁରୋ)/କଟକ ଅଫିସ୍‌/ ନୟାଗଡ଼ ଅଫିସ/ରଣପୁର (ସ୍ବ.ପ୍ର.)/ଚାନ୍ଦବାଲି (ଡି.ଏନ.ଏ.),୨ା୪: ବହୁଚର୍ଚ୍ଚିତ କ୍ୟାମେରାମ୍ୟାନ ମାନସ ସ୍ବାଇଁ ହତ୍ୟା ମାମଲାରେ ଜେଲ ଯାଇ ରିମାଣ୍ଡରେ ଆସିଥିବା ୪ ଅଭିଯୁକ୍ତଙ୍କ ମଧ୍ୟରୁ ମୁଖ୍ୟ ଅଭିଯୁକ୍ତ ଶର୍ମିଷ୍ଠା ରାଉତ ଶୁକ୍ରବାର କ୍ରାଇମ୍‌ବ୍ରାଞ୍ଚ ଆଗରେ ସତ ଓକାଳିଛନ୍ତି। ମାନସଙ୍କୁ…

କଳାଭୂମିରେ ଖୋଲିଲା ଶ୍ରୀଜଗନ୍ନାଥ ସଂସ୍କୃତି ଗ୍ୟାଲେରି

ଭୁବନେଶ୍ୱର,୨।୪(ବ୍ୟୁରୋ): ରାଜ୍ୟ ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ ପକ୍ଷରୁ ଭୁବନେଶ୍ୱର ଗଣ୍ଡମୁଣ୍ଡାସ୍ଥିତ ହସ୍ତଶିଳ୍ପ ସଂଗ୍ରହାଳୟ ‘କଳାଭୂମି’ ପରିସରରେ ଶ୍ରୀଜଗନ୍ନାଥ ସଂସ୍କୃତି ଗ୍ୟାଲେରି ଖୋଲିଛି। ଶୁକ୍ରବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହାକୁ ଉଦ୍‌ଘାଟନ କରି କଳା ଓ ସଂସ୍କୃତିପ୍ରେମୀଙ୍କ ଉଦ୍ଦେଶ୍ୟ ଲୋକାର୍ପଣ…

ମାନସଙ୍କୁ ମାରିଥିବା ନେଇ ମାନିଲେ ଶର୍ମିଷ୍ଠା , ହେଲେ କହିଲେନି କାରଣ

ଭୁବନେଶ୍ୱର,୧।୪(ବ୍ୟୁରୋ): ବହୁ ଚର୍ଚ୍ଚିତ କ୍ୟାମେରାମ୍ୟାନ ମାନସ ସ୍ବାଇଁ ହତ୍ୟା ମାମଲାରେ ମୁଖ୍ୟ ଅଭିଯୁକ୍ତ ଶର୍ମିଷ୍ଠା ରାଉତ ଶୁକ୍ରବାର ନିଜର ଦୋଷ ସ୍ବୀକାର କରିଛନ୍ତି। ଏପରିକି ସ୍କ୍ରିନ ରିକ୍ରିଏଶନ ସହ ପୂରା କାହାଣୀ ବର୍ଣ୍ଣନା କରିଥିବା କ୍ରାଇମବ୍ରାଞ୍ଚ ପକ୍ଷରୁ ସୂଚନା ମିଳିଛି। ମାତ୍ର…

ଗ୍ରୀଷ୍ମ ପ୍ରବାହ ସତ୍ତ୍ୱେ ଏସବୁ ଜିଲାରେ ହୋଇପାରେ ବର୍ଷା

ଭୁବନେଶ୍ୱର,୧।୪(ବ୍ୟୁରୋ): ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଥିବା ବେଳେ ଆଭ୍ୟନ୍ତରୀଣ ଓଡ଼ିଶାରେ ଦିନର ତାପମାତ୍ରାରେ କୌଣସି ପରିବର୍ତ୍ତନ ହେବନାହିଁ। କେତେକ ଜିଲାର ତାପମାତ୍ରା ୪୦ ଡିଗ୍ରୀ କିମ୍ବା ତା’ଠାରୁ ଅଧିକ ହୋଇପାରେ। ଏହା ସତ୍ତ୍ୱେ କେତେକ ଜିଲାରେ ଅଦିନିଆ ବର୍ଷା କିଛିଟା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri