ମେଟ୍ରୋ

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୧୪ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୧୮ା୬(ବ୍ୟୁରୋ): ରାଜ୍ୟରୁ ଶନିବାର ଆଉ ୧୪ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ୍‌ ୧୨,୭୯,୪୩୩ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି। ଏନେଇ ଟୁଇଟ୍‌ ଯୋଗେ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା…

କରୋନା ଲକ୍ଷଣ ଥିଲେ ରଥଯାତ୍ରା ମନା

ଭୁବନେଶ୍ୱର,୧୮ା୬(ବ୍ୟୁରୋ): ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ପାଇଁ ଶନିବାର ସ୍ବତନ୍ତ୍ର ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକ ପରେ ଉନ୍ନୟନ କମିଶନର ପ୍ରଦୀପ ଜେନା କରୋନା ଲକ୍ଷଣ ଥିଲେ କେହି ରଥଯାତ୍ରା ଦେଖିବାକୁ ଆସନ୍ତୁ ନାହିଁ ନିବେଦନ କରିଛନ୍ତି। ଆଜି ପୁରୀ ଟାଉନ…

‘ସମସ୍ତ ବିଭାଗ ସଜାଗ ରୁହନ୍ତୁ’

ଭୁବନେଶ୍ୱର,୧୮ା୬(ବ୍ୟୁରୋ): ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା କିପରି ଶୃଙ୍ଖଳିତ ଭାବରେ କରାଯିବ ସେନେଇ ଯୁଦ୍ଧକାଳୀନ ଭିତ୍ତିରେ ପ୍ରଶାସନ ଜୋରଦାର ପ୍ରୟାସ ଚଳାଇଛି। ଏଥିପାଇଁ ସମସ୍ତଙ୍କ ସହଯୋଗ ଲୋଡ଼ିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମୁଖ୍ୟମନ୍ତ୍ରୀ ଶନିବାର ଭିଡିଓ କନ୍‌ଫରେନ୍ସିଂ ଜରିଆରେ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ…

କରୋନା ଗ୍ରାଫ ଉପର ମୁହାଁ: ଆସିନି ନୂଆ ଭାରିଆଣ୍ଟ

ଭୁବନେଶ୍ୱର,୧୮।୬(ବ୍ୟୁରୋ): କରୋନା ଗ୍ରାଫ ଉପର ମୁହାଁ ହେଉଛି। ଭୁବନେଶ୍ୱର ଓ ଖୋର୍ଦ୍ଧାରେ ପଜିଟିଭ୍‌ ସଂଖ୍ୟା ବଢ଼ୁଛି। ଏହାକୁ ଦୃଷ୍ଟିରେ ରଖି ଲୋକଙ୍କୁ ସଚେତନ ହେବାର ଆବଶ୍ୟକତା ରହିଛି ବୋଲି ଶନିବାର ଜନସ୍ବାର୍ଥ ନିର୍ଦ୍ଦେଶକ ଡା. ନିରଞ୍ଜନ ମିଶ୍ର କହିଛନ୍ତି । ସେ…

ବିଡିଓଙ୍କର ରହିଛି ୨୪ଟି ପ୍ଲଟ, ଘରୁ ମିଳିଲା ୧ କେଜିରୁ ଅଧିକ ସୁନା

ବାଲେଶ୍ୱର ଅଫିସ/ଭୁବନେଶ୍ୱର୧୮।୬(ବ୍ୟୁରୋ): ଜଳେଶ୍ୱର ବିଡିଓ ଅଶ୍ୱିନୀ କୁମାର ଦାସଙ୍କ ଘରେ ଶନିବାର ଭିଜିଲାନ୍ସ ଟିମ୍‌ ଚଢ଼ାଉ କରିଥିଲେ। ତେବେ ଚଢ଼ାଉ ସମୟରେ ଅନେକ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ସାମ୍ନାକୁ ଆସିଛି। ବିଡିଓଙ୍କ ଅମାପ ସମ୍ପତ୍ତି ବିଷରେ ଖୁଲାସା ହୋଇଛି। ତାଙ୍କର ଅନେକ ପ୍ଲଟ…

ଉପକୂଳମୁହାଁ ମୌସୁମୀ: ୫ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର,୧୮।୬: ଓଡ଼ିଶାରେ ମୌସୁମୀ ସକ୍ରିୟ ହେଉଛି। ପ୍ରଥମେ ଦକ୍ଷିଣ ଓଡ଼ିଶା ଛୁଇଁବା ପରେ ଏବେ ମୌସୁମୀ ଉପକୂଳମୁହାଁ ହୋଇଛି । ଆସନ୍ତା ୨ ଦିନ ମଧ୍ୟରେ ଉପକୂଳ ସମେତ ଆଭ୍ୟନ୍ତରଣୀ ଓଡ଼ିଶାକୁ ମୌସୁମୀ ଛୁଇଁବା ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ…

ଆଜି ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୮।୬(ବ୍ୟୁରୋ): ଆଜି ଦିଲ୍ଲୀ ଗସ୍ତ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଅପରାହ୍ନ ସାଢେ ୧ଟାରେ ଭୁବନେଶ୍ୱରରୁ ନୂଆଦିଲ୍ଲୀ ଅଭିମୁଖେ ଯିବେ। ସେଠାରୁ ୨୦ତାରିଖ ୪ଟା ୧୫ ମିନିଟରେ ଇଟାଲୀର ରୋମ ଅଭିମୁଖେ ଗସ୍ତ କରିବେ। ଏହା ମୁଖ୍ୟମନ୍ତ୍ରୀଙ୍କ ଦ୍ୱିତୀୟ ବିଦେଶ ଗସ୍ତ…

୨୪ ଘଣ୍ଟାରେ ୩୮ କରୋନା ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୧୮।୬(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟାରେ ୩୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୮ ବର୍ଷରୁ କମ୍‌ ବୟସର ପିଲା ୨ ଜଣ ରହିଛନ୍ତି। ସେହିପରି କ୍ୱାରାଣ୍ଟାଇନ୍‌ରୁ ୨୩ ଜଣ ଥିବା ବେଳେ ୧୫ ଜଣ ଲୋକାଲ କେସ୍‌…

ଅଗ୍ନିପଥ ଯୋଜନା ପ୍ରତ୍ୟାହାର କର: ସିପିଆଇ(ଏମ୍‌)

ଭୁବନେଶ୍ୱର, ୧୮ା୬(ବ୍ୟୁରୋ): କେନ୍ଦ୍ର ସରକାରଙ୍କ ଦ୍ୱାରା ଘୋଷିତ ଅଗ୍ନିପଥ ଯୋଜନାକୁ ତୁରନ୍ତ ପ୍ରତ୍ୟାହାର କରିବା ପାଇଁ ସିପିଆଇ (ଏମ୍‌) ପକ୍ଷରୁ ଦାବି କରାଯାଇଛି। ବୃତ୍ତିଗତ ସେନା ଠିକାଭିତ୍ତିରେ ୪ବର୍ଷ ଲାଗି ନିଯୁକ୍ତି ଦେବା ନିଷ୍ପତ୍ତି ଗ୍ରହଣଯୋଗ୍ୟ ନୁହେଁ। ଏହାଦ୍ୱାରା ପେନସନ ଅର୍ଥକୁ…

ରାଜ୍ୟବ୍ୟାପୀ ଆନ୍ଦୋଳନ କଲା କଂଗ୍ରେସ

ଭୁବନେଶ୍ୱର,୧୮ା୬(ବ୍ୟୁରୋ): କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ଇଡି(ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ) ପକ୍ଷରୁ କରାଯାଉଥିବା ଜେରାକୁ ନେଇ ଦେଶବ୍ୟାପୀ ବିରୋଧର ସ୍ବର ତେଜିବାରେ ଲାଗିଛି। ସମାନଭାବେ ଓଡ଼ିଶାରେ ମଧ୍ୟ ପ୍ରଦେଶ କଂଗ୍ରେସ କମିଟି(ପିସିସି) ପକ୍ଷରୁ କେନ୍ଦ୍ର ସରକାରଙ୍କ ଏଭଳି କାର୍ଯ୍ୟକଳାପକୁ ଜୋର୍‌ଦାର ବିରୋଧକରି ପ୍ରତିବାଦ…

ବିପଦପୂର୍ଣ୍ଣ ସ୍ଥାନ ସମ୍ପର୍କରେ ଜଣାଇବେ କର୍ପୋରେଟର

ଭୁବନେଶ୍ୱର, ୧୮।୬ (ବ୍ୟୁରୋ): ଓଡ଼ିଶା ଛୁଇଁଛି ମୌସୁମୀ। ରାଜଧାନୀ ଭୁବନେଶ୍ୱର ସମେତ ରାଜ୍ୟରେ ବର୍ଷା ଆରମ୍ଭ ହୋଇଛି। ଆଗକୁ ପ୍ରବଳ ବର୍ଷିବ ବୋଲି ପାଣିପାଗ ବିଭାଗ ଆକଳନ କରିଛି। ତେଣୁ ବର୍ଷାଜନିତ ସ୍ଥିତିର ମୁକାବିଲା ପାଇଁ ପ୍ରସ୍ତୁତ ହେଉଛି ଭୁବନେଶ୍ୱର ମହାନଗର…

ବିଲ୍ଡର ସଂସ୍ଥାର ନିର୍ଦ୍ଦେଶକ ଗିରଫ

ଭୁବନେଶ୍ୱର,୧୮।୬(ବ୍ୟୁରୋ): ଫ୍ଲାଟ୍‌ ଦେବାକୁ କହି ଏକାଧିକ ଲୋକଙ୍କଠାରୁ ୧.୧୬ କୋଟି ଠକେଇ ଅଭିଯୋଗରେ କ୍ରାଇମବ୍ରାଞ୍ଚର ଅର୍ଥନୈତିକ ଅପରାଧ ଶାଖା (ଇଓଡବ୍ଲ୍ୟୁ) ମଧ୍ୟସ୍ଥ ସାଜିଥିବା ଜଣେ ବିଲ୍ଡରଙ୍କୁ ଗିରଫ କରିଛି। ସେ ହେଲେ ନୟାଗଡ଼ ଜିଲା ଫତେଗଡ଼ ଥାନା ନୂଆଗାଁ ଗ୍ରାମର ଅମ୍ରେଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?