ଓଡ଼ିଆ ଭାଷା ପ୍ରତି ଗୁରୁତ୍ୱ ରହୁ
୧୯୩୬ ମସିହାରେ ଭାଷାକୁ ଭିତ୍ତିକରି ସ୍ବତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନ ହୋଇଥିଲା। ତେଣୁ ଭାଷାଭିତ୍ତିକ ଏକତ୍ୱ ପାଇଁ ଯେଉଁ ଆନ୍ଦୋଳନ ହୋଇଥିଲା, ବର୍ତ୍ତମାନ ସେହି ଭାଷା ପ୍ରତି ଗୁରୁତ୍ୱ କମି କମି ଯାଉଛି। ସରକାରୀ କ୍ଷେତ୍ରରେ ଓଡ଼ିଆ ଭାଷାର ପ୍ରୟୋଗକୁ ଆଜି…
ଉତ୍କଳ ଦିବସରେ ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣା
ଭୁବନେଶର,୧।୪(ବ୍ୟୁରୋ): ଖାଦ୍ୟ ସୁରକ୍ଷା ହିତାଧିକାରୀଙ୍କୁ ଆଉ ୬ ମାସ ମିଳିବ ମାଗଣା ଚାଉଳ। ଏ ନେଇ ଶୁକ୍ରବାର ଉତ୍କଳ ଦିବସ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି। ପୁଣି ୬ ମାସ ପାଇଁ ଏହାର ଅବଧି ବୃଦ୍ଧି କରିଛନ୍ତି। ଏପ୍ରିଲରୁ…
ଏପ୍ରିଲ୍ ୨ରୁ ଅନ୍ଲାଇନ୍ ପଞ୍ଜୀକରଣ
ଭୁବନେଶ୍ୱର,୧।୪(ବ୍ୟୁରୋ): ଚଳିତ ବର୍ଷ ଆସନ୍ତା ଜୁଲାଇ ୧୭ରେ ନିଟ୍ ୟୁଜି ପରୀକ୍ଷା ହୋଇପାରେ। ଏନେଇ ଅନ୍ଲାଇନ୍ ପଞ୍ଜୀକରଣ ଶନିବାର(ଏପ୍ରିଲ୍ ୨)ରୁ ଆରମ୍ଭ ହେବ। ତେବେ ପଞ୍ଜୀକରଣର ଶେଷ ସମୟ ସୀମା ମେ ୭ ପର୍ଯ୍ୟନ୍ତ ରହିଛି। ପରୀକ୍ଷା ୧୩ଟି ଭାଷାରେ ଅନୁଷ୍ଠିତ…
ଓଡ଼ିଶା ଦିବସରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୧ା୪(ବ୍ୟୁରୋ): ଆଜି ଓଡ଼ିଶା ଦିବସ। ସାରା ରାଜ୍ୟବାସୀ ଏହି ଦିନଟିକୁ ବେଶ୍ ଉତ୍ସାହର ସହ ପାଳନ କରୁଛନ୍ତି। ଏହି ଦିବସରେ ଓଡ଼ିଶାବାସୀଙ୍କୁ ଅଭିନନ୍ଦନ ଓ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସ୍ବତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନର ବରେଣ୍ୟ ସାଧକମାନଙ୍କୁ ଏହି…
ଆଜି ରାଜ୍ୟରୁ ୨୧ ପଜିଟିଭ୍ ଚିହ୍ନଟ
ଭୁବନେଶ୍ୱର,୧ା୪(ବ୍ୟୁରୋ): ରାଜ୍ୟରୁ ଶୁକ୍ରବାର ୨୧ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨,୮୭,୬୬୧ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍ରୁ ୧୩ ଜଣ ଚିହ୍ନଟ ହୋଇଥିବା…
ସୁରକ୍ଷା ଲୋଡ଼ିଲେ ୨୭ ବିରୋଧୀ ବିଧାୟକ
ଭୁବନେଶ୍ୱର,୧ା୪(ବ୍ୟୁରୋ): ଖଣି ଓ ବାଲି ମାଫିଆଙ୍କ ଟାର୍ଗେଟରେ ଥିବା ବିରୋଧୀ ଦଳର ୨୭ଜଣ ବିଧାୟକ ସେମାନଙ୍କ ଜୀବନ ପ୍ରତି ବିପଦ ଥିବା ଆଶଙ୍କା କରି ବାଚସ୍ପତିଙ୍କ ନିକଟରେ ସୁରକ୍ଷା ଦାବି କରିଛନ୍ତି। ଗୁରୁବାର ଶୂନ୍ୟକାଳରେ ବିରୋଧୀ ଦଳ ମୁଖ୍ୟ ସଚେତକ ମୋହନ…
ସିଏମ୍ଆର୍ଏଫ୍କୁ ୧୦ କୋଟି ଦେଲା ଓସିପିଏଲ୍
ଭୁବନେଶ୍ୱର,୧ା୪(ବ୍ୟୁରୋ): ରାଜ୍ୟ ସରକାରଙ୍କ ଏକମାତ୍ର ସରକାରୀ କୋଇଲା ଉଦ୍ୟୋଗ ଓଡ଼ିଶା କୋଲ୍ ଆଣ୍ଡ୍ ପାୱାର ଲିମିଟେଡ୍ (ଓସିପିଏଲ୍) ତା’ ଲାଭାଂଶରୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠି (ସିଏମ୍ଆର୍ଏଫ୍)କୁ ୧୦ କୋଟି ଟଙ୍କା ପ୍ରଦାନ କରାଯାଇଛି। ଲୋକସେବା ଭବନରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଭିଡିଓ…
ଶର୍ମିଷ୍ଠା ମାନିଲେନି, ରଞ୍ଜନ ସତ କହିଲେ
ଭୁବନେଶ୍ୱର(ବ୍ୟୁରୋ)/କଟକ(ଅଫିସ୍) ୧।୪: ବହୁଚର୍ଚ୍ଚିତ କ୍ୟାମେରାମ୍ୟାନ ମାନସ ସ୍ବାଇଁ ହତ୍ୟା ମାମଲାରେ ପ୍ରତିଦିନ ନୂଆ ତଥ୍ୟ ଆସିବାରେ ଲାଗିଛି। ୫ ଦିନିଆ ରିମାଣ୍ଡରେ ଆସିଥିବା ୪ ଅଭିଯୁକ୍ତଙ୍କୁ କ୍ରାଇମ୍ବ୍ରାଞ୍ଚ ଟିମ୍ ପଚରାଉଚରା ଜାରି ରଖିଛି। ତେବେ ଏହି ଘଟଣାର ମୁଖ୍ୟ ଅଭିଯୁକ୍ତ କୁହାଯାଉଥିବା…
ଆଜି ଉତ୍କଳ ଦିବସ: ସବୁଠି ଶୁଭୁଛି ଓଡ଼ିଶାର ଜୟଗାନ
ଭୁବନେଶ୍ୱର,୧ା୪(ବ୍ୟୁରୋ): ଆଜି ଅର୍ଥାତ୍ ଏପ୍ରିଲ ୧ରେ ହେଉଛି ଉତ୍କଳ ଦିବସ। ୧୯୩୬ ମସିହା ଆଜିର ଦିନରେ ସ୍ବତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନ କରାଯାଇଥିଲା। ଭାଷା ଭିତ୍ତିରେ ପ୍ରଦେଶ ଗଠନର ମାନ୍ୟତା ପାଇଥିଲା ଓଡ଼ିଶା। ଏହି ପବିତ୍ର ଦିନରେ ଓଡ଼ିଶାର ବରପୁତ୍ରମାନଙ୍କୁ ମନେ…
ଏସ୍ଓଏସ୍ଏସ୍ ସଂସ୍ଥା ଓଡ଼ିଶା ମୁଖ୍ୟ ଗିରଫ
ବ୍ରହ୍ମପୁର ଅଫିସ/ ଭୁବନେଶ୍ୱର,୧।୪(ବ୍ୟୁରୋ): ସକ୍ସେସ୍ ଅନ୍ଲାଇନ୍ ସର୍ଭିସ୍ ସିଷ୍ଟମ୍ (ଏସ୍ଓଏସ୍ଏସ୍) ଚିଟଫଣ୍ଡ ଠକେଇ ମାମଲାରେ କ୍ରାଇମ୍ବ୍ରାଞ୍ଚ ଇଓଡବ୍ଳ୍ୟୁ (ଅର୍ଥନେତିକ ଅପରାଧ ଶାଖା) ଟିମ୍ ବ୍ରହ୍ମପୁର ଲୋଚାପଡ଼ା ରାମକୃଷ୍ଣନଗର ତୃତୀୟ ଲାଇନ୍ରେ ରହୁଥିବା ଶାଖା ପରିଚାଳକଙ୍କୁ ଗୁରୁବାର ଗିରଫ କରିଛି। ସେ ହେଲେ…
ଓଡ଼ିଶାରେ ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ ସଚିବ ଅପୂର୍ବ ଚନ୍ଦ୍ର
ଭୁବନେଶ୍ୱର,୧ା୪(ବ୍ୟୁରୋ): କେନ୍ଦ୍ର ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ ସଚିବ ଅପୂର୍ବ ଚନ୍ଦ୍ର ଗୁରୁବାର ୨ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି। ମନ୍ତ୍ରଣାଳୟର ସଚିବ ଭାବେ ଦାୟିତ୍ୱ ନେବା ପରେ ଏହା ତାଙ୍କର ପ୍ରଥମ ଓଡ଼ିଶା ଗସ୍ତ। ସଚିବ ଚନ୍ଦ୍ର ମନ୍ତ୍ରଣାଳୟ ଅଧୀନ…
ଓଡ଼ିଶାରୁ ହଟିଲା କୋଭିଡ୍ ମହାମାରୀ ଆଇନ
ଭୁବନେଶ୍ୱର,୧ା୪ (ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ହ୍ରାସ ପାଇବା ସହ ଜୀବନଜୀବିକା ସ୍ବାଭାବିକ ହେବା ପରେ ରାଜ୍ୟ ସରକାର ସମସ୍ତ କୋଭିଡ୍ କଟକଣାକୁ ହଟାଇ ଦେଇଛନ୍ତି। ଏଣିକି ଆଉ କୋଭଡ୍ଡ୍ ବିପର୍ଯ୍ୟୟ ଆଇନ ବା ମହାମାରୀ ଆଇନ ଅନ୍ତର୍ଗତ ହେବନାହିଁ। ବିପର୍ଯ୍ୟୟ…
Archives


