ମେଟ୍ରୋ

କେନ୍ଦ୍ରକୁ ଫେରିଗଲା ୮୪୨ କୋଟି

ଭୁବନେଶ୍ୱର,୧ା୪(ବ୍ୟୁରୋ): ଜଳ ସେଚନ ପାଇଁ ପର୍ଯ୍ୟାପ୍ତ ଅର୍ଥ ବ୍ୟବସ୍ଥା ସତ୍ତ୍ୱେ ଆର୍ଥିକ ପରିଚାଳନାରେ ଅନିମୟମିତା, ଜମି ଅଧିଗ୍ରହଣରେ ବିଳମ୍ବ , ଡିପିଆର ପ୍ରସ୍ତୁତିରେ ତ୍ରୁଟି, ଭୁଲ ସର୍ଭେ ଓ ଅନୁସନ୍ଧାନ, ତ୍ରୁଟିଯୁକ୍ତ ଡିଜାଇନ, ଜଳ ନ ଥିବା ସ୍ଥାନରେ ବୃହତ ପ୍ରକଳ୍ପ…

ଶେଷ ଦିନରେ ପାରିତ ହେଲା ବ୍ୟୟମଞ୍ଜୁରୀ ବିଲ

ଭୁବନେଶ୍ୱର, ୩୧।୩(ବ୍ୟୁରୋ) : ବିଧାନସଭା ଅଧିବେସନ ଗୁରୁବାର ଶେଷ ହୋଇଛି। ସମୁଦାୟ ୬ଟି କାର୍ଯ୍ୟ ଦିବସ ରହିଥିଲା । ୨ଟି ମୁଲତବୀ ପ୍ରସ୍ତାବ, ୪ଟି ଅଧ୍ୟାଦେଶ ଓ ୫ଟି ବିଲ ଉପସ୍ଥାପିତ ହୋଇଛି । ଏଥିସହିତ ଅପରାହ୍ନରେ ଗୃହରେ ଅର୍ଥମନ୍ତ୍ରୀ ନିରଞ୍ଜନ…

ଆଜି ରାଜ୍ୟରୁ ସୁସ୍ଥ ହେଲେ ୪୦ କାରୋନା ଆକ୍ରାନ୍ତ

ଭୁବନେଶ୍ୱର,୩୧।୩(ବ୍ୟୁରୋ): ରାଜ୍ୟରୁ ଗୁରୁବାର ଆଉ ୪୦ କାରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ୍‌ ୧୨ ଲକ୍ଷ ୭୮ ହଜାର ୧୨୧ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି। ଏ ନେଇ ଟୁଇଟ୍‌ ଯୋଗେ ରାଜ୍ୟ ସ୍ବାସ୍ଥ୍ୟ ଓ…

ବଦଳିଲା ସକାଳୁଆ ସ୍କୁଲ୍‌ ଖୋଲିବା ସମୟ

ଭୁବନେଶ୍ୱର,୩୧।୩(ବ୍ୟୁରୋ): ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ରାଜ୍ୟ ସରକାରଙ୍କ ପକ୍ଷରୁ ଏପ୍ରିଲ ୨ରୁ ସକାଳୁଆ ସ୍କୁଲ୍‌ ଖୋଲିବା ନେଇ ଘୋଷଣା କରାଯାଇଥିଲା। ହେଲେ ଗୁରୁବାର ସ୍କୁଲ୍‌ ଖୋଲିବା ସମୟରେ ସାମାନ୍ୟ ପରିବର୍ତ୍ତନ କରାଯାଇଛି। ଏ ନେଇ ରାଜ୍ୟ ଗଣଶିକ୍ଷା ମନ୍ତ୍ରୀ ସମୀର…

୪୨ ଡିଗ୍ରୀ ଟପିଲା ଟିଟିଲାଗଡ଼

ଭୁବନେଶ୍ବର,୩୧।୩(ବ୍ୟୁରୋ): କିଛି ଦିନ ହେଲା ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ଗୁରୁବାର ଟିଟିଲାଗଡ଼ରେ ସର୍ବାଧିକ ୪୨.୭ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି। ଏପରି କି ଫୁଲବାଣୀରେ ୧୯.୫ ଡିଗ୍ରୀ ସର୍ବନିମ୍ନ ତାପମାତ୍ରା ରହିଛି। ପଶ୍ଚିମ ଓଡ଼ିଶା ବଲାଙ୍ଗୀରରେ ୪୨.୫ ଡିଗ୍ରୀ…

ଓଏଏସ୍‌ ସ୍ତରରେ ଅଦଳବଦଳ

ଭୁବନେଶ୍ୱର,୩୧ା୩(ବ୍ୟୁରୋ): ଓଏଏସ ଅଧିକାରୀ ସ୍ତରରେ ଅଦଳବଦଳ ହୋଇଛି। ଏହି ପ୍ରକ୍ରିୟାରେ ୬ ଜଣ ଓଏଏସ ଅଧିକାରୀଙ୍କୁ ରାଜ୍ୟ ସରକାର ନୂଆ ଦାୟିତ୍ୱ ଦେଇଛନ୍ତି । କଳ୍ପତରୁ ବେହେରାଙ୍କୁ କଟକ ମହାନଗର ନିଗମ (ସିଏମସି)ର ଅତିରିକ୍ତ କମିଶନର ଭାବେ ବଦଳି କରାଯାଇଛି। ପୂର୍ବରୁ…

ବଢ଼ିଲା ବସ୍‌ ଭଡ଼ା

ଭୁବନେଶ୍ୱର,୩୧ା୩(ବ୍ୟୁରୋ): ରାଜ୍ୟରେ ବସ୍‌ ଭଡ଼ା ବଢ଼ିଛି। ତେଲ ଦର ବଢୁଥିବାରୁ ବସ୍‌ ଭଡ଼ା ବଢ଼ିଛି। ଏନେଇ ଘରୋଇ ବସ୍‌ ମାଲିକ ସଂଘ ସାଧାରଣ ସମ୍ପାଦକ ସୂଚନା ଦେଇଛନ୍ତି। ସଂଘର ନିଷ୍ପତ୍ତି ଅନୁଯାୟୀ, ସୁପର ପ୍ରିମିୟମ କିଲୋମିଟର ପିଛା ୨ ଟଙ୍କା ୩୮…

କରୋନା ସଂକ୍ରମିତଙ୍କ ସଂଖ୍ୟା କମୁଛି

ଭୁବନେଶ୍ୱର,୩୧।୩(ବ୍ୟୁରୋ): ଗତ ୨୪ ଘଣ୍ଟାରେ ରାଜ୍ୟରେ ୩୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୨୦ ଥିବା ବେଳେ ଲୋକାଲ କେସ୍‌ ୧୨ ରହିଛି। ଏହାଛଡ଼ା ସଂକ୍ରମିତଙ୍କ ମଧ୍ୟରେ ୧୦ଜଣ ପିଲା ରହିଥିବା ନେଇ ଗୁରୁବାର ରାଜ୍ୟ ସୂଚନା…

ଉତ୍କଳ ଦିବସରେ ‘ବନ୍ଦେ ଉତ୍କଳ ଜନନୀ’ର ସାମୂହିକ ଗାନ

ଭୁବନେଶ୍ୱର,୩୦ା୩(ବ୍ୟୁରୋ): ଏପ୍ରିଲ ୧ ତଥା ଉତ୍କଳ ଦିବସ ଅବସରରେ ‘ବନ୍ଦେ ଉତ୍କଳ ଜନନୀ’ର ସାମୂହିକ ଗାନ ପାଇଁ ଆୟୋଜନ କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି । ଓଡ଼ିଶାର ୮୭ତମ ପ୍ରତିଷ୍ଠା ଦିବସ ଅବସରରେ ଏହି ‘ବନ୍ଦେ ଉତ୍କଳ ଜନନୀ’ ସଙ୍ଗୀତକୁ…

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୪୬ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୩୦ା୩(ବ୍ୟୁରୋ): ରାଜ୍ୟରୁ ବୁଧବାର ଆଉ ୪୬ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ୍‌ ୧୨,୭୮,୦୮୧ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି। ଏନେଇ ଟୁଇଟ୍‌ ଯୋଗେ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା…

ଏପ୍ରିଲ ୫ରେ ଧାମନଗରରେ ସାନି ମତଦାନ

ଭୁବନେଶ୍ୱର,୩୦।୩(ବ୍ୟୁରୋ): ଏପ୍ରିଲ ୫ ତାରିଖରେ ଧାମନଗର ଏନ୍‌ଏସିରେ ସାନି ମତଦାନ ହେବ। ୬ ବୁଥ୍‌ରେ ୫ ତାରିଖରେ ପୁନଃ ନିର୍ବାଚନ ପାଇଁ ରାଜ୍ୟ ନିର୍ବାଚନ କମିଶନରଙ୍କ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ୨ନଂ ଓ୍ବାର୍ଡର ୩ ନଂ ବୁଥ୍‌, ୫ନଂ ଓ୍ବାର୍ଡର…

ବିଧାନସଭାରେ ଆଗତ ହେଲା ବଜେଟ: ଜାଣନ୍ତୁ କେଉଁ କ୍ଷେତ୍ରକୁ କେତେ ବ୍ୟୟବରାଦ…

ଭୁବନେଶ୍ୱର,୩୦।୩(ବ୍ୟୁରୋ): ୨୦୨୨-୨୩ ଆର୍ଥିକ ବର୍ଷ ପାଇଁ ବିଧାନସଭାରେ ବୁଧବାର କାମଚଳା ବଜେଟ ଆଗତ ହୋଇଛି। ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ପ୍ରଥମ ୪ମାସ ପାଇଁ କାମଚଳା ବଜେଟ ଆଗତ କରିଛନ୍ତି। ୨୦୨୨-୨୩ରେ ମୋଟ ବ୍ୟୟ ୧.୧୦ ଲକ୍ଷ କୋଟି ଟଙ୍କା ଆକଳନ କରାଯାଇଛି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri