ମେଟ୍ରୋ

ରାମଚନ୍ଦ୍ର ବେହେରା ପାଇବେ ‘ଅତିବଡ଼ୀ ଜଗନ୍ନାଥ ଦାସ ପୁରସ୍କାର’

ଭୁବନେଶ୍ୱର, ୨୭।୧(ବ୍ୟୁରୋ): ଓଡ଼ିଶା ସାହିତ୍ୟ ଏକାଡେମୀ ପକ୍ଷରୁ ବୁଧବାର ୨୦୨୦ ପାଇଁ ଏକାଡେମୀର ସର୍ବୋଚ୍ଚ ମର୍ଯ୍ୟାଦାଜନକ ‘ଅତିବଡ଼ୀ ଜଗନ୍ନାଥ ଦାସ ପୁରସ୍କାର’ ଓ ‘ବୟୋଜ୍ୟେଷ୍ଠ ସାରସ୍ବତ ସମ୍ମାନ’ ଘୋଷଣା କରାଯାଇଛି। ପ୍ରଖ୍ୟାତ କଥାକାର ରାମଚନ୍ଦ୍ର ବେହେରାଙ୍କୁ ‘ଅତିବଡ଼ୀ ଜଗନ୍ନାଥ ଦାସ...

ବାଙ୍କୀରେ ବାର୍ଡ ଫ୍ଲୁ ଆଶଙ୍କା

ଭୁବନେଶ୍ୱର, ୨୭।୧(ବ୍ୟୁରୋ): କଟକ ବାଙ୍କୀ ଗଡ଼ରେ ବୁଧବାର ସକାଳେ ଦେଖିବାକୁ ମିଳିଛି ଏକ ଅଭାବନୀୟ ଦୃଶ୍ୟ । ବିଲରେ ମରି ପଡିଛନ୍ତି ପରିବ୍ରାଜକ ପକ୍ଷୀ ରୁଡି ଶେଲ ଡକ୍‌ । କିଛି ପକ୍ଷୀ ଜୀବନ ବିକଳରେ ଛଟପଟ ମଧ୍ୟ ହେଉଛନ୍ତି।...

ସାଧାରଣତନ୍ତ୍ର ଦିବସ ଅବସରରେ ପୋଲିସ-ଜନତା ମୁହାଁମୁହିଁ

ଭୁବନେଶ୍ବର, ୨୬।୧(ବ୍ୟୁରୋ): ସାଧାରଣତନ୍ତ୍ର ଦିବସ ଅର୍ଥାତ୍‌ ମଙ୍ଗଳବାର ପୋଲିସ ଓ ଜନତାଙ୍କ ମଧ୍ୟରେ ମୁହାଁମୁହିଁ ହୋଇଛି। କଂଗ୍ରେସ ଭବନ ନିକଟରେ ଛିଡା ହୋଇ ଜୋର ଜବରଦସ୍ତ ପରେଡ ଦେଖିବା ସମୟରେ ପୋଲିସ ଅଟକାଇବାକୁ ଉଦ୍ୟମ କରିଥିଲା । ରାଜ୍ୟସ୍ତରୀୟ ପରେଡ୍‌...

ଏସ୍‌ଟିଏଫ୍‌ ପଞ୍ଝାରେ ଧଳା ଜହର: ୧ କୋଟିରୁ ଊର୍ଦ୍ଧ୍ୱ ଟଙ୍କାର ବ୍ରାଉନ୍‌ସୁଗାର ଜବତ

ଭୁବନେଶ୍ବର, ୨୬।୧(ବ୍ୟୁରୋ): ଭଦ୍ରକ -ଚାନ୍ଦବାଲି ରାସ୍ତାରୁ ସୋମବାର ସକାଳେ ଜଣେ ବ୍ରାଉନସୁଗାର ବ୍ୟବସାୟୀଙ୍କୁ ଏସ୍‌ଟିଏଫ୍‌ ଟିମ୍‌ ଗିରଫ କରିଛି। ଗିରଫ ଅଭିଯୁକ୍ତଙ୍କଠାରୁ ୧ କେଜି ୧୪୦ ଗ୍ରାମ ବ୍ରାଉନସୁଗାର ଜବତ କରାଯାଇଛି। ଜବତ ବ୍ରାଉନସୁଗାରର ମୂଲ୍ୟ ୧ କୋଟି ୧୪...

ପିପିଲି ଉପନିର୍ବାଚନ ପାଇଁ ପ୍ରସ୍ତୁତି

ଭୁବନେଶ୍ୱର, ୨୬।୧(ବ୍ୟୁରୋ): ପୂର୍ବତନ ମନ୍ତ୍ରୀ ତଥା ବିଧାୟକ ପ୍ରଦୀପ ମହାରଥୀଙ୍କ ବିୟୋଗରେ ପିପିଲି ବିଧାନସଭା ଆସନ ଖାଲି ପଡ଼ିଛି। ଏଠାରେ ଉପନିର୍ବାଚନ କରିବାକୁ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଛି। ଯଦିଓ ଏହି ଉପନିର୍ବାଚନ...

୨୯ରୁ ଆବେଦନ, ୩ରେ ମେରିଟ୍‌ ଲିଷ୍ଟ

ଭୁବନେଶ୍ୱର, ୨୬।୧(ବ୍ୟୁରୋ): ରାଜ୍ୟର ସବୁ ଡିଗ୍ରୀ କଲେଜରେ ଯୁକ୍ତ୩ ପ୍ରଥମ ବର୍ଷ ତୃତୀୟ ପର୍ଯ୍ୟାୟ ନାମଲେଖା ପାଇଁ ସୋମବାର ବିଜ୍ଞପ୍ତି ପ୍ରକାଶ ପାଇଛି। ଆସନ୍ତା ୨୯ ତାରିଖରୁ ଛାତ୍ରୀଛାତ୍ରମାନେ ଆବେଦନ କରିବେ। ୨୯ ତାରିଖ ପୂର୍ବାହ୍ନ ୧୧ଟାରୁ ସାମ୍ସ ଓ୍ବେବ୍‌ସାଇଟ୍‌...

ବଢ଼ିଲା ସ୍କୁଲ ପୋଷ୍ୟ ଗ୍ରହଣ ତାଲିକା

ଭୁବନେଶ୍ୱର, ୨୬।୧(ବ୍ୟୁରୋ): ରାଜ୍ୟରେ ଥିବା ସରକାରୀ ସ୍କୁଲକୁ ପୋଷ୍ୟ ଭାବେ ଗ୍ରହଣ କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ଚିଠି ଲେଖିଛନ୍ତି। ଏହାପରଠୁ ପୋଷ୍ୟ ଗ୍ରହଣ ତାଲିକା ଲମ୍ବିବାରେ ଲାଗିଛି। ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ...

୧୩ ପ୍ରସଙ୍ଗ ଉଠାଇବ ବିଜେଡି

ଭୁବନେଶ୍ୱର,୨୬।୧(ବ୍ୟୁରୋ): ଆସନ୍ତା ୨୯ ତାରିଖରୁ ପାର୍ଲାମେଣ୍ଟର ବଜେଟ ଅଧିବେଶନ ଆରମ୍ଭ ହେବାକୁ ଯାଉଛି। ଏହି ଅଧିବେଶନରେ ବିଜୁ ଜନତା ଦଳ(ବିଜେଡି) ରାଜ୍ୟ ସ୍ବାର୍ଥ ସମ୍ବଳିତ ୧୩ ପ୍ରସଙ୍ଗ ଉଠାଇବ। ସୋମବାର ଭିଡିଓ କନ୍‌ଫରେନ୍ସ ଜରିଆରେ ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ...

୬୨ ପଦବୀକୁ ମୁଖ୍ୟମନ୍ତ୍ରୀଙ୍କ ମଞ୍ଜୁର

ଭୁବନେଶ୍ୱର,୨୬।୧(ବ୍ୟୁରୋ): ମହିଳା ଓ ଶିଶୁମାନଙ୍କ ଉପରେ ହେଉଥିବା ନିର୍ଯାତନା ତଥା ସେ ସଂକ୍ରାନ୍ତ ଅପରାଧକୁ ଯେପରି ଫଳପ୍ରଦ ଭାବରେ ରୋକାଯାଇ ପାରିବ, ଅଭିଯୋଗର ଉଚିତ ଭାବରେ ତଦନ୍ତ କରାଯାଇପାରିବ, ଏହାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟ ପୋଲିସରେ...

ଧାନକିଣା ଅନିୟମିତତାରେ ୨ଜଣ ନିଲମ୍ବିତ

ଭୁବନେଶ୍ୱର,୨୬।୧(ବ୍ୟୁରୋ): ଖରିଫ ବିପଣନ ଋତୁ ୨୦୧୯-୨୦ରେ କେନ୍ଦୁଝର ଜିଲାର ସାହାରପଡ଼ା ଲ୍ୟାମ୍ପସ୍‌ରେ ଧାନ କିଣାରେ ଅନିୟମିତତା ଅଭିଯୋଗ ଆସିବା ପରେ କେନ୍ଦୁଝରର ଡିଆର୍‌ସିଏସ୍‌ ପ୍ରମୋଦ କୁମାର ବରିହା ଏବଂ ଏଆର୍‌ସିଏସ୍‌ ପର୍ଶୁରାମ ପାତ୍ରଙ୍କୁ ନିଲମ୍ବନ କରାଯାଇଛି। ଧାନକିଣାରେ ଅନିୟମିତତା ଅଭିଯୋଗର...

ବିଧାୟକ, ଏମ୍‌ପି, ବିଚାରପତି ବିଦ୍ୟାଳୟକୁ ପୋଷ୍ୟ ଭାବେ ନିଅନ୍ତୁ

ଭୁବନେଶ୍ୱର,୨୬।୧(ବ୍ୟୁରୋ): ‘ମୋ ସ୍କୁଲ’ କାର୍ଯ୍ୟକ୍ରମରେ ସାମିଲ ହୋଇ ଅତି ବେଶିରେ ୩ଟି ସରକାରୀ ସ୍କୁଲକୁ ପୋଷ୍ୟ ଭାବେ ଗ୍ରହଣ କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ଦୁଇ କେନ୍ଦ୍ରମନ୍ତ୍ରୀଙ୍କ ସମେତ ହାଇକୋର୍ଟର ବିଚାରପତି, ରାଜ୍ୟର ସବୁ ଏମ୍‌ପି, ବିଧାୟକଙ୍କୁ ଅନୁରୋଧ...

ଓଡ଼ିଶାର ୧୩ଜଣଙ୍କୁ ପୋଲିସ ପଦକ

ଭୁବନେଶ୍ୱର,୨୬।୧(ବ୍ୟୁରେ): ସାଧାରଣତନ୍ତ୍ର ଦିବସ ଅବସରରେ ବିଭିନ୍ନ କ୍ଷେତ୍ରରେ ଉତ୍ତମ କାର୍ଯ୍ୟ ଓ ଉଲ୍ଲେଖନୀୟ ସେବା ପାଇଁ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ବିଭିନ୍ନ ବର୍ଗରେ ୯୪୬ ଜଣଙ୍କୁ ପୋଲିସ ପଦକ ଘୋଷଣା କରାଯାଇଛି। ଚଳିତବର୍ଷ ଓଡ଼ିଶାରୁ ମୋଟ ୧୩ ଜଣଙ୍କୁ ପୋଲିସ ପଦକ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri