ମେଟ୍ରୋ

ପଞ୍ଚାୟତ ନିର୍ବାଚନ: ଡାକବାଜି ଯନ୍ତ୍ରକୁ ମିଳିବ ଅନୁମତିପତ୍ର

ଭୁବନେଶ୍ୱର,୧୧।୨(ବ୍ୟୁରୋ): ଚଳିତ ପଞ୍ଚାୟତ ନିର୍ବାଚନରେ ପ୍ରାର୍ଥୀମାନଙ୍କୁ ଗାଡ଼ି ଓ ଡାକବାଜି ଯନ୍ତ୍ର ଯୋଗେ ପ୍ରଚାର କରିବାକୁ ରାଜ୍ୟ ନିର୍ବାଚନ କମିଶନ ଅନୁମତି ଦେଇଛନ୍ତି। ଉପଜିଲାପାଳଙ୍କ ସମେତ ସ୍ଥାନୀୟ ତହସିଲଦାରମାନେ ଗାଡ଼ି ଓ ଡାକବାଜି ଯନ୍ତ୍ର ବ୍ୟବହାର ନିମନ୍ତେ ଅନୁମତି ପ୍ରଦାନ...

ପତିଆରା ଲଢ଼େଇ ପାଇଁ ବ୍ୟସ୍ତ

ଖୋର୍ଦ୍ଧା ଅଫିସ,୧୧ା୨: ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନକୁ ମାତ୍ର ସପ୍ତାହେ ବାକି ଥିବାବେଳେ ଗଁା ରାଜନୀତି ବେଶ୍‌ ସରଗରମ ରହିଛି। ୫ପର୍ଯ୍ୟାୟରେ ହେବାକୁ ଥିବା ଏହି ନିର୍ବାଚନରେ ଖୋର୍ଦ୍ଧା ଜିଲାରେ ୩ପ୍ରମୁଖ ଦଳ ମଧ୍ୟରେ କଡ଼ା ଟକ୍କର ହେବାର ସମ୍ଭାବନା ରହିଛି।...

୨୮ରୁ ସ୍କୁଲ ଯିବେ ୧ରୁ ୭ମ ପିଲା

ଭୁବନେଶ୍ୱର, ୧୧ା୨(ବ୍ୟୁରୋ):ପ୍ରଥମରୁ ସପ୍ତମ ଶ୍ରେଣୀ ପିଲାଙ୍କ ପାଇଁ ଆସନ୍ତା ୧୪ ତାରିଖଠାରୁ ସ୍କୁଲ ଖୋଲିବ। ସ୍କୁଲ ଖୋଲିଲେ ମଧ୍ୟ ଛାତ୍ରୀଛାତ୍ରମାନେ ସ୍କୁଲ ଯିବେ ନାହିଁ। ଆସନ୍ତା ୨୮ ତାରିଖରୁ ଅଫ୍‌ଲାଇନ୍‌ କ୍ଲାସ ବା ଶ୍ରେଣୀଗୃହ ପାଠପଢ଼ା ଆରମ୍ଭ ହେବ। ସେତେଦିନ...

ବିଜ୍ଞାନ ଲେଖକ ପ୍ରଫେସର ରମେଶ ଚନ୍ଦ୍ର ପରିଡ଼ାଙ୍କୁ ଜାତୀୟ ପୁରସ୍କାର

ଭୁବନେଶ୍ୱର,୧୦ା୨(ବ୍ୟୁରୋ): କେନ୍ଦ୍ର ସରକାରଙ୍କ ବିଜ୍ଞାନ ଓ ପ୍ରଯୁକ୍ତିବିଦ୍ୟା ମନ୍ତ୍ରଣାଳୟର ‘ନ୍ୟାଶନାଲ କାଉନ୍‌ସିଲ ଅଫ୍‌ ସାଇନ୍ସ ଆଣ୍ଡ୍‌ ଟେକ୍ନୋଲୋଜି କମ୍ୟୁନିକେଶନ ବିଭାଗ ବିଜ୍ଞାନକୁ ଜନପ୍ରିୟ କରୁଥିବା ବ୍ୟକ୍ତି ବିଶେଷ ତଥା ଅନୁଷ୍ଠାନକୁ ପ୍ରତିବର୍ଷ ଜାତୀୟ ବିଜ୍ଞାନ ଦିବସ ଅବସରରେ ପୁରସ୍କୃତ କରାଯାଇଥାଏ।...

ଦଶମ,ଦ୍ୱାଦଶ ଶ୍ରେଣୀ ପରୀକ୍ଷା ପାଇଁ ପ୍ରସ୍ତୁତି ଆରମ୍ଭ

ଭୁବନେଶ୍ବର,୧୦।୨(ବ୍ୟୁରୋ): ଦଶମ ଓ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ତେବେ ପରୀକ୍ଷା ପୂର୍ବରୁ ବ୍ୟାପକ ଆଲୋଚନା କରାଯିବ ବୋଲି ଗଣଶିକ୍ଷା ବିଭାଗ ପକ୍ଷରୁ କୁହାଯାଇଛି । ଆଲୋଚନା ପରେ ବୋର୍ଡ ଓ କାଉନସିଲ ମୁଖ୍ୟ ପରୀକ୍ଷା...

ସ୍ଥାନାନ୍ତର ହେବ ୧ ନମ୍ବର ପରିବା ହାଟ

ଭୁବନେଶ୍ୱର,୧୦ା୨(ବ୍ୟୁରୋ): ଭୁବନେଶ୍ୱରସ୍ଥିତ ୧ ନମ୍ବର ପରିବା ହାଟ ସ୍ଥାନାନ୍ତର ହେବ। ସହର ଉପକଣ୍ଠ ଭଗବାନପୁରକୁ ଏହା ସ୍ଥାନାନ୍ତରିତ ହେବ। ଏଥିପାଇଁ ସେଠାରେ ୧୦ ଏକର ଜମି ଚିହ୍ନଟ କରାଯାଇଛି। ପରିବା ହୋଲସେଲ ମାର୍କେଟ ପାଇଁ ସେଠାରେ ଆବଶ୍ୟକ ଭିତ୍ତିଭୂମି ଯୋଗାଇ...

ଇଭିଏମ୍‌ରେ ହେବ ପୌର ନିର୍ବାଚନ

ଭୁବନେଶ୍ୱର,୧୦।୨(ବ୍ୟୁରୋ): ଆସନ୍ତା ପୌର ନିର୍ବାଚନ ଇଲେକ୍ଟ୍ରୋନିକ୍‌ ଭୋଟିଂ ମେଶିନ(ଇଭିଏମ୍‌)ରେ ହେବ। ସର୍ବଦଳୀୟ ବୈଠକ ଅବସରରେ ରାଜ୍ୟ ନିର୍ବାଚନ କମିଶନର ଗୁରୁବାର ଏହି ସୂଚନା ଦେଇଛନ୍ତି। ତେବେ ଗୋଟିଏ ବୁଥ୍‌ରେ ଦୁଇଟି ଲେଖାଏ ଇଭିଏମ୍‌ ରଖାଯିବ। ଗୋଟିଏ ଇଭିଏମ୍‌ କାଉନ୍‌ସିଲର/କର୍ପୋରେଟରଙ୍କୁ ଭୋଟ୍‌...

ସର୍ବଦଳୀୟ ବୈଠକ ଶେଷ: ୨୪ରେ ପ୍ରକାଶ ପାଇବ ଚୂଡାନ୍ତ ଭୋଟର ତାଲିକା

ଭୁବନେଶ୍ୱର,୧୦।୨(ବ୍ୟୁରୋ): ପୌର ନିର୍ବାଚନ ନେଇ ରାଜ୍ୟ ନିର୍ବାଚନ କମିଶନଙ୍କ ଅଧ୍ୟକ୍ଷତାରେ ବସିଥିବା ବୈଠକ ଶେଷ ହୋଇଛି । ଗୁରୁବାର ବସିଥିବା ଏହି ବୈଠକରେ ଅନେକ ଗୁରୁତ୍ୱପୂର୍ଣ୍ଣ ଆଲୋଚନା କରାଯାଇଛି। ଏନେଇ ସୂଚନା ଦେଇ ରାଜ୍ୟ ନିର୍ବାଚନ କମିଶନର ଆଦିତ୍ୟ ପ୍ରସାଦ...

ବସିଲା ସର୍ବଦଳୀୟ ବୈଠକ, ପୌର ନିର୍ବାଚନ ତାରିଖ ହୋଇପାରେ ଘୋଷଣା

ଭୁବନେଶ୍ୱର,୧୦।୨(ବ୍ୟୁରୋ): ପୌର ନିର୍ବାଚନ ନେଇ ବସିଲା ସର୍ବଦଳୀୟ ବୈଠକ । ରାଜ୍ୟ ନିର୍ବାଚନ ଆୟୋଗଙ୍କ ଅଧ୍ୟକ୍ଷତାରେ ବସିଛି ବୈଠକ । ରାଜ୍ୟର ତିନି ପ୍ରମୁଖ ଦଳ ସମେତ ଓ ଅନ୍ୟାନ୍ୟ ଦଳର ପ୍ରତିନିଧିମାନେ ଏଥିରେ ଯୋଗ ଦେଇଛନ୍ତି । ଏହି...

‘ମୃତ୍ୟୁହାର କମିବାକୁ ଆହୁରି ୬ରୁ ୭ ସପ୍ତାହ ଲାଗିବ’

ଭୁବନେଶ୍ୱର,୧୦।୨(ବ୍ୟୁରୋ): ସଂକ୍ରମଣ ପିକ୍‌ ପରେ ମୃତ୍ୟୁହାର କମିବାକୁ ୬ରୁ ୭ ସପ୍ତାହ ଲାଗିବ। ଏଭଳି ପ୍ରତିକ୍ରିୟା ରଖିଛନ୍ତି ସ୍ବାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର। ସେ କହିଛନ୍ତି, ବର୍ତ୍ତମାନ ବିଭିନ୍ନ ଭାରିଆଣ୍ଟ ରହିବ, ଭାଇରସ ଥିବା ଯାଏ ପ୍ରଜାତି ମଧ୍ୟ ବଦଳିବ।...

ପ୍ରକାଶ ପାଇବ ପ୍ରାଥମିକ ଭୋଟର ତାଲିକା

ଭୁବନେଶ୍ୱର,୧୦।୨(ବ୍ୟୁରୋ) : ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ନିର୍ବାଚନ ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଛି । ଏ ନେଇ ଗୁରୁବାର ସର୍କିଟ ହାଉସ୍‌ରେ ବସିବ ସର୍ବଦଳୀୟ ବୈଠକ । ଏଡିଏମ୍‌ଙ୍କ ଅଧ୍ୟକ୍ଷତାରେ ବସିବ ଏହି ବୈଠକ। ବୈଠକରେ ନିର୍ବାଚନ ସମ୍ପର୍କିତ...

ସୁନ୍ଦରଗଡ଼ରୁ ୧୨ ମୁଣ୍ଡ ନେଲା କରୋନା; ଆଖି ବୁଜିଲେ ୨୧

ଭୁବନେଶ୍ୱର,୧୦।୨(ବ୍ୟୁରୋ): ରାଜ୍ୟରେ ଆଖି ବୁଜିଲେ ୨୧ କରୋନା ଆକ୍ରାନ୍ତ। ସେମାନଙ୍କ ମଧ୍ୟରେ ସୁନ୍ଦରଗଡ଼ରୁ ସର୍ବାଧିକ ୧୨ଜଣ ଥିବା ବେଳେ ବାଲେଶ୍ୱରରୁ ଜଣେ, ଭଦ୍ରକରୁ ୨, ଭୁବନେଶ୍ୱରରୁ ୨, ଗଞ୍ଜାମରୁ ୨, କନ୍ଧମାଳରୁ ଜଣେ, ସମ୍ବଲପୁରରୁ ଜଣେ ଆକ୍ରାନ୍ତ ରହିଛନ୍ତି। ଏନେଇ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri