ମେଟ୍ରୋ

ଓଡ଼ିଶା କଳା ଓ କଳାକାରଙ୍କ ଭୂମି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୯।୩(ବ୍ୟୁରୋ):ଭାରତବର୍ଷର ଏକ ସମୃଦ୍ଧ ସାଂସ୍କୃତିକ ଐତିହ୍ୟ ରହିଛି। ଦୀର୍ଘ ସମୟ ଧରି ବିଭିନ୍ନ ସଂସ୍କୃତିର ସମାହାରରେ ଆମ ସଂସ୍କୃତି ପରିପୁଷ୍ଟ ହୋଇଛି ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି। ସୋମବାର ଜନତା ମଇଦାନଠାରେ ଷୋଡ଼ଶ ତୋଷାଳି ଜାତୀୟ ହସ୍ତଶିଳ୍ପ ମେଳାକୁ ମୁଖ୍ୟମନ୍ତ୍ରୀ…

ଫେବୃୟାରୀ ସୁଦ୍ଧା ୧୪,୯୪୯ କୋଟିର ଜିଏସ୍‌ଟି ଆଦାୟ

ଭୁବନେଶ୍ୱର,୨୯ା୩(ବ୍ୟୁରୋ):ରାଜ୍ୟରେ ଦ୍ରବ୍ୟ ଓ ସେବା କର (ଜିଏସ୍‌ଟି) ସଂଗ୍ରହ ବଢ଼ିଚାଲିଛି। କେବଳ କରୋନା ମହମାରୀ ଯୋଗୁ ୨୦୨୦-୨୧ ବର୍ଷରେ ଏହି ରାଜସ୍ବ ସଂଗ୍ରହ ସାମାନ୍ୟ ହ୍ରାସ ପାଇଥିଲା। ବିଧାୟକ ମୁକେଶ ମହାଲିଙ୍ଗ ପ୍ରଶ୍ନର ଉତ୍ତରରେ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ଦେଇଥିବା ତଥ୍ୟରୁ…

ରାଜ୍ୟରେ ଜଙ୍ଗଲୀ ଶାସନ ଚାଲିଛି: ନରସିଂହ

ଭୁବନେଶ୍ୱର,୨୯ା୩(ବ୍ୟୁରୋ):ଓଡ଼ିଶାରେ ଚାଷୀଙ୍କ ବାର୍ଷିକ ଆୟ ୫,୨୭୪ରୁ ୫,୧୧୨ ଟଙ୍କାକୁ ଖସି ଯାଇଛି। ତେବେ ମାସକୁ କେତେ ପଡ଼ିଲା। ଏହା ହାସ୍ୟାସ୍ପଦ ଓ ଦୁର୍ଭାଗ୍ୟଜନକ। ରାଜ୍ୟ ସରକାର କୃଷି ଉତ୍ପାଦନ ପାଇଁ କେନ୍ଦ୍ରଠାରୁ ପୁରସ୍କାର ପାଉଛନ୍ତି ବୋଲି କହୁଛନ୍ତି। ସ୍କୁଲରେ ଶିକ୍ଷକମାନେ ସମ୍ମାନିତ…

ମୁଣ୍ଡପିଛା ଋଣ ୨୨,୮୨୭ ଟଙ୍କା

ଭୁବନେଶ୍ୱର,୨୯ା୩(ବ୍ୟୁରୋ):ରାଜ୍ୟରେ ଋଣଭାର ୧ ଲକ୍ଷ ୪ ହଜାର ୩୧୨ କୋଟି ରହିଛି। ୨୦୨୧-୨୨ରେ ମୁଣ୍ଡପିଛା ଋଣଭାର ୨୨ ହଜାର ୮୨୭ ଟଙ୍କା ୫୪ ପଇସା। ରାଜ୍ୟ ସରକାର ୨୦୧୦-୧୧ରେ ୩୪୯୦.୪୬ କୋଟି ଟଙ୍କା ଋଣ କରିଥିବାବେଳେ ୨୦୧୧-୧୨ରେ ୧୭୮୦.୨୩ କୋଟି, ୨୦୧୨-୧୩ରେ…

୨୦୨୪ ସୁଦ୍ଧା ଗ୍ରାମାଞ୍ଚଳର ସବୁ ଘରକୁ ପାନୀୟ ଜଳ

ଭୁବନେଶ୍ୱର,୨୯ା୩(ବ୍ୟୁରୋ):ଆସନ୍ତା ୨୦୨୪ ସୁଦ୍ଧା ଗ୍ରାମାଞ୍ଚଳର ସମସ୍ତ ପରିବାରକୁ ପାଇପ ଯୋଗେ ପାନୀୟ ଜଳ ଯୋଗାଇ ଦିଆଯିବ। ଏଥିପାଇଁ ୫୦,୨୬୩ କୋଟି ଟଙ୍କା ବ୍ୟୟ ବରାଦ କରାଯାଇଛି। ପୁରୀ ହେଉଛି ପ୍ରଥମ ସହର ଯେଉଁଠି ସମସ୍ତ ପରିବାରକୁ ଡ୍ରିଙ୍କ୍‌ ଫ୍ରମ୍‌ ଟ୍ୟାପ୍‌ ମିଶନରେ…

ନୂଆଦିଲ୍ଲୀରେ ମହିଳା ହକି ଦଳକୁ ପୁରସ୍କୃତ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୨୯ା୩(ବ୍ୟୁରୋ):ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ୩ ଦିନିଆ ନୂଆଦିଲ୍ଲୀ ଗସ୍ତରେ ଯାଇଛନ୍ତି। ସନ୍ଧ୍ୟାରେ ଦିଲ୍ଲୀରେ ଆୟୋଜିତ ବିବିସି ଇଣ୍ଡିଆନ୍‌ ସ୍ପୋର୍ଟସ ୱିମେନ୍‌ ଅଫ୍‌ ଦି ଇଅର ଆୱାର୍ଡ ଉତ୍ସବରେ ମୁଖ୍ୟମନ୍ତ୍ରୀ ଯୋଗଦେଇ ଦେଶର କୃତୀ ମହିଳା କ୍ରୀଡ଼ାବିତ୍‌ଙ୍କୁ ସମ୍ମାନିତ କରିଛନ୍ତି।…

ଅନ୍‌ଲାଇନ୍‌ ବ୍ୟାଙ୍କିଙ୍ଗ୍‌ ଠକେଇ: ବର୍ତ୍ତିବେ କିପରି

କିଛି ବର୍ଷ ମଧ୍ୟରେ ଡିଜିଟାଲ ପେମେଣ୍ଟ ମୋଡ୍‌ର ବ୍ୟବହାର ବହୁଳ ଭାବେ ବୃଦ୍ଧି ପାଇଛି। ଏହାସାଙ୍ଗରେ ତାଳ ଦେଇ ବଢ଼ିଛି ଠକେଇ ମାମଲା। ବିଶେଷକରି ସାଧାରଣ ତଥା ସରଳ ବିଶ୍ୱାସୀ ଲୋକ, ଅର୍ଥ ନେଣଦେଶ ବାବଦରେ ନୂତନ ଜ୍ଞାନକୌଶଳ ଓ ପ୍ରଯୁକ୍ତିବିଦ୍ୟା…

ଝାରସୁଗୁଡ଼ାରେ ହେବ ମେଡିକାଲ କଲେଜ

ଭୁବନେଶ୍ୱର,୨୯।୩(ବ୍ୟୁରୋ): ଝାରସୁଗୁଡ଼ାରେ ପ୍ରସ୍ତାବିତ ୧୦୦ ଆସନ ବିଶିଷ୍ଟ ଶ୍ରୀ ଶ୍ରୀ ରବିଶଙ୍କର ମେଡିକାଲ କଲେଜ ଓ ୱେଲ୍‌ନେସ୍‌ ସେଣ୍ଟର ପ୍ରତିଷ୍ଠା ହେବାକୁ ଯୋଜନା ଚାଲିଛି। ଏ ନେଇ ସୋମବାର ଲୋକସେବା ଭବନରେ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ସ୍ବାସ୍ଥ୍ୟ ଓ…

ପ୍ରତିଭାଙ୍କୁ ପଦ୍ମଭୂଷଣ, ପ୍ରମୋଦଙ୍କୁ ପଦ୍ମଶ୍ରୀ

ଭୁବନେଶ୍ୱର, ୨୯।୩(ବ୍ୟୁରୋ):ବିଭିନ୍ନ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ଦୁଇ ଓଡ଼ିଆଙ୍କୁ ରାଷ୍ଟ୍ରପତି ରାମନାଥ କୋବିନ୍ଦ ମର୍ଯ୍ୟାଦାଜନକ ପଦ୍ମ ପୁରସ୍କାରରେ ସମ୍ମାନିତ କରିଛନ୍ତି। ସାହିତ୍ୟ ଓ ଶିକ୍ଷା କ୍ଷେତ୍ରରେ ବିଶିଷ୍ଟ ଲେଖିକା ତଥା ଔପନ୍ୟାସିକା ପ୍ରତିଭା ରାୟଙ୍କୁ ପଦ୍ମଭୂଷଣ ଓ କ୍ରୀଡ଼ା କ୍ଷେତ୍ରରେ…

ଅନ୍ତର୍ଜାତୀୟ ବ୍ରାଣ୍ଡ୍‌ର ଚାହିଦା ବଢ଼ୁଛି

ଜାତୀୟ ତଥା ଅନ୍ତର୍ଜାତୀୟ ବ୍ରାଣ୍ଡ୍‌ଗୁଡ଼ିକର ଆଦର ଆମ ରାଜ୍ୟରେ ବଢ଼ିଚାଲିଛି। ଗ୍ରାହକମାନେ ନିଜ ରୁଚିର ପୋଷାକ ବାଛିବାରେ ମନ ବଳାଉଛନ୍ତି। ଏହି ପରିପ୍ରେକ୍ଷୀରେ ବିଭିନ୍ନ ସହରରେ ସ୍ବତନ୍ତ୍ର ବ୍ରାଣ୍ଡେଡ୍‌ ଶୋ’ରୁମ୍‌ ପ୍ରତିଷ୍ଠା କରିଥିବା ରିଦ୍ଧିସିଦ୍ଧିର ନିର୍ଦ୍ଦେଶକ ଅମିତ୍‌ ଅଗରଓ୍ବାଲ୍‌ ସାମ୍ପ୍ରତିକ ବ୍ରାଣ୍ଡ୍‌…

୫ ଦିନିଆ ରିମାଣ୍ଡରେ ଯିବେ ଶର୍ମିଷ୍ଠା

ଭୁବନେଶ୍ୱର,୨୮।୩(ବ୍ୟୁରୋ): ବହୁ ଚର୍ଚ୍ଚିତ କ୍ୟାମେରାମ୍ୟାନ ମାନସ ସ୍ବାଇଁ ହତ୍ୟାମାମଲାରେ ମୁଖ୍ୟ ଅଭିଯୁକ୍ତ କୁହାଯାଉଥିବା ଶର୍ମିଷ୍ଠା ରାଉତଙ୍କୁ କ୍ରାଇମ୍‌ବ୍ରାଞ୍ଚ ୫ ଦିନିଆ ରିମାଣ୍ଡରେ ନେବ। ମାମଲାରେ ୪ ଅଭିଯୁକ୍ତଙ୍କୁ କ୍ରାଇମବ୍ରାଞ୍ଚ ରିମାଣ୍ଡରେ ନେବା ନେଇ ଜେଏମ୍‌ଏଫସି କୋର୍ଟ ଅନୁମତି ଦେଇଛନ୍ତି। ଶର୍ମିଷ୍ଠା, ସହଯୋୀ…

କ୍ୟାମେରାମ୍ୟାନ ମାନସ ହତ୍ୟା ମାମଲା: ଅଭିଯୁକ୍ତଙ୍କୁ ୧୦ ଦିନିଆ ରିମାଣ୍ଡରେ ନେବାକୁ ଆବେଦନ

ଭୁବନେଶ୍ୱର,୨୮।୩(ବ୍ୟୁରୋ): କ୍ୟାମେରାମ୍ୟାନ ମାନସ ହତ୍ୟା ମାମଲାରେ ଗିରଫ ୮ଜଣଙ୍କୁ ୧୦ ଦିନିଆ ରିମାଣ୍ଡରେ ନେବା ପାଇଁ କ୍ରାଇମବ୍ରାଞ୍ଚ କୋର୍ଟରେ ଆବେଦନ କରିଛି। ତଦନ୍ତ ଓ କ୍ରାଇମସିନ୍‌ ରିକ୍ରିଏଶନ ପାଇଁ ରିମାଣ୍ଡରେ ନେବାକୁ ଆବେଦଦ ହୋଇଛି। ଏହି ମାମଲାରେ ଅଦ୍ୟାବଧି ଗିରଫ ସଂଖ୍ୟା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri