ମେଟ୍ରୋ

କୋର୍ଟରେ ହାଜର ହେଲେ ଶର୍ମିଷ୍ଠା

ଭୁବନେଶ୍ୱର,୨୮।୩(ବ୍ୟୁରୋ): ବହୁ ଚର୍ଚ୍ଚିତ କ୍ୟାମେରାମ୍ୟାନ ହତ୍ୟାମାମଲାରେ ମୁଖ୍ୟ ଅଭିଯୁକ୍ତ କୁହାଯାଉଥିବା ଶର୍ମିଷ୍ଠା ରାଉତ ସୋମବାର କୋର୍ଟରେ ହାଜର ହୋଇଛନ୍ତି। ତାଙ୍କୁ କ୍ରାଇମବ୍ରାଞ୍ଚ ଚାନ୍ଦବାଲି ଜେଏମ୍‌ଏଫସି କୋର୍ଟରେ ହାଜର କରିଥିବା ବେଳେ ଶର୍ମିଷ୍ଠାଙ୍କ ସହଯୋଗୀ ଝୁନା ଭୋଇଙ୍କୁ ମଧ୍ୟ କୋର୍ଟରେ ହାଜର କରାଯାଇଛି।…

ଅସହ୍ୟ ତାତି, ବଲାଙ୍ଗୀରରେ ସର୍ବାଧିକ ତାପମାତ୍ରା ରେକର୍ଡ

ଭୁବନେଶ୍ୱର, ୨୮।୩(ବ୍ୟୁରୋ): ବଢି ଚାଲିଛି ତାତି। ସୋମବାର ୭ଟି ସହରରେ ୪୦ ଡିଗ୍ରୀ ଉପରେ ତାପମାତ୍ରା ରେକର୍ଡ ହୋଇଛି। ତେବେ ବଲାଙ୍ଗୀରରେ ସର୍ବାଧିକ ୪୧ ଡିଗ୍ରୀ ସେଲସିୟସ ତାପମାତ୍ରା ରେକର୍ଡ ହୋଇଥିବା ବେଳେ ବାରିପଦାରେ ୪୦.୮, ଟିଟିଲାଗଡ଼ରେ ୪୦.୫, ତାଳଚେରରେ ୪୦.୨,…

ମିଳିବ ସପ୍ତମ ବେତନ କମିଶନ୍‌ ବକେୟା

ଭୁବନେଶ୍ୱର, ୨୮।୩(ବ୍ୟୁରୋ): ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର। ରାଜ୍ୟର କର୍ମଚାରୀଙ୍କୁ ସପ୍ତମ ବେତନ କମିଶନ୍‌ ଶେଷ ୨୦ ପ୍ରତିଶତ ବକେୟା ଦିଆଯିବ। ଏ ନେଇ ସୋମବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି । ପୂର୍ବରୁ ୮୦ ପ୍ରତିଶତ ବକେୟା…

ମାଷ୍ଟରମାଇଣ୍ଡ ଶର୍ମିଷ୍ଠା ରାଉତ ଗିରଫ

ଭଦ୍ରକ ଅଫିସ/ ଭୁବନେଶ୍ୱର ୨୮ା୩(ବ୍ୟୁରୋ): ବହୁ ଚର୍ଚ୍ଚିତ କ୍ୟାମେରାମ୍ୟାନ ମାନସ ସ୍ବାଇଁ ହତ୍ୟା ମାମଲାର ମାଷ୍ଟରମାଇଣ୍ଡ ଶର୍ମିଷ୍ଠା ରାଉତ ଭଦ୍ରକ ଜିଲା ନଳାଙ୍ଗରୁ ସୋମବାର ଗିରଫ ହୋଇଛନ୍ତି। ଭଦ୍ରକ ପୋଲିସ ଓ କ୍ରାଇମବ୍ରାଞ୍ଚର ମିଳିତ ସହଯୋଗରେ ତାଙ୍କୁ ଗିରଫ କରାଯାଇଛି। ଶର୍ମିଷ୍ଠାଙ୍କ…

ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୮ା୩(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାରଠାରୁ ୩ ଦିନିଆ ଦିଲ୍ଲୀ ଗସ୍ତରେ ଯାଉଛନ୍ତି। ରାଜ୍ୟ ସ୍ବାର୍ଥ ପ୍ରସଙ୍ଗ ନେଇ କେନ୍ଦ୍ର ମନ୍ତ୍ରୀମାନଙ୍କ ସହ ନବୀନ ସେଠାରେ ଆଲୋଚନା କରିବେ। ଏଥିସହ ଆଜି ହେବାକୁ ଥିବା ବିବିସି ସ୍ପୋର୍ଟସ ‘ଓ୍ବିମେନ ଅଫ୍‌ ଦ…

କାମ କଲାନି ସୁରେଶ, ଅପରାଜିତାଙ୍କ ପ୍ରଭାବ

ଖୋର୍ଦ୍ଧା ଅଫିସ,୨୮ା୩: ଖୋର୍ଦ୍ଧା ପୌର ନିର୍ବାଚନରେ ଶାସକ ଦଳ ବିଜେଡି ବାଜି ମାରି ନେଇଛି। ୪ଟି ପୌର ଆସନରେ ବିଜେଡି ବହୁମତ ହାସଲ କରିଥିବା ବେଳେ ଅଧ୍ୟକ୍ଷ ପଦବୀ ମଧ୍ୟ ବିଜେଡି ହାତକୁ ଯାଇଛି। ପୁଣି ଥରେ ମୁଖ୍ୟମନ୍ତ୍ରୀ ତଥା ବିଜେଡି…

୫୦ ତଳକୁ ଖସିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର,୨୮ା୩(ବ୍ୟୁରୋ): ରାଜ୍ୟରୁ ସୋମବାର ୪୩ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨,୮୭,୫୧୨ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୨୫ ଜଣ ଚିହ୍ନଟ ହୋଇଥିବା…

ରାଜଧାନୀରେ ଫୁଟିଲା ଗୁଳି

ଭୁବନେଶ୍ୱର,୨୮ା୩(ବ୍ୟୁରୋ): ସୋମବାରଠାରୁ ୨ ଦିନ ପାଇଁ ଭାରତ ବନ୍ଦ ଥିବା ବେଳେ ରବିବାର ରାତିରୁ ତେଲ ପକାଇବା ପାଇଁ ବିଭିନ୍ନ ଟାଙ୍କିରେ ଅସମ୍ଭବ ପ୍ରକାର ଭିଡ଼ ଦେଖିବାକୁ ମିଳିଥିଲା। ତେବେ ତେଲ ପକାଇବାକୁ କେନ୍ଦ୍ର କରି ଲକ୍ଷ୍ମୀସାଗର ଅଞ୍ଚଳର ଏକ ପେଟ୍ରୋଲ…

୭ ସହର ତାପମାତ୍ରା ୪୦ ଡିଗ୍ରୀ ଉପରେ

ଭୁବନେଶ୍ୱର, ୨୮।୩(ବ୍ୟୁରୋ): ରାଜ୍ୟରେ ଏବେ ପ୍ରବଳ ଗରମ ଅନୁଭୂତ ହେଉଥିବାବେଳେ ରବିବାର ୭ ସହରର ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିଥିଲା। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ସୂଚନାନୁସାରେ, ୪୦.୮ ଡିଗ୍ରୀ ସହ ସମ୍ବଲପୁର ସବୁଠାରୁ ଉତ୍ତପ୍ତ ସହର ପାଲଟିଥିଲା। ସେହିପରି…

ଶରଣଶ୍ରୀକ୍ଷେତ୍ରରେ ଦାରୁଦିଅଁ ସ୍ଥାପନ ନେଇ ବିବାଦ

ପୁରୀ ଅଫିସ,୨୮।୩: ଢେଙ୍କାନାଳ ଜିଲା ଓଡ଼ାପଡ଼ା ବ୍ଲକ୍‌ ଅଧୀନ ଏକଘରିଆ ଗ୍ରାମର ଶରଣଶ୍ରୀକ୍ଷେତ୍ରରେ ଦାରୁଦିଅଁ ସ୍ଥାପନକୁ ନେଇ ବିବାଦ ଦେଖାଦେଇଛି। ପୁରୀରୁ କେତେଜଣ ସେବାୟତ ଉକ୍ତ କାର୍ଯ୍ୟକ୍ରମରେ ଯୋଗଦେଇଥିବାବେଳେ ବନଯାଗ ଯାତ୍ରା ଭଳି ଗୁପ୍ତନୀତି ଏବଂ ଅବଢ଼ା ବିକ୍ରି ବିଜ୍ଞାପନ ସୋସିଆଲ…

ଆଜିଠୁ ଜାତୀୟ ତୋଷାଳି ମେଳା

ଭୁବନେଶ୍ୱର,୨୮।୩(ବ୍ୟୁରୋ): ଓଡ଼ିଶା ସରକାରଙ୍କ ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ ପକ୍ଷରୁ ଷୋଡ଼ଶ ତୋଷାଳି ଜାତୀୟ ହସ୍ତଶିଳ୍ପ ମେଳା ସୋମବାର ୨୮ ତାରିଖରୁ ଭୁବନେଶ୍ବରସ୍ଥିତ ଜନତା ମଇଦାନରେ ଆରମ୍ଭ ହେବ। ଏପ୍ରିଲ ୧୦ ପର୍ଯ୍ୟନ୍ତ ଚାଲିବାକୁ ଥିବା ଏହି ମେଳାକୁ ମୁଖ୍ୟମନ୍ତ୍ରୀ…

ଖରାପ ପ୍ରଦର୍ଶନ କରିଛନ୍ତି ଏକାଧିକ ଟାଣୁଆ ନେତା

ଭୁବନେଶ୍ୱର,୨୮।୩(ବ୍ୟୁରୋ): ରାଜ୍ୟର ପୌର ନିର୍ବାଚନ ଫଳାଫଳ ପ୍ରକାଶ ପାଇବା ପରେ ଅଙ୍କକଷା ସାଙ୍ଗକୁ ରାଜନୈତିକ ଚର୍ଚ୍ଚା ଆଲୋଚନା ଆରମ୍ଭ ହୋଇଯାଇଛି। କାଉନ୍‌ସିଲର, ପୌରାଧ୍ୟକ୍ଷ, କର୍ପୋରେଟର ଏବଂ ମେୟର ନିର୍ବାଚନରେ ବିଜେଡିକୁ ବହୁମତ ମିଳିଛି। ତେବେ ବିଜେଡି କାଉନ୍‌ସିଲର ଏବଂ ପୌରାଧ୍ୟକ୍ଷ ଭୋଟରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri