ମେଟ୍ରୋ

ମାନସ ସ୍ବାଇଁ ହତ୍ୟା ମାମଲା: ଆଶ୍ରମରେ କ୍ରାଇମବ୍ରାଞ୍ଚ

ଭୁବନେଶ୍ୱର,୨୭।୩(ବ୍ୟୁରୋ): କ୍ୟାମେରାମ୍ୟାନ ମାନସ ସ୍ବାଇଁ ହତ୍ୟା ମାମାଲରେ ରବିବାର ଭୁବନେଶ୍ୱରର ଏକ ଆଶ୍ରମରେ କ୍ରାଇମବ୍ରାଞ୍ଚର ଟିମ୍‌ ଛାନବିନ କରୁଛି। କେମତି ମର୍ଡର ପ୍ଲଟ ରଚା ଯାଇଥିଲା? କିଭଳି ମାନସଙ୍କୁ ହତ୍ୟା କରାଯାଇଥିଲା? ସେନେଇ ଟିମ ତଥ୍ୟ ଖୋଜିବ । ଭୁବନେଶ୍ୱରରେ ଯାଞ୍ଚ…

କାଲିଠୁ ବଢ଼ିବ ତାତି: ୫ ଦିନ ଅସହ୍ୟ ଗରମ

ଭୁବନେଶ୍ୱର,୨୭।୩(ବ୍ୟୁରୋ): ରାଜ୍ୟରେ ୨୮ତାରିଖରୁ ତାତି ବଢ଼ିବ । ଲଗାତର ୪-୫ଦିନ ରାଜ୍ୟରେ ଏଭଳି ପାଗ ଜାରି ରହିବ। ଆଭ୍ୟନ୍ତରୀଣ ଓଡ଼ିଶାରେ ତାତି ସ୍ବାଭାବିକଠାରୁ ୨ରୁ ୩ ଡିଗ୍ରୀ ବଢ଼ିବ ବୋଲି ଭୁବନେଶ୍ୱର ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଶନିବାର ରାଜ୍ୟର…

ଖସୁଛି ସଂକ୍ରମଣ: ଆଜି ୪୮ ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୨୭।୩(ବ୍ୟୁରୋ): ରାଜ୍ୟରେ ରବିବାର ୪୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୬ ଜଣ ପିଲା ଅଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରୁ ୨୯ ଜଣ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୧୯ ଜଣ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା ଏବଂ…

୩୦ଜିଲାରେ ହେବ ସାଟେଲାଇଟ ଯାଞ୍ଚ

ଭୁବନେଶ୍ୱର,୨୭।୩(ବ୍ୟୁରୋ): ଧାନ କିଣା ପାଇଁ ପଞ୍ଜୀକରଣ ସମୟରେ ସ୍ବଚ୍ଛତା ଅବଲମ୍ବନ କରିବାକୁ ଚଳିତ ବର୍ଷ ପ୍ରଥମ ଥର ପାଇଁ ସାଟେଲାଇଟ ମାଧ୍ୟମରେ ବିଭିନ୍ନ ତଥ୍ୟ ଯାଞ୍ଚ କରାଯାଇଛି। ପ୍ରଥମ ପର୍ଯ୍ୟାୟରେ ୭ଟି ଜିଲାରେ ଯଥା ସମ୍ବଲପୁର, ବରଗଡ଼, ବଲାଙ୍ଗୀର, ସୁବର୍ଣ୍ଣପୁର, କଳାହାଣ୍ଡି,…

ନାଟ୍ୟକାର, କଳାକାରଙ୍କ ମନରେ ଉତ୍ସାହ ନାହିଁ

ଭୁବନେଶ୍ୱର,୨୭।୩(ବ୍ୟୁରୋ): କେବଳ ମନୋରଞ୍ଜନ ନୁହେଁ, ନାଟକ ମାଧ୍ୟମରେ ସମାଜରେ ଘଟୁଥିବା ବିଭିନ୍ନ ଘଟଣାକୁ ଦର୍ଶକଙ୍କ ସମ୍ମୁଖକୁ ଆଣୁଥିବା କଳାକାର ଆଜି ଅସହାୟ ହୋଇପଡିଛନ୍ତି। ମଞ୍ଚରେ ଠିଆ ହେବାକୁ ଆଉ ସେମାନଙ୍କର ଜୁ’ ପାଉନି। ନାଟକ ଲେଖୁଥିବା ନାଟ୍ୟକାର, ମଞ୍ଚ ଆଉ କଳାକାରଙ୍କୁ…

ସରକାରୀ ଅନୁଷ୍ଠାନରେ କ୍ରେଚ୍‌ ବ୍ୟବସ୍ଥା କରିବାକୁ ଓଏଚ୍‌ଆର୍‌ସିଙ୍କ ସୁପାରିସ

ଭୁବନେଶ୍ୱର, ୨୭।୩(ବ୍ୟୁରୋ)- ପଚାଶ କିମ୍ବା ତଦୂଦ୍ଧ୍ୱର୍ର୍ ମହିଳା କର୍ମଚାରୀ କାର୍ଯ୍ୟ କରୁଥିବା ସରକାରୀ ସଂସ୍ଥାରେ କ୍ରେଚ୍‌ ବ୍ୟବସ୍ଥା କରିବାକୁ ଓଡ଼ିଶା ମାନବିକ ଅଧିକାର କମିଶନ(ଓଏଚ୍‌ଆର୍‌ସି) ପକ୍ଷରୁ ସରକାରଙ୍କୁ ସୁପାରିସ କରାଯାଇଛି। ମହିଳା କର୍ମଚାରୀଙ୍କ ଶିଶୁଙ୍କ ପାଇଁ ମାତୃତ୍ୱ ସୁବିଧା ଆଇନ ଅନୁଯାୟୀ…

ଖୋର୍ଦ୍ଧା ଏସ୍‌ପିଙ୍କୁ ବାଚସ୍ପତିଙ୍କ ଜବାବ ତଲବ

ଭୁବନେଶ୍ୱର,୨୭।୩(ବ୍ୟୁରୋ): ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କ ଗିରଫଦାରିକୁ ନେଇ ବାଚସ୍ପତି ବାଣପୁର ଆଇଆଇସି ଓ ଖୋର୍ଦ୍ଧା ଏସ୍‌ପିଙ୍କଠାରୁ ଜବାବ ତଲବ କରିଛନ୍ତି। ବିଧାୟକଙ୍କ ଗିରଫ ସମ୍ପର୍କରେ ଗୃହକୁ ବିଳମ୍ବରେ କାହିଁକି ଅବଗତ କରାଗଲା ବୋଲି କଂଗ୍ରେସ ବିଧାୟକ ଦଳ ନେତା ନରସିଂହ…

ନିର୍ବାଚନୀ ହିଂସାକୁ ନେଇ ବିଧାନସଭାରେ ହଙ୍ଗାମା

ଭୁବନେଶ୍ୱର,୨୭।୩(ବ୍ୟୁରୋ): ପୌର ନିର୍ବାଚନକୁ ନେଇ ରାଜ୍ୟର ଅନେକ ସ୍ଥାନରେ ହିଂସାକାଣ୍ଡ ହୋଇଛି। ବୁଥ୍‌କୁ ଜବରଦସ୍ତି ପ୍ରବେଶ କରିବା, ଷ୍ଟ୍ରଙ୍ଗ୍‌ରୁମ୍‌କୁ ସରକାରୀ ଅଧିକାରୀ ଛଦ୍ମବେଶରେ ଯିବା, ଆଇନଶୃଙ୍ଖଳା ଓ ନିର୍ବାଚନ ହିଂସାକାଣ୍ଡକୁ ନେଇ କଂଗ୍ରେସ ସଦସ୍ୟମାନେ ବିଧାନସଭାରେ ହଙ୍ଗାମା କରିଛନ୍ତି। ଫଳରେ ବିଧାନସଭାର…

ଆଜି ମନ୍ତ୍ରୀ ପରିଷଦ, କ୍ୟାବିନେଟ୍‌ ବୈଠକ

ଭୁବନେଶ୍ୱର, ୨୭।୩(ବ୍ୟୁରୋ): ବିଧାନସଭାର ବଜେଟ ଅଧିବେଶନ ଗତ ୨୫ତାରିଖରୁ ଆରମ୍ଭ ହୋଇଥିବା ବେଳେ ଆସନ୍ତା ୩୧ ପର୍ଯ୍ୟନ୍ତ ଚାଲିବ। ଆସନ୍ତା ୩୦ ତାରିଖରେ ରାଜ୍ୟ ସରକାର ୨୦୨୨-୨୩ ଆର୍ଥିକ ବର୍ଷ ଲାଗି ଗୃହରେ ବଜେଟ ଆଗତ କରିବେ। ତେବେ ରାଜ୍ୟ ସରକାର…

ରାଜ୍ୟରୁ ସୁସ୍ଥ ହେଲେ ଆଉ ୬୦ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୨୬ା୩(ବ୍ୟୁରୋ): ରାଜ୍ୟରୁ ଶନିବାର ଆଉ ୬୦ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ୍‌ ୧୨,୭୭,୮୭୯ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି। ଏନେଇ ଟୁଇଟ୍‌ ଯୋଗେ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା…

ନବୀନ ନିବାସରେ ଭିଡ ବଢ଼ୁଛି

ଭୁବନେଶ୍ବର,୨୬।୩(ବ୍ୟୁରୋ): ପଞ୍ଚାୟତ ନିର୍ବାଚନ ଭଳି ପୌର ନିର୍ବାଚନରେ ବିଜେଡି ବିପୁଳ ସଫଳତା ପାଇଛି । ଭାଜପା ଏବଂ କଂଗ୍ରେସ ବିଜେଡିଠାରୁ ବହୁ ପଛରେ ପଡ଼ିଛନ୍ତି। ରାଜ୍ୟର ୩୦ ଜିଲାର ୧୦୫ ଅଧ୍ୟକ୍ଷ ପଦରୁ ବିଜେଡି ୭୩ଟିରେ ବାଜିମାତ କରିଥିବା ବେଳେ ଭାଜପା…

ଭୁବନେଶ୍ୱରରେ ସୁଲୋଚନା, କଟକରେ ସୁବାସ; ବ୍ରହ୍ମପୁରରେ ସଂଘମିତ୍ରା

ଭୁବନେଶ୍ୱର,୨୬ା୩(ବ୍ୟୁରୋ): ପୌର ନିର୍ବାଚନର ଫଳାଫଳ ଶନିବାର ପ୍ରକାଶ ପାଇଥିବା ବେଳେ ୩ ମହାନଗର ନିଗମର ମେୟର ପଦବୀ ବିଜେଡି ହାତକୁ ଯାଇଛି। ଭୁବନେଶ୍ୱରରୁ ବିଜେଡିର ସୁଲୋଚନା ଦାସ ବିଜୟୀ ହୋଇଥିବା ବେଳେ କଟକର ସୁବାସ ସିଂ ଏବଂ ବ୍ରହ୍ମପୁରର ସଂଘମିତ୍ରା ଦଳେଇ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri