ମେଟ୍ରୋ

‘ରାଧାମୋହନଙ୍କ ଜୈବିକ ଚାଷ ପଦ୍ଧତି ସମାଜ ପାଇଁ ବରଦାନ’

ଭୁବନେଶ୍ୱର,୧୨।୬(ବ୍ୟୁରୋ): ସମାଜର ବିଭିନ୍ନ ସ୍ରୋତରେ ନିଜକୁ ସାମିଲ କରି କୁସଂସ୍କାର ଦୂର କରିଥିଲେ ପ୍ରଫେସର ରାଧାମୋହନ। ସମାନତା ଆଣିବା ଦିଗରେ ତାଙ୍କର ଗୁରୁତ୍ୱପୂର୍ଣ୍ଣ ଭୂମିକା ଥିଲା। କେତେବେଳେ ଅଧ୍ୟାପକ ସାଜି ଛାତ୍ରୀଛାତ୍ରଙ୍କ ଭିତରେ ନୈତିକତା ଆଣିଛନ୍ତି ତ ଆଉ କେତେବେଳେ ପରିବେଶ…

ଖେଳ ଦେଖିବେ ମୁଖ୍ୟମନ୍ତ୍ରୀ: ଟୁଇନ୍‌ ସିଟିକୁ ଜଗିଛନ୍ତି ୮୨ ପ୍ଲାଟୁନ୍‌ ଫୋର୍ସ

ଭୁବନେଶ୍ୱର,୧୧ା୬(ବ୍ୟୁରୋ): ଭାରତ-ଦକ୍ଷିଣ ଆଫ୍ରିକା ଟି -୨୦ ମ୍ୟାଚ୍‌ ପାଇଁ ଟୁଇନ୍‌ ସିଟିରେ କମିଶନରେଟ୍‌ ପୋଲିସ ପକ୍ଷରୁ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଛି। କଟକରେ ୬୨ ପ୍ଲାଟୁନ ଫୋର୍ସ ନିୟୋଜିତ ଥିବା ବେଳେ ଓ ଭୁବନେଶ୍ୱରରେ ୨୦ ପ୍ଲାଟୁନ୍‌ ଫୋର୍ସ ମୁତୟନ ରହିଛନ୍ତି।…

ଜୁଲାଇ ୧ରୁ ବସ୍‌ ଧର୍ମଘଟ

ଭୁବନେଶ୍ୱର,୧୧ା୬(ବ୍ୟୁରୋ): ଜୁଲାଇ ୧ରୁ ସାରା ରାଜ୍ୟରେ ଘରୋଇ ବସ୍‌ ଚଳାଚଳ ବନ୍ଦ ରହିବ ବୋଲି ରାଜ୍ୟ ଘରୋଇ ବସ୍‌ ମାଲିକ ସଂଘ ଚେତାବନୀ ଦେଇଛି। ଶନିବାର ଘରୋଇ ବସ୍‌ ସଂଘର ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ପରେ ସଂଘର ସଭାପତି ଏହି ସୂଚନା…

୧୭ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର,୧୧।୬(ବ୍ୟୁରୋ): ଆସନ୍ତା ୨୪ ଘଣ୍ଟା ମଧ୍ୟରେ ୧୭ ଜିଲାରେ କାଳବୈଶାଖୀ ଆଶଙ୍କା କରାଯାଉଛି। ଏହିସବୁ ଜିଲା ପାଇଁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି । ଏହି ଜିଲାଗୁଡ଼ିକର ଗୋଟେ ଦୁଇଟି ସ୍ଥାନରେ ଘଡଘଡି ସହ ବର୍ଷା ସମ୍ଭାବନା ରହିଛି । ବିଶେଷ…

ଜବତ ବ୍ରାଉନସୁଗାର ନଷ୍ଟ

ଭୁବନେଶ୍ୱର,୧୧।୬(ବ୍ୟୁରୋ): ଏକ କେଜି ବ୍ରାଉନସୁଗାରକୁ ଏସ୍‌ଟିଏଫ୍‌ ଟିମ୍‌ ନଷ୍ଟ କରିଛି। ସୁପ୍ରିମକୋର୍ଟଙ୍କ ଗାଇଡ୍‌ଲାଇନ ଅନୁସାରେ ବ୍ରାଉନସୁଗାର ଜବତ କରାଯାଇଛି। ସେକ୍ସନ ୫୨ ଓ କେମିକାଲ ରିପୋର୍ଟ ମିଳିବା ପରେ ଏହାକୁ ନଷ୍ଟ କରାଯାଇଛି । ଏ ନେଇ ଏସ୍‌ଟିଏଫ ଡିଆଇଜି ଜୟ…

ଖରା ଛୁଟି ପରେ ନୂଆ ଶିକ୍ଷା ନିୟମାବଳୀ, ଜାଣନ୍ତୁ…

ଭୁବନେଶ୍ୱର,୧୧।୬(ବ୍ୟୁରୋ): ରାଜ୍ୟର ସମସ୍ତ ବିଦ୍ୟାଳୟମାନଙ୍କରେ ଏବେ ଖରାଛୁଟି ଚାଲିଛି। ଖରାଛୁଟି ସରିବା ପରେ ନୂଆ ଶିକ୍ଷାବର୍ଷ ଆରମ୍ଭ ହେବ। ନୂଆ ଶିକ୍ଷା ବର୍ଷରେ ଯେପରି ଶତ ପ୍ରତିଶତ ପାଠ୍ୟ ଖସଡ଼ା ଶେଷ ହେବ ଓ ପିଲାଙ୍କୁ ଠିକ ଭାବେ ଶିକ୍ଷାଦାନ କରାଯିବ…

ବାରବାଟୀ ମ୍ୟାଚ୍‌: ଉଦ୍‌ଘାଟନ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୧।୬(ବ୍ୟୁରୋ): କଟକ ବାରବାଟୀରେ ଖେଳାଯିବାକୁ ଥିବା ଟି-୨୦ ମ୍ୟାଚ୍‌କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉଦଘାଟନ କରିବେ। ମୁଖ୍ୟମନ୍ତ୍ରୀ ଘଣ୍ଟି ବଜାଇ ମ୍ୟାଚ ଆରମ୍ଭ ହେବାର ସଙ୍କେତ ଦେବା ନେଇ ଯୋଜନା ହୋଇଛି। ତେବେ ସେ ମୁଖ୍ୟ ଅତିଥି ଭାବେ ଯୋଗ ଦେଉଥିବାରୁ…

ଓଏଲ୍‌ଏକ୍ସରେ ମିଳୁଛି ବାରବାଟୀ ଟିକେଟ

ଭୁବନେଶ୍ୱର, ୧୧।୬(ବ୍ୟୁରୋ): ରବିବାର ବାଟବାଟୀରେ ହେବାକୁ ଥିବା ଟି-୨୦ ମ୍ୟାଚ୍‌ ପାଇଁ କ୍ରିକେଟ ପ୍ରେମୀଙ୍କ ଭିତରେ ଉତ୍କଣ୍ଠା ଦେଖିବାକୁ ମିଳୁଛି। ଏହାର ସୁଯୋଗ ନେଇ କିଛି ଦଲାଲ ଟିକେଟ ବ୍ଲାକ କରୁଥିବା ଦେଖିବାକୁ ମିଳିଛି । ଓଏଲ୍‌ଏକ୍ସରେ ଟିକେଟ ଗୋଟିଏକୁ ୧୦…

ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା,୧୨ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର,୧୧।୬(ବ୍ୟୁରୋ): ରାଜ୍ୟରେ ଏବେ ଗ୍ରୀଷ୍ମ ପ୍ରବାହ ଜାରି ରହିଥିବା ବେଳେ ଆଶ୍ୱସ୍ତିକର ଖବର ଆସିଛି। ଆସନ୍ତା ୨ ଦିନ ପର୍ଯ୍ୟନ୍ତ ଘଡ଼ଘଡ଼ି ସହ ବର୍ଷା ହେବର ସମ୍ଭାବନା ରହିଛି। ଏ ନେଇ ଏସ୍‌ଆରସିଙ୍କ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଆଜି…

ରାଜ୍ୟରୁ ଚିହ୍ନଟ ହେଲେ ୨୪ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୧୧।୬(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟାରେ ୨୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୮ ବର୍ଷରୁ କମ୍‌ ବୟସର ପିଲା ୩ ଜଣ ଆକ୍ରାନ୍ତ ହୋଇଛନ୍ତି। ସେହିପରି କ୍ୱାରାଣ୍ଟାଇନ୍‌ରୁ ୧୫ ଜଣ ଏବଂ ଲୋକାଲ କେସ ୯…

୧୪୮ ସରକାରୀ ହସ୍ପିଟାଲରେ ଇ-ପଞ୍ଜୀକରଣ

ଭୁବନେଶ୍ୱର, ୧୧।୬(ବ୍ୟୁରୋ): ରାଜ୍ୟର ଆଉ ୧୪୮ ସରକାରୀ ହସ୍ପିଟାଲରେ ଇ-ପଞ୍ଜୀକରଣ ବ୍ୟବସ୍ଥା ହେବ। ୩୧ ଡିଏଚ୍‌ଏଚ୍‌, ୧୧ ଏମ୍‌ସିଏଚ୍‌ ଓ ୧୦୬ ୟୁପିଏଚ୍‌ସିଠାରେ କଷ୍ଟୋମାଇଜ୍‌ଡ ହସ୍ପିଟାଲ ମ୍ୟାନେଜମେଣ୍ଟ ଇନ୍‌ଫରମେଶନ୍‌ ସିଷ୍ଟମ୍‌ ଲାଗୁ କରାଯିବ। ଏଥିପାଇଁ ଶୁକ୍ରବାର ରାଜ୍ୟ ସରକାର ଓ ସେଣ୍ଟର…

ଅକ୍ଟୋବର ୧୪ରୁ ଚାଷୀ ସତ୍ୟାଗ୍ରହ

ଭୁବନେଶ୍ୱର, ୧୧।୬ (ବ୍ୟୁରୋ): ଓଡ଼ିଶା ଏକ କୃଷିଭିତ୍ତିକ ରାଜ୍ୟ। ମାତ୍ର ଏଠାର କୃଷି ଓ କୃଷକଙ୍କ ଉନ୍ନତି ପାଇଁ ସରକାର ଚେଷ୍ଟା କରୁନାହାନ୍ତି। ରାଜ୍ୟ ସରକାର ବଜେଟକୁ ମନଇଚ୍ଛା ଗୋଷ୍ଠୀଖଳା, ମଶାଣି, ଗାଧୁଆଘର, କଲ୍ୟାଣ ମଣ୍ଡପ ଭଳି ଅଣ ଉତ୍ପାଦନ ଭିତ୍ତିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?