ପ୍ରତିଦିନ ହସ୍ପିଟାଲ ଆସୁଛନ୍ତି ଟମାଟୋ ଫ୍ଲୁ ସନ୍ଦିଗ୍ଧ
ଭୁବନେଶ୍ୱର, ୨୨।୫(ବ୍ୟୁରୋ): କରୋନା ଭୟ ନ ଯାଉଣୁ ଏବେ ଦେଶରେ ଆଉ ଏକ ସଂକ୍ରାମକ ରୋଗ ‘ଟମାଟୋ ଫ୍ଲୁ’କୁ ନେଇ ଭୟ ଘାରିଛି। ଏହା ସାଧାରଣତଃ ଶିଶୁଙ୍କଠାରେ ଦେଖିବାକୁ ମିଳୁଛି। ତେବେ ରାଜ୍ୟରେ ଏ ଯାଏ ଟମାଟୋ ଫ୍ଲୁ ରୋଗୀ ଚିହ୍ନଟ…
ଅସ୍ତବ୍ୟସ୍ତ କରୁଛି ତାତି, ଗୁଳୁଗୁଳି
ଭୁବନେଶ୍ୱର, ୨୨।୫(ବ୍ୟୁରୋ): ରାଜ୍ୟରେ ପୁଣି ଅସମ୍ଭାଳ ହେବାରେ ଲାଗିଛି ତାତି। ଅତ୍ୟଧିକ ତାପମାତ୍ରା ସାଙ୍ଗକୁ ଗୁଳୁଗୁଳି ଅସ୍ତବ୍ୟସ୍ତ କରିଦେଉଛି। ସକାଳୁ ଚକ୍ଚକ୍ ଖରା ଡରାଉଥିବାବେଳେ ମଧ୍ୟାହ୍ନବେଳକୁ ରାସ୍ତାଘାଟ ଶୂନ୍ଶାନ ହୋଇପଡୁଛି। ବିଦ୍ୟୁତ୍ କଟିଲେ ଘର ଭିତରେ ବି ଲୋକେ ଛଟପଟ ହେଉଛନ୍ତି।…
୪୫୦ କୋଟିର ୭ ବିଦ୍ୟୁତ୍ ପ୍ରକଳ୍ପ ଲୋକାର୍ପିତ
ଭୁବନେଶ୍ୱର,୨୨।୫(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର ଭିଡିଓ କନ୍ଫରେନ୍ସ ଯୋଗେ ରାୟଗଡ଼ା, ନବରଙ୍ଗପୁର, କଳାହାଣ୍ଡି, ସମ୍ବଲପୁର, କେନ୍ଦୁଝର ଓ ଖୋର୍ଦ୍ଧା ଜିଲାରେ ୬ଟି ଉଚ୍ଚଶକ୍ତି ସମ୍ପନ୍ନ ଗ୍ରୀଡ୍ ସବ୍ଷ୍ଟେଶନ ଓ ବଲାଙ୍ଗୀର-କେସିଙ୍ଗାରେ ୨୨୦ କେଭି ଟ୍ରାନ୍ସମିଶନ ଲାଇନର ଲୋକାର୍ପଣ କରିଛନ୍ତି। ଏହି…
ଚାପରେ କମିଲା ତେଲ ଦର
ଭାରତରେ ଆକାଶଛୁଅଆଁ ତେଲ ଦର ଅତ୍ୟାବଶ୍ୟକ ସାମଗ୍ରୀଗୁଡ଼ିକର ମୂଲ୍ୟବୃଦ୍ଧି ଘଟାଇଛି। ଏହାକୁ ନେଇ ସାରା ଦେଶରେ ଜନ ଅସନ୍ତୋଷ ଦେଖାଦେଇଥିବାବେଳେ ରାଜନୀତି ମଧ୍ୟ ସରଗରମ ହୋଇଛି। ଏଭଳି ସ୍ଥିତିରେ ଶନିବାର କେନ୍ଦ୍ର ସରକାର ତେଲ ଉପରୁ ଉତ୍ପାଦ ଶୁଳ୍କ ହ୍ରାସ ଘୋଷଣା…
ରାଜ୍ୟରେ ଲେଉଟିଲା ତାତି: ସବୁଠୁ ଉତ୍ତପ୍ତ ସହର ସୋନପୁର
ଭୁବନେଶ୍ୱର,୨୧ା୫(ବ୍ୟୁରୋ): କିଛିଦିନର ବ୍ୟବଧାନ ପରେ ରାଜ୍ୟକୁ ତାତି ଫେରିଛି। ଅନେକ ସହରର ତାପମାତ୍ରା ୪୦ ଡିଗ୍ରୀ ଟପିଛି। ଶନିବାର ରାଜ୍ୟର ୧୮ ସ୍ଥାନରେ ତାପମାତ୍ରା ୪୦ ଡିଗ୍ରୀରୁ ଅଧିକ ରହିଥିବା ରେକର୍ଡ କରାଯାଇଛି। ତେବେ ସୋନପୁର ଆଜି ସବୁଠୁ ଉତ୍ତପ୍ତ ସହର…
ରାଜ୍ୟରୁ ସୁସ୍ଥ ହେଲେ ଆଉ ୨୧ କରୋନା ଆକ୍ରାନ୍ତ
ଭୁବନେଶ୍ୱର,୨୧ା୫(ବ୍ୟୁରୋ): ରାଜ୍ୟରୁ ଶନିବାର ଆଉ ୨୧ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ୍ ୧୨,୭୯,୦୮୩ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି। ଏନେଇ ଟୁଇଟ୍ ଯୋଗେ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା…
ମାର୍କେଟ ବିଲ୍ଡିଂରେ ୩୧ ଦୋକାନ ସିଲ୍
ଭୁବନେଶ୍ୱର,୨୧ା୫(ବ୍ୟୁରୋ): ମାର୍କେଟ ବିଲ୍ଡିଂର ୩୧ ଦୋକାନକୁ ସିଲ୍ କରାଯାଇଛି। ସାଢ଼େ ୩ କୋଟି ଟଙ୍କା ଘରଭଡ଼ା ବକେୟା ପୈଠ କରି ନ ଥିବାରୁ ରାଜଧାନୀ ପୂଜା ସମିତି ଏହାକୁ ସିଲ୍ କରିଦେଇଛି। ଦୀର୍ଘ ବର୍ଷ ଧରି ଟଙ୍କା ଦେଉ ନ ଥିବାରୁ…
ଦୁଇଟି ପର୍ଯ୍ୟାୟରେ ରାଜ୍ୟ ସଭା ଭୋଟ: ୨୪ରେ ପ୍ରକାଶ ପାଇବ ବିଧିବଦ୍ଧ ବିଜ୍ଞପ୍ତି
ଭୁବନେଶ୍ୱର,୨୧।୫(ବ୍ୟୁରୋ): ରାଜ୍ୟ ସଭା ନିର୍ବାଚନ ଲାଗି ରାଜ୍ୟ ନିର୍ବାଚନ ଆୟୋଗଙ୍କ ପକ୍ଷରୁ ପ୍ରକ୍ରିୟା ଆରମ୍ଭ ହୋଇଛି। ଏହି ନିର୍ବାଚନ ଦୁଇଟି ପର୍ଯ୍ୟାୟରେ ହେବ। ରାଜ୍ୟ ସଭା ଏମ୍ପି ପ୍ରସନ୍ନ ଆଚାର୍ଯ୍ୟ, ଏନ୍.ଭାସ୍କର ରାଓ ଏବଂ ସସ୍ମିତ ପାତ୍ରଙ୍କ କାର୍ଯ୍ୟକାଳ ସରିଛି। ଫଳରେ…
୧୪ ଜିଲାକୁ ୟେଲୋ ୱାର୍ନିଂ
ଭୁବନେଶ୍ୱର,୨୧ା୫(ବ୍ୟୁରୋ): କାଳବୈଶାଖୀ ପ୍ରଭାବ ଯୋଗୁ ରାଜ୍ୟର ୧୪ଟି ଜିଲାରେ ବର୍ଷା ଓ ବଜ୍ରପାତର ଆଶଙ୍କା ରହିଛି। ଏ ନେଇ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ସମ୍ପୃକ୍ତ ଜିଲାଗୁଡ଼ିକ ହେଲା- କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଯାଜପୁର, ଭଦ୍ରକ, ଅନୁଗୁଳ,…
‘ମହାପ୍ରଭୁଙ୍କ ଡୋରି ଲାଗିଲେ ନିଶ୍ଚୟ ଗାଇବି ଗୀତ’
ଭୁବନେଶ୍ୱର,୨୧ା୫(ବ୍ୟୁରୋ): ଓଲିଉଡ୍ର ଲୋକପ୍ରିୟ ଗାୟକ ହ୍ୟୁମାନ ସାଗରଙ୍କ ନାଁରେ ସଙ୍ଗୀତକାର ଜାପାନୀ ଥାନାରେ ଅଭିଯୋଗ ପରେ ହ୍ୟୁମାନ ମୁହଁ ଖୋଲିଛନ୍ତି। ହ୍ୟୁମାନଙ୍କ ନାଁରେ ଥିବା ଏକ ଫେସ୍ବୁକ୍ ପେଜ୍ରେ ହ୍ୟୁମାନ ଏକ ଭିଡିଓ ଶେୟାର କରିଛନ୍ତି। ହ୍ୟୁମାନ କହିଛନ୍ତି, ‘ଯେଉଁମାନେ ଏସବୁ…
ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହେଲେ ୮ ପଜିଟିଭ୍
ଭୁବନେଶ୍ୱର,୨୧।୫(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୮ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୮୩୫୭ ଜଣକୁ ବୃଦ୍ଧି ପାଇଛି । ଏ ନେଇ ଶନିବାର ରାଜ୍ୟ ସୂଚନା ଓ…
୨ ଅଣଓଡ଼ିଆ ଗଲେ, ହେଲେ ଜଣେ ଦଳିତ କି ଆଦିବାସୀ ପାଉନାହାନ୍ତି
ଭୁବନେଶ୍ୱର, ୨୧।୫(ବ୍ୟୁରୋ): ରାଜ୍ୟରେ ଜଣେ ହେଲେ ଦଳିତ ଓ ଆଦିବାସୀ ବର୍ଗର ରାଜ୍ୟ ସଭା ସଦସ୍ୟ ନାହାନ୍ତି। ଏହାସହ ପଛୁଆବର୍ଗର ବ୍ୟକ୍ତିବିଶେଷଙ୍କୁ ରାଜ୍ୟ ସଭା ନିର୍ବାଚନରେ ଉପଯୁକ୍ତ ପ୍ରତିନିଧିତ୍ୱ ମିଳିନାହିଁ। ପଛୁଆବର୍ଗଙ୍କୁ ସଂରକ୍ଷଣ ନେଇ କେବଳ ଶାସକ ଦଳ ରାଜନୀତି କରନ୍ତି…
Archives


