ପୂର୍ବତନ କର୍ପୋରେଟରଙ୍କୁ ମାଡ଼ ଅଭିଯୋଗ
ଭୁବନେଶ୍ୱର ୨୫।୩ (ବ୍ୟୁରୋ): ବିଏମ୍ସି ପାଇଁ ମତଦାନ ଚାଲିଥିବାବେଳେ ୫୮ ନଂ ୱାର୍ଡର ସ୍ବାଧୀନ ପାର୍ଥିନୀ ନମିତା ମହାପାତ୍ରଙ୍କ ଭାଇ ତଥା ପୂର୍ବତନ କର୍ପୋରେଟର ମଳୟ କୁମାର ମହାପାତ୍ରଙ୍କୁ ବ୍ରହ୍ମେଶ୍ୱରପାଟଣାସ୍ଥିତ ବୁଥ୍ ପରିସରରେ ମାଡ଼ ମରାଯାଇଥିବା ଅଭିଯୋଗ ହୋଇଛି। ଏନେଇ ସେ…
ଶେଷ ମତଦାନ କହି କାନ୍ଦି ପକାଇଲେ ୮୮ ବର୍ଷିୟା ବୃଦ୍ଧା
ଭୁବନେଶ୍ୱର,୨୫।୩(ବ୍ୟୁରୋ): ଭୁବନେଶ୍ୱର ମହାନଗର ନିଗମ(ବିଏମ୍ସି)ର ଓ୍ବାର୍ଡ ନଂ. ୪୯ ଅନ୍ତର୍ଗତ ଆଇଗିଣିଆ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ବୁଥ୍ ନଂ. ୫୦୯ରେ ଗୁରୁବାର ମତଦାନ କରିଛନ୍ତି ୮୮ ବର୍ଷିଆ ବୃଦ୍ଧା ଅନ୍ନପୂର୍ଣ୍ଣା ଦାସ। ତେବେ ସେ ଭୋଟ ଦେଇ ଯେତିକି ଖୁସି…
ପ୍ରକାଶ ପାଇଲା ଯୁକ୍ତ୨ ପରୀକ୍ଷା କାର୍ଯ୍ୟସୂଚୀ
ଭୁବନେଶ୍ୱର,୨୫।୩(ବ୍ୟୁରୋ): ଓଡ଼ିଶା ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍ଏସ୍ଇ) ଦ୍ୱାରା ପରିଚାଳିତ ଯୁକ୍ତ ୨ ପରୀକ୍ଷା ଏପ୍ରିଲରୁ ଆରମ୍ଭ ହେବ। କଳା, ବିଜ୍ଞାନ ଓ ବାଣିଜ୍ୟରେ ପଢୁଥିବା ୨ୟ ବର୍ଷର ରେଗୁଲାର ଓ ଏକ୍ସରେଗୁଲାର ଛାତ୍ରୀଛାତ୍ର ପରୀକ୍ଷା ଦେବେ। ଗୁରୁବାର ପରିଷଦ…
ବଢ଼ିବନି ବିଜୁଳି ଦର
ଭୁବନେଶ୍ୱର,୨୫ା୩(ବ୍ୟୁରୋ): ୨୦୨୨-୨୩ ଆର୍ଥିକବର୍ଷ ପାଇଁ ରାଜ୍ୟରେ ବିଦ୍ୟୁତ୍ ଦର ବୃଦ୍ଧି ହେବ ନାହିଁ। ପୂର୍ବ ଦର ଅପରିବର୍ତ୍ତିତ ରହିବ। ଓଡ଼ିଶା ବିଦ୍ୟୁତ୍ ନିୟାମକ ଆୟୋଗ (ଓଇଆରସି) ପକ୍ଷରୁ ଗୁରୁବାର ଏ ନେଇ ସୂଚନା ଦିଆଯାଇଛି। ଏହି ଘୋଷଣା ସାଧାରଣ ଉପଭୋକ୍ତାଙ୍କୁ ବର୍ଷକ…
ଆଜିଠୁ ଆରମ୍ଭ ବିଧାନସଭା ବଜେଟ୍ ଅଧିବେଶନ
ଭୁବନେଶ୍ୱର,୨୫।୩(ବ୍ୟୁରୋ): ଆଜିଠୁ ଆରମ୍ଭ ହେବ ବିଧାନସଭା ବଜେଟ୍ ଅଧିବେଶନ। ଏଥର ବଜେଟ୍ ଅଧିବେଶନରେ କୋଭିଡ୍ କଟକଣା ମଧ୍ୟରେ ଚାଲିବ। ପୂର୍ବ ଅଧିବେଶନ ଭଳି ଦୁଇଟି ପର୍ଯ୍ୟାୟରେ ମୋଟ୍ ୫ ଘଣ୍ଟା ଗୃହ କାର୍ଯ୍ୟ ଚାଲିବ। ତେବେ ଅଧିବେଶନ ପୂର୍ବରୁ ସମସ୍ତ ବିଧାୟକ,…
ରାଜ୍ୟରୁ ସୁସ୍ଥ ହେଲେ ୭୩ କରୋନା ଆକ୍ରାନ୍ତ
ଭୁବନେଶ୍ୱର,୨୪।୩(ବ୍ୟୁରୋ): ରାଜ୍ୟରୁ ଗୁରୁବାର ଆଉ ୭୩ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ ୧୨,୭୭,୭୫୦ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି। ଏ ନେଇ ଟୁଇଟ ଯୋଗେ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ…
ବଢୁଛି ତାତି, ଟିଟିଲାଗଡ଼ ସବୁଠାରୁ ଉତ୍ତପ୍ତ ସହର
ଭୁବନେଶ୍ୱର,୨୪।୩(ବ୍ୟୁରୋ): ରାଜ୍ୟରେ ଲାଗି ରହିଛି ଗ୍ରୀଷ୍ମ ପ୍ରବାହ । ଦିନକୁ ଦିନ ତାପମାତ୍ରା ବୃଦ୍ଧି ପାଇବାରେ ଲାଗିଛି । ଗୁରୁବାର ରାଜ୍ୟର ବିଭିନ୍ନ ସ୍ଥାନରେ ତାପମାତ୍ରା ୪୦ ଡିଗ୍ରୀରୁ ଅଧିକ ରହିଛି । ୪୧.୪ ଡିଗ୍ରୀ ତାପମାତ୍ରା ସହିତ ଟିଟିଲାଗଡ଼ ସବୁଠାରୁ…
ଘୁଞ୍ଚିଲା ଯୁକ୍ତ ୩ ପଞ୍ଚମ ସେମିଷ୍ଟର ପରୀକ୍ଷା
ଭୁବନେଶ୍ୱର,୨୪।୩(ବ୍ୟୁରୋ): ଉତ୍କଳ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ସମସ୍ତ ଡିଗ୍ରୀ କଲେଜର ଯୁକ୍ତ ୩ ପଞ୍ଚମ ସେମିଷ୍ଟର ପରୀକ୍ଷା କାର୍ଯ୍ୟସୂଚୀରେ ପରିବର୍ତ୍ତନ କରାଯାଇଛି। ୨୩ତାରିଖରୁ ଏହି ପରୀକ୍ଷା ହେବାକୁ ଥିବାବେଳେ ପୌର ନିର୍ବାଚନ ଲାଗି ପ୍ରଥମେ ୨ ଦିନ ପରୀକ୍ଷା ସ୍ଥଗିତ ରଖାଯାଇଥିଲା।…
ପୌର ନିର୍ବାଚନରେ ୬୫% ମତଦାନ
ଭୁବନେଶ୍ୱର,୨୪।୩(ବ୍ୟୁରୋ): ରାଜ୍ୟରେ ପୌର ନିର୍ବାଚନ ପାଇଁ ମତଦାନ ପ୍ରକ୍ରିୟା ଶେଷ ହୋଇଛି। ରାଜ୍ୟର ୫୯ ଏନ୍ଏସି, ୪୭ ପୌର ପରିଷଦ ଏବଂ ୩ ମହାନଗର ନିଗମରେ ହାରାହାରି ୬୫ ପ୍ରତିଶତ ମତଦାନ ହୋଇଛି। ଗୁରୁବାର ସନ୍ଧ୍ୟା ଅନୁଷ୍ଠିତ ଏକ ଖବରଦାତା ସମ୍ମିଳନୀରେ…
ବଢିବନି ବିଦ୍ୟୁତ୍ ଦର
ଭୁବନେଶ୍ୱର,୨୪।୩(ବ୍ୟୁରୋ): ୨୦୨୨-୨୩ ଆର୍ଥିକ ବର୍ଷ ପାଇଁ ବଢିବନି ବିଦ୍ୟୁତ୍ ଦର। ଏନେଇ ଗୁରୁବାର ଖବରଦାତା ସମ୍ମିଳନୀରେ ଓଇଆର୍ସି ସଚିବ ସୂଚନା ଦେଇଛନ୍ତି।ପୂର୍ବବର୍ଷ ଭଳି ଶୂନରୁ ୫୦ ୟୁନିଟ୍ ପର୍ଯ୍ୟନ୍ତ ୟୁନିଟ୍ ପିଛା ଦର ୩ଟଙ୍କା । ୫୦ରୁ ୨୦୦ ଯାଏ ଦର…
୫ଟା ସୁଦ୍ଧା ୫୦ପ୍ରତିଶତରୁ ଅଧିକ ମତଦାନ
ଭୁବନେଶ୍ୱର,୨୪।୩(ବ୍ୟୁରୋ): ପୌର ନିର୍ବାଚନ ପାଇଁ ଗୁରୁବାର ସକାଳ ୮ଟାରୁ ଆରମ୍ଭ ହୋଇଥିଲା ମତଦାନ। ତେବେ ସନ୍ଧ୍ୟା ୫ଟା ସୁଦ୍ଧା ୫୦ ପ୍ରତିଶତରୁ ଅଧିକ ମତଦାନ ହୋଇଥିବା ସୂଚନା ମିଳିଛି। ରାଜ୍ୟର ୫୯ଟି ଏନଏସି, ୪୭ଟି ପୌର ପରିଷଦ ଏବଂ ୩ଟି ମହାନଗର…
ଭୋଟ୍ ଦେଲେ ରାଜ୍ୟ ମୁଖ୍ୟ ଶାସନ ସଚିବ ଏବଂ ନିର୍ବାଚନ କମିଶନର
ଭୁବନେଶ୍ୱର,୨୪ା୩(ବ୍ୟୁରୋ): ଗୁରୁବାର ସାରା ରାଜ୍ୟରେ ଅନୁଷ୍ଠିତ ହେଉଛି ପୌର ନିର୍ବାଚନ। ସମସ୍ତ ନାଗରିକ ନିଜ ନିଜ ପ୍ରାର୍ଥୀଙ୍କୁ ଭୋଟ୍ ଦେଇଛନ୍ତି। ରାଜ୍ୟ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ଏବଂ ରାଜ୍ୟ ନିର୍ବାଚନ କମିଶନର ଆଦିତ୍ୟ ପ୍ରସାଦ ପାଢ଼ୀ ବି ମହାନଗର…
Archives


