ମେଟ୍ରୋ

ମାନସ ହତ୍ୟା ମାମଲା: ଶର୍ମିଷ୍ଠାଙ୍କ ନ୍ୟୁଜ ଅଫିସ୍‌ ସିଲ୍‌

ଭୁବନେଶ୍ୱର,୨୪।୩(ବ୍ୟୁରୋ): ବହୁ ଚର୍ଚ୍ଚିତ କ୍ୟାମେରାମ୍ୟାନ ମାନସ ସ୍ବାଇଁ ହତ୍ୟା ମାମଲାର ମାଷ୍ଟରମାଇଣ୍ଡ ତଥା ମୁଖ୍ୟ ଅଭିଯୁକ୍ତ କୁହାଯାଉଥିବା ଶର୍ମିଷ୍ଠା ରାଉତଙ୍କ ନ୍ୟୁଜ ଅଫିସକୁ ପୋଲିସ ସିଲ୍‌ କରିଛି । ତାଙ୍କ ଅଫିସ ରେଡ୍‌ କରି ୨ଟି କମ୍ପ୍ୟୁଟର ହାର୍ଡ ଡିସ୍କ ଓ…

ମାନସ ହତ୍ୟା ମାମଲା: ରାଜ୍ୟ ବାହାରକୁ ଗଲା କ୍ରାଇମବ୍ରାଞ୍ଚର ଏକ ଟିମ୍‌

ଭୁବନେଶ୍ୱର,୨୪।୩(ବ୍ୟୁରୋ): ବହୁ ଚର୍ଚ୍ଚିତ କ୍ୟାମେରାମ୍ୟାନ ମାନସ ସ୍ବାଇଁ ହତ୍ୟା ମାମଲାରେ କ୍ରାଇମବ୍ରାଞ୍ଚର ତଦନ୍ତ ଆରମ୍ଭ ହୋଇଛି । ତଦନ୍ତକୁ ଆଗକୁ ବଢ଼ାଇବା ପାଇଁ କ୍ରାଇମବ୍ରାଞ୍ଚର ଏକ ଟିମ୍‌ ରାଜ୍ୟ ବାହାରକୁ ଗସ୍ତ କରିଛି । ଏହାସହିତ ଅନ୍ୟ ଏକ ଟିମ୍‌ ଚାନ୍ଦବାଲି…

୧୧ଟା ସୁଦ୍ଧା ୨୦ ପ୍ରତିଶତ ମତଦାନ

ଭୁବନେଶ୍ୱର,୨୪।୩(ବ୍ୟୁରୋ): ପର ନିର୍ବାଚନ ନେଇ ଗୁରୁବାର ସକାଳ ୮ଟାରୁ ମତଦାନ ଆରମ୍ଭ ହୋଇଯାଇଛି। ସକାଳ ୧୧ଟା ସୁଦ୍ଧା ୨୦ ପ୍ରତିଶତ ମତଦାନ ହୋଇଛି । ଶାନ୍ତିଶୃଙ୍ଖଳା ସହ ମତଦାନ ଚାଲିଛି । ଏ ନେଇ ରାଜ୍ୟ ନିର୍ବାଚନ କମିଶନଙ୍କ କାର୍ଯ୍ୟାଳୟରୁ ପକ୍ଷରୁ…

ଆଜି ଏସବୁ ଜିଲାରେ ବର୍ଷା: ୪ ଦିନ ପରେ ଅସହ୍ୟ ଗରମ

ଭୁବନେଶ୍ୱର,୨୪।୩(ବ୍ୟୁରୋ): ରାଜ୍ୟରେ ତାତି ବଢ଼ିବାରେ ଲାଗିଲାଣି। ଏହା ଆସନ୍ତା ୪ ରୁ ୫ ଦିନ ମଧ୍ୟରେ ଆହୁରି ବଢ଼ିବ। ସ୍ବଭାବିକଠାରୁ ୩ ରୁ ୪ ଡିଗ୍ରୀ ପାରଦ ବଢ଼ିବ। ବିଶେଷ କରି ଆଭ୍ୟନ୍ତରୀଣ ଓଡ଼ିଶାରେ ଅଧିକ ଖରା ହେବ। ୨୮ ତାରିଖ…

ଶୁକ୍ରବାରଠାରୁ ବିଧାନସଭା ବଜେଟ ଅଧିବେଶନ

ଭୁବନେଶ୍ୱର,୨୪।୩(ବ୍ୟୁରୋ): ବିଧାନସଭା ବଜେଟ ଅଧିବେଶନ ଶୁକ୍ରବାରଠାରୁ ଆରମ୍ଭ ହେବ । ଚଳିତ ବଜେଟ ଅଧିବେଶନ ସମ୍ପୂର୍ଣ୍ଣ କୋଭିଡ୍‌ କଟକଣା ମଧ୍ୟରେ ଚାଲିବ। ଅଧିବେଶନ ପୂର୍ବରୁ ସମସ୍ତ ବିଧାୟକ, ବିଧାନସଭା କର୍ମଚାରୀ, ସୁରକ୍ଷା କର୍ମୀ ଓ ଖବରଦାତାମାନଙ୍କର କରୋନା ଟେଷ୍ଟକୁ ବାଧ୍ୟତାମୂଳକ କରାଯାଇଛି…

ଭୋଟ ଦେଲେ ସୁଲୋଚନା-ସୁନୀତି

ଭୁବନେଶ୍ୱର,୨୪।୩(ବ୍ୟୁରୋ): ଭୁବନେଶ୍ୱର ମହାନଗର ନିଗମ ନିର୍ବାଚନ ପାଇଁ ଗୁରୁବାର ମତଦାନ ପ୍ରକ୍ରିୟା ଜାରି ରହିଛି। ଏଥିରେ ବିଏମ୍‌ସି ମେୟର ପଦ ଲାଗି ପ୍ରତିନ୍ଦ୍ୱନ୍ଦ୍ୱିତା କରୁଥିବା ଭାଜପା ପ୍ରାର୍ଥିନୀ ଡା. ସୁନୀତି ମୁଣ୍ଡ, ବିଜେଡି ପ୍ରାର୍ଥିନୀ ସୁଲୋଚନା ଦାଶ ପ୍ରମୁଖ ଭୋଟ ଦେଇଛନ୍ତି।…

ଭୋଟ ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୪।୩(ବ୍ୟୁରୋ): ପୌର ନିର୍ବାଚନ ଲାଗି ଭୋଟ ଦେଇଛନ୍ତି ମୁଖ୍ୟମନ୍ତ୍ରୀ। ଗୁରୁବାର ସକାଳ ୮ରୁ ପୌର ନିର୍ବାଚନ ଆରମ୍ଭ ହୋଇଥିବା ବେଳେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଜ ମତାଧିକାର ସାବ୍ୟସ୍ତ କରିଛନ୍ତି। ବିଏମ୍‌ସିର ୫୩ ନଂ ୱାର୍ଡରେ ମୁଖ୍ୟମନ୍ତ୍ରୀ ଭୋଟ ଦେଇଛନ୍ତି। ମୁଖ୍ୟମନ୍ତ୍ରୀ…

ପୌର ନିର୍ବାଚନ: ସକାଳ ୮ରୁ ଆରମ୍ଭ ହେଲା ମତଦାନ

ଭୁବନେଶ୍ୱର,୨୪।୩(ବ୍ୟୁରୋ): ରାଜ୍ୟର ୧୦୬ ପୌର ସଂସ୍ଥା ଓ ୩ ମହାନଗର ନିଗମ ଲାଗି ଗୁରୁବାର ଭୋଟଗ୍ରହଣ ଆରମ୍ଭ ହୋଇଛି। ସକାଳ ୮ଟାରୁ ମତଦାନ ଆରମ୍ଭ ହୋଇଛି। ସନ୍ଧ୍ୟା ୫ଟା ଯାଏ ଏହା ଚାଲିବ। ୪୦ ଲକ୍ଷ ୫୫ହଜାର ଭୋଟର ସେମାନଙ୍କ ପ୍ରତିନିଧିଙ୍କୁ…

ଡିଆଇଡି ଲିଟିଲ ମାଷ୍ଟରରେ ହୃଦୟ ଜିଣିଲେ ଝାରସୁଗୁଡ଼ାର ରୋଶନ

ଭୁବନେଶ୍ୱର,୨୪।୩(ବ୍ୟୁରୋ): ଜୀବନ ସଂଘର୍ଷରେ ହିଁ ଥାଏ ସଫଳତାର ବାଟ। ବଞ୍ଚତ୍ବାକୁ ସଂଘର୍ଷ କରୁଥିବା ଏମିତି ଏକ ଶ୍ରମିକ ପରିବାରରୁ ଆସି ବମ୍ବେରେ ପହଞ୍ଚତ୍ଛନ୍ତି ୧୧ବର୍ଷୀୟ ରୋଶନ କୁମାର। ଦେଶର ଲୋକପ୍ରିୟ ରିଆଲିଟି ଶୋ’ ଡ୍ୟାନ୍ସ ଇଣ୍ଡିଆ ଡ୍ୟାନ୍ସ (ଡିଆଇଡି) ଲିଟିଲ ମାଷ୍ଟର…

୫୨ ବ୍ଲକରେ ଜଳ କଷ୍ଟ ଉତ୍କଟ: ଏପ୍ରିଲ-ମେ’ ବେଳକୁ ପରିସ୍ଥିତି ହେବ ସଙ୍ଗିନ

ଭୁବନେଶ୍ୱର,୨୪ା୩(ବ୍ୟୁରୋ): ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଆରମ୍ଭ ହୋଇଛି। ନଦୀ, ନାଳ, ପୋଖରୀ, କୂପ ଶୁଖିଲା ପଡ଼ିଗଲାଣି। ଏବେଠୁ ପାନୀୟ ଜଳ ସମସ୍ୟା ଉତ୍କଟ ହେବାରେ ଲାଗିଲାଣି। ଏପ୍ରିଲ ଓ ମେ’ ମାସ ବେଳକୁ ପରିସ୍ଥିତି ଆହୁରି ସଙ୍ଗିନ ହେବା ଆଶଙ୍କା…

କାଲି ସକାଳ ୮ରୁ ପୌର ଭୋଟ୍‌

ଭୁବନେଶ୍ୱର,୨୩ା୩(ବ୍ୟୁରୋ): ଗୁରୁବାର ରାଜ୍ୟରେ ପୌର ନିର୍ବାଚନ। ଏଥିପାଇଁ ଏନ୍‌ଏସି, ପୌର ଏବଂ ମହାନଗର ନିଗମର ୧୭ ଶହ ୩୭ ଓ୍ବାର୍ଡରେ ନିର୍ବାଚନ ଅନୁଷ୍ଠିତ ହେବ। ୪ ହଜାର ୩ ଶହ ୭୩ ବୁଥ୍‌ରେ ମୋଟ୍‌ ୪୦ ଲକ୍ଷ ୫୫ ହଜାର ଭୋଟର…

ଏପ୍ରିଲ ୧ରୁ ଆରମ୍ଭ ହେବ ବିଧାନସଭା ଟିଭି

ଭୁବନେଶ୍ୱର,୨୩।୩(ବ୍ୟୁରୋ): ଆରମ୍ଭ ହେବ ଓଡ଼ିଶା ବିଧାନସଭା ଟିଭି ଚ୍ୟାନେଲ। ଏପ୍ରିଲ ୧ ଅର୍ଥାତ ଉତ୍କଳ ଦିବସରୁ ଏହାର ଶୁଭାରମ୍ଭ ହେବ। ଏଥିଲାଗି ବିଧାନସଭା ପରିସରରେ ଷ୍ଟୁଡିଓ ତିଆରି ହେଉଛି। ଚ୍ୟାନେଲରେ ବିଧାନସଭା ସମ୍ପର୍କିତ ଖବର ପ୍ରସାରଣ କରାଯିବ ବୋଲି ବୁଧବାର ବାଚସ୍ପତି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri