ମେଟ୍ରୋ

ଗତ ୨୪ ଘଣ୍ଟାରେ ରାଜ୍ୟରେ ୧୩ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ବର,୭।୫: (ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ କମିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ ୧୩ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ବୋଲି ସୂଚନା ଏବଂ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ସୁନ୍ଦରଗଡ ଜିଲାରୁ ସର୍ବାଧିକ ୫…

ଛୁରାମାଡ଼ କରି ଲୁଟୁଥିବା ଗ୍ୟାଙ୍ଗ ଧରାପଡିଲା

ଭୁବନେଶ୍ୱର,୭।୬(ବ୍ୟୁରୋ):ରାତିହେଲେ ରାଜଧାନୀରେ ମୁଖ୍ୟ ରାସ୍ତାଠାରୁ ଗଳିକନ୍ଦି ଘୁରି ବୁଲୁଥିଲେ। ଯାହାକୁ ପାରିଲେ ଛୁରାମାଡ଼ କରି ଲୁଟୁଥିଲେ। ଗତ ୧୬ ତାରିଖରେ ଜଣେ ଧୂପ ବ୍ୟବସାୟୀଙ୍କୁ ଛୁରି ଭୁସି ଲୁଟ୍‌ କରିବା ଘଟଣାରେ ଭରତପୁର ଥାନା ପୋଲିସ ସମ୍ପୃକ୍ତ ଗ୍ୟାଙ୍ଗ ମୁଖ୍ୟଙ୍କ ସମେତ…

ରାଜ୍ୟ ସଭାକୁ ନିରଞ୍ଜନ ବିଶି ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ

ଭୁବନେଶ୍ୱର, ୭ା୬(ବ୍ୟୁରୋ):ନିରଞ୍ଜନ ବିଶି ରାଜ୍ୟ ସଭାକୁ ନିଦର୍‌ବନ୍ଦ୍ବରେ ନିର୍ବାଚିତ ହୋଇଛନ୍ତି। ସୋମବାର ପ୍ରାର୍ଥତ୍ପତ୍ର ପ୍ରତ୍ୟାହାରର ଶେଷ ତାରିଖ ରହିଥିଲା। ମିଳିଥିବା ସୂଚନା ମୁତାବକ, ଅପରାହ୍ନ ୩ଟା ସୁଦ୍ଧା କେହି ପ୍ରାର୍ଥତ୍ପତ୍ର ପ୍ରତ୍ୟାହାର କରି ନ ଥିଲେ। ସଂଖ୍ୟା ଦୃଷ୍ଟିରୁ ଭାଜପା ଓ…

୫ ଶ୍ରେଷ୍ଠ ତୀର୍ଥସ୍ଥାନରେ ପୁରୀ: ଓୟୋ

ନୂଆଦିଲ୍ଲୀ,୭।୬:ଭାରତର ୫ ଶ୍ରେଷ୍ଠ ତୀର୍ଥସ୍ଥାନ ମଧ୍ୟରେ ପୁରୀ ରହିଛି। ସର୍ବାଧିକ ଯାତ୍ରୀ ଆସୁଥିବା ଅନ୍ୟ ତୀର୍ଥସ୍ଥାନଗୁଡ଼ିକ ହେଲେ ବାରାଣସୀ, ତିରୁପତି, ଅମୃତସର ଏବଂ ଶିରିଡ଼ି। ଟ୍ରାଭେଲ୍‌ ଟେକ୍‌ କମ୍ପାନୀ ଓୟୋ ପକ୍ଷରୁ ପ୍ରକାଶିତ ରିପୋର୍ଟ ‘ଇଣ୍ଡିଆସ୍‌ ଟ୍ରେଜର ଟ୍ରୋଭ୍‌ ଅଫ୍‌ କଲ୍‌ଚର…

ସିଡାକ୍‌ ଓ ନାବକନ୍ସ ମଧ୍ୟରେ ଚୁକ୍ତିନାମା ସ୍ବାକ୍ଷରିତ

ଭୁବନେଶ୍ୱର, ୭।୬(ବ୍ୟୁରୋ):ରାଜ୍ୟରେ ବିଭିନ୍ନ ହସ୍ତଶିଳ୍ପ ପ୍ରକଳ୍ପର ସଫଳ ରୂପାୟନ ପାଇଁ ରାଜ୍ୟ କଳା ଓ ହସ୍ତଶିଳ୍ପ ବିକାଶ ଅନୁଷ୍ଠାନ (ସିଡାକ୍‌) ଏବଂ ନାବାର୍ଡ କନ୍‌ସଲ୍‌ଟାନ୍ସି ସର୍ଭିସେସ୍‌ ପ୍ରାଇଭେଟ୍‌ ଲିମିଟେଡ୍‌ (ନାବ୍‌କନ୍ସ) ମଧ୍ୟରେ ଏକ ଚୁକ୍ତିନାମା ସ୍ବାକ୍ଷରିତ ହୋଇଛି। ସୋମବାର ସିଡାକ ସଭାଗୃହରେ…

ନେତା ଦୁର୍ବଳ, ମନ୍ତ୍ରିମଣ୍ଡଳରେ ମିଳିଲାନି ସ୍ଥାନ: କଂଗ୍ରେସ

ନବରଙ୍ଗପୁର,୬।୬(ବି.ପ୍ର.): କଂଗ୍ରେସ, ଭାଜପା ଓ ବିଜେଡି ପ୍ରମୁଖ ରାଜନୈତିକ ଦଳ ନବରଙ୍ଗପୁର ଜିଲାକୁ କେବେ ମଧ୍ୟ ନିରାଶ କରି ନ ଥିଲେ। ଏହି ଜିଲାରୁ ବିଭିନ୍ନ ସମୟରେ ସଦାଶିବ ତ୍ରିପାଠୀ, ପରମା ପୂଜାରୀ, ଡମ୍ବରୁ ମାଝି, ରବିସିଂ ମାଝି, ଯାଦବ ମାଝି,…

୫ ଜିଲାର ୪୯୦ ରୂପାନ୍ତରିତ ସ୍କୁଲ ଲୋକାର୍ପିତ

ଭୁବନେଶ୍ୱର, ୭।୬(ବ୍ୟୁରୋ):ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦ୍ବିତୀୟ ପର୍ଯ୍ୟାୟର ଚତୁର୍ଥ ଦିବସ ସୋମବାର ୫ ଜିଲାର ୪୯୦ ସ୍କୁଲକୁ ଲୋକାର୍ପିତ କରିଛନ୍ତି। ଏହି ଅବସରରେ କେନ୍ଦ୍ରାପଡ଼ା ଜିଲାର ୯୫ ହାଇସ୍କୁଲ, କଟକର ୧୩୫, କଳାହାଣ୍ଡିର ୧୦୦, ଝାରସୁଗୁଡ଼ାର ୭୦ ଓ ବରଗଡ଼ର ୯୦…

ଓଡ଼ିଶା ଖାଦ୍ୟ ସୁରକ୍ଷା ବ୍ୟବସ୍ଥାକୁ ନେପାଳ ଷ୍ଟଡି ମିଶନର ପ୍ରଶଂସା

ଭୁବନେଶ୍ୱର, ୭।୬(ବ୍ୟୁରୋ):ଓଡିଶା ଗସ୍ତରେ ଆସିଥିବା ନେପାଳର ଏକ ଉଚ୍ଚସ୍ତରୀୟ ଷ୍ଟଡି ମିଶନ ଟିମ୍‌ ଓଡ଼ିଶାରେ ଖାଦ୍ୟ ସୁରକ୍ଷା ଯୋଜନାକୁ ଭୂୟସୀ ପ୍ରଶଂସା କରିଛନ୍ତି। ରାଜ୍ୟର ନିଜ ଯୋଜନା ସହ କେନ୍ଦ୍ରୀୟ ଯୋଜନାର ଠିକ୍‌ ଭାବେ କାର୍ଯ୍ୟାନ୍ବୟନ ଓଡ଼ିଶାର ଏକ ବଡ଼ ସଫଳତା…

ମହିଳା ସଶକ୍ତୀକରଣ ନାଁରେ ଶୋଷଣ ନୀତି: ଭାଜପା

ଭୁବନେଶ୍ୱର,୭ା୬(ବ୍ୟୁରୋ):ଦୀର୍ଘ ୨୩ ବର୍ଷ ଧରି ନିରଙ୍କୁଶ ଭାବେ ଶାସନ କରି ଆସୁଥିବା ବିଜୁ ଜନତା ଦଳ ମହିଳା ସଶକ୍ତୀକରଣ ନାଁରେ ମହିଳା ଶୋଷଣ ନୀତି ଆପଣାଇଛି। ମହିଳା ନିର୍ଯାତନା କ୍ଷେତ୍ରରେ ଓଡ଼ିଶା ସର୍ବଭାରତୀୟସ୍ତରରେ ପ୍ରଥମ ସ୍ଥାନ ଅଧିକାର କରିଛି ବୋଲି ଭାଜପା…

ଆଗରେ ଅନେକ ଚ୍ୟାଲେଞ୍ଜ

ଭୁବନେଶ୍ୱର, ୭ା୬(ବ୍ୟୁରୋ): ବିଜେଡି ସରକାରର ପଞ୍ଚମ ପାଳିର ଦ୍ୱିତୀୟ ପର୍ଯ୍ୟାୟ ମନ୍ତ୍ରିମଣ୍ଡଳ ଗଠନ ହୋଇସାରିଛି । ନୂଆ ମନ୍ତ୍ରୀମାନେ ଶପଥ ପାଠ ପରେ ମୁଖ୍ୟମନ୍ତ୍ରୀଙ୍କଠାରୁ ୬-ଟି ଗୁରୁମନ୍ତ୍ର ପାଇବା ପରେ ସୋମବାର ଦାୟିତ୍ୱ ଗ୍ରହଣ କରିଛନ୍ତି। କେତେକ ମନ୍ତ୍ରୀ ନିଜ ବିଭାଗର…

ବନ ବିଭାଗ ମଞ୍ଜୁରୀ ବିନା ଓଡ଼ିଶାରେ ଖଣି ଖନନ ବେଆଇନ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୭ା୬:ଓଡ଼ିଶାରେ ଖଣି କମ୍ପାନୀଗୁଡ଼ିକ ବନ ବିଭାଗ ମଞ୍ଜୁରୀ ବିନା ବେଆଇନ ଭାବେ ଖଣିଜ ଉତ୍ତୋଳନ କରିଚାଲିଥିବାରୁ ସୁପ୍ରିମକୋର୍ଟ କ୍ଷୁବ୍ଧ ହୋଇଛନ୍ତି। ବେଆଇନ ଖଣି ଖନନକୁ ସର୍ବୋଚ୍ଚ ଅଦାଲତ ସୋମବାର ଅତ୍ୟନ୍ତ ଗୁରୁତର ସହ ନେବା ସହିତ ଏଭଳି ମାମଲାଗୁଡ଼ିକର ଫଇସଲା ୬…

ବିବାଦରୁ ଦୂରେଇ ରହି ସଙ୍ଗଠନ କଥା ବୁଝ

ଭୁବନେଶ୍ୱର,୭ା୬(ବ୍ୟୁରୋ):ରାଜ୍ୟ ମନ୍ତ୍ରିମଣ୍ଡଳର ବିଦା ହୋଇଥିବା ମନ୍ତ୍ରୀମାନେ ସୋମବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ନବୀନ ନିବାସରେ ଭେଟିଛନ୍ତି। ମନ୍ତ୍ରୀ ପଦ ଯିବା ପରେ ପ୍ରତାପ ଜେନା, ଦିବ୍ୟଶଙ୍କର ମିଶ୍ର, ଅରୁଣ ସାହୁ, ସୁଶାନ୍ତ ସିଂ, ସୁଦାମ ମାର୍ଣ୍ଡି, ଜ୍ୟୋତି ପାଣିଗ୍ରାହୀ, ରଘୁନନ୍ଦନ ଦାସ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?