ମେଟ୍ରୋ

ବାରବାଟୀରେ ହେବାକୁ ଥିବା ମ୍ୟାଚ ପାଇଁ ପ୍ରଥମ ଟିକେଟ କିଣିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୬।୬(ବ୍ୟୁରୋ): ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ୧୨ ତାରିଖରେ ବାରବାଟୀରେ ଖେଳାଯିବାକୁ ଥିବା ଟି- ଟ୍ବେଣ୍ଟି ଆନ୍ତର୍ଜାତିକ ମ୍ୟାଚ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରଥମ ଟିକେଟ କିଣିଛନ୍ତି । ଓଡ଼ିଶା କ୍ରିକେଟ ଆସୋସିଏଶନର ସଭାପତି ପଙ୍କଜ ଲୋଚନ ମହାନ୍ତି,…

ସିଝୁଛି ପଶ୍ଚିମ ଓଡ଼ିଶା

ଭୁବନେଶ୍ୱର,୬।୬(ବ୍ୟୁରୋ): ତାତିରେ ସିଝୁଛି ପଶ୍ଚିମ ଓଡ଼ିଶା । ୪୦ ଡିଗ୍ରୀ ଉପରେ ୧୧ ସହରର ତାପମାତ୍ରା ରହିଥିବା ବେଳେ ୪୪ ଡିଗ୍ରୀରେ ନୂଆପଡ଼ା ସବୁଠୁ ଉତ୍ତପ୍ତ ସହର ବିବେଚନା କରାଯାଇଛି। ସେହିପରି ବଲାଙ୍ଗୀର ୪୩ ଡିଗ୍ରୀ ରହିଥିବା ବେଳେ ବୌଦ୍ଧ ୪୩,…

ଏଣିକି ଅଗ୍ନିଶମ କର୍ମଚାରୀଙ୍କୁ ମିଳିବ ୟୁନିଫର୍ମ ଭତ୍ତା

ଭୁବନେଶ୍ୱର,୬।୬(ବ୍ୟୁରୋ): ଅଗ୍ନିଶମ କର୍ମଚାରୀଙ୍କ ପାଇଁ ରାଜ୍ୟ ସରକାର ସୋମବାର ଏକ ବଡ଼ ଘୋଷଣା କରିଛନ୍ତି। ଏଣିକି ଅଗ୍ନିଶମ କର୍ମଚାରୀଙ୍କୁ ୟୁନିଫର୍ମ ଭତ୍ତା ଦେବାକୁ ସରକାର ନିଷ୍ପତ୍ତି ନେଇଛନ୍ତି । କର୍ମଚାରୀଙ୍କୁ ବାର୍ଷିକ ୫,୭୦୦ ଓ ୫,୮୦୦ ଟଙ୍କା ଭତ୍ତା ଦେବାକୁ ଘୋଷଣା…

ରାଜଧାନୀରୁ ଜବତ ହେଲା ୨ କେଜିରୁ ଅଧିକ ବ୍ରାଉନସୁଗାର

ଭୁବନେଶ୍ୱର,୬।୬(ବ୍ୟୁରୋ): ଭୁବନେଶ୍ବର ଏମ୍‌ମ୍ସ ନିକଟରୁ ସୋମବାର ୨ କେଜି ୫୮ ଗ୍ରାମ ଓଜନର ବ୍ରାଉନସୁଗାର ଜବତ ହୋଇଛି। ବେଆଇନ ଚାଲାଣ ବେଳେ ଏସଟିଏଫ୍‌ ଟିମ୍‌ ଚଢ଼ାଉ କରି ଏହି ବ୍ରାଉନସୁଗାର ଜବତ କରିଛି। ଯାହାର ଆନୁମାନିକ ମୂଲ୍ୟ ୨ କୋଟି ଟଙ୍କା…

ନବୀନ ନିବାସରେ ବାଦ୍‌ ପଡ଼ିଥିବା ମନ୍ତ୍ରୀ

ଭୁବନେଶ୍ୱର,୬ା୬(ବ୍ୟୁରୋ): ନବୀନ ସରକାର ରବିବାର ତାଙ୍କର ନୂଆ ମନ୍ତ୍ରିମଣ୍ଡଳ ଗଢ଼ିଛନ୍ତି। ତେବେ ଏହି ମନ୍ତ୍ରିମଣ୍ଡଳରୁ ୧୦ ମନ୍ତ୍ରୀ ବାଦ୍‌ ପଡ଼ିଛନ୍ତି। ବାଦ୍‌ ପଡ଼ିଥିବା ଏହି ମନ୍ତ୍ରୀମାନେ ଆଜି ନବୀନ ନିବାସରେ ପହଞ୍ଚିଛନ୍ତି। ବିଭିନ୍ନ ପ୍ରସଙ୍ଗ ନେଇ ଆଲୋଚନା ହେବ ବୋଲି କୁହାଯାଉଛି।…

ମନ୍ଦିର ପ୍ରବେଶ କଲେ ପ୍ରଭୁ ଲିଙ୍ଗରାଜ

ଭୁବନେଶ୍ୱର,୬ା୬(ବ୍ୟୁରୋ): ମହାପ୍ରଭୁ ଲିଙ୍ଗରାଜଙ୍କ ବିବାହ ସମ୍ପନ୍ନ ପରେ ସୋମବାର ମନ୍ଦିରରେ ପ୍ରବେଶ କରିଛନ୍ତି ଦେବ ଦମ୍ପତି। ସୁସଜ୍ଜିତ ବିମାନରେ ମହାପ୍ରଭୁ ଲିଙ୍ଗରାଜ ଓ ମା’ ପାର୍ବତୀ ବିରାଟ ପଟୁଆରରେ ମନ୍ଦିର ପ୍ରତ୍ୟାବର୍ତ୍ତନ କରିଛନ୍ତି। ରାଜ୍ୟ ତଥା ରାଜ୍ୟ ବାହାରର କଳାକାରମାନେ ଏଥିରେ…

ଆଜି ରାଜ୍ୟରୁ ୧୩ ପଜିଟିଭ୍‌ ଚିହ୍ନଟ, ୧୨,୮୮,୫୧୭ରେ ପହଞ୍ଚିଲାଣି ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର,୬ା୬(ବ୍ୟୁରୋ): ରାଜ୍ୟରୁ ସୋମବାର ୧୩ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ରାଜ୍ୟରେ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨,୮୮,୫୧୭ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ର ୮ ଜଣ ଚିହ୍ନଟ…

ଅଧ୍ୟବସାୟରୁ ବ୍ୟବସାୟିକ ସଫଳତା

ବାଣିଜ୍ୟ ଛାତ୍ର ହୋଇଥିବାରୁ ବ୍ୟବସାୟ ପ୍ରତି ମନ ବଳାଇଥିଲେ। ଉଚ୍ଚଶିକ୍ଷା ପରେ ଦେଶର କିଛି ପ୍ରମୁଖ ବାଣିଜି୍ୟକ ପ୍ରତିଷ୍ଠାନରେ ଯୋଗଦେବା ସହ ସେ ୧୯୯୧-୯୨ରେ ସୁପ୍ରିମ୍‌ ଇଣ୍ଡଷ୍ଟ୍ରିଜ୍‌ ଲିମିଟେଡ୍‌ ସହ ଯୋଡ଼ିହୋଇଥିଲେ। ଦୀର୍ଘ ବର୍ଷର ଅଭିଜ୍ଞତା ଥିବାରୁ କମ୍ପାନୀ ତାଙ୍କୁ ଅଧିକାରୀ…

ପ୍ରଶାନ୍ତ ମୁଦୁଲି ସରକାରୀ ଦଳ ମୁଖ୍ୟ ସଚେତକ, ସରୋଜ ମେହେର ଉପମୁଖ୍ୟ ସଚେତକ

ଭୁବନେଶ୍ୱର,୬ା୬(ବ୍ୟୁରୋ): ଜଗତ୍‌ସିଂହପୁର ବିଧାୟକ ପ୍ରଶାନ୍ତ ମୁଦୁଲିଙ୍କୁ ସରକାରୀ ଦଳ ମୁଖ୍ୟ ସଚେତକ ଦାୟିତ୍ୱ ମିଳିଛି। ସେହିପରି ପାଟଣାଗଡ଼ ବିଧାୟକ ସରୋଜ ମେହେରଙ୍କୁ ସରକାରୀ ଦଳ ଉପ ମୁଖ୍ୟ ସଚେତକ କରାଯାଇଛି। ଏ ନେଇ ରାଜ୍ୟ ସଂସଦୀୟ ବ୍ୟାପାର ବିଭାଗ ପକ୍ଷରୁ ବିଜ୍ଞପ୍ତି…

ଅନିଶ୍ଚିତତାରେ ଅର୍ବାନ ହିଷ୍ଟ୍ରି ମ୍ୟୁଜିୟମ

ଭୁବନେଶ୍ୱର,୬।୬(ବ୍ୟୁରୋ): ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି), ଭୁବନେଶ୍ୱର ଉନ୍ନୟନ ପ୍ରାଧିକରଣ (ବିଡିଏ) ଏବଂ ସ୍ମାର୍ଟସିଟି ପକ୍ଷରୁ ରାଜଧାନୀର ବିକାଶ ପାଇଁ ବିଭିନ୍ନ ଯୋଜନା ହାତକୁ ନିଆଯାଉଛି। ସେଥିମଧ୍ୟରୁ କେତେକ କାର୍ଯ୍ୟକାରୀ ହେଉଥିବାବେଳେ ଆଉ କେତୋଟି ଯୋଜନା ଫାଇଲ ଭିତରେ ରହିଯାଉଛି। ସରକାର…

ନିୟମ ମାନୁନାହାନ୍ତି ବାର୍‌ ମାଲିକ

ଭୁବନେଶ୍ୱର,୬।୬(ବ୍ୟୁରୋ):: ରାଜଧାନୀର ବାର ଖୋଲିବା ପାଇଁ ସର୍ତ୍ତମୂଳକ ଅନୁମତି ରହିଥିଲେ ମଧ୍ୟ କେତେକ ବାର ମାଲିକ ନିୟମ ମାନୁ ନ ଥିବା ଦେଖିବାକୁ ମିଳିଛି। ବାରଗୁଡ଼ିକରେ ବିଳମ୍ବିତ ରାତି ପର୍ଯ୍ୟନ୍ତ ଡାନ୍ସ ଚାଲୁଥିବା ଖବର ପାଇ ଶନିବାର କମିଶନରେଟ ପୋଲିସ୍‌ର ଟିମ୍‌…

ଫ୍ରିଜ୍‌ରେ ମଦ ନ ରଖିବାରୁ ଦୋକାନୀଙ୍କୁ ମାଡ଼

ଭୁବନେଶ୍ୱର,୬।୬ (ବ୍ୟୁରୋ): ଫ୍ରିଜ୍‌ରେ ମଦ ପେଟି ରଖିବାକୁ ମନା କରିବାରୁ ଦୋକାନୀଙ୍କୁ ମାଡ। ଚନ୍ଦ୍ରଶେଖରପୁର ଥାନା ଅନ୍ତର୍ଗତ ନିଳାଦ୍ରି ବିହାର ଅଞ୍ଚଳରେ ଏହି ଘଟଣା ଘଟିଥିବାବେଳେ ସିସିଟିଭିରେ ଏହି ଦାଦାଗିରିର ଦୃଶ୍ୟ ରହିଛି। ଦୋକାନ ମାଲିକ ଚିନ୍ମୟ ବିଶ୍ୱାଳ ଚନ୍ଦ୍ରଶେଖରପୁର ଥାନାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?