ରାଜ୍ୟବାସୀଙ୍କୁ ରଙ୍ଗର ପର୍ବ ହୋଲି ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୧୯।୩(ବ୍ୟୁରୋ): ଆଜି ରଙ୍ଗର ପର୍ବ ହୋଲି । ପ୍ରେମ, ଭାଇଚାରାର ପର୍ବ ହୋଲିରେ ଛୋଟରୁ ବଡ ସମସ୍ତେ ଜଣେ ଅନ୍ୟ ଜଣଙ୍କୁ ରଙ୍ଗ ଅବିର ଲଗାଇ ଶୁଭେଚ୍ଛା ଜଣାଉଛନ୍ତି। ଏହି ଆନନ୍ଦର ପର୍ବ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମସ୍ତଙ୍କୁ ଶୁଭେଚ୍ଛା…
୨୪ ଘଣ୍ଟାରେ ଚିହ୍ନଟ ହେଲେ ୭୨ କରୋନା ପଜିଟିଭ୍
ଭୁବନେଶ୍ୱର,୧୯।୩(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହୋଇଛନ୍ତି ୭୨ କରୋନା ଆକ୍ରାନ୍ତ। ସେମାନଙ୍କ ମଧ୍ୟରୁ ୧୫ ଜଣ ପିଲା ଅଛନ୍ତି। ସେହିପରି ୪୨ଜଣ କ୍ୱାରାଣ୍ଟାଇନ୍ରୁ ଥିବା ବେଳେ ୩୦ଜଣ ଲୋକାଲ କେସ ରହିଛି। ଏନେଇ ରାଜ୍ୟ ସୂଚନା ଓ…
୨୫ରୁ ବିଧାନସଭା, ୨ ଦିନ ହେବ କୋଭିଡ ଟେଷ୍ଟ୍
ଭୁବନେଶ୍ୱର,୧୯।୩(ବ୍ୟୁରୋ): ବିଧାନସଭା ବଜେଟ ଅଧିବେଶନ ଆସନ୍ତା ୨୫ରୁ କଟକଣା ମଧ୍ୟରେ ଆରମ୍ଭ ହେବ । ଏହା ପୂର୍ବରୁ ସମସ୍ତ ମନ୍ତ୍ରୀ ଓ ବିଧାୟକଙ୍କ କୋଭିଡ ଟେଷ୍ଟ କରାଯିବ। ୨୩ ଓ ୨୪ ଦୁଇଦିନ ଧରି ବିଧାନସଭାରେ ବିଧାୟକ, କର୍ମଚାରୀ, ସାମ୍ବାଦିକଙ୍କ କୋଭିଡ଼…
ପରସ୍ପରକୁ ରଙ୍ଗ ବୋଳି ଜଣାଉଛନ୍ତି ଶୁଭେଚ୍ଛା
ଭୁବନେଶ୍ୱର,୧୯।୩(ବ୍ୟୁରୋ):ଆଜି ହେଉଛି ରଙ୍ଗ ଏବଂ ଭାଇଚାରାର ପର୍ବ ହୋଲି। ସବୁଆଡେ ଏହି ପର୍ବକୁ ବେଶ୍ ଖୁସି,ଆନନ୍ଦର ସହ ପାଳନ କରନ୍ତି। ପରସ୍ପରକୁ ରଙ୍ଗ ବୋଳି ଶୁଭେଚ୍ଛା ଜଣାଉଛନ୍ତି। ସମସ୍ତ ରାଗ, ଅଭିମାନ ଭୁଲି ରଙ୍ଗରେ ରଙ୍ଗୀନ୍ ହୋଇଯିବାର ଦିନ ଆଜି। ଆଜି…
୫ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ଗିରଫ ହେଲେ ମା’-ପୁଅ
ଭୁବନେଶ୍ୱର,୧୮।୩(ବ୍ୟୁରୋ): ରାଜଧାନୀସ୍ଥିିତ ଭରତପୁର କୋଲାଥିଆରୁ ସ୍ପେସାଲ ସ୍କ୍ବାଡ୍ ଟିମ୍ ଓ ଭରତପୁର ଥାନା ପୋଲିସ ଶୁକ୍ରବାର ଏକ କୁଇଣ୍ଟାଲ ଗଞ୍ଜେଇ ଜବତ କରିଛି। ଜବତ ଗଞ୍ଜେଇର ଆନୁମାନିକ ମୂଲ୍ୟ ୫ ଲକ୍ଷ ଟଙ୍କାରୁ ଊଦ୍ଧ୍ୱର୍ର୍ ହେବ । ଏହି ଘଟଣାରେ ପୋଲିସ…
ସମସ୍ତ ରାଜ୍ୟକୁ ଚିଠି ଲେଖିଲେ କେନ୍ଦ୍ର ସ୍ବାସ୍ଥ୍ୟ ସଚିବ
ନୂଆଦିଲ୍ଲୀ/ଭୁବନେଶ୍ୱର,୧୮।୩(ବ୍ୟୁରୋ): ସମସ୍ତ ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳକୁ କେନ୍ଦ୍ର ସ୍ବାସ୍ଥ୍ୟ ସଚିବ ଚିଠି ଲେଖିଛନ୍ତି। କରୋନା କଟକଣା କଡାକଡି ପାଳନ କରିବା ସହ ସଂକ୍ରମଣ ହ୍ରାସ ପାଇଁ ଉପଯୁକ୍ତ ପଦକ୍ଷେପ ନେବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି। ଜିନମ୍ ସିକ୍ୱେନ୍ସି ଓ…
ରାଜ୍ୟବାସୀଙ୍କୁ ଦୋଳପୂର୍ଣ୍ଣିମାର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୧୮ା୩(ବ୍ୟୁରୋ): ପବିତ୍ର ଦୋଳ ପୂର୍ଣ୍ଣିମା ଅବସରରେ ଉତ୍ସବମୁଖର ହୋଇଛି ଗାଁଠୁ ସହର। ଏହି ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମୁଖ୍ୟମନ୍ତ୍ରୀ ଟୁଇଟ୍ କରି କହିଛନ୍ତି, ପବିତ୍ର ଦୋଳ ପୂର୍ଣ୍ଣିମା ଅବସରରେ ମୋର ହାର୍ଦ୍ଦିକ ଶୁଭେଚ୍ଛା ଓ ଶୁଭକାମନା।…
ଖସୁଛି କରୋନା ଗ୍ରାଫ୍, ଆଜି ୭୯ ଆକ୍ରାନ୍ତ ଚିହ୍ନଟ
ଭୁବନେଶ୍ୱର,୧୮ା୩(ବ୍ୟୁରୋ): ରାଜ୍ୟରୁ ଶୁକ୍ରବାର ୭୯ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨,୮୭,୦୩୬ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍ରୁ ୪୬ ଜଣ ଚିହ୍ନଟ ହୋଇଥିବା…
ଇଭିଏମ୍ରେ ଲାଗୁଛି ପ୍ରାର୍ଥୀଙ୍କ ନାମ, ଦଳ, ଚିହ୍ନ
ଭୁବନେଶ୍ୱର,୧୮।୩ (ବ୍ୟୁରୋ): ଭୁବନେଶ୍ୱର ମହାନଗର ନିଗମ (ବିଏମ୍ସି) ନିର୍ବାଚନ ପାଇଁ ପ୍ରସ୍ତୁତି ପ୍ରାୟ ଶେଷ ପର୍ଯ୍ୟାୟରେ ପହଞ୍ଚତ୍ଛି। ଗୁରୁବାରଠାରୁ କମଶନିଂ ଆରମ୍ଭ ହୋଇଛି। ଖୋର୍ଦ୍ଧାରୁ ଇଭିଏମ୍ ଆସିବା ପରେ ବିଜେବି ସ୍ବୟଂଶାସିତ ମହାବିଦ୍ୟାଳୟର ଷ୍ଟ୍ରଙ୍ଗ୍ରୁମ୍ରେ କଡ଼ା ସୁରକ୍ଷାରେ ଏହାକୁ ରଖାଯାଇଥିଲା। ପ୍ରଥମ…
ଆଜି ଦୋଳ ପୂର୍ଣ୍ଣିମା, ଗାଁଠୁ ସହର ଯାଏ ଉତ୍ସବମୁଖର
ଭୁବନେଶ୍ୱର,୧୮ା୩(ବ୍ୟୁରୋ): ଆଜି ଦୋଳ ପୂର୍ଣ୍ଣିମା। ଭକ୍ତ ଓ ଭଗବାନଙ୍କ ମଧ୍ୟରେ ମିଳନ ଘଟିବ। ବିମାନରେ ସଜ୍ଜିତ ହୋଇ ଗାଁ ଗାଁ ସାହି ସାହି ବୁଲି ଭୋଗ ଖାଇବେ ଦୋଳଗୋବିନ୍ଦ। ଗତ ଦୁଇ ବର୍ଷ ହେଲା କରୋନା କଟକଣା ଯୋଗୁ ଫିକା ପଡ଼ିଥିଲା…
ଜମି ଦେବାକୁ କହି କୋଟିଏରୁ ଊର୍ଦ୍ଧ୍ୱ ଠକେଇ: ଅଭିଯୁକ୍ତ ରଶ୍ମିରଞ୍ଜନଙ୍କୁ ଗିରଫ କଲା କ୍ରାଇମବ୍ରାଞ୍ଚ
ଭୁବନେଶ୍ୱର,୧୮।୩(ବ୍ୟୁରୋ): ଜଣେ ପେସାଦାର ଠକଙ୍କୁ କ୍ରାଇମବ୍ରାଞ୍ଚର ଅପରାଧ ଶାଖା (ଇଓଡବ୍ଲ୍ୟୁ) ଗିରଫ କରିଛି। ସେ ହେଲେ ରଶ୍ମିରଞ୍ଜନ ଦାସ। ସେ ନିଜକୁ ଆର୍ଡି ଗ୍ରୁପ୍ ଅଫ୍ କମ୍ପାନୀର ଜଣେ ଅଧିକାରୀ ବୋଲି ପରିଚୟ ଦେଇ ଜଣେ ବ୍ୟକ୍ତିଙ୍କଠାରୁ ଜମି ଦେବା ବାହାନାରେ…
ଉପକୂଳରୁ ଉପାନ୍ତ ସବୁଠି ତାତି
ଭୁବନେଶ୍ୱର, ୧୮।୩(ବ୍ୟୁରୋ): ପ୍ରଚଣ୍ଡ ଗ୍ରୀଷ୍ମରେ ଉତ୍ତପ୍ତ ହୋଇଛି ସାରା ଓଡ଼ିଶା। ଉପକୂଳରୁ ଉପାନ୍ତ ସବୁଠି ତାତିର ପ୍ରକୋପ ଦେଖାଦେଇଛି। ଗତ ୨-୩ ଦିନ ହେବ ପାରଦ ଉପରମୁହଁା ହୋଇଥିବାବେଳେ ଅସହ୍ୟ ଝାଞ୍ଜି ଜନଜୀବନକୁ ଅସ୍ତବ୍ୟସ୍ତ କରିଦେଇଛି। ଦିନ ୧୧ଟା ପରେ ବାହାରେ…
Archives


