ମେଟ୍ରୋ

ପୂର୍ବତନ କାର୍ଯ୍ୟନିର୍ବାହୀ ଯନ୍ତ୍ରୀଙ୍କୁ ୨ ବର୍ଷ ଜେଲ

ଭୁବନେଶ୍ୱର,୪।୬(ବ୍ୟୁରୋ): ଆର୍‌ଡବ୍ଲୁଏସ୍‌ଏସ୍‌(ଗ୍ରାମ୍ୟ ପାନୀୟଜଳ ଓ ପରିମଳ) କଟକ ଡିଭିଜନ-୨ର ପୂର୍ବତନ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ ଶିବରାମ ବିଶ୍ୱାଳଙ୍କୁ ଭିଜିଲାନ୍ସ ସ୍ବତନ୍ତ୍ର କୋର୍ଟ ଦୋଷୀ ସାବ୍ୟସ୍ତ କରିଛନ୍ତି। ଆୟବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ତାଙ୍କୁ ୨ ବର୍ଷ ଜେଲ ଦଣ୍ଡ ସହ ୫୦ ହଜାର…

ରାଜଧାନୀର ଏକ ବାର୍‌ ଉପରେ ଅବକାରୀ ବିଭାଗର ଚଢାଉ

ଭୁବନେଶ୍ୱର,୪।୬(ବ୍ୟୁରୋ): ରାଜଧାନୀର ଏକ ଡ୍ୟାନ୍ସ ବାର୍‌ ଉପରେ ଅବକାରୀ ବିଭାଗ ଚଢାଉ କରିଛି। ରାତି ୧୧ଟା ପରେ ବାର ଓ ଡ୍ୟାନ୍ସ ଚାଲୁଥିବା ନେଇ ଅଭିଯୋଗ ଆସିବାରେ ପୋଲିସ ଓ ଅବକାରୀ ବିଭାଗ ପକ୍ଷରୁ ରେଡ୍‌ କରାଯାଇଛି। ତେବେ ନିୟମ ଉଲ୍ଲଘଂନ…

ତାତିରେ ନାହିଁ ନିସ୍ତାର

ଭୁବନେଶ୍ୱର, ୪।୬(ବ୍ୟୁରୋ): ତାତିରେ ନାହିଁ ନିସ୍ତାର। ନିଆଁ ବର୍ଷାରେ ଜନଜୀବନ କଲବଲ। ତାତି ଆହୁରି ବଢ଼ିବ । ପାରଦ ୪୬ ଡିଗ୍ରୀ ଡେଇଁପାରେ । ଆଭ୍ୟନ୍ତରୀଣ ଓ ପଶ୍ଚିମ ଓଡ଼ିଶାର ୬ଟି ସହରରେ ପାରଦ ୪୪ ଡିଗ୍ରୀ ପାର କରିଛି ।…

ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୨ କରୋନା ପଜିଟିଭ୍‌

ଭୁବନେଶ୍ୱର,୪।୬(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ୧୮ ବର୍ଷରୁ କମ୍‌ ପିଲାଙ୍କ ମଧ୍ୟରେ ଜଣେ ଚିହ୍ନଟ ହୋଇଛନ୍ତି। ସେହିପରି କ୍ୱାରାଣ୍ଟାଇନ୍‌ରୁ ୭ ଜଣ ଚିହ୍ନଟ ହୋଇଥିବା ବେଳେ ୫ ଜଣ ଲୋକାଲ…

ଜାତିଭିତ୍ତିକ ଜନଗଣନା ପାଇଁ ଦାବି

ଭୁବନେଶ୍ୱର,୪।୬(ବ୍ୟୁରୋ): ବିହାର ଭଳି ଓଡ଼ିଶାରେ ଜାତିଭିତ୍ତିକ ଜନଗଣନା କରିବାକୁ ରାଜ୍ୟ ସମାଜବାଦୀ ପାର୍ଟି ଦାବି କରିଛି। ଏନେଇ ପାର୍ଟିର ରାଜ୍ୟ ସଭାପତି ରବି ବେହେରାଙ୍କ ନେତୃତ୍ୱରେ ୩ ଜଣିଆ ପ୍ରତିନିଧି ଦଳ ଶୁକ୍ରବାର ରାଜ୍ୟପାଳ ଗଣେଶୀ ଲାଲଙ୍କୁ ସାକ୍ଷାତ କରି ଦାବିପତ୍ର…

ବିଜେଡି ପାଖ ମାଡ଼ିପାରିଲେନି ବିରୋଧୀ

ଭୁବନେଶ୍ୱର,୪।୬(ବ୍ୟୁରୋ): ବ୍ରଜରାଜନଗର ଉପନିର୍ବାଚନ ଫଳ ବିରୋଧୀଙ୍କୁ ଚକିତ କରିଦେଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଲୋକପ୍ରିୟତା ଆଗରେ ବିରୋଧୀ ଏକପ୍ରକାର ଚିତ୍‌ପଟାଙ୍ଗ ମାରିଛନ୍ତି। ଏପରି କି ଭୋଟ ହାସଲ କରିବାରେ ବିରୋଧୀ ଦଳଗୁଡ଼ିକ ବିଜେଡିର ପାଖ ମାଡ଼ିପାରି ନାହାନ୍ତି। ଗତ ନିର୍ବାଚନଗୁଡ଼ିକୁ ଯଦି…

‘ସମାଧାନ କର, ନଚେତ୍‌ ଲଢ଼ିବାକୁ ଓକିଲ ଦିଅ’

ଭୁବନେଶ୍ୱର,୪ା୬(ବ୍ୟୁରୋ): ୫ ଦିନ ପୂର୍ବରୁ ସ୍ଥିର ହୋଇଥିବା ଯୋଜନା ମୁତାବକ ବହୁ ସେବାୟତ ଶୁକ୍ରବାର ଏକ ସ୍ବତନ୍ତ୍ର ଶୀତତାପ ନିୟନ୍ତ୍ରିତ ବସ୍‌ ଯୋଗେ ଭୁବନେଶ୍ୱର ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ସା ୫ଟା ୪୫ରେ ପହଞ୍ଚିଥିଲେ। ପ୍ରାୟ ୫୦ରୁ ଅଧିକ ସେବାୟତ…

ରାଜ୍ୟ ସଭାକୁ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହେଲେ ମାନସ, ସୁଲତା, ସସ୍ମିତ

ଭୁବନେଶ୍ୱର, ୪ା୬(ବ୍ୟୁରୋ): ରାଜ୍ୟ ସଭା ନିର୍ବାଚନରେ ବିଜେଡିର ୩ ପ୍ରାର୍ଥୀ ମାନସ ମଙ୍ଗରାଜ, ସୁଲତା ଦେଓ ଏବଂ ସସ୍ମିତ ପାତ୍ର ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି। ଶୁକ୍ରବାର ପ୍ରାର୍ଥୀପତ୍ର ପ୍ରତ୍ୟାହାରର ଶେଷଦିନ ଥିଲା। ଦିନ ୧୧ଟାରୁ ୩ଟା ପର୍ଯ୍ୟନ୍ତ ପ୍ରାର୍ଥୀପତ୍ର ପ୍ରତ୍ୟାହାରର ଅବଧି…

ଦୁଇଦିନରେ ମାଟିତଳୁ ମିଳିଲା ୨ ହାତୀ କଙ୍କାଳ

ଭୁବନେଶ୍ୱର, ୪।୬(ବ୍ୟୁରୋ): ଆଠଗଡ଼ ବନଖଣ୍ଡରେ ବନ୍ୟପ୍ରାଣୀ ଅସୁରକ୍ଷିତ ହୋଇପଡିଛନ୍ତି। ଶିକାର ବୃଦ୍ଧି ସହ ଚୋରା ଚାଲାଣ ଓ ବାରମ୍ବାର ହାତୀ ମୃତ୍ୟୁ ଏଭଳି ଆଶଙ୍କା ସୃଷ୍ଟି କରିଛି। ଗୁରୁବାର କ୍ରାଇମବ୍ରାଞ୍ଚର ସ୍ପେଶାଲ ଟାସ୍କ ଫୋର୍ସ (ଏସ୍‌ଟିଏଫ୍‌) ବଡ଼ମ୍ବା ରେଞ୍ଜ୍‌ ଅଧୀନ ଗୋପପୁର…

ପ୍ରଭାତ ତ୍ରିପାଠୀଙ୍କୁ ଇଡିର ୯ ଘଣ୍ଟା ଜେରା

ଭୁବନେଶ୍ୱର,୪।୬(ବ୍ୟୁରୋ): ଅର୍ଥତତ୍ତ୍ୱ (ଏଟି) ଚିଟ୍‌ଫଣ୍ଡ ଠକେଇ ମାମଲାରେ ବେଆଇନ ଅର୍ଥ କାରବାରକୁ ନେଇ ବରିଷ୍ଠ ବିଜେଡି ନେତା ତଥା ବାଙ୍କୀର ପୂର୍ବତନ ବିଧାୟକ ପ୍ରଭାତ ତ୍ରିପାଠୀଙ୍କୁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ପୁଣି ଜେରା କରିଛି। ସେ ଶୁକ୍ରବାର ପୂର୍ବାହ୍ନ ପ୍ରାୟ ୧୦ଟା…

୫୩୧ ରୂପାନ୍ତରିତ ସ୍କୁଲ ଲୋକାର୍ପିତ

ଭୁବନେଶ୍ୱର, ୪।୬(ବ୍ୟୁରୋ): ରାଜ୍ୟରେ ଦ୍ୱିତୀୟ ପର୍ଯ୍ୟାୟରେ ୫୩୧ଟି ରୂପାନ୍ତରିତ ସ୍କୁଲ ଲୋକାର୍ପିତ ହୋଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ଛାତ୍ରୀଛାତ୍ରଙ୍କ ଉଦ୍ଦେଶ୍ୟରେ ଏହାକୁ ଲୋକାର୍ପଣ କରିଛନ୍ତି। ତନ୍ମଧ୍ୟରେ ଢେଙ୍କାନାଳ ଜିଲାର ୧୦୫, ଗଞ୍ଜାମର ୨୩୦, କନ୍ଧମାଳର ୭୩, ନବରଙ୍ଗପୁରର ୭୩ ଏବଂ…

ଅନୁସଚିବ ପୂର୍ଣ୍ଣଚନ୍ଦ୍ର ସାହୁ ଗିରଫ

ଭୁବନେଶ୍ୱର,୪।୬(ବ୍ୟୁରୋ): ଭିଜିଲାନ୍ସ ଜାଲରେ ଆଉଜଣେ ବଡ଼ ବାବୁ। ସେ ହେଲେ ରାଜ୍ୟ ସରକାରଙ୍କ ଯୋଜନା ଓ ସମନ୍ବୟ ବିଭାଗର ଅନୁସଚିବ ପୂର୍ଣ୍ଣଚନ୍ଦ୍ର ସାହୁ। ଶୁକ୍ରବାର ଜଣେ କମ୍ପ୍ୟୁଟର ଫାର୍ମ ମାଲିକଙ୍କଠାରୁ ୩୦ ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ ସେ ଭିଜିଲାନ୍ସ ହାତରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?