ମୋ ଘର କଂଗ୍ରେସ ଭବନ: ପ୍ରସାଦ
ଭୁବନେଶ୍ୱର,୨୮ା୧(ବ୍ୟୁରୋ): ପୁରୀ ସତ୍ୟବାଦୀ ନିର୍ବାଚନମଣ୍ଡଳୀ ଅଧୀନ ୬ ଜିଲା ପରିଷଦ ଜୋନ୍ରେ କଂଗ୍ରେସ ଗୋଟିଏ ହେଲେ ପ୍ରାର୍ଥୀ ନ ଦେବା ଘଟଣାରେ ପୂର୍ବତନ ପିସିସି ସଭାପତି ପ୍ରସାଦ ହରିଚନ୍ଦନ ମୁହଁ ଖୋଲିଛନ୍ତି। ଦଳ ପକ୍ଷରୁ ଟିକେଟ୍ ଦିଆଯିବା ସମ୍ପୂର୍ଣ୍ଣ ପିସିସି...
ନିରପେକ୍ଷ ନ ହେଲେ ଚାକିରି ଯିବ
ଭୁବନେଶ୍ୱର,୨୮ା୧(ବ୍ୟୁରୋ): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପ୍ରକ୍ରିୟା ଜୋର୍ ଧରିଥିବାବେଳେ ସରକାରୀ ଓ ସ୍ବାୟତ୍ତ ସଂସ୍ଥାର କର୍ମଚାରୀମାନଙ୍କୁ ନିରପେକ୍ଷ ରହିବାକୁ ମୁଖ୍ୟ ଶାସନ ସଚିବ ପରାମର୍ଶ ଦେଇଛନ୍ତି। ନଚେତ୍ ଓଡ଼ିଶା ଗ୍ରାମ ପଞ୍ଚାୟତ ଆଇନ ଅନୁସାରେ ଚାକିରି ହରାଇବାକୁ ପଡିବ ବୋଲି...
୨୯ରୁ ବଢ଼ିବ ଶୀତ
ଭୁବନେଶ୍ୱର,୨୮ା୧(ବ୍ୟୁରୋ): ଆସନ୍ତା ୩୧ ଯାଏ ରାଜ୍ୟରେ ପାଗ କୁହୁଡ଼ି ଓ ଶୀତୁଆ ରହିବ। ଆସନ୍ତା ୨୯ରେ ରାଜ୍ୟର ପଶ୍ଚିମ ଓ ଦକ୍ଷିଣ ଓଡ଼ିଶାର କେତେକ ସ୍ଥାନରେ ଶୀତ ଲହରି ପ୍ରବାହିତ ହେବ। ୨୯ ତାରିଖରେ ସୁନ୍ଦରଗଡ଼, ଝାରସୁଗୁଡ଼ା, କେନ୍ଦୁଝର, ସୋନପୁର,...
୧୨ ଜିଲା ଜଳସେଚନ ପ୍ରକଳ୍ପର ଜମି ଅଧିଗ୍ରହଣ ନିର୍ଦ୍ଦେଶ
ଭୁବନେଶ୍ୱର,୨୮ା୧(ବ୍ୟୁରୋ): ରାଜ୍ୟର ପ୍ରାୟ ୧୨ ଜିଲାର ବିଭିନ୍ନ ଜଳସେଚନ ପ୍ରକଳ୍ପ ନିମନ୍ତେ ଜମି ଅଧିଗ୍ରହଣ ତ୍ୱରାନ୍ବିତ କରିବାକୁ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁଙ୍କ ଅଧ୍ୟକ୍ଷତାରେ ଏକ ସମୀକ୍ଷା ବୈଠକ ଗୁରୁବାର...
ପଶ୍ଚିମବଙ୍ଗ ଲୁଟେରା ଗ୍ୟାଙ୍ଗ୍ର ୪ ଗିରଫ
ଭୁବନେଶ୍ୱର,୨୮।୧(ବ୍ୟୁରୋ): ରାଜଧାନୀର ବିଭିନ୍ନ ଔଷଧ ଦୋକାନରୁ ଅଭିନବ ଉପାୟରେ ଟଙ୍କା ଲୁଟ୍ କରୁଥିବା ପଶ୍ଚିମବଙ୍ଗର ଲୁଟେରା ଗ୍ୟାଙ୍ଗକୁ କମିଶନରେଟ ପୋଲିସର ସ୍ପେଶାଲ ସ୍କ୍ବାଡ୍ ଗୁରୁବାର କଟକରୁ ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ପଶ୍ଚିମବଙ୍ଗ ନଦିଆ ଜିଲା ରାଣାଘାଟ ଥାନା...
‘କେନ୍ଦ୍ର ପଠାଉଥିବା ଟଙ୍କାର ଜଗୁଆଳି ହେବ ଭାଜପା’
ଭୁବନେଶ୍ୱର,୨୮ା୧(ବ୍ୟୁରୋ): ଚତୁର୍ଦ୍ଦଶ ଓ ପଞ୍ଚଦଶ ଅର୍ଥ କମିଶନଙ୍କ ସୁପାରିସକ୍ରମେ ଗ୍ରାମାଞ୍ଚଳର ବିକାଶ ପାଇଁ ମୋଦି ସରକାର ପ୍ରଚୁର ଅର୍ଥ ଓଡ଼ିଶାକୁ ପ୍ରଦାନ କରିଛନ୍ତି। ସେହିଭଳି ଡିଏମ୍ଏଫ୍ ଏବଂ ଓଏମ୍ବିଏଡିସି ପାଣ୍ଠିରେ ବ୍ୟାପକ ଅର୍ଥ ଆସୁଛି। ଏହି ଅର୍ଥରେ ପଞ୍ଚାୟତର ଭିତ୍ତିଭୂମି...
ରାତିରେ ଭାଜପା, ସକାଳେ ବିଜେଡି
ସମ୍ବଲପୁର,୨୮ା୧(ବ୍ୟୁରୋ): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ପ୍ରାର୍ଥୀଙ୍କ ଚୂଡାନ୍ତ ତାଲିକା ପ୍ରକାଶ ପାଇବା ପରେ ରେଢାଖୋଲ ନିର୍ବାଚନ ମଣ୍ଡଳୀରେ ଘଡିକେ ଘୋଡା ଛୁଟିବା ସ୍ଥିତି ଦେଖିବାକୁ ମିଳିଛି। ବିଜେଡି ନେତା ରାତିରେ ଭାଜପାରେ ମିଶିବା ପରେ ସକାଳେ ପୁଣି ଦଳକୁ...
ବୁଷ୍ଟର ଡୋଜ୍ ଦେବା ଉପରେ ଗୁରୁତ୍ୱ
ଭୁବନେଶ୍ୱର,୨୮ା୧(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ଭିଡିଓ କନ୍ଫରେନ୍ସ ଜରିଆରେ କୋଭିଡ୍-୧୯ ସ୍ଥିତି ସମ୍ପର୍କରେ ସମୀକ୍ଷା କରିଥିଲେ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ପ୍ରଶାସନକୁ ସତର୍କ ରହିବା ସହିତ ସଚେତନତା କାର୍ଯ୍ୟକ୍ରମ ଜାରି ରଖିବା ପାଇଁ ପରାମର୍ଶ ଦେଇଛନ୍ତି। ଏଥିସହିତ ବରିଷ୍ଠ...
ରାଜଧାନୀ ରାଜରାସ୍ତାରେ ଗର୍ଜିଲେ ଯୁକ୍ତ ୨ ଛାତ୍ରୀଛାତ୍ର
ଭୁବନେଶ୍ୱର,୨୭।୧(ବ୍ୟୁରୋ): ଗର୍ଜିଲେ ଯୁକ୍ତ ୨ ଦ୍ୱିତୀୟ ବର୍ଷ ଛାତ୍ରୀଛାତ୍ର। ଅଫଲାଇନ୍ ବୋର୍ଡ ପରୀକ୍ଷା ବାତିଲ ଦାବିରେ ଗୁରୁବାର ରାଜରାସ୍ତାକୁ ସେମାନେ ଓହ୍ଲାଇ ଧାରଣା ଦେବା ସହ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ଏହାପରେ ଶତାଧିକ ଛାତ୍ରୀଛାତ୍ର ନବୀନ ନିବାସ ମୁହାଁ ହେବା...
ରାଜ୍ୟରେ ପିକ୍ ଛୁଇଁ ସାରିଛି ସଂକ୍ରମଣ!
ଭୁବନେଶ୍ବର,୨୭।୧(ବ୍ୟୁରୋ): କୋଭିଡ୍ ସ୍ଥିତିକୁ ନେଇ ପ୍ରତିକ୍ରିୟା ରଖିଛନ୍ତି ଜନସାସ୍ଥ୍ୟ ନିର୍ଦ୍ଦେଶକ ନିରଞ୍ଜନ ମିଶ୍ର । ସେ କହିଛନ୍ତି,ରାଜ୍ୟରେ କରୋନା ସଂକ୍ରମଣ ପିକ ଛୁଇଁ ସାରିଥିବା ଜଣାପଡୁଛି। ଦୈନିକ ସଂକ୍ରମଣ ମଧ୍ୟ କମୁଛି। ରାଜ୍ୟରେ ଏବେ ସଂକ୍ରମଣ ତଳମୁହାଁ ରହିଛି ।...
ତଳମୁହାଁ ସଂକ୍ରମଣ: ୨୪ ଘଣ୍ଟାରେ ଚିହ୍ନଟ ହେଲେ ୫,୯୦୧ ଆକ୍ରାନ୍ତ
ଭୁବନେଶ୍ୱର,୨୭।୧(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟାରେ ୫,୯୦୧ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସଂକ୍ରମିତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୩,୪୧୯ ଚିହ୍ନଟ ହୋଇଥିବାବେଳେ ୨,୪୮୨ ଲୋକାଲ କେସ ଚିହ୍ନଟ ହୋଇଛନ୍ତି । ଏହାଛଡ଼ା ୦ରୁ ୧୮ ବର୍ଷ ମଧ୍ୟରେ ୭୩୯...
କରୋନା ନେଲା ଆଉ ୮ ଜୀବନ
ଭୁବନେଶ୍ୱର,୨୭।୧(ବ୍ୟୁରୋ): ରାଜ୍ୟରେ ଆଉ ୮ ମୁଣ୍ଡ ନେଇଛି କରୋନା। ମୃତକଙ୍କ ମଧ୍ୟରେ ବାଲେଶ୍ୱରର ୮୦ ବର୍ଷୀୟ ବୃଦ୍ଧ ଥିବା ବେଳେ ଭୁବନେଶ୍ୱରର ୮୨ ବର୍ଷୀୟ ବୃଦ୍ଧ, କେନ୍ଦୁଝରର ୬୪ ବର୍ଷୀୟ ବୃଦ୍ଧା, କୋରାପୁଟର ୪୫ ବର୍ଷୀୟ ବ୍ୟକ୍ତି,ରାୟଗଡ଼ାର ୪୫ ବର୍ଷୀୟ...
Archives


