ମେଟ୍ରୋ

ବଜେଟ ଅଧିବେଶନ ପୂର୍ବରୁ କରାଯିବ କୋଭଡ ଟେଷ୍ଟ

ଭୁବନେଶ୍ୱର, ୧୫।୩(ବ୍ୟୁରୋ): ଆସନ୍ତା ୨୩ରୁ ବସିବ ବଜେଟ ଅଧିବେଶନ । ଏହାପୂର୍ବରୁ ଆଜି ବସିଥିବା ସର୍ବଦଳୀୟ ବୈଠକ ଶେଷ ହୋଇଛି । ତେବେ ବୈଠକରେ ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ଆଲୋଚନା ହୋଇଛି ବୋଲି ସରକାରୀ ଦଳ ମୁଖ୍ୟ ସଚେତକ ପ୍ରମିଳା…

ମହିଳା ଥାନାରେ ହାଜର ହେଲେ ନକଲି ଡାକ୍ତରଙ୍କ ପ୍ରଥମ ସ୍ତ୍ରୀ

ଭୁବନେଶ୍ବର ୧୫।୩ : ନକଲି ଡାକ୍ତର ରମେଶ ସ୍ବାଇଁଙ୍କ ମାମଲା ଦିନକୁ ଦିନ ନୂଆ ମୋଡ ନେଉଛି। ରମେଶଙ୍କୁ ପୋଲିସ ରିମାଣ୍ଡରେ ଆଣି ପଚରାଉଚରା କରୁଥିବା ବେଳେ ଏଯାଏ କୌଣସି ତଥ୍ୟ ପୋଲିସ ହାତରେ ଲାଗିନାହିଁ। ରମେଶଙ୍କ ବିଷୟରେ ଅଧିକ ତଥ୍ୟ…

ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ମଧ୍ୟରେ ବାତ୍ୟା ଆଶଙ୍କା

ଭୁବନେଶ୍ୱର,୧୫।୩(ବ୍ୟୁରୋ): ରାଜ୍ୟରେ ଗ୍ରୀଷ୍ମ ପ୍ରଭାବ ଜାରି ରହିଛି। ତେବେ ଏହାରି ଭିତରେ ବାତ୍ୟାର ଆଶଙ୍କା ଦେଖାଗଲାଣି। ବିଶିଷ୍ଟ ପାଣିପାଗ ବୈଜ୍ଞାନିକ ଡକ୍ଟର ସୁରେନ୍ଦ୍ରନାଥ ପଶୁପାଳକ କହିଛନ୍ତି, ଜିଏଫଏସ୍‌, ଇସିଏମ୍‌ଡବ୍ଲୁଏଫ୍‌, ଆଇଏମ୍‌ଡି ଜିଏଫଏସ୍‌ ମଡେଲ୍‌ ଅନୁସାରେ, ଆସନ୍ତା ୨୨ରେ ବଙ୍ଗୋପସାଗରରେ ବାତ୍ୟା ସୃଷ୍ଟି…

ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା ଆସିବା ପରେ ଜମୁଛି ପ୍ରଚାର

ଭୁବନେଶ୍ୱର,୧୫।୩(ବ୍ୟୁରୋ): ରାଜ୍ୟରେ ଆସନ୍ତା ୨୪ରେ ପୌର ନିର୍ବାଚନ। ନିର୍ବାଚନ ପାଇଁ ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା ଆସିବା ପରେ ଜମୁଛି ପ୍ରଚାର। ଭୁବନେଶ୍ୱର ମହାନଗର ନିଗମ ମଇଦାନରେ ଏବେ ୧୨ ମେୟର ଓ ୨୮୯ କର୍ପୋରେଟର ପ୍ରାର୍ଥୀ । ସେହିପରି କଟକରେ ୧୬…

ଥମୁଛି ସଂକ୍ରମଣ,୩ ହଜାରରୁ ଖସିଲା

ନୂଆଦିଲ୍ଲୀ,୧୫।୩: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଧୀରେ ଧୀରେ କମିବାରେ ଲାଗିଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୨ ହଜାର ୫୬୮ ନୂଆ କରୋନା ମାମଲା ଚିହ୍ନଟ ହୋଇଛି। ଏଥିସହ ୨୭ଜଣଙ୍କ ମୃତ୍ୟୁ ଘଟିଛି।…

ରାଜ୍ୟରେ ଖସୁଛି କରୋନା ଗ୍ରାଫ୍‌

ଭୁବନେଶ୍ବର,୧୫।୩(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ କମିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ ୭୮ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ବୋଲି ସୂଚନା ଏବଂ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ଗଞ୍ଜାମ ଜିଲାରେ ସର୍ବାଧିକ ୧୦ ଜଣ…

୩୦ ଜିଲା ପରିଷଦରେ ୨୧ ମହିଳା ସଭାପତି

ଭୁବନେଶ୍ୱର,୧୫ା୩(ବ୍ୟୁରୋ): ଗତ ଜିଲା ପରିଷଦ ନିର୍ବାଚନରେ ବିଜୁ ଜନତା ଦଳକୁ ବିପୁଳ ସଫଳତା ମିଳିଛି। ୩୦ ଜିଲା ପରିଷଦରେ ୨୧ ଜଣ ମହିଳା ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି। ମୋଟ ଆସନର ଏହା ୭୦ ପ୍ରତିଶତ। ଏହି ବିଜୟ ପାଇଁ ବିଜେଡି…

ରଣାଙ୍ଗନ ଛାଡ଼ିଲେ ୫୨ କର୍ପୋରେଟର ପ୍ରାର୍ଥୀ

ଭୁବନେଶ୍ୱର, ୧୫।୩ (ବ୍ୟୁରୋ): ଆସନ୍ତା ୨୪ରେ ହେବାକୁ ଥିବା ପୌର ନିର୍ବାଚନ ପାଇଁ ପ୍ରାର୍ଥତ୍ପତ୍ର ପ୍ରତ୍ୟାହାର ସୋମବାର ଶେଷ ହୋଇଛି। ଶେଷ ଦିନରେ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି)ରୁ ୪୪ଜଣ କର୍ପୋରେଟର ପ୍ରାର୍ଥୀ ସେମାନଙ୍କ ପ୍ରାର୍ଥତ୍ପତ୍ର ପ୍ରତ୍ୟାହାର କରି ନେଇଛନ୍ତି। ପ୍ରଥମ…

୩୦ ସୁଦ୍ଧା ସରିବ ଟେଣ୍ଡର, କାମ ସରିବାକୁ ଆହୁରି ୨ ବର୍ଷ

ଭୁବନେଶ୍ୱର,୧୫ା୩(ବ୍ୟୁରୋ):ରାଜଧାନୀ ଭୁବନେଶ୍ୱରରେ ବିଧାୟକ ଏବଂ ବିଧାୟିକାମାନଙ୍କ ପାଇଁ ନିର୍ମାଣ ହେବାକୁ ଥିବା ବହୁତଳ ସରକାରୀ ବାସଭବନ କାର୍ଯ୍ୟ ଏପର୍ଯ୍ୟନ୍ତ ଆରମ୍ଭ ହୋଇପାରିନାହିଁ। ଏଥିଲାଗି ବାଚସ୍ପତିଙ୍କ ଅଧ୍ୟକ୍ଷତାରେ ଏକାଧିକ ବୈଠକ ହୋଇସାରିଥିବା ବେଳେ ବିଧାୟକମାନଙ୍କୁ ସରକାରୀ ବାସଭବନ ଖାଲି କରିବା ପାଇଁ ବହୁ…

ମେ’ ୧ରୁ ରବିଧାନ ସଂଗ୍ରହ

ଭୁବନେଶ୍ୱର,୧୫ା୩(ବ୍ୟୁରୋ):ଆସନ୍ତା ମେ ୧ ତାରିଖରୁ ରାଜ୍ୟରେ ରବି ଧାନ ସଂଗ୍ରହ ଆରମ୍ଭ ହେବ। ଏହା ଜୁନ୍‌ ୩୦ ତାରିଖ ଯାଏ ଚାଲିବ। ରବି ଧାନ ସଂଗ୍ରହ ହେବାକୁ ଥିବା ବାଲେଶ୍ୱର, ବରଗଡ଼, ବଲାଙ୍ଗୀର, ବୌଦ୍ଧ, କଟକ, ଯାଜପୁର, ଝାରସୁୁଗୁଡ଼ା, କଳାହାଣ୍ଡି, ଖୋର୍ଦ୍ଧା,…

୪୦ ଡିଗ୍ରୀ ଟପିବ ପାରଦ

ଭୁବନେଶ୍ୱର,୧୫ା୩(ବ୍ୟୁରୋ):ରାଜ୍ୟରେ ଗତ ଦୁଇଦିନ ହେବ ପାରଦ ଉପରମୁହାଁ ହୋଇଛି। ଆଗକୁ ଏହା ଆହୁରି ବଢ଼ିବ। ଉପକୂଳରୁ ଉପାନ୍ତ ସବୁଠି ୪୦ ଡିଗ୍ରୀ ସେଲ୍‌ସିୟସକୁ ଟପିଯିବ। ଏପରିକି କେତେକ ସ୍ଥାନରେ ପାରଦ ୪୨ ଡିଗ୍ରୀ ପର୍ଯ୍ୟନ୍ତ ଯିବ ବୋଲି ପାଣିପାଗ ବିଭାଗ ସତର୍କ…

ବଜେଟ ଅଧିବେଶନ ଲାଗି ଆଜି ସର୍ବଦଳୀୟ ବୈଠକ

ଭୁବନେଶ୍ୱର,୧୫ା୩(ବ୍ୟୁରୋ): ବିଧାନସଭାର ବଜେଟ ଅଧିବେଶନ ୨୫ ତାରିଖରୁ ଆରମ୍ଭ ହେବାକୁ ଯାଉଛି। ଷୋଡ଼ଶ ବିଧାନସଭାର ୬ଦିନିଆ ଅଧିବେଶନ କିପରି ସୁଚାରୁ ରୂପେ ସବୁଦଳର ନେତୃବୃନ୍ଦଙ୍କ ସହଯୋଗ ଓ ସହଭାଗିତାରେ ସମ୍ପାଦିତ ହେବ ସେନେଇ ଆଲୋଚନା ପାଇଁ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର ଏକ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri