ମେଟ୍ରୋ

ଜୁନ୍‌ ପ୍ରଥମ କିମ୍ବା ଦ୍ୱିତୀୟ ସପ୍ତାହରେ ଓଜେଇଇ

ଭୁବନେଶ୍ୱର, ୧୫।୩(ବ୍ୟୁରୋ): ଓଡ଼ିଶାର ବିଭିନ୍ନ ସରକାରୀ ଓ ଘରୋଇ ବୈଷୟିକ ଶିକ୍ଷାନୁଷ୍ଠାନରେ ଇଞ୍ଜିନିୟରିଂ, ମ୍ୟାନେଜମେଣ୍ଟ, ବି-ଫାର୍ମ ଓ ଏମ୍‌-ଫାର୍ମ ପାଠ୍ୟକ୍ରମରେ ନାମ ଲେଖା ପାଇଁ ଉଦ୍ଦିଷ୍ଟ ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା-୨୦୨୨ (ଓଜେଇଇ) ଜୁନ୍‌ ପ୍ରଥମ କିମ୍ବା ଦ୍ୱିତୀୟ ସପ୍ତାହରେ ଅନୁଷ୍ଠିତ…

ପୂର୍ଣ୍ଣକାଳୀନ ବିମାନ ବନ୍ଦର ହେବ ଅମର୍ଦ୍ଦା ଏୟାରଷ୍ଟ୍ରିପ୍‌

ଭୁବନେଶ୍ୱର,୧୫ା୩(ବ୍ୟୁରୋ): ମୟୂରଭଞ୍ଜ ଜିଲାର ରାସଗୋବିନ୍ଦପୁରଠାରେ ଥିବା ଦ୍ୱିତୀୟ ବିଶ୍ୱଯୁଦ୍ଧ ସମୟର ଅମର୍ଦ୍ଦା ଏୟାରଷ୍ଟ୍ରିପ୍‌କୁ ଏକ ପୂର୍ଣ୍ଣକାଳୀନ ବିମାନବନ୍ଦରରେ ପରିଣତ କରାଯିବ। ଓଡ଼ିଶାର ଏହି ପ୍ରସ୍ତାବକୁ କାର୍ଯ୍ୟକାରୀ କରିବାକୁ କେନ୍ଦ୍ର ବେସାମରିକ ବିମାନ ଚଳାଚଳ ମନ୍ତ୍ରଣାଳୟ କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରଣାଳୟର ଅନୁମତି ଲୋଡ଼ିଛି।…

କଟକ ସହର ଯୁବ ବିଜେଡି ସଭାପତି ନିଲମ୍ବିତ

ଭୁବନେଶ୍ୱର,୧୪ା୩(ବ୍ୟୁରୋ)-କଟକ ସହର ଯୁବ ବିଜେଡି ସଭାପତି ମନଜିତ ଦାସଙ୍କୁ ଦଳରୁ ନିଲମ୍ବିତ କରାଯାଇଛି। ଦଳ ବିରୋଧୀ କାର୍ଯ୍ୟକଳାପ ପାଇଁ ତାଙ୍କୁ ବିଜେଡିରୁ ନିଲମ୍ବିତ କରାଯାଇଥିବା ବିଜୁ ଯୁବ ଜନତା ଦଳ ସଭାପତି ବ୍ୟୋମକେଶ ରାୟ ସୋମବାର ଏକ ପ୍ରେସ ବିଜ୍ଞପ୍ତି ଜରିିଆରେ…

ଓଡ଼ିଶାବାସୀଙ୍କୁ ବିଭ୍ରାନ୍ତ ପାଇଁ ଭାଜପା ଚେଷ୍ଟା ଚଳାଇଛି: ବିଜେଡି

ଭୁବନେଶ୍ୱର,୧୪ା୩(ବ୍ୟୁରୋ): ଓଡ଼ିଶା ଭାଜପା ଅଭ୍ୟାସଗତ ଭାବେ ରାଜ୍ୟବାସୀଙ୍କୁ ବିଭ୍ରାନ୍ତ ଓ ଭ୍ରମିତ କରିବା ସହିତ ଦ୍ୱନ୍ଦ୍ୱରେ ପକାଇବାକୁ ଚେଷ୍ଟା କରୁଛି।ଏଭଳି କାର୍ଯ୍ୟ ପାଇଁ ଓଡ଼ିଶାର ଲୋକମାନେ ସେମାନଙ୍କୁ ବାରମ୍ବାର ପ୍ରତ୍ୟାଖ୍ୟାନ କରୁଥିବାବେଳେ ଓଡ଼ିଶା ଭାଜପା ଏଥିରୁ କିଛି ଶିଖିପାରୁ ନାହିଁ ବୋଲି…

ରାଜ୍ୟରେ ସୁସ୍ଥହେଲେ ୧୦୭ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୧୪।୩(ବ୍ୟୁରୋ): ରାଜ୍ୟରେ ଗୋଟିଏ ପଟେ ଦୈନିକ କରୋନା ସଂକ୍ରମଣ ଖସୁଥିବା ବେଳେ ସୁସ୍ଥ ହାର ମଧ୍ୟ ବୃଦ୍ଧିପାଉଛି। ସୋମବାର ରାଜ୍ୟରେ ୧୦୭ ଜଣ ନ୍‌ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ୧୨ ଲକ୍ଷ ୭୬ ହଜାର ୭୮୨…

ଦିନ ୧୧ଟାରୁ ଅପରାହ୍ନ ୩ଟା ଯାଏ ବନ୍ଦ ରହିବ ବସ୍‌ ଚଳାଚଳ

ଭୁବନେଶ୍ୱର ,୧୪।୩(ବ୍ୟୁରୋ): ରାଜ୍ୟରେ ବଢୁଛି ତାତି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ପରିବହନ ବିଭାଗ ପକ୍ଷରୁ ଗାଇଡ୍‌ଲାଇନ ଜାରି କରାଯାଇଛି । ତେବେ ଗାଇଡ୍‌ଲାଇନ ଅନୁଯାୟୀ, ରାଜ୍ୟରେ ଦିନ୧୧ଟାରୁ ଅପରାହ୍ନ ୩ଟା ପର୍ଯ୍ୟନ୍ତ ସମସ୍ତ ବସ୍‌ ଚଳାଚଳ ବନ୍ଦ ରହିବ ।…

ଏପ୍ରିଲ ୧୩ରୁ ଆରମ୍ଭ ହେବ ନବମ ଶ୍ରେଣୀ ପରୀକ୍ଷା

ଭୁବନେଶ୍ୱର,୧୪।୩(ବ୍ୟୁରୋ): ଏପ୍ରିଲ ୧୩ରେ ଆରମ୍ଭ ହେବ ନବମ ଶ୍ରେଣୀ ସମେଟିଭ୍‌-୨ ପରୀକ୍ଷା। ଏ ନେଇ ମାଧ୍ୟମିକ ଶିକ୍ଷା ବୋର୍ଡ ପକ୍ଷରୁ ସୂଚନା ଦିଆଯାଇଛି। ତେବେ ପରୀକ୍ଷା ସକାଳ ୮ଟାରୁ ଆରମ୍ଭ ହେବ। ତେବେ ୧୩ରୁ ପରୀକ୍ଷା ଆରମ୍ଭ ହୋଇ ୨୧ରେ ସରିବ।…

ପ୍ରକାଶ ପାଇଲା ମାଟ୍ରିକ୍‌ ପରୀକ୍ଷା ସୂଚୀ

ଭୁବନେଶ୍ୱର,୧୪।୩(ବ୍ୟୁରୋ): ମାଧ୍ୟମିକ ଶିକ୍ଷା ବୋର୍ଡ ପକ୍ଷରୁ ସୋମବାର ମାଟ୍ରିକ୍‌ ପରୀକ୍ଷା ସୂଚୀ ପ୍ରକାଶ ପାଇଛି। ଏପ୍ରିଲ ୨୯ରୁ ପରୀକ୍ଷା ଆରମ୍ଭ ହୋଇ ମେ’୭ ପର୍ଯ୍ୟନ୍ତ ଚାଲିବ। ସକାଳ ୮ଟାରୁ ପରୀକ୍ଷା ଆରମ୍ଭ ହୋଇ ପୂର୍ବାହ୍ନ ୧୦ଟାରେ ସରିବ। କେବଳ ଗଣିତ ବିଷୟ…

ନାଇଜର କ୍ୟାମ୍ପସ ଛାତରୁ ଡେଇଁପଡିଲେ ଛାତ୍ରୀ

ଭୁବନେଶ୍ୱର,୧୪।୩(ବ୍ୟୁରୋ): ରାଜଧାନୀ ଉପକଣ୍ଠସ୍ଥିତ ନାଇଜର କ୍ୟାମ୍ପସରେ ସୋମବାର ଏକ ଅଘଟଣ ଘଟିଛି। ଜଣେ ଛାତ୍ରୀ କ୍ୟାମ୍ପସ ଛାତରୁ ଡେଇଁ ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି। ମୃତ ଛାତ୍ରୀ ଜଣକ ହେଲେ ଛତିଶଗଡ଼ର ପୂଜା ଜେଠଓ୍ବାନୀ। ଆତ୍ମହତ୍ୟାର କାରଣ ଅସ୍ପଷ୍ଟ ରହିଛି ।…

ଏପ୍ରିଲ ୧୩ ଯାଏ ଓଜେଇଇ ଆବେଦନ, ପ୍ରକାଶ ପାଇଲା ବିଜ୍ଞପ୍ତି

ଭୁବନେଶ୍ୱର,୧୪।୩(ବ୍ୟୁରୋ): ଓଜେଇଇ ୨୦୨୨ ପାଇଁ ଅନ୍‌ଲାଇନରେ ଆବେଦନ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି। ଏ ନେଇ ବିଜ୍ଞପ୍ତି ପ୍ରକାଶ ପାଇଛି। ଜୁନ୍‌ ପ୍ରଥମରୁ ଦ୍ୱିତୀୟ ସପ୍ତାହ ମଧ୍ୟରେ ପରୀକ୍ଷା ହେଇପାରେ ବୋଲି ସୂଚନା ରହିଛି। ତେବେ ପରୀକ୍ଷା ପାଇଁ ମାର୍ଚ୍ଚ ୧୪ରୁ ଏପ୍ରିଲ…

ଆଉ ୪ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୯୧୧୫କୁ ବୃଦ୍ଧି

ଭୁବନେଶ୍ୱର,୧୪ା୩(ବ୍ୟୁରୋ): ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ସୋମବାର ୧୦୦ ତଳେ ଥିବା ବେଳେ ଆଜି ଆଉ ୪ ଜଣଙ୍କ ଜୀବନ ନେଇଛି କରୋନା। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ କରୋନା…

ଆଜି ବି ୧୦୦ ତଳେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର,୧୪ା୩(ବ୍ୟୁରୋ): ରାଜ୍ୟରେ ସୋମବାର ବି ୧୦୦ ତଳେ ରହିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ତେବେ ଆଜି ରାଜ୍ୟରୁ ୬୮ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨,୮୬,୬୯୪ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri