ମେଟ୍ରୋ

ବଳକା ଚାଉଳ, କୋଇଲା ରୟାଲ୍‌ଟି ପ୍ରସଙ୍ଗ ଉଠିଲା

ଭୁବନେଶ୍ୱର,୩୧।୫(ବ୍ୟୁରୋ):ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ଅପରାହ୍ନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ସାକ୍ଷାତ୍‌ କରି ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିଛନ୍ତି। ତେବେ ରାଷ୍ଟ୍ରପତି ନିର୍ବାଚନକୁ ନେଇ କୌଣସି ଆଲୋଚନା ହୋଇ ନ ଥିବା ସେ କହିଛନ୍ତି। କୋଭିଡ -୧୯ ମହାମାରୀ ପରେ ପ୍ରଧାନମନ୍ତ୍ରୀଙ୍କ…

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ନିର୍ମାଣ ବିବାଦ: ଆଜି ସୁପ୍ରିମ୍‌କୋର୍ଟରେ ଶୁଣାଣି

ଭୁବନେଶ୍ୱର,୩୧ା୫(ବ୍ୟୁରୋ):ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପରେ ହୋଇଥିବା ବେଆଇନ ନିର୍ମାଣ ଏବଂ ମନ୍ଦିର ଚାରିପଟେ ଥିବା ଜବରଦଖଲକୁ ନେଇ ଦାଏର ଦୁଇଟି ପିଟିଶନ ଉପରେ ମଙ୍ଗଳବାର ସୁପ୍ରିମ୍‌କୋର୍ଟରେ ଶୁଣାଣି ହେବ। ଜଷ୍ଟିସ୍‌ ବି.ଆର. ଗଭାଇ ଏବଂ ହିମ କୋହଲିଙ୍କୁ ନେଇ ଗଠିତ ଖଣ୍ଡପୀଠ ପିଟିଶନର…

ଆଜି ବ୍ରଜରାଜନଗର ଉପନିର୍ବାଚନ

ଭୁବନେଶ୍ୱର,୩୧ା୫(ବ୍ୟୁରୋ): ବ୍ରଜରାଜନଗର ଉପନିର୍ବାଚନ ମଙ୍ଗଳବାର ସକାଳ ୭ଟାରୁ ସା ୬ଟା ପର୍ଯ୍ୟନ୍ତ ଚାଲିବ। ଏହି ନିର୍ବାଚନରେ ବିଭିନ୍ନ ରାଜନୈତିକ ଦଳ ଓ ସ୍ବାଧୀନ ପ୍ରାର୍ଥୀଙ୍କୁ ମିଶାଇ ମୋଟ ୧୧ଜଣ ପ୍ରାର୍ଥୀ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି। ମୋଟ ୨,୧୪, ୮୭୮ ଭୋଟର ନିଜର ମତଦାନ…

ମୃତ୍ୟୁ ପୂର୍ବରୁ ହୋଇଥିଲା ଛାଡ଼ପତ୍ର

କାଠମାଣ୍ଡୁ/ଠାଣେ, ୩୧ା୫:ବିମାନ ଯୋଗେ ନେପାଳ ବୁଲି ଯାଇଥିବା ଓଡ଼ିଆ ଦମ୍ପତି ଅଶୋକ ତ୍ରିପାଠୀ ଏବଂ ବୈଭବୀ ତ୍ରିପାଠୀଙ୍କ ଯାତ୍ରାର ଦୁଃଖଦ ଅନ୍ତ ଘଟିଛି। ସେମାନଙ୍କ ସହ ଦୁଇ ପିଲା ମଧ୍ୟ ବିମାନ ଦୁର୍ଘଟଣାରେ ପ୍ରାଣ ହରାଇଛନ୍ତି। ମୃତ୍ୟୁ ପୂର୍ବରୁ ଅଶୋକ ଓ…

ଦ୍ୱନ୍ଦ୍ୱ ସାଙ୍ଗକୁ ଶୋଷଣ ଭୟ

ଭୁବନେଶ୍ୱର,୩୧।୫(ବ୍ୟୁରୋ):ରାଜ୍ୟରେ ୨୦୧୯ ଏପ୍ରିଲ ପହିଲା ପୂର୍ବରୁ ପଞ୍ଜୀକୃତ ସମସ୍ତ ଗାଡ଼ିର ନମ୍ବର ପ୍ଲେଟ୍‌ ବଦଳାଯାଇ ହାଇ ସିକ୍ୟୁରିଟି ରେଜିଷ୍ଟ୍ରେଶନ ପ୍ଲେଟ୍‌ (ଏଚ୍‌ଏସ୍‌ଆର୍‌ପି) ଲାଗିବ। ୨୦୨୨ ଡିସେମ୍ବର ୩୧ ସୁଦ୍ଧା ନୂଆ ନମ୍ବର ପ୍ଲେଟ ଲଗାଇବାକୁ ପଡ଼ିବ। ଏହାକୁ ବାଧ୍ୟତାମୂଳକ କରାଯାଇଛି। ଏ…

ରାଜ୍ୟରୁ ସୁସ୍ଥ ହେଲେ ଆଉ ୭ କରୋନା ଆକ୍ରାନ୍ତ

ଭୁବନେଶ୍ୱର, ୩୦।୫(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୭ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ଏଯାବତ୍‌ ୧୨,୭୯,୧୯୧ ଜଣ ସୁସ୍ଥ ହୋଇସାରିଲେଣି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଏବଂ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୋମବାର…

ଦିଲ୍ଲୀରେ ମୋଦିଙ୍କୁ ଭେଟିଲେ ନବୀନ

ଭୁବନେଶର, ୩୦।୫(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ସୋମବାର ଭେଟିଛନ୍ତି । ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ଉଭୟଙ୍କ ଭିତରେ ଆଲୋଚନା ହୋଇଛି। ପ୍ରଧାନମନ୍ତ୍ରୀଙ୍କୁ ଭେଟିବା ପରେ ମୁଖ୍ୟମନ୍ତ୍ରୀ ନିଜର ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ମହାମାରୀ ପରେ ଏହା ସୌଜନ୍ୟମୂଳକ…

କଂଗ୍ରେସର ବସିବ ଚିନ୍ତନ ଶିବିର,ଯୋଗ ଦେବେ ଚେଲ୍ଲା କୁମାର

ଭୁବନେଶର, ୩୦।୫(ବ୍ୟୁରୋ): ରାଜ୍ୟ କଂଗ୍ରେସର ଚିନ୍ତନ ଶିବିର ଆସନ୍ତା ଜୁନ୍‌ ୧ ଓ ୨ ତାରିଖରେ ବସିବ । ଶରତ ପଟ୍ଟନାୟକ ପିସିସି ସଭାପତି ହେବା ପରେ ପ୍ରଥମ ଥର ପାଇଁ କଂଗ୍ରେସର ଚିନ୍ତନ ଶିବିର ବସିବାକୁ ଯାଉଛି। କଂଗ୍ରେସର ବ୍ଲକ…

ସହକାରୀ ପ୍ରଫେସରଙ୍କୁ ବଳାତ୍କାର ଅଭିଯୋଗ, ବ୍ଲାକ୍‌ମେଲିଂ କରି ଅଭିଯୁକ୍ତ ନେଇସାରିଲେଣି ୨ ଲକ୍ଷ ଟଙ୍କା

ଭୁବନେଶ୍ୱର,୩୦ା୫(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରେ ଜଣେ ୨୪ ବର୍ଷୀୟା ସହକାରୀ ପ୍ରଫେସରଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଏପରିକି ଅଭିଯୁକ୍ତ ଜଣକ ତାଙ୍କୁ ବ୍ଲାକମେଲିଂ କରି ୨ ଲକ୍ଷ ଟଙ୍କା ନେଇସାରିଲେଣି। ଛତିଶଗଡ଼ର ରାୟପୁର ଡିଆଇଜିଙ୍କ ଚିଠି ପରେ ଖଣ୍ଡଗିରି ଥାନାରେ ମାମଲା…

ଖସିଲା କରୋନା ଗ୍ରାଫ୍‌: ଆଜି ୬ ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୩୦ା୫(ବ୍ୟୁରୋ): ସୋମବାର ରାଜ୍ୟରୁ ୬ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨,୮୮,୪୩୭ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୪ ଜଣ ଚିହ୍ନଟ ହୋଇଥିବା…

ଗଣମାଧ୍ୟମ ପରାମର୍ଶଦାତା ପଦରୁ ମାନସ ମଙ୍ଗରାଜଙ୍କ ଇସ୍ତଫା

ଭୁବନେଶ୍ୱର,୩୦ା୫(ବ୍ୟୁରୋ): ରାଜ୍ୟ ସରକାରଙ୍କ ଗଣମାଧ୍ୟମ ପରାମର୍ଶଦାତା ପଦରୁ ମାନସ ରଞ୍ଜନ ମଙ୍ଗରାଜ ଇସ୍ତଫା ଦେଇଛନ୍ତି। ରାଜ୍ୟ ସଭା ପ୍ରାର୍ଥୀ ଭାବେ ମନୋନୀତ ହେବା ପରେ ସେ ଏହି ପଦରୁ ନିଜର ଇସ୍ତଫା ପତ୍ର ମୁଖ୍ୟମନ୍ତ୍ରୀଙ୍କୁ ପ୍ରଦାନ କରିଛନ୍ତି । ମୁଖ୍ୟମନ୍ତ୍ରୀ ତାଙ୍କ…

ପ୍ରଧାନମନ୍ତ୍ରୀଙ୍କ ପାଖକୁ ପଠାଯିବ ୨ହଜାର ପୋଷ୍ଟକାର୍ଡ

ଭୁବନେଶ୍ୱର, ୩୦।୫(ବ୍ୟୁରୋ): ଅଲ୍‌ ଓଡିଶା ଇପିଏଫ୍‌ ପେନସନର୍ସ ଆସୋସିଏଶନ ଖୋର୍ଦ୍ଧା ଜିଲା ଶାଖା କାର୍ଯ୍ୟକାରିଣୀ କମିଟି ବୈଠକ ସଭାପତି ପ୍ରଫୁଲ୍ଲ କୁମାର ଦାସଙ୍କ ଅଧ୍ୟକ୍ଷତାରେ ରବିବାର ବୟନିକା କର୍ମଚାରୀ ସଂଘ କାର୍ଯ୍ୟାଳୟଠାରେ ଅନୁଷ୍ଠିତ ହୋଇଯାଇଛି। ସଂଘର ଦାବି ପୂରଣରେ ଭାରତ ସରକାରଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?