ମେଟ୍ରୋ

ଆଜି ରାଜ୍ୟରୁ ୭,୨୯୧ ଆକ୍ରାନ୍ତ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୨୪ା୧(ବ୍ୟୁରୋ): ସୋମବାର ରାଜ୍ୟରୁ ୭,୨୯୧ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨,୧୧,୯୫୧ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୪,୨୨୬ ଜଣ ଚିହ୍ନଟ...

ପାରମ୍ପରିକ ପିଠା ଦେଇଛି ପରିଚୟ

ଭୁବନେଶ୍ୱର,୨୪।୧(ବ୍ୟୁରୋ): ଓଡ଼ିଶାର ପାରମ୍ପରିକ ତଥା ଜଗନ୍ନାଥ ସଂସ୍କୃତି ସହ ଜଡ଼ିତ ପିଠା ଏବେ ପ୍ରାୟ ହଜିଯିବାକୁ ବସିଛି। ମାତ୍ର ଏହାକୁ ଉଜ୍ଜୀବିତ ରଖିବା ସହ ଏହା ମାଧ୍ୟମରେ ନିଜେ ଆତ୍ମନିର୍ଭରଶୀଳ ହୋଇ ଅନ୍ୟକୁ ରୋଜଗାରକ୍ଷମ କରାଇବାକୁ ଅଣ୍ଟା ଭିଡ଼ିଛନ୍ତି ଦୁଇ...

ପଞ୍ଚାୟତ ପରେ ହୋଇପାରେ ପୌର ଭୋଟ୍‌

ଭୁବନେଶ୍ୱର,୨୪ା୧(ବ୍ୟୁରୋ): ରାଜ୍ୟରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ନାମାଙ୍କନ ଦାଖଲ ଶେଷ ହୋଇ ରବିବାର ସୁଦ୍ଧା ନାମାଙ୍କନ କାଏମ ତାଲିକା ପ୍ରକାଶ ପାଇସାରିଛି। ସବୁଦଳର ପ୍ରାର୍ଥୀ ତୃଣମୂଳସ୍ତରରୁ ଭୋଟ ହାତେଇବା ଲାଗି ନିଜର ପ୍ରସ୍ତୁତି କାର୍ଯ୍ୟ ମଧ୍ୟ ଆରମ୍ଭ କରିଦେଲେଣି।...

ଆଉ ୫ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮,୫୨୫କୁ ବୃଦ୍ଧି

ଭୁବନେଶ୍ୱର,୨୪ା୧(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଏହି କିଛିଦିନ ହେବ ୧୦ ହଜାର ତଳେ ରହୁଥିବା ବେଳେ ମୃତ୍ୟୁସଂଖ୍ୟାରେ ବି ବ୍ରେକ୍‌ ଲାଗୁନି। ସୋମବାର ଆଉ ୫ ଜଣଙ୍କ ଜୀବନ ନେଇଛି କରୋନା। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର...

ଯୁକ୍ତ୨ ପରୀକ୍ଷା ପାଇଁ ପ୍ରକ୍ରିୟା ଆରମ୍ଭ

ଭୁବନେଶ୍ୱର,୨୪।୧(ବ୍ୟୁରୋ): କରୋନା ପାଇଁ ଗତବର୍ଷ ବିନା ପରୀକ୍ଷାରେ ମାଟ୍ରିକ ଓ ଯୁକ୍ତ ୨ ପରୀକ୍ଷା ଫଳ ପ୍ରକାଶ ପାଇଥିଲା। କିନ୍ତୁ ଚଳିତବର୍ଷ ମାଟ୍ରିକ ପରୀକ୍ଷା ନ ହେଲେ ବିକଳ୍ପ ପଦ୍ଧତିରେ ଫଳ ପ୍ରକାଶ ପାଇଁ ବ୍ୟବସ୍ଥା କରାଯାଇଛି। ହେଲେ ଯୁକ୍ତ୨...

୧୩ ଜିଲାକୁ ବର୍ଷା ସମ୍ଭାବନା

ଭୁବନେଶ୍ୱର, ୨୪ା୧(ବ୍ୟୁରୋ): ରାଜ୍ୟରେ ଆସନ୍ତା ଦୁଇଦିନ ବିଭିନ୍ନ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ସୋମବାର ଉପକୂଳ ଓଡ଼ିଶା ସମେତ କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ, କନ୍ଧମାଳ, ରାୟଗଡ଼ା, ମାଲକାନଗିରି, କୋରାପୁଟ ଓ ମଙ୍ଗଳବାର ଦକ୍ଷିଣ ଉପକୂଳ ଓଡ଼ିଶା ସମେତ ରାୟଗଡ଼ା,...

ସରିଲା ଯାଞ୍ଚ: ୨ ଲକ୍ଷ ୨୦ ହଜାର ୪୧୪ ପ୍ରାର୍ଥିପତ୍ର କାଏମ

ଭୁବନେଶ୍ୱର,୨୩।୧(ବ୍ୟୁରୋ): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ରବିବାର ପ୍ରାର୍ଥିପତ୍ର ଯାଞ୍ଚ ଶେଷ ହୋଇଛି । ଯାଞ୍ଚ ବେଳେ ୮ହଜାର ୬୪୮ନାମାଙ୍କନପତ୍ର କଟିଥିବା ବେଳେ ୨ଲକ୍ଷ ୨୦ହଜାର ୪୧୪ ପ୍ରାର୍ଥିପତ୍ର କାଏମ ରହିଛି । ସରପଞ୍ଚ ପଦ ପାଇଁ ୩୨ହଜାର ୮୬୦...

କମିନି ଟେଷ୍ଟିଂ, କମୁଛି ସଂକ୍ରମଣ

ଭୁବନେଶ୍ୱର,୨୩।୧(ବ୍ୟୁରୋ): କରୋନା ସଂକ୍ରମଣ ଧୀରେଧୀରେ କମିବା ଆରମ୍ଭ ହୋଇଛି । ଗତ ୧୨ ତାରିଖଠାରୁ ସଂକ୍ରମଣ କମିବା ଆରମ୍ଭ କରିଛି । କିନ୍ତୁ ଟେଷ୍ଟିଂ ସଂଖ୍ୟା କମିନାହିଁ ବୋଲି ସ୍ବାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର କହିଛନ୍ତି । ସେ ଆହୁରି...

ଶଙ୍ଖ ଧରିଲେ ପୂର୍ବତନ ବ୍ଲକ ଅଧ୍ୟକ୍ଷା

ଭୁବନେଶ୍ୱର,୨୩।୧(ବ୍ୟୁରୋ): ଗଜପତି ଜିଲା ପାରଳାଖେମୁଣ୍ଡି ନିର୍ବାଚନମଣ୍ଡଳୀର ଗୁମ୍ମା ବ୍ଲକର ପୂର୍ବତନ ଅଧ୍ୟକ୍ଷା ମରିୟମ ରଇତ ଭାଜପା ଛାଡି ରବିବାର ବିଜେଡିରେ ଯୋଗ ଦେଇଛନ୍ତି । ମରିୟମଙ୍କ ସହିତ ତାଙ୍କ ସମର୍ଥକ ଦେବଚନ୍ଦ୍ର ପ୍ରଧାନ ଏବଂ ଅନ୍ୟମାନେ ଶଙ୍ଖ ଧରିଛନ୍ତି ।...

ଭାରତମାତାର ସୁଯୋଗ୍ୟ ସନ୍ତାନ ଥିଲେ ସୁଭାଷ ଚନ୍ଦ୍ର: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୩ା୧(ବ୍ୟୁରୋ): ଆଜି ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ୧୨୫ତମ ଜୟନ୍ତୀ। ୧୮୯୭ ଜାନୁୟାରୀ ୨୩ରେ କଟକରେ ଜନ୍ମଗ୍ରହଣ କରିଥିଲେ ସୁଭାଷ ବୋଷ। ସେହିପରି ଆଜି ହେଉଛି ମହାନ ସଂଗ୍ରାମୀ ବୀର ସୁରେନ୍ଦ୍ର ସାଏଙ୍କ ୨୧୩ ତମ ଜନ୍ମଜୟନ୍ତୀ । ଏହି...

ଆଉ ୬ ମୁଣ୍ଡ ନେଲା କରେନା

ଭୁବନେଶ୍ୱର,୨୩।୧(ବ୍ୟୁରୋ): ରାଜ୍ୟରେ ଆଉ ୬ ମୁଣ୍ଡ ନେଇଛି କରୋନା। ମୃତକଙ୍କ ମଧ୍ୟରେ ଅନୁଗୋଳର ୬୦ ବର୍ଷୀୟ ବୃଦ୍ଧା,ବାଲେଶ୍ୱରର ୬୩ ବର୍ଷୀୟ ବୃଦ୍ଧ, ଭଦ୍ରକର ୩୦ ବର୍ଷୀୟ ଯୁବକ, କଟକର ୮୫ ବର୍ଷୀୟ ବୃଦ୍ଧା, କନ୍ଧମାଳର ୩୨ ବର୍ଷୀୟ ବ୍ୟକ୍ତି, ସୁନ୍ଦରଗଡ଼...

ଗତ ୨୪ ଘଣ୍ଟାରେ ଚିହ୍ନଟ ହେଲେ ୮,୫୨୦ ଆକ୍ରାନ୍ତ, ଅଛନ୍ତି ୯୩୭ ପିଲା

ଭୁବନେଶ୍ୱର,୨୩।୧(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟାରେ ୮,୫୨୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ନୂତନ ଆକ୍ରାନ୍ତଙ୍କ ମଧ୍ୟରେ କ୍ୱାରେଣ୍ଟାଇନରୁ ୪,୯୪୧ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ୩,୫୭୯ ଲୋକାଲ କେସ୍‌ ରହିଛି । ସେହିଭଳି ୯୩୭ ପିଲା ସଂକ୍ରମିତ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri