ମେଟ୍ରୋ

ବରିଷ୍ଠ ଚିତ୍ରଶିଳ୍ପୀ ଲଲାଟମୋହନ ପଟ୍ଟନାୟକ ପାଇବେ ଧର୍ମପଦ ପୁରସ୍କାର

ଭୁବନେଶ୍ୱର,୨୭।୫(ବ୍ୟୁରୋ): ବରିଷ୍ଠ ଚିତ୍ରଶିଳ୍ପୀ ଲଲାଟ ମୋହନ ପଟ୍ଟନାୟକଙ୍କୁ ୨୦୨୧ ମସିହାର ସମ୍ମାନଜନକ ଧର୍ମପଦ ପୁରସ୍କାର ପ୍ରଦାନ କରାଯିବ। ଏନେଇ ଓଡ଼ିଶା ଲଳିତ କଳା ଏକାଡେମୀ ତରଫରୁ ସୂଚନା ଦିଆଯାଇଛି। ଏକାଡେମୀ ପକ୍ଷରୁ କୁହାଯାଇଛି, ୨୦୨୧ ମସିହା ପାଇଁ ଚିତ୍ରଶିଳ୍ପୀ ଲଲାଟମୋହନ ପଟ୍ଟନାୟକଙ୍କୁ…

ଆଣ୍ଟିଜେନ ଟେଷ୍ଟ କିଟ୍‌ ଶୁଭାରମ୍ଭ

ଭୁବନେଶ୍ୱର,୨୭।୫(ବ୍ୟୁରୋ): କରୋନା ପରୀକ୍ଷା ପାଇଁ ରାପିଡ ଆଣ୍ଟିଜେନ ଟେଷ୍ଟ କିଟ୍‌ ନିର୍ମାଣର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ଶୁଭାରମ୍ଭ କରିଛନ୍ତି । ମୁଖ୍ୟମନ୍ତ୍ରୀ ଭୁବନେଶ୍ବରରେ ଇନ୍‌ଫୋସିଟିରେ ଏହି ଆଣ୍ଟିଜେନ ଟେଷ୍ଟ କିଟ୍‌ ନିର୍ମାଣର ଶୁଭାରମ୍ଭ କରିଛନ୍ତି । ୨୪ ଘଣ୍ଟା ମଧ୍ୟରେ…

୧୦ ଜିଲାରେ ଝଡ଼ବର୍ଷା

ଭୁବନେଶ୍ୱର,୨୭।୫(ବ୍ୟୁରୋ): ରାଜ୍ୟର ୧୦ ଜିଲାରେ ଝଡ଼ବର୍ଷା ନେଇ ପାଣିପାଗ ବିଭାଗ ଶୁକ୍ରବାର ସତର୍କ ସୂଚନା ଜାରି କରିଛି। ଏହି ସବୁ ଜିଲାଗୁଡ଼ିକ ହେଲା ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, କଳାହାଣ୍ଡି, କନ୍ଧମାଳ ଗଜପତି , କେନ୍ଦୁଝର, ମୟୂରଭଞ୍ଜ ଓ ବାଲେଶ୍ୱର।

ପରୀକ୍ଷକଙ୍କୁ ମିଳିବ ସାବିତ୍ରୀ ଛୁଟି

ଭୁବନେଶ୍ୱର,୨୭।୫(ବ୍ୟୁରୋ): ପରୀକ୍ଷକ ସାବିତ୍ରୀରେ ଛୁଟି ନେଇପାରିବେ ବୋଲି ଶୁକ୍ରବାର ସରକାର ଘୋଷଣା କରିଛନ୍ତି। ଏ ନେଇ ସବୁ ବିଇଓ, କ୍ୟାମ୍ପ ଅଧିକାରୀ ଓ ସୁପରଭାଇଜରଙ୍କୁ ମାଧ୍ୟମିକ ଶିକ୍ଷା ବୋର୍ଡ ପକ୍ଷରୁ ଚିଠି ଲେଖାଯାଇଛି। ଖାତା ଦେଖୁଥିବା ଯେକୌଣସି ଶିକ୍ଷକ ଇଚ୍ଛା ଅନୁସାରେ…

ରାଜଧାନୀରେ ଭାରି ମୋଟରଯାନ ଚଲାଇବେ ମହିଳା, କିନ୍ନର

ଭୁବନେଶ୍ୱର, ୨୭।୫(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରେ ଏଥର ଭାରି ମୋଟରଯାନ ଚଲାଇବେ ମହିଳା ଓ କିନ୍ନର । କ୍ରୁଟ ବା ମୋ ବସ୍‌ ପରିଚାଳନା ସଂସ୍ଥା ପକ୍ଷରୁ ସେମାନଙ୍କୁ ତାଲିମ ଦିଆଯିବ । ଏଥିପାଇଁ କ୍ରୁଟ ପକ୍ଷରୁ ସ୍ବତନ୍ତ୍ର ବ୍ୟବସ୍ଥା କରାଯାଇଛି ।…

ଆଜିଠୁ ଦୁଇ ଦିନ ବନ୍ଦ ରହିବ ପେଟ୍ରୋଲ ପମ୍ପ

ଭୁବନେଶ୍ୱର,୨୭।୫(ବ୍ୟୁରୋ): ଆଜିଠୁ ଦୁଇ ଦିନ ବନ୍ଦ ରହିବ ସମସ୍ତ ପେଟ୍ରୋଲ ପମ୍ପ। ସକାଳ ୬ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ବନ୍ଦ ରହିବ। ସରକାର ଟାକ୍ସ କମାଇବା ଦ୍ୱାରା ପେଟ୍ରୋଲ ପମ୍ପ ଡିଲର୍ସମାନେ ଲକ୍ଷ ଲକ୍ଷ ଟଙ୍କାର କ୍ଷତି ସହୁଛନ୍ତି। ଏଥିପାଇଁ ତୈଳ…

ଆଜି ରାଜ୍ୟରୁ ୯ ପଜିଟିଭ୍‌ ଚିହ୍ନଟ, ୧୨,୮୮,୪୧୦ରେ ପହଞ୍ଚିଲାଣି ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର,୨୭ା୫(ବ୍ୟୁରୋ): ରାଜ୍ୟରୁ ଶୁକ୍ରବାର ୯ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨,୮୮,୪୧୦ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୫ ଜଣ ଚିହ୍ନଟ ହୋଇଥିବା…

ବିପଦରେ ବନ୍ୟପ୍ରାଣୀ

ଭୁବନେଶ୍ୱର,୨୭।୫ (ବ୍ୟୁରୋ): ରାଜ୍ୟରେ ବନ୍ୟପ୍ରାଣୀ ଶିକାର ଓ ଚୋରା ଚାଲାଣ ଦିନକୁ ଦିନ ବଢିବାରେ ଲାଗିଛି। ଫଳରେ ବନ୍ୟପ୍ରାଣୀ ବିପଦରେ ପଡ଼ିଲେଣି। ବନ୍ୟପ୍ରାଣୀଙ୍କ ସୁରକ୍ଷା ଓ ଚୋରା ଚାଲାଣ ରୋକିବାକୁ କଡ଼ାକଡ଼ି ଆଇନ, ସଚେତନତା କାର୍ଯ୍ୟକ୍ରମ ଓ ରାଜ୍ୟ ସରକାରଙ୍କ ପଦକ୍ଷେପ…

ମୋ ସରକାର’ରେ ମିଶିଲା ଆଉ ୩ ବିଭାଗ

ଭୁବନେଶ୍ୱର,୨୭।୫(ବ୍ୟୁରୋ): ମୋ ସରକାର’ ବ୍ୟବସ୍ଥାରେ ଅର୍ଥ, ପୂର୍ତ୍ତ, ବାଣିଜ୍ୟ ଓ ପରିବହନ ବିଭାଗକୁ ସାମିଲ କରାଯାଇଛି। ଏହାପରେ ମୋଟ୍‌ ୩୧ଟି ବିଭାଗର ୨୫୦ ସେବା ଏହା ଅଧୀନକୁ ଆସିଛି। ରାଜ୍ୟର ପ୍ରଶାସନିକ ବ୍ୟବସ୍ଥାକୁ ‘ମୋ ସରକାର’ ନୂଆ ମଡେଲ ଦେଇପାରିଛି। କାର୍ଯ୍ୟକ୍ରମରେ…

ଜନ୍ମମୃତ୍ୟୁ ପଞ୍ଜୀକରଣ ତାଲିମ ଆରମ୍ଭ

ଭୁବନେଶ୍ୱର,୨୭ା୫: ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ସ୍ବାସ୍ଥ୍ୟ ସୂଚନା ଓ ସ୍ବାସ୍ଥ୍ୟ ପରିସଂଖ୍ୟାନ ନିର୍ଦ୍ଦେଶାଳୟ ଓ ୟୁନିସେଫ୍‌ ଆନୁକୂଲ୍ୟରେ ଏକ ଦୁଇଦିନିଆ ତାଲିମ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ପ୍ରଥମ ଦିବସରେ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ପ୍ରତିଷ୍ଠାନର ନିର୍ଦ୍ଦେଶକ…

ଶିଶୁ ମୃତ୍ୟୁହାର ହ୍ରାସରେ ଓଡ଼ିଶା ପ୍ରଥମ

ଭୁବନେଶ୍ୱର,୨୭ା୫(ବ୍ୟୁରୋ): ସ୍ବାସ୍ଥ୍ୟକ୍ଷେତ୍ରରେ ଓଡ଼ିଶା ଏକ ଉଲ୍ଲେଖନୀୟ ସଫଳତା ହାସଲ କରିଛି। ଶିଶୁ ମୃତ୍ୟୁହାର ହ୍ରାସ କ୍ଷେତ୍ରରେ ସମଗ୍ର ଦେଶରେ ଓଡ଼ିଶା ଦୃଷ୍ଟାନ୍ତମୂଳକ ଉଦାହରଣ ପାଲଟିଛି। ଏସ୍‌ଆର୍‌ଏସ୍‌ ବୁଲେଟିନ୍‌ ଅନୁଯାୟୀ, ୨୦୦୫ରୁ ୨୦୨୦ ମସିହା ମଧ୍ୟରେ ଓଡ଼ିଶାରେ ଶିଶୁ ମୃତ୍ୟୁହାର ୩୯ ପଏଣ୍ଟ…

ଖାଲି ଚାଉଳ ନିଅ

ଭୁବନେଶ୍ୱର,୨୭ା୫(ବ୍ୟୁରୋ):ଆସନ୍ତା ୧୦ ମାସ (ଜୁନ୍‌ରୁ ୨୦୨୩ ମାର୍ଚ୍ଚ) ପାଇଁ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍‌)ରେ ଗହମ ମିଳିବ ନାହିଁ। ଏଥିଯୋଗୁ ଜାତୀୟ ଖାଦ୍ୟ ସୁରକ୍ଷା ଯୋଜନା (ଏନ୍‌ଏଫ୍‌ଏସ୍‌ଏସ୍‌)ରେ ୧ ଟଙ୍କାରେ ଖାଦ୍ୟଶସ୍ୟ ପାଉଥିବା ଓଡ଼ିଶାର ୩ କୋଟି ୨୫ ଲକ୍ଷ ହିତାଧିକାରୀଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?