ମେଟ୍ରୋ

ଆଚରଣବିଧି ଭାଙ୍ଗିଲେ କଡ଼ା କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୧୧ା୩(ବ୍ୟୁରୋ): ମାର୍ଚ୍ଚ ୨୪ରେ ପୌର ନିର୍ବାଚନ। ୧୦୬ ମ୍ୟୁନିସିପାଲିଟି/ ଏନ୍‌ଏସି ଏବଂ ୩ ମହାନଗର ନିଗମ ଅଞ୍ଚଳବାସୀ ସେମାନଙ୍କ ପନପସନ୍ଦର ପ୍ରତିନିଧି ବାଛିବେ। ନିର୍ବାଚନକୁ ଅବାଧ, ନିରପେକ୍ଷ ଏବଂ ଶୃଙ୍ଖଳାର ସହ ସମାପନ କରିବା ଲାଗି ରାଜ୍ୟ ମୁଖ୍ୟ ନିର୍ବାଚନ କମିଶନର…

ମାର୍ଚ୍ଚ ସୁଦ୍ଧା ୧୦୦୦ କୋଟି ରାଜସ୍ବ ଆଦାୟ ଲକ୍ଷ୍ୟ

ଭୁବନେଶ୍ୱର, ୧୧ା୩(ବ୍ୟୁରୋ): ଓଡ଼ିଶାର ଲଘୁ ଖଣିଜ ସମ୍ପଦର ସୁପରିଚାଳନା ନିମନ୍ତେ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ଅତିରିକ୍ତ ମୁଖ୍ୟ ସଚିବ ସତ୍ୟବ୍ରତ ସାହୁଙ୍କ ଅଧ୍ୟକ୍ଷତାରେ ଗୁରୁବାର ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ଚଳିତ ଆର୍ଥିକ ବର୍ଷରେ ଅଦ୍ୟାବଧି ବିଭିନ୍ନ ଲଘୁ…

ଫେବୃୟାରୀରେ ୨୮ ଅପହରଣ ମାମଲା

ଭୁବନେଶ୍ୱର,୧୧।୩(ବ୍ୟୁରୋ): କମିଶନରେଟ ପୋଲିସର ଭୁବନେଶ୍ୱର ସହରାଞ୍ଚଳ ପୋଲିସ ଜିଲାରେ କିଡ୍‌ନାପିଙ୍ଗ୍‌ ଓ ମ୍ୟାନ୍‌ ମିସିଂ ସେଲ୍‌ କାମ କରୁଛି। ଏହି ସେଲ୍‌ ଅପହରଣ ମାମଲାରେ ଥାନାର ତଦନ୍ତକାରୀ ଅଫିସରଙ୍କୁ ସହଯୋଗ କରୁଛି। ତେବେ ପୂର୍ବ ମାସ ଅପେକ୍ଷା ଫେବୃୟାରୀରେ ତଦନ୍ତ ପିଛେଇଥିବା…

୧.୩୨ କୋଟି ଟଙ୍କାର ବ୍ରାଉନସୁଗାର ଜବତ

ଭୁବନେଶ୍ୱର (ବ୍ୟୁରୋ)/ଖୋର୍ଦ୍ଧା ଅଫିସ,୧୧।୩: ରାଜଧାନୀ ଉପକଣ୍ଠ ଜଟଣୀ ଅଞ୍ଚଳ ଏବେ ବ୍ରାଉନସୁଗାର କାରବାରର ହବ୍‌ ପାଲଟିଛି। ବାଲେଶ୍ୱରର ଜଳେଶ୍ୱର ଓ ଅନ୍ୟ କେତେକ ଅଞ୍ଚଳରୁ ବିଭିନ୍ନ ଗଳାବାଟ ଦେଇ ଏଠାକୁ ବ୍ରାଉନସୁଗାର ଅଣାଯାଇ ସହର ଓ ତଳି ଅଞ୍ଚଳକୁ ଚାଲାଣ ହେଉଛି।…

ଅସନ୍ତୁଷ୍ଟଙ୍କ ଭିତରୁ ଓହରିବେ ନାହିଁ ଅଧିକ

ଭୁବନେଶ୍ୱର,୧୧।୩ (ବ୍ୟୁରୋ): ପୌର ନିର୍ବାଚନରେ ଦଳୀୟ ଟିକେଟ ପାଇବାରୁ ବଞ୍ଚତ୍ତ ହେବାପରେ ଅସନ୍ତୋଷ ଜାହିର କରୁଛନ୍ତି ଆଶାୟୀ। ଦୀର୍ଘବର୍ଷ ଧରି ଦଳ ସହିତ ରହି ବିଭିନ୍ନ କାର୍ଯ୍ୟରେ ନେତୃତ୍ୱ ନେଇଥିଲେ ମଧ୍ୟ ଏହାର ପ୍ରତିଦାନ ସ୍ବରୂପ ଦଳ ସେମାନଙ୍କ ପ୍ରତି ପ୍ରତାରଣା…

କୋଭିଡ୍‌ ମୃତ୍ୟୁ ସହାୟତା ତୁରନ୍ତ ଦେବାକୁ ନିର୍ଦ୍ଦେଶ

ଭୁବନେଶ୍ୱର, ୧୧।୩(ବ୍ୟୁରୋ): କୋଭିଡ୍‌ ମୃତ୍ୟୁ ସହାୟତା ପ୍ରଦାନ ସହ ପ୍ରମାଣପତ୍ର ତୁରନ୍ତ ପ୍ରଦାନ କରିବାକୁ ରାଜ୍ୟ ସରକାର ସମସ୍ତ ଜିଲା ମୁଖ୍ୟ ଚିକିତ୍ସାଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଗତ ମାର୍ଚ୍ଚ ୧୪ ମଧ୍ୟରେ ଯେଉଁମାନେ ମରିଛନ୍ତି ଓ ଅନୁକମ୍ପା ରାଶି ପାଇନାହାନ୍ତି, ସେମାନଙ୍କୁ…

୧୫ରୁ ଆହୁରି ବଢ଼ିବ ତାତି

ଭୁବନେଶ୍ୱର,୧୧ା୩(ବ୍ୟୁରୋ): ରାଜ୍ୟରେ ଗ୍ରୀଷ୍ମର ପ୍ରକୋପ ଆରମ୍ଭ ହୋଇଗଲାଣି। ପାରଦ ଉପରମୁହାଁ ହୋଇଛି। ଆସନ୍ତା ଦିନେ ଦୁଇଦିନରେ ସର୍ବୋଚ୍ଚ ତାପମାତ୍ରା ୪୦ ଡିଗ୍ରୀ ସେଲ୍‌ସିୟସକୁ ଛୁଇଁବ। ଦକ୍ଷିଣ ପଶ୍ଚିମ ଦିଗରୁ ଗରମ ବାୟୁ ପ୍ରବାହ ପରିବେଶକୁ ଉତ୍ତପ୍ତ କରିଛି। ଗୁରୁବାର ରାଜ୍ୟର ଅଧିକାଂଶ…

ଓଡ଼ିଶାକୁ ୨୨୪୯ କୋଟି ଅନୁମୋଦନ

ଭୁବନେଶ୍ୱର,୧୧ା୩(ବ୍ୟୁରୋ): ୨୦୨୨-୨୩ ଆର୍ଥିକ ବର୍ଷ ପାଇଁ କେନ୍ଦ୍ର ସରକାର ଜଳ ଜୀବନ ମିଶନ (ଜେଜେଏମ୍‌) ଓ ସ୍ବଚ୍ଛ ଭାରତ ମିଶନ( ଏସ୍‌ବିଏମ୍‌)ରେ ଓଡ଼ିଶାକୁ ୨୨୪୯ କୋଟି ଟଙ୍କା ଅନୁମୋଦନ କରିଛନ୍ତି । ସେଥିରୁ ୨୦୩୬ କୋଟି ଜଳ ଜୀବନ ମିଶନ ପାଇଁ…

୨୭ରେ ଓଜେଏସ୍‌ ପ୍ରିଲିମିନାରି ପରୀକ୍ଷା

କଟକ ଅଫିସ,୧୧ା୩: ଆସନ୍ତା ୨୭ ତାରିଖରେ ଓଡ଼ିଶା ଜୁଡିସିଆଲ ସର୍ଭିସ(ଓଜେଏସ୍‌) ୨୦୨୧ର ପ୍ରିଲିମିନାରି ପରୀକ୍ଷା ଅନୁଷ୍ଠିତ ହେବ। ୫ଟି ଜୋନ୍‌ର ୧୦ଟି ପରୀକ୍ଷା କେନ୍ଦ୍ରରେ ମୋଟ୍‌ ୩୨୦୨ ଜଣ ପରୀକ୍ଷାର୍ଥୀ ଏହି ପରୀକ୍ଷା ଦେବେ। ପୂର୍ବାହ୍ନ ୧୦ଟାରୁ ୧୧ଟା ୩୦ ମିନିଟ୍‌…

ଆଜି ନାଏବ ସରପଞ୍ଚ ନିର୍ବାଚନ: ୧୨ରେ ପଞ୍ଚାୟତ ସମିତି ଅଧ୍ୟକ୍ଷ, ୧୩ରେ ଜିଲା ପରିଷଦ ସଭାପତି ନିର୍ବାଚନ

ଭୁବନେଶ୍ୱର,୧୧ା୩(ବ୍ୟୁରୋ): ନାଏବ ସରପଞ୍ଚ ପଦବୀ ପାଇଁ ଶୁକ୍ରବାର ପରୋକ୍ଷ ନିର୍ବାଚନ ଅନୁଷ୍ଠିତ ହେବ। ଏଥିଲାଗି ନିର୍ବାଚନ ଅଧିକାରୀମାନେ ପ୍ରାର୍ଥୀମାନଙ୍କୁ ପୂର୍ବାହ୍ନ ୧୦ରୁ ୧୧ଟା ମଧ୍ୟରେ ନାମାଙ୍କନପତ୍ର ପ୍ରଦାନ କରିବେ। ୧୧ଟାରୁ ୧୧ଟା ୩୦ ମିନିଟ ମଧ୍ୟରେ ନାମାଙ୍କନପତ୍ର ଯାଞ୍ଚ କରାଯିବ। ମଧ୍ୟାହ୍ନ…

ରାଜ୍ୟରୁ ସୁସ୍ଥ ହେଲେ ଆଉ ୧୩୫ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୧୦ା୩(ବ୍ୟୁରୋ): ରାଜ୍ୟରୁ ଗୁରୁବାର ଆଉ ୧୩୫ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ୍‌ ୧୨,୭୬,୨୮୫ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି। ଏନେଇ ଟୁଇଟ୍‌ ଯୋଗେ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା…

ରାଜଧାନୀରେ ୬୭ଟି ୱାର୍ଡ ପାଇଁ ୭୦୫ଟି ମତଦାନ କେନ୍ଦ୍ର

ଭୁବନେଶ୍ୱର,୧୦।୩(ବ୍ୟୁରୋ): ଆସନ୍ତା ୨୪ରେ ପୌର ନିର୍ବାଚନ। ଏ ନେଇ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ନିର୍ବାଚନ ପାଇଁ ବ୍ୟାପକ ବ୍ୟବସ୍ଥା ଗ୍ରହଣ କରାଯାଇଛି। ରାଜଧାନୀରେ ୬୭ଟି ୱାର୍ଡରେ ମୋଟ ୭୦୫ଟି ବୁଥ୍‌ ବ୍ୟବସ୍ଥା କରାଯାଇଛି। ଏହି ସବୁ ବୁଥ୍‌ରେ ୭୦୫ ଜଣ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri