ମେଟ୍ରୋ

ରାଜ୍ୟରେ ସଂକ୍ରମଣ ସ୍ଥିର ଅଛି: ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ

ଭୁବନେଶ୍ୱର,୨୦।୧(ବ୍ୟୁରୋ): ରାଜ୍ୟରେ ସଂକ୍ରମଣ ଏବେ ସ୍ଥିର ରହିଛି । ପ୍ରଥମେ ଯେଉଁ ଗତିରେ ସଂକ୍ରମଣ ବଢ଼ୁଥିଲା ସେଥିରେ କମ୍‌ ଆସିଛି । ଯାହା ଆମ ପାଇଁ ଆଶ୍ୱାସନାର ବିଷୟ ବୋଲି ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ନିରଞ୍ଜନ ମିଶ୍ର କହିଛନ୍ତି। ବର୍ତ୍ତମାନ ସ୍ଥିତିରେ...

ରାଜ୍ୟରୁ ଆଉ ୭ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୨୦।୧(ବ୍ୟୁରୋ): ରାଜ୍ୟରୁ କରୋନା ନେଇଛି ଆଉ ୭ ମୁଣ୍ଡ। ମୃତକଙ୍କ ମଧ୍ୟରେ ଭୁବନେଶ୍ୱରର ୮୪ ବର୍ଷୀୟ ବୃଦ୍ଧ, ୬୪ ବର୍ଷୀୟ ବୃଦ୍ଧ, ୯୬ ବର୍ଷୀୟ ବୃଦ୍ଧ, ୭୯ ବର୍ଷୀୟ ବୃଦ୍ଧ ଥିବାବେଳେ ଗଞ୍ଜାମର ୪୫ ବର୍ଷୀୟ ବ୍ୟକ୍ତି, ଖୋର୍ଦ୍ଧାର ୫୨...

୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୦, ୩୬୮ ଆକ୍ରାନ୍ତ; ଜାଣନ୍ତୁ ଆପଣଙ୍କ ଅଞ୍ଚଳରୁ କେତେ…

ଭୁବନେଶ୍ୱର,୨୦।୧(ବ୍ୟୁରୋ): ଦୈନିକ ଦଶ ହଜାରରୁ ଖସୁନାହିଁ କରୋନା ସଂକ୍ରମଣ। ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହୋଇଛନ୍ତି ୧୦,୩୬୮ କରୋନା ଆକ୍ରାନ୍ତ। ସେମାନଙ୍କ ମଧ୍ୟରୁ ୬,୦୧୫ଜଣ କ୍ୱାରାଣ୍ଟାଇନ୍‌ରୁ ଥିବା ବେଳେ ୪,୩୫୩ ଲୋକାଲ କେସ୍‌ ରହିଛି। ସେହିଭଳି ଆକ୍ରାନ୍ତଙ୍କ...

ପୁଅକୁ ଫାଶୀ ହେଉ: ବାପା

ଭୁବନେଶ୍ୱର,୨୦।୧(ବ୍ୟୁରୋ): ବଡ଼ଗଡ଼ ଥାନା ଅନ୍ତର୍ଗତ କଳିଙ୍ଗ ବସ୍ତିରେ ମା’ଙ୍କୁ ହତ୍ୟା କରି ଜାଳି ଦେବା ଘଟଣାରେ ଗିରଫ ଅଭିଯୁକ୍ତ ପୁଅ ପ୍ରଶାନ୍ତ କୁମାର ଜେନା ଓରଫ କାଳିଆ ଜେଲ୍‌ ଯାଇଛନ୍ତି। ହତ୍ୟା ଓ ପ୍ରମାଣ ନଷ୍ଟ ଅଭିଯୋଗରେ ପୋଲିସ ତାଙ୍କ...

ଲୁକ୍କାୟିତ ସ୍ତରରୁ ବିକାଶ ପଥରେ

ସମବେଦନା ନୁହେଁ, ସମାନତାର ଲଢ଼େଇ। ସମାଜରେ ଭିନ୍ନ ଏକ ଶବ୍ଦରୁ ବାହାରକୁ ଆସିବାର ଚେଷ୍ଟା। ନିଜ ପାଇଁ ଅଧିକାର ସୃଷ୍ଟି କରିବାର ପ୍ରୟାସ। ସହିବାକୁ ପଡ଼ିଛି, ଆଜିବି ସହୁଛନ୍ତି କେତେ କଷ୍ଟ ଓ ଯନ୍ତ୍ରଣା। ସଂଘର୍ଷ ଭିତରେ ନିଜ ପାଇଁ...

କୁକୁରକୁ ଗୁଳି କରି ହତ୍ୟା

ଭୁବନେଶ୍ୱର,୨୦।୧(ବ୍ୟୁରୋ): ରାଗରେ ମଣିଷ କିଭଳି ଭାବେ ଅମାନବୀୟ କାଣ୍ଡ ଭିଆଇପାରେ ତା’ର ଏକ ଉଦାହରଣ ବୁଧବାର ଦେଖିବାକୁ ମିଳିଛି ଖଣ୍ଡଗିରି ଥାନା ଜାଗମରା ଅଞ୍ଚଳରେ। ପୋଷିଥିବା କୁକୁଡ଼ାକୁ କୁକୁର କାମୁଡ଼ି ମାରିଦେବାରୁ ଏଥିରେ ରାଗିଯାଇ କିତାବ ପଟ୍ଟନାୟକ(୪୫) ନାମକ ଜଣେ...

ଭାରତରେ ୨୦୨୧ ପଞ୍ଚମ ଉତ୍ତପ୍ତ ବର୍ଷ

ଭୁବନେଶ୍ୱର,୨୦ା୧(ବ୍ୟୁରୋ): ଜଳବାୟୁ ପରିବର୍ତ୍ତନ ବେଳକୁ ବେଳ ମହାବିପଦର ସଙ୍କେତ ଦେଲାଣି। ଜଙ୍ଗଲ ପୋଡ଼ିଠାରୁ ଆରମ୍ଭ କରି ଶିଳ୍ପ, ଜନବସତି, ଦ୍ରୁତ ସହରୀକରଣ ଓ ବିଭିନ୍ନ ପ୍ରକଳ୍ପ ପାଇଁ ପ୍ରତ୍ୟେକ ବର୍ଷ ହଜାର ହଜାର ହେକ୍ଟର ଘଞ୍ଚ ଜଙ୍ଗଲକୁ ନଷ୍ଟ କରାଯାଉଛି,...

ବେଙ୍ଗାଲୁରୁରୁ ଭୁବନେଶ୍ୱର ଆସୁଥିଲା ବିମାନ, ମଝି ଆକାଶରେ ହୋଇଥାନ୍ତା ମୁହାଁମୁହିଁ

ବେଙ୍ଗାଲୁରୁ/ଭୁବନେଶ୍ୱର,୧୯ା୧(ବ୍ୟୁରୋ): ମଝିଆକାଶରେ ମୁହାଁମୁହିଁ ହୋଇ ଚୁରମାର ହୋଇଯାଇଥାନ୍ତା ଦୁଇ ଯାତ୍ରୀବାହୀ ବିମାନ। ସବୁଠୁ ଆଶ୍ଚର୍ଯ୍ୟର କଥା ଦୁଇଟି ବିମାନ ମଧ୍ୟରୁ ଗୋଟିଏ ବେଙ୍ଗାଲୁରୁରୁ ଭୁବନେଶ୍ୱର ଆସୁଥିଲା। ଆଉ ଗୋଟିଏ ବେଙ୍ଗାଲୁରୁରୁ କୋଲକାତା ଯାଉଥିଲା। ୩ ହଜାର ଫୁଟରେ ଏହି ଦୁଇ...

ମତଦାନର ୪୮ ଘଣ୍ଟା ପୂର୍ବରୁ ମଦ ବନ୍ଦ

ଭୁବନେଶ୍ୱର,୧୯ା୧(ବ୍ୟୁରୋ): ଆସନ୍ତା ଫେବୃୟାରୀ ୧୬ରୁ ରାଜ୍ୟରେ ୫ଟି ପର୍ଯ୍ୟାୟରେ ପଞ୍ଚାୟତ ନିର୍ବାଚନ ଅନୁଷ୍ଠିତ ହେବ। ତେବେ ଭୋଟ୍‌ ଗ୍ରହଣର ୪୮ ଘଣ୍ଟା ପୂର୍ବରୁ ମଦ ଉପରେ ନିଷେଧାଦେଶ ଜାରି କରିଛନ୍ତି ରାଜ୍ୟ ନିର୍ବାଚନ କମିଶନ। ଏପରିକି ହୋଟେଲ, ରେଷ୍ଟୁରାଣ୍ଟ ଓ...

କ୍ୟାପିଟାଲ ହସ୍ପିଟାଲରେ କରୋନା: ୪୦ ଡାକ୍ତର ପଜିଟିଭ୍‌

ଭୁବନେଶ୍ୱର,୧୯।୧(ବ୍ୟୁରୋ): ରାଜଧାନୀରେ କରୋନା ସଂକ୍ରମଣ ବଢିଚାଲିଛି। ତେବେ କ୍ୟାପିଟାଲ୍‌ ହସ୍ପିଟାଲର ୧୩୦ କର୍ମଚାରୀ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ୪୦ ଡାକ୍ତର, ୩୦ ନର୍ସ, ୪୦ ଟେକ୍ନିସିଆନ, ୧୦/୧୫ ଫାର୍ମାସିଷ୍ଟ ଆକ୍ରାନ୍ତ ହୋଇଥିବା ସୂଚନା...

ଆଜି ରାଜ୍ୟରୁ ଆଉ ୬,୭୮୫ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱର,୧୯ା୧(ବ୍ୟୁରୋ): ବୁଧବାର ରାଜ୍ୟରୁ ଆଉ ୬,୭୮୫ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିବା ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୧୦,୮୦,୫୬୨ ଜଣ ସୁସ୍ଥ ହୋଇସାରିଲେଣି। ଆଜି...

ଭୋଟ୍‌ ଗ୍ରହଣ ଦିନ ସରକାରୀ, ବେସରକାରୀ କର୍ମଚାରୀଙ୍କୁ ସବୈତନିକ ଛୁଟି ପ୍ରଦାନ ନିର୍ଦ୍ଦେଶ

ଭୁବନେଶ୍ୱର,୧୯ା୧(ବ୍ୟୁରୋ): ଆସନ୍ତା ଫେବୃୟାରୀ ୧୬ରୁ ରାଜ୍ୟରେ ୫ଟି ପର୍ଯ୍ୟାୟରେ ପଞ୍ଚାୟତ ନିର୍ବାଚନ ଅନୁଷ୍ଠିତ ହେବ। ଏହି ଭୋଟ୍‌ ଗ୍ରହଣ ଦିନ କର୍ମଚାରୀଙ୍କୁ ସବୈତନିକ ଛୁଟି ଦେବାକୁ ରାଜ୍ୟ ନିର୍ବାଚନ କମିଶନ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ସରକାରୀ ଏବଂ ବେସରକାରୀ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri