ଜମି ଅଧିଗ୍ରହଣ କାର୍ଯ୍ୟ ତ୍ୱରାନ୍ବିତ ନିର୍ଦ୍ଦେଶ
ଭୁବନେଶ୍ୱର,୧୮।୧(ବ୍ୟୁରୋ): ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁଙ୍କ ଅଧ୍ୟକ୍ଷତାରେ ସୋମବାର କେନ୍ଦ୍ରାଞ୍ଚଳ ରାଜସ୍ବ କମିଶନ ଅଧୀନ ୧୦ ଜିଲାର ଅତିରିକ୍ତ ଜିଲାପାଳଙ୍କ ସହ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଛି। ଭିଡିଓ...
ଓଏଚ୍ଆର୍ସି କାର୍ଯ୍ୟାଳୟ ୯ଦିନ ଶଟ୍ଡାଉନ
ଭୁବନେଶ୍ୱର,୧୮।୧(ବ୍ୟୁରୋ): ଭୁବନେଶ୍ୱରସ୍ଥିତ ଓଡ଼ିଶା ମାନବାଧିକାର କମିଶନ (ଓଏଚ୍ଆର୍ସି)ଙ୍କ କାର୍ଯ୍ୟାଳୟର ବହୁ ଅଧିକାରୀ ଓ କର୍ମଚାରୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ସଂକ୍ରମଣ ଏଡ଼ାଇବା ପାଇଁ କାର୍ଯ୍ୟାଳୟକୁ ୯ଦିନ ଶଟ୍ଡାଉନ୍ ଘୋଷଣା କରାଯାଇଛି। ୧୭ ତାରିଖରୁ ଆସନ୍ତା ୨୫ ତାରିଖ ପର୍ଯ୍ୟନ୍ତ କାର୍ଯ୍ୟାଳୟ...
ସିଏମ୍ଓ ଓଡ଼ିଶା ପ୍ରୋଫାଇଲ ଫଟୋ ବଦଳିଲା
ଭୁବନେଶ୍ୱର,୧୮ା୧(ବ୍ୟୁରୋ): ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଏହାର ପ୍ରୋଫାଇଲ ଫଟୋକୁ ପରିବର୍ତ୍ତନ କରାଯାଇଛି। ଉଭୟ ଫେସବୁକ୍ ଏବଂ ଟୁଇଟରରେ ଥିବା ଫଟୋକୁ ପରିବର୍ତ୍ତନ କରାଯାଇଛି। ପୂର୍ବରୁ ଉଭୟ ସୋସିଆଲ ମିଡିଆ ହ୍ୟାଣ୍ଡେଲରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଫଟୋ ରହିଥିଲା। ବର୍ତ୍ତମାନ ନବୀନଙ୍କ...
ଫୁସ୍ଫୁସ୍ରେ ପହଞ୍ଚିଲା ବେଳକୁ ଓମିକ୍ରନ୍ ଦୁର୍ବଳ
ଭୁବନେଶ୍ୱର, ୧୮।୧(ବ୍ୟୁରୋ): କରୋନାର ନୂଆ ଭାରିଆଣ୍ଟ ଓମିକ୍ରନ ଅଧିକ ସଂକ୍ରାମକ। କିନ୍ତୁ ଫୁସ୍ଫୁସ୍ରେ ପହଞ୍ଚତ୍ଲା ବେଳକୁ ଏହି ଭୂତାଣୁ ଦୁର୍ବଳ ହୋଇଯାଉଛି। ଫଳରେ ଏହା ସାଧାରଣ ମଣିଷର କିଛି କ୍ଷତି କରିପାରୁନି। କିନ୍ତୁ ଯିଏ ଦୁରାରୋଗ୍ୟ ବ୍ୟାଧିରେ ପୀଡ଼ିତ, ସେମାନଙ୍କୁ...
୨୧ରେ ବର୍ଷା ସମ୍ଭାବନା
ଭୁବନେଶ୍ୱର,୧୮୧(ବ୍ୟୁରୋ): ଆସନ୍ତା ୩ ଦିନ ଯାଏ ରାଜ୍ୟର ବିଭିନ୍ନ ଜିଲାରେ କୁହୁଡ଼ି ହେବାର ସମ୍ଭାବନା ରହିଛି। କେତେକ ଜିଲାରେ ଘନ କୁହୁଡ଼ି ଯୋଗୁ ଯାତାୟାତରେ ବାଧା ସୃଷ୍ଟି କରିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ମଙ୍ଗଳବାର ସୁନ୍ଦରଗଡ଼, କେନ୍ଦୁଝର,...
ଦୁର୍ଦ୍ଦିନରେ ଲଘୁ ଉଦ୍ୟୋଗ
ଭୁବନେଶ୍ୱର,୧୮ା୧(ବ୍ୟୁରୋ): କରୋନା ମହାମାରୀ ଯୋଗୁ ଗତ ୨ ବର୍ଷ ହେବ ସୂକ୍ଷ୍ମ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ (ଏମ୍ଏସ୍ଏମ୍ଇ) ଅତିମାତ୍ରାରେ ପ୍ରଭାବିତ ହୋଇଛି। କୋଭିଡ୍ କଟକଣା ଯୋଗୁ ସାମାଜିକ ଓ ସାଂସ୍କୃତିକ କାର୍ଯ୍ୟକ୍ରମ ବନ୍ଦ ରହିଥିବାରୁ ଏହା ଉପରେ ନିର୍ଭର...
ପ୍ରଥମ ଦିନରେ ୮୭୭୨ ନାମାଙ୍କନପତ୍ର ଦାଖଲ
ଭୁବନେଶ୍ୱର,୧୭।୧(ବ୍ୟୁରୋ): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ଆସନ୍ତା ଫେବୃୟାରୀ ୧୬ରେ ହେବ। ଏ ନେଇ ସମସ୍ତ ପ୍ରକାର ପ୍ରସ୍ତୁତି ଚୂଡାନ୍ତ ହୋଇଛି। ସୋମବାର ନାମାଙ୍କନ ପତ୍ର ଦାଖଲ କରାଯିବା ନେଇ ବିଜ୍ଞପ୍ତି ପ୍ରକାଶ ପାଇଥିଲା। ତେବେ ପ୍ରଥମ ଦିନରେ ୮୭୭୨ ଜଣ...
ନିଶା କାରବାର ରୋକିବ ଟାକ୍ସ ଫୋର୍ସ
ଭୁବନେଶ୍ୱର,୧୭।୧(ବ୍ୟୁରୋ): ରାଜ୍ୟରେ ଡ୍ରଗ୍ସ ଚାଲାଣ ରୋକିବା ନେଇ ଟାକ୍ସ ଫୋର୍ସ ଗଠନ କରାଯିବ। ଏହି ଟାକ୍ସ ଫୋର୍ସ ଅବସରପ୍ରାପ୍ତ ଡିଜିପି ଅଭୟଙ୍କ ଅଧ୍ୟକ୍ଷତାରେ ହେବ। ମୁଖ୍ୟ ସଚିବ ଓ ଫୋର୍ସ ଅଧ୍ୟକ୍ଷଙ୍କ ନେତୃତ୍ୱରେ କୋର୍ଡିନେଶନ କମିଟି ହେବା ନେଇ ସୂଚନା...
ମୁମ୍ବାଇରେ ଖୋଲିବ ଚଏସ୍-କିସ୍ ଆବାସିକ ବିଦ୍ୟାଳୟ
ଭୁବନେଶ୍ୱର, ୧୭।୧(ବ୍ୟୁରୋ): ଦିଲ୍ଲୀ ଓ କୋଲକାତା ପରେ ମହାରାଷ୍ଟ୍ରର ମୁମ୍ବାଇରେ କିସ୍ ଆବାସିକ ବିଦ୍ୟାଳୟ ଖୋଲିବ। ଏନେଇ କିସ୍ ଓ ମୁମ୍ବାଇସ୍ଥିତ ଚଏସ୍ ୱେଲଫେୟାର ଫାଉଣ୍ଡେଶନ ମଧ୍ୟରେ ରବିବାର ଏକ ବୁଝାମଣାପତ୍ର ସ୍ବାକ୍ଷରିତ ହୋଇଛି। ଏଥିରେ ଫାଉଣ୍ଡେଶନ ପକ୍ଷରୁ ଏହାର...
ଏମ୍ସର ୩୦୦ରୁ ଅଧିକ କର୍ମଚାରୀ କରୋନା ଆକ୍ରାନ୍ତ
ଭୁବନେଶ୍ୱର,୧୭।୧(ବ୍ୟୁରୋ): ଭୁବନେଶ୍ୱର ଏମ୍ସର ୩ ଶହରୁ ଅଧିକ କର୍ମଚାରୀ କରୋନା ଆକ୍ରାନ୍ତ ହୋଇଛନ୍ତି। ଏମାନଙ୍କ ମଧ୍ୟରେ ଡାକ୍ତର, ନର୍ସ ଓ ପାରା ମେଡିକାଲ ଷ୍ଟାଫ ରହିଛନ୍ତି। ଜାନୁୟାରୀ ୧ରୁ ସୋମବାର ପର୍ଯ୍ୟନ୍ତ ଏହି ଆକ୍ରାନ୍ତମାନେ ଚିହ୍ନଟ ହୋଇଥିବା ଜଣାପଡ଼ିଛି। ଓପିଡି...
ଥଣ୍ଡା କାଶ ହେଲେ ତୁରନ୍ତ ଆଇସୋଲେଟ କରାନ୍ତୁ
ଭୁବନେଶ୍ୱର,୧୭।୧(ବ୍ୟୁରୋ): ସଂକ୍ରମଣର ଡବଲିଂ ଟାଇମ କମି ଥିବାବେଳେ ଗ୍ରୋଥ ରେଟ ବି ହ୍ରାସ ପାଇଛି । ବର୍ତ୍ତମାନ ରାଜ୍ୟରେ ୭୫ ହଜାର ଆକ୍ଟିଭ କେସ୍ ଥିବା ବେଳେ ମାତ୍ର ୧୨୦୦ ହସ୍ପିଟାଲାଇରେ ଭର୍ତ୍ତି ହୋଇଛନ୍ତି । ହସ୍ପିଟାଲ ଉପରେ କିଛି...
ପଦ୍ମଶ୍ରୀ ଶାନ୍ତି ଦେବୀଙ୍କ ବିୟୋଗରେ ଶୋକ ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୧୭।୧(ବ୍ୟୁରୋ): ପଦ୍ମଶ୍ରୀ ଶାନ୍ତି ଦେବୀଙ୍କ ରବିବାର ବିଳମ୍ବିତ ରାତିରେ ରାୟଗଡ଼ା ଜିଲା ସେବାସମାଜ ପରିସରରେ ୮୮ ବର୍ଷ ବୟସରେ ପରଲୋକ ଘଟିଛି। ତାଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି। ମୁଖ୍ୟମନ୍ତ୍ରୀ ଟୁଇଟ୍ କରି ଲେଖିଛନ୍ତି,...
Archives


