ମେଟ୍ରୋ

ଦୁଇଟି ପର୍ଯ୍ୟାୟରେ ରାଜ୍ୟ ସଭା ଭୋଟ: ୨୪ରେ ପ୍ରକାଶ ପାଇବ ବିଧିବଦ୍ଧ ବିଜ୍ଞପ୍ତି

ଭୁବନେଶ୍ୱର,୨୧।୫(ବ୍ୟୁରୋ): ରାଜ୍ୟ ସଭା ନିର୍ବାଚନ ଲାଗି ରାଜ୍ୟ ନିର୍ବାଚନ ଆୟୋଗଙ୍କ ପକ୍ଷରୁ ପ୍ରକ୍ରିୟା ଆରମ୍ଭ ହୋଇଛି। ଏହି ନିର୍ବାଚନ ଦୁଇଟି ପର୍ଯ୍ୟାୟରେ ହେବ। ରାଜ୍ୟ ସଭା ଏମ୍‌ପି ପ୍ରସନ୍ନ ଆଚାର୍ଯ୍ୟ, ଏନ୍‌.ଭାସ୍କର ରାଓ ଏବଂ ସସ୍ମିତ ପାତ୍ରଙ୍କ କାର୍ଯ୍ୟକାଳ ସରିଛି। ଫଳରେ…

୧୪ ଜିଲାକୁ ୟେଲୋ ୱାର୍ନିଂ

ଭୁବନେଶ୍ୱର,୨୧ା୫(ବ୍ୟୁରୋ): କାଳବୈଶାଖୀ ପ୍ରଭାବ ଯୋଗୁ ରାଜ୍ୟର ୧୪ଟି ଜିଲାରେ ବର୍ଷା ଓ ବଜ୍ରପାତର ଆଶଙ୍କା ରହିଛି। ଏ ନେଇ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ସମ୍ପୃକ୍ତ ଜିଲାଗୁଡ଼ିକ ହେଲା- କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଯାଜପୁର, ଭଦ୍ରକ, ଅନୁଗୁଳ,…

‘ମହାପ୍ରଭୁଙ୍କ ଡୋରି ଲାଗିଲେ ନିଶ୍ଚୟ ଗାଇବି ଗୀତ’

ଭୁବନେଶ୍ୱର,୨୧ା୫(ବ୍ୟୁରୋ): ଓଲିଉଡ୍‌ର ଲୋକପ୍ରିୟ ଗାୟକ ହ୍ୟୁମାନ ସାଗରଙ୍କ ନାଁରେ ସଙ୍ଗୀତକାର ଜାପାନୀ ଥାନାରେ ଅଭିଯୋଗ ପରେ ହ୍ୟୁମାନ ମୁହଁ ଖୋଲିଛନ୍ତି। ହ୍ୟୁମାନଙ୍କ ନାଁରେ ଥିବା ଏକ ଫେସ୍‌ବୁକ୍‌ ପେଜ୍‌ରେ ହ୍ୟୁମାନ ଏକ ଭିଡିଓ ଶେୟାର କରିଛନ୍ତି। ହ୍ୟୁମାନ କହିଛନ୍ତି, ‘ଯେଉଁମାନେ ଏସବୁ…

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହେଲେ ୮ ପଜିଟିଭ୍‌

ଭୁବନେଶ୍ୱର,୨୧।୫(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୮ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୮୩୫୭ ଜଣକୁ ବୃଦ୍ଧି ପାଇଛି । ଏ ନେଇ ଶନିବାର ରାଜ୍ୟ ସୂଚନା ଓ…

୨ ଅଣଓଡ଼ିଆ ଗଲେ, ହେଲେ ଜଣେ ଦଳିତ କି ଆଦିବାସୀ ପାଉନାହାନ୍ତି

ଭୁବନେଶ୍ୱର, ୨୧।୫(ବ୍ୟୁରୋ): ରାଜ୍ୟରେ ଜଣେ ହେଲେ ଦଳିତ ଓ ଆଦିବାସୀ ବର୍ଗର ରାଜ୍ୟ ସଭା ସଦସ୍ୟ ନାହାନ୍ତି। ଏହାସହ ପଛୁଆବର୍ଗର ବ୍ୟକ୍ତିବିଶେଷଙ୍କୁ ରାଜ୍ୟ ସଭା ନିର୍ବାଚନରେ ଉପଯୁକ୍ତ ପ୍ରତିନିଧିତ୍ୱ ମିଳିନାହିଁ। ପଛୁଆବର୍ଗଙ୍କୁ ସଂରକ୍ଷଣ ନେଇ କେବଳ ଶାସକ ଦଳ ରାଜନୀତି କରନ୍ତି…

୫୦ ପ୍ରତିଶତ ବୁଥ୍‌ରେ ଲାଗିବ ଓ୍ବେବ୍‌ କ୍ୟାମେରା

ଭୁବନେଶ୍ୱର,୨୧।୫(ବ୍ୟୁରୋ): ବ୍ରଜରାଜନଗର ଉପନିର୍ବାଚନ ପାଇଁ ୬୧ ଜଣ ମାଇକ୍ରୋ ଅବଜରଭରଙ୍କୁ ନିଯୁକ୍ତ କରାଯାଇଛି। ନିର୍ବାଚନ ଆୟୋଗଙ୍କ ନିର୍ଦ୍ଦେଶାନୁସାରେ ୫୦ ପ୍ରତିଶତ ବୁଥ୍‌ରେ ୱେବ୍‌କାଷ୍ଟିଂ କରାଯିବ। ଏହାଛଡ଼ା ଆବଶ୍ୟକ ହେଲେ ବୁଥ୍‌ରେ ଭିଡିଓଗ୍ରାଫି କରାଯିବ ବୋଲି ମୁଖ୍ୟ ନିର୍ବାଚନ ଅଧିକାରୀ ସୁଶୀଲ କୁମାର…

ରହସ୍ୟ ଘେରରେ ଅବିନାଶଙ୍କ ମୃତ୍ୟୁ

ଭୁବନେଶ୍ୱର, ୨୧।୫(ବ୍ୟୁରୋ): ଇନ୍‌ଫୋସିଟି ଥାନା ଅନ୍ତର୍ଗତ ଶିଖରଚଣ୍ଡୀ ପାହାଡ଼ ଉପରେ ଇଞ୍ଜିନିୟର ଅବିନାଶ ପ୍ରଧାନ ଜଳିଯିବା ଘଟଣାକୁ ନେଇ ରହସ୍ୟ ଲାଗିରହିଛି। ପୋଲିସ ଏକ ହତ୍ୟା ମାମଲା ରୁଜୁ କରି ତଦନ୍ତ କରୁଥିବାବେଳେ ସେ ଆତ୍ମହତ୍ୟା କରିଛନ୍ତି ନା ତାଙ୍କୁ କେହି…

ସଙ୍ଗୀତ ନିର୍ଦ୍ଦେଶକ ଜାପାନୀଙ୍କୁ ଧମକ

ଭୁବନେଶ୍ୱର, ୨୧।୫(ବ୍ୟୁରୋ): ସଙ୍ଗୀତ ନିର୍ଦ୍ଦେଶକ ଜାପାନୀଙ୍କ ନାଁରେ ଆସିଛି ଧମକପୂର୍ଣ୍ଣ କଲ୍‌। କଟକ ଆସିଲେ ମାରିଦେବି। କଲ୍‌ କରୁଥିବା ବ୍ୟକ୍ତିଜଣକ ଏଭଳି ଅନେକ ଧମକପୂର୍ଣ୍ଣ କଥା କହି ସତର୍କ କରାଉଥିବା ଶୁଣିବାକୁ ମିଳୁଛି। ଜାପାନୀଙ୍କ ସହଯୋଗୀ ତଥା ଗୀତିକାର ତପୁଙ୍କ ମୋବାଇଲ୍‌…

ନିର୍ଦ୍ଦେଶକ ପ୍ରିନ୍ସ କୁମାର ମଥୁରାରୁ ଗିରଫ

ଭୁବନେଶ୍ୱର, ୨୧।୫(ବ୍ୟୁରୋ): ଡିଜିଟାଲ୍‌ ମାର୍କେଟିଂ ଆଳରେ ଦେଶର ଆଉଏକ ବଡ଼ଧରଣର ଠକେଇ ଘଟଣା ଏବେ ସାମ୍ନାକୁ ଆସିଛି। ଆପ୍‌ ବ୍ୟବହାର କରିବା ସହ ଘରେ ବସି ରୋଜଗାର ଲୋଭ ଦେଖାଇ ସାରା ଦେଶରୁ ବହୁ କୋଟି ଲୁଟି ନେଇଛନ୍ତି ଠକ। କେବଳ…

୧୩ ଶିଳ୍ପ ପ୍ରକଳ୍ପ ଉଦ୍‌ଘାଟନ, ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୧ା୫(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ୧,୨୧୮.୦୧ କୋଟି ଟଙ୍କାର ୧୩ଟି ଶିଳ୍ପଭିତ୍ତିକ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ ଓ ଉଦ୍‌ଘାଟନ କରିଛନ୍ତି। ୧୫ଟି ପର୍ଯ୍ୟାୟରେ ୭୬.୯୭ କୋଟି ଟଙ୍କା ପୁଞ୍ଜିନିବେଶର ୩ଟି ଶିଳ୍ପ ୟୁନିଟ୍‌କୁ ମୁଖ୍ୟମନ୍ତ୍ରୀ ଉଦ୍‌ଘାଟନ କରିବା ସହ ୧୧୪୧.୦୪…

ବିଶ୍ୱବିଦ୍ୟାଳୟ ସଂଶୋଧିତ ଆଇନ ଉପରେ ରୋକ୍‌

ଭୁବନେଶ୍ୱର, ୨୧।୫(ବ୍ୟୁରୋ): ଓଡ଼ିଶା ବିଶ୍ୱବିଦ୍ୟାଳୟ (ସଂଶୋଧନ) ଅଧିନିୟମ-୨୦୨୦ ଉପରେ ରୋକ୍‌ ଲଗାଇଛନ୍ତି ସୁପ୍ରିମକୋର୍ଟ। ଶୁକ୍ରବାର ଏ ସମ୍ପର୍କିତ ମାମଲାର ଶୁଣାଣି କରି ଓଡ଼ିଶା ହାଇକୋର୍ଟଙ୍କ ରାୟ ଉପରେ ୩ ମାସ ପାଇଁ ରହିତାଦେଶ ଦେବା ସହ ୪ ସପ୍ତାହ ମଧ୍ୟରେ ସତ୍ୟପାଠ…

ଓଡ଼ିଶା ବିଶ୍ୱବିଦ୍ୟାଳୟ ସଂଶୋଧନ ଆଇନ: ରହିତାଦେଶ ଜାରି କଲେ ସୁପ୍ରିମକୋର୍ଟ

ଭୁବନେଶ୍ୱର, ୨୦।୫(ବ୍ୟୁରୋ): ଓଡ଼ିଶା ବିଶ୍ୱବିଦ୍ୟାଳୟ ସଂଶୋଧନ ଆଇନ-୨୦୨୦ ଉପରେ ସୁପ୍ରିମକୋର୍ଟ ଶୁକ୍ରବାର ରହିତାଦେଶ ଜାରି କରିଛନ୍ତି । ବିଶ୍ୱବିଦ୍ୟାଳୟ ମଞ୍ଜୁରୀ ଆୟୋଗ( ୟୁଜିସି) ପକ୍ଷରୁ ଦାଏର ଏକ ଆବେଦନର ଶୁଣାଣି କରି ସୁପ୍ରିମକୋର୍ଟ ୩ ମାସ ପାଇଁ ଏହି ସଂଶୋଧିତ ଆଇନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?