୨୧ରୁ ପଶ୍ଚିମ ଓଡ଼ିଶାରେ କୁଆପଥର ବର୍ଷା
ଭୁବନେଶ୍ୱର,୧୫ା୧(ବ୍ୟୁରୋ): ଜଳବାୟୁ ପରିବର୍ତ୍ତନ ପରିବେଶକୁ ପ୍ରଭାବିତ କରିବାରେ ଲାଗିଛି। ଆବଶ୍ୟକ ସମୟରେ ସ୍ପଳ୍ପବୃଷ୍ଟି ଚିନ୍ତା ବଢ଼ାଉଥିବାବେଳେ ଅନାବଶ୍ୟକ ସମୟରେ ଅତ୍ୟଧିକ ବର୍ଷା ବନ୍ୟା ପରିସ୍ଥିତି ସୃଷ୍ଟି କରୁଛି। ଦକ୍ଷିଣ ପଶ୍ଚିମ ମୌସୁମୀର ଅସ୍ବାଭାବିକତା ଯୋଗୁ ମଧ୍ୟ ଚାଷକାର୍ଯ୍ୟ ପ୍ରଭାବିତ ହେଉଛି।...
ଓଡ଼ିଶା କ୍ୟାଡର ୭୩ ଆଇଏଏସ୍, ଆଇପିଏସ୍, ଆଇଆର୍ଏସ୍ ଅଫିସରଙ୍କୁ ଭର୍ଚୁଆଲ ତାଲିମ
ଭୁବନେଶ୍ୱର,୧୫ା୧(ବ୍ୟୁରୋ): ଗୋଆ, ମଣିପୁର, ପଞ୍ଜାବ, ଉତ୍ତରପ୍ରଦେଶ, ଉତ୍ତରାଖଣ୍ଡ ଆଦି ୫ ରାଜ୍ୟରେ ବିଧାନସଭା ନିର୍ବାଚନ ହେବାକୁ ଯାଉଛି। ଏହାର ପରିଚାଳନା ନିମନ୍ତେ ଓଡ଼ିଶାରୁ ଭାରତୀୟ ପ୍ରଶାସନିକ ସେବା (ଆଇଏଏସ୍), ଭାରତୀୟ ପୋଲିସ ସେବା (ଆଇପିଏସ୍) ଏବଂ ଭାରତୀୟ ରାଜସ୍ବ ସେବା...
ଗାଁରେ ଜମିଲାଣି ଗହଳି
ଭୁବନେଶ୍ୱର,୧୫ା୧(ବ୍ୟୁରୋ): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ଗୁରୁବାର ବିଜ୍ଞପ୍ତି ପ୍ରକାଶ ପାଇବା ପରେ ଗ୍ରାମାଞ୍ଚଳରେ ରାଜନୈତିକ ଉଷ୍ମତା ଭରିଯାଇଛି। ବିଭିନ୍ନ ସ୍ଥାନରେ ପୋଷ୍ଟର ବ୍ୟାନର ଛାଇଗଲାଣି। ଛକ, ହାଟ ବଜାରରେ ଆଶାୟୀ ପ୍ରାର୍ଥୀମାନେ ନିଜର ପୋଷ୍ଟର ଓ ବ୍ୟାନର ମାରି...
ଢିଙ୍କିଆ ଗ୍ରାମବାସୀଙ୍କୁ ପୋଲିସର ଲାଠିମାଡ଼କୁ କଂଗ୍ରେସର ନିନ୍ଦା
ଭୁବନେଶ୍ୱର,୧୫।୧(ବ୍ୟୁରୋ): ଜଗତ୍ସିଂହପୁର ଜିଲା ଅନ୍ତର୍ଗତ ଢିଙ୍କିଆରେ ଜିନ୍ଦଲର ଷ୍ଟିଲ୍ ପ୍ଲାଣ୍ଟ ପ୍ରତିଷ୍ଠାକୁ ଗ୍ରାମବାସୀ ବିରୋଧ କରି ଆସୁଥିବାବେଳେ ଶୁକ୍ରବାର ପୁଣି ପୋଲିସ ସହ ମୁହଁାମୁହିଁ ହୋଇଛନ୍ତି। ପୋଲିସ ନିରସ୍ତ୍ର ଗ୍ରାମବାସୀଙ୍କ ଉପରେ ଲାଠିମାଡ଼ ସହ ବର୍ବରୋଚିତ ଆକ୍ରମଣ ଘଟଣାକୁ ନେଇ...
ଅରୁଣ ବୋଥ୍ରା କରୋନା ସଂକ୍ରମିତ
ଭୁବନେଶ୍ୱର,୧୫।୧(ବ୍ୟୁରୋ): ପରିବହନ କମିଶନର ଅରୁଣ ବୋଥ୍ରା କରୋନାରେ ସଂକ୍ରମିତ ହୋଇଛନ୍ତି। ଏ ନେଇ ସେ ଟୁଇଟ୍ କରି ସୂଚନା ଦେଇଛନ୍ତି। ସେ କହିଛନ୍ତି, ଗତ ପ୍ରାୟ ୨ ବର୍ଷ ହେଲା କୋଭିଡ୍ରୁ ବର୍ତ୍ତିଯାଇଥିଲେ ମଧ୍ୟ ଶେଷରେ ତା’ ହାବୁଡ଼ରେ ପଡ଼ିଲି।...
ଡରାଇଲାଣି କରୋନା: ବିଏମ୍ସି ଅଞ୍ଚଳରେ ବଢ଼ୁଛି ମାଇକ୍ରୋ କଣ୍ଟେନମେଣ୍ଟ ଜୋନ୍
ଭୁବନେଶ୍ୱର,୧୪।୧(ବ୍ୟୁରୋ): ଭୁବନେଶ୍ୱର ମହାନଗର ନିଗମ (ବିଏମ୍ସି) ଅଞ୍ଚଳରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବା ସହିତ ମାଇକ୍ରୋ କଣ୍ଟେନମେଣ୍ଟ ଜୋନ ସଂଖ୍ୟା ବି ବୃଦ୍ଧି ପାଇଛି। ଶୁକ୍ରବାର ପୁଣି ଭୁବନେଶ୍ୱରର କିଛି ଅଞ୍ଚଳକୁ ମାଇକ୍ରୋ କଣ୍ଟେନମେଣ୍ଟ ଜୋନ ଘୋଷଣା କରାଯାଇଛି। ଏଗୁଡ଼ିକ...
କ୍ୱାରାଣ୍ଟାଇନ୍ରେ ରହିବା ନେଇ ଜାରି ହେଲା ଗାଇଡ୍ଲାଇନ୍, ଜାଣି ରଖନ୍ତୁ
ଭୁବନେଶ୍ୱର,୧୪।୧(ବ୍ୟୁରୋ): ରାଜ୍ୟରେ କରୋନା ପଜିଟିଭ୍ ବଢ଼ୁଥିବା ବେଳେ ପଜିଟିଭ ଚିହ୍ନଟ ହେଲେ ସଂକ୍ରମିତ ୭ ଦିନ ହୋମ ଆଇସୋଲେଶନରେ ରହିବେ । କୌଣସି ଲକ୍ଷଣ ଯଦି ଦେଖା ଯାଉନାହିଁ, ଟେଷ୍ଟ କରିବାର କୌଣସି ଆବଶ୍ୟକତା ନାହିଁ । କେନ୍ଦ୍ର ସାସ୍ଥ୍ୟ...
ଜରୁରୀ ନ ଥିଲେ ହସ୍ପିଟାଲକୁ ଆସିବା ମନା: ସ୍ବାସ୍ଥ୍ୟ ନିର୍ଦ୍ଦେଶକ
ଭୁବନେଶ୍ୱର,୧୪।୧(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ବଢିଚାଲିଛି। ତେବେ ସଂକ୍ରମଣ ନେଇ ସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ବିଜୟ ମହାପାତ୍ର ପ୍ରତିକ୍ରିୟା ରଖିଛନ୍ତି। ହସ୍ପିଟାଲରେ ସବୁବେଳେ ଅଧିକ ଗହଳି ହୁଏ । ତେଣୁ ଏଠାରେ ସଂକ୍ରମଣର ଆଶଙ୍କା ଅଧିକ ରହିଛି । ଅତି...
କୋରାପୁଟ ଏମ୍ପି କରୋନା ପଜିଟିଭ
ଭୁବନେଶ୍ବର,୧୪।୧(ବ୍ୟୁରୋ): କୋରାପୁଟ ଏମ୍ପି ସପ୍ତଗିରି ଉଲ୍ଲାକା କରୋନା ସଂକ୍ରମିତ ହୋଇଛନ୍ତି। ଏନେଇ ଏମ୍ପି ଉଲ୍ଲାକା ଶୁକ୍ରବାର ଟୁଇଟ କରି ଏହି ସୂଚନା ଦେଇ କହିଛନ୍ତି। ଏମ୍ପି ଉଲ୍ଲାକାଙ୍କ ସାମାନ୍ୟ ଲକ୍ଷଣ ଦେଖା ଦେବା ସହ ଅସୁସ୍ଥ ଅନୁଭବ କରିଥିଲେ। ଏନେଇ...
ଆଜି ରାଜ୍ୟରୁ ୧୦,୨୭୩ ଆକ୍ରାନ୍ତ ଚିହ୍ନଟ, ଏମାନଙ୍କ ମଧ୍ୟରେ ଅଛନ୍ତି ୧୦୬୫ ଶିଶୁ
ଭୁବନେଶ୍ୱର,୧୪ା୧(ବ୍ୟୁରୋ): ଶୁକ୍ରବାର ରାଜ୍ୟରୁ ୧୦,୨୭୩ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୧,୧୧,୮୭୯ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍ରୁ ୫୯୬୨ ଜଣ ଚିହ୍ନଟ...
ଆଉ ୪ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮,୪୭୬କୁ ବୃଦ୍ଧି
ଭୁବନେଶ୍ୱର,୧୪ା୧(ବ୍ୟୁରୋ): ରାଜ୍ୟରେ ବର୍ତ୍ତମାନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ି ବଢ଼ି ଚାଲିଛି। ମୃତ୍ୟୁସଂଖ୍ୟାରେ ବି ବ୍ରେକ୍ ଲାଗୁନି। ଶୁକ୍ରବାର ରାଜ୍ୟରୁ ଆଉ ୪ ଜଣଙ୍କ ଜୀବନ ନେଇଛି କରୋନା। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ...
ମକର ସଂକ୍ରାନ୍ତିରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୧୪ା୧(ବ୍ୟୁରୋ): ଆଜି ହେଉଛି ପବିତ୍ର ମକର ସଂକ୍ରାନ୍ତି। ଏହି ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ନିକଟରେ ସମସ୍ତଙ୍କର ସୁଖ ସମୃଦ୍ଧି କାମନା କରୁଛି ବୋଲି ମୁଖ୍ୟମନ୍ତ୍ରୀ ଟୁଇଟ୍ କରି...
Archives


