ମେଟ୍ରୋ

ସ୍ବାମୀଙ୍କୁ ଚାପୁଡ଼ା ମାରି ନବବିବାହିତା ଫେରାର: ନନ୍ଦିନୀଙ୍କ ବିରୋଧରେ ୪୨୦ ଦଫା

ଭୁବନେଶ୍ୱର,୨୦ା୫(ବ୍ୟୁରୋ): ସର୍ବସମ୍ମୁଖରେ ସ୍ବାମୀ ବଳରାମ ସାହୁଙ୍କୁ ଚାପୁଡ଼ା ମାରି ଫେରାର ହୋଇଯାଇଥିବା ନବବଧୂ ନନ୍ଦିନୀଙ୍କ ନାଁରେ ଭରତପୁର ଥାନା ପୋଲିସ ଗୁରୁବାର ଠକେଇ(ଦଫା ୪୨୦)ରେ ଏକ ମାମଲା (ନଂ. ୧୯୨/୨୨) ରୁଜୁ କରି ତଦନ୍ତ ଚଳାଇଛି। ବଳରାମ ଭରତପୁର ଥାନା ଅଞ୍ଚଳରେ…

ସାବିତ୍ରୀ ଅମାବାସ୍ୟାରେ ସବୁ ଉଚ୍ଚଶିକ୍ଷାନୁଷ୍ଠାନ ଛୁଟି

ଭୁବନେଶ୍ୱର,୨୦ା୫(ବ୍ୟୁରୋ): ଆସନ୍ତା ୩୦ ତାରିଖରେ ସାବିତ୍ରୀ ଅମାବାସ୍ୟା। ସେଦିନ ସମସ୍ତ ଉଚ୍ଚଶିକ୍ଷାନୁଷ୍ଠାନ ବନ୍ଦ ରହିବ। ଏନେଇ ଉଚ୍ଚଶିକ୍ଷା ବିଭାଗ ସଚିବ ଶାଶ୍ୱତ ମିଶ୍ର ସମସ୍ତ ବିଶ୍ୱବିଦ୍ୟାଳୟର କୁଳପତି, କଲେଜ ପ୍ରିନ୍ସିପାଲ୍‌ଙ୍କୁ ଚିଠି ଲେଖି ଅବଗତ କରାଇଛନ୍ତି। ୩୦ ତାରିଖ ଦିନ ଉଚ୍ଚଶିକ୍ଷା…

କଟକ ଚଣ୍ଡୀ ମନ୍ଦିର ବିକାଶ ପାଇଁ ଖର୍ଚ୍ଚ ହେବ ୭୨ କୋଟି

ଭୁବନେଶ୍ୱର,୧୯।୫(ବ୍ୟୁରୋ): କଟକ ଚଣ୍ଡୀ ମନ୍ଦିର ବିକାଶ ଯୋଜନାକୁ ଗୁରୁବାର ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ ମିଳିଛି। ଏଥିପାଇଁ ଖର୍ଚ୍ଚ ହେବ ୭୨ କୋଟି। ଭକ୍ତ ମାନଙ୍କ ପାଇଁ ସମସ୍ତ ପ୍ରକାର ସୁବିଧା ସୁଯୋଗ ଯୋଗାଇ ଦେବା ପାଇଁ ସରକାରଙ୍କ ପକ୍ଷରୁ ଏଭଳି ନିଷ୍ପତ୍ତି ନିଆଯାଇଛି।…

ରାଜ୍ୟରୁ ସୁସ୍ଥ ହେଲେ ୧୨ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୧୯।୫(ବ୍ୟୁରୋ): ରାଜ୍ୟରୁ ଗତ ୨୪ ଘଣ୍ଟାରେ ୧୨ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ଏଯାବତ୍‌ ୧୨ ଲକ୍ଷ ୭୯ ହଜାର୦୫୨ଜଣ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି। ଏ ନେଇ ଗୁରୁବାର ରାଜ୍ୟ ସ୍ବାସ୍ଥ୍ୟ ଏବଂ ଲୋକ ସମ୍ପର୍କ ବିଭାଗ…

‘ଟମାଟୋ ଫ୍ଲୁ’କୁ ନେଇ ସ୍ବାସ୍ଥ୍ୟ ବିଭାଗ ସଜାଗ

ଭୁବନେଶ୍ୱର,୧୯।୫(ବ୍ୟୁରୋ): ରାଜ୍ୟର କିଛି ସ୍ଥାନରେ ଶିଶୁମାନେ ଟମାଟୋ ଫ୍ଲୁରେ ସଂକ୍ରମିତ ହେଉଥିବା ସୂଚନା ମିଳିବା ପରେ ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ସଜାଗ ହୋଇଛି। ଏନେଇ ପ୍ରତିକ୍ରିୟା ରଖି ଜନ ସ୍ବାସ୍ଥ୍ୟ ନିର୍ଦ୍ଦେଶକ ନିରଞ୍ଜନ ମିଶ୍ର କହିଛନ୍ତି, ଏହା ଏକ ଭାଇରାଲ ରୋଗ…

‘ଟମାଟୋ ଫ୍ଲୁ’ଏକ ଭାଇରାଲ ରୋଗ: ଜନସାସ୍ଥ୍ୟ ନିର୍ଦ୍ଦେଶକ

ଭୁବନେଶ୍ୱର,୧୯।୫(ବ୍ୟୁରୋ): ‘ଟମାଟୋ ଫ୍ଲୁ’ କୁ ନେଇ ଜନ ସାସ୍ଥ୍ୟ ନିର୍ଦେଶକ ନିରଞ୍ଜନ ମିଶ୍ର ପ୍ରତିକ୍ରିୟା ଗୁରୁବାର ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ଏକ ଭାଇରାଲ ରୋଗ। ଏହି ରୋଗର ଲକ୍ଷଣ ହେଉଛି ପିଲା ଖାଇବେ ନାହିଁ,ବାନ୍ତି ହେବା ସହ ଦେହ ଯାକ…

ରାଜ୍ୟରେ ୧୨ କରୋନା ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୧୯।୫: ଦିନେ କମିଲେ ଦିନେ ବଢୁଛି କରୋନା ସଂକ୍ରମଣ। ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୨ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ କ୍ୱାରାଣ୍ଟାଇନରୁ ୭ଜଣ ରହିଥିବାବେଳେ ୫ଜଣ ଲୋକାଲ କେସ୍‌ ରହିଛି। ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ…

ଟାଟାଠାରୁ ଜମି ଫେରାଇ ଆଣିବ ଇଡ୍‌କୋ

ଭୁବନେଶ୍ୱର,୧୯ା୫(ବ୍ୟୁରୋ): ଟାଟା ପାଓ୍ବାର କମ୍ପାନୀ କଟକ ଜିଲାର ବାରଙ୍ଗ ତହସିଲ ଅନ୍ତର୍ଗତ କୋଇଲାଭିତ୍ତିକ ଥର୍ମାଲ ପାଓ୍ବାର ପ୍ଲାଣ୍ଟରୁ ଓହରିଯାଇଛି। କମ୍ପାନୀକୁ ଲିଜ୍‌ରେ ଦିଆଯାଇଥିବା ୮୭୧.୪୨୭ ଏକର ଜମିକୁ ଇଡ୍‌କୋ ଲ୍ୟାଣ୍ଡ ବ୍ୟାଙ୍କ ଅଧୀନକୁ ଆଣିବ। ଏହି ପ୍ରସ୍ତାବକୁ ବୁଧବାର ରାଜ୍ୟ କ୍ୟାବିନେଟ…

ଶିଖରଚଣ୍ଡୀ ପାହାଡ଼ ତଳୁ ମିଳିଲା ଯୁବକଙ୍କ ଅଦ୍ଧଦଗ୍ଧ ମୃତଦେହ

ଭୁବନେଶ୍ୱର,୧୯ା୫(ବ୍ୟୁରୋ): ରାଜଧାନୀସ୍ଥିତ ଇନଫୋସିସ୍‌ ଥାନା ଅନ୍ତର୍ଗତ ଶିଖରଚଣ୍ଡୀ ପାହାଡ଼ ତଳୁ ଜଣେ ଯୁବକଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ଜବତ ହୋଇଛି। ମୃତକ ଜଣକ ନନ୍ଦନକାନନ ଥାନା ବାଲିପଡ଼ା ଗାଁର ଲଲାଟେନ୍ଦୁ ପ୍ରଧାନଙ୍କ ପୁଅ ଅବିନାଶ ପ୍ରଧାନ(୨୨) ବୋଲି ଜଣାପଡ଼ିଛି। ସୂଚନାନୁଯାୟୀ, ବୁଧବାର ରାତିରେ…

ସାଇକେଲ ଚଢ଼ି ବାହା ହେବାକୁ ଗଲେ ଶୁଭ୍ରାଂଶୁ

ଭୁବନେଶ୍ୱର, ୧୯।୫ (ବ୍ୟୁରୋ): ତେଲ ଓ ଅତ୍ୟାବଶ୍ୟକ ସାମଗ୍ରୀର ଦରଦାମ୍‌ ବୃଦ୍ଧି ସାଧାରଣ ଲୋକଙ୍କୁ ହନ୍ତସନ୍ତ କରୁଛି। ସାମାଜିକ ବ୍ୟବସ୍ଥାକୁ ବିଗାଡି ଦେଉଛି। ଆନ୍ଦୋଳନ, ଧର୍ମଘଟର ପ୍ରଭାବ ଦରବୃଦ୍ଧି ଉପରେ ପଡୁ ନ ଥିବାବେଳେ ରାଜଧାନୀର ଯୁବକ ଶୁଭ୍ରାଂଶୁ ସାମଲ ନିଆରା…

୪ ଡିଗ୍ରୀ ଯାଏ ବଢ଼ିବ ତାତି

ଭୁବନେଶ୍ୱର, ୧୯।୫(ବ୍ୟୁରୋ): ରାଜ୍ୟକୁ ପୁଣି ଗ୍ରୀଷ୍ମ ପ୍ରବାହ ଫେରିବ। ୩ଦିନ ପରେ ଦିନ ତାପମାତ୍ରା ୩ରୁ ୪ ଡିଗ୍ରୀ ଯାଏ ବୃଦ୍ଧି ହେବା ସମ୍ଭାବନା ରହିଥିବା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ୨୨ ତାରିଖରେ ମୟୂରଭଞ୍ଜ, କେନ୍ଦୁଝର,…

ଉଦ୍‌ଘାଟନ ହେଲା ୨ ନୂଆ ଅଗ୍ନିଶମ ସେବାକେନ୍ଦ୍ର

ଭୁବନେଶ୍ୱର,୧୮ା୫(ବ୍ୟୁରୋ): ରାଜ୍ୟର ୩୧୪ ବ୍ଲକରେ ଗୋଟିଏ ଲେଖା ଅଗ୍ନିଶମ ସେବା କେନ୍ଦ୍ର ସ୍ଥାପନ କରିବାରେ ରାଜ୍ୟ ସରକାର ଏକ ବଡ଼ ମାଇଲଖୁଣ୍ଟ ସ୍ଥାପନ କରିଛନ୍ତି। ଓଡ଼ିଶା ଅଗ୍ନିଶମ ସେବା ଦ୍ୱାରା ବୁଧବାର ମାଲକାନଗିରି ଜିଲାର ସ୍ବାଭିମାନ ଅଞ୍ଚଳ ନିମନ୍ତେ ଚିତ୍ରକୋଣ୍ଡା ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?