ମେଟ୍ରୋ

ଓଡ଼ିଆ ଛାତ୍ରୀଛାତ୍ରଙ୍କୁ ଉଦ୍ଧାର ପାଇଁ ସ୍ବତନ୍ତ୍ର ପ୍ରତିନିଧି ନିଯୁକ୍ତ

ଭୁବନେଶ୍ୱର,୪ା୩(ବ୍ୟୁରୋ)ଯୁଦ୍ଧଗ୍ରସ୍ତ ୟୁକ୍ରେନ୍‌ରେ ଫସି ରହିଥିବା ଓଡ଼ିଆ ଛାତ୍ରୀଛାତ୍ରଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରିବା ପାଇଁ ଓଡ଼ିଶା ସରକାର ଉଦ୍ୟମ ଆରମ୍ଭ କରିଛନ୍ତି। ସେମାନେ କିଭଳି ସୁରକ୍ଷିତ ଭାବେ ଫେରିବେ ସେ ନେଇ ରାଜ୍ୟ ସରକାର ଗୁରୁବାର ସ୍ବତନ୍ତ୍ର ପ୍ରତିନିଧିଙ୍କୁ ଦାୟିତ୍ୱ ଦେଇଛନ୍ତି।…

ରାଜ୍ୟରୁ ସୁସ୍ଥ ହେଲେ ଆଉ ୩୩୦ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୩ା୩(ବ୍ୟୁରୋ): ରାଜ୍ୟରୁ ଗୁରୁବାର ଆଉ ୩୩୦ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ ୧୨,୭୪,୭୫୬ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି। ଏ ନେଇ ଟୁଇଟ ଯୋଗେ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ…

୫ ଦିନିଆ ରିମାଣ୍ଡରେ ଯିବେ ରମେଶ

ଭୁବନେଶ୍ୱର,୩।୩(ବ୍ୟୁରୋ): ନକଲି ଡାକ୍ତର ରମେଶ ସ୍ବାଇଁ ଆଉ ୫ ଦିନିଆ ରିମାଣ୍ଡରେ ଯିବେ । ଏନେଇ ଏସ୍‌ଡିଜେମେ୍‌ ପକ୍ଷରୁ ଅନୁମତି ମିଳିଛିି। ତେବେ ୭ ଦିନ ରିମାଣ୍ଡରେ ନେବାକୁ ଏସ୍‌ଡିଜେମେ୍‌ କୋର୍ଟରେ ମହିଳା ଥାନା ପୋଲିସ ଆବେଦନ କରଥିଲା।୬୯ ହଜାର ଟଙ୍କା…

ରାଜଧାନୀରେ ସିରିଜ୍‌ ଦୁର୍ଘଟଣା

ଭୁବନେଶ୍ୱର,୩ା୩(ବ୍ୟୁରୋ.): ରାଜଧାନୀରେ ଗୁରୁବାର ଘଟିଛି ସିରିଜ୍‌ ଦୁର୍ଘଟଣା। ଜୟଦେବ ବିହାରରୁ ଜାଭିୟର ଛକ ମଧ୍ୟରେ ଏହି ଦୁର୍ଘଟଣା ଘଟିଛି। ଜଣେ ମଦ୍ୟପ କାର୍‌ ଚାଳକ ଏକାଧିକ ଗାଡ଼ିକୁ ଧକ୍କା ଦେଇଥିବାରୁ ୪ ଜଣ ଗୁରୁତର ହୋଇଛନ୍ତି। ସମସ୍ତଙ୍କୁ ଉଦ୍ଧାର କରାଯାଇ ମେଡିକାଲରେ…

ରାଜ୍ୟ ସରକାରଙ୍କୁ ଧନ୍ୟବାଦ ଜଣାଇଲେ ୟୁକ୍ରେନ୍‌ରୁ ଫେରିଥିବା ଛାତ୍ରୀଛାତ୍ର

ଭୁବନେଶ୍ୱର,୩।୨(ବ୍ୟୁରୋ): ଯୁଦ୍ଧକ୍ଷେତ୍ରରୁ ଭାରତୀୟମାନଙ୍କୁ ଉଦ୍ଧାର କରିବା ପାଇଁ କେନ୍ଦ୍ର ସରକାରଙ୍କ ପକ୍ଷରୁ ସ୍ବତନ୍ତ୍ର ଅପରେସନ ଗଙ୍ଗା ଜାରି ରହିଛି । ରାଜ୍ୟ ସରକାରଙ୍କ ପ୍ରଚେଷ୍ଟାରୁ ୟୁକ୍ରେନ୍‌ରୁ ଫେରୁଥିବା ଓଡିଆ ଡାକ୍ତରୀ ଛାତ୍ରୀଛାତ୍ରମାନେ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଛନ୍ତି । ୟୁକ୍ରେନ୍‌ରୁ ଫେରୁଥିବା ଛାତ୍ରୀଛାତ୍ରଙ୍କୁ…

୨୪ ଘଣ୍ଟାରେ ୧୩୮ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୩।୩(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୧୩୮ କରୋନା ଆକ୍ରାନ୍ତ। ସେମାନଙ୍କ ମଧ୍ୟରେ କ୍ୱାରାଣ୍ଟାଇନ୍‌ରୁ ୭୮ଜଣ ଥିବା ବେଳେ ୬୦ ଲୋକାଲ କେସ୍‌ ରହିଛି। ସେହିଭଳି ୩୩ଜଣ ଶିଶୁ ଆକ୍ରାନ୍ତ ହୋଇଥିବା ନେଇ ଗୁରୁବାର ରାଜ୍ୟ ସୂଚନା ଓ…

ଶୁଆ ଶାବକଙ୍କ ପ୍ରତି ବଢ଼ୁଛି ନିଷ୍ଠୁରତା, ଗଛ କୋରଡ଼ରୁ ଉଠାଇ ଆଣୁଛନ୍ତି ଶିକାରୀ

ଭୁବନେଶ୍ୱର,୩।୩(ବ୍ୟୁରୋ): ଆଖି ଠିକ୍‌ ଭାବେ ଫିଟି ନାହିଁ। ଦେହରେ ପର ବି ସମ୍ପୂର୍ଣ୍ଣ ଲାଗି ନାହିଁ। ଗୁରୁଣ୍ଡି ଗୁରୁଣ୍ଡି ମା’ ମୁହଁରୁ ଖାଦ୍ୟ, ଆଉ ସ୍ନେହକୁ ଅପେକ୍ଷା କରି ରହୁଥିବା ଶୁଆ ଶାବକଙ୍କୁ ଅତି ନିଷ୍ଠୁର ଭାବେ ଗଛ କୋରଡ଼ରୁ ଉଠାଇ…

ବିରୋଧୀଙ୍କ ଅପପ୍ରଚାର ପାଇଁ ସତର୍କ ରୁହ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୩ା୩(ବ୍ୟୁରୋ): ପଞ୍ଚାୟତ ନିର୍ବାଚନରେ ବିରୋଧୀ ଦଳ କେତେ ଅପପ୍ରଚାର କରିଛନ୍ତି। ସରକାରକୁ ବଦନାମ କରିବା ପାଇଁ ମିଛ କାହାଣୀ କହିଛନ୍ତି ଓ ନକାରାତ୍ମକ ରାଜନୀତି କରିଛନ୍ତି। ଓଡ଼ିଶାବାସୀ ସେମାନଙ୍କ କଥାକୁ ଗୁରୁତ୍ୱ ଦେଇନାହାନ୍ତି। ଆଗାମୀ ପୌର ନିର୍ବାଚନରେ ମଧ୍ୟ ସେମାନେ ପୁଣିଥରେ…

ୟୁକ୍ରେନ୍‌ରେ ଫସିଥିବା ଓଡ଼ିଆଙ୍କ ପାଇଁ ହେଲ୍ପଲାଇନ୍‌ ନଂ ଜାରି କଲା ଭାଜପା

ଭୁବନେଶ୍ୱର, ୨ା୩(ବ୍ୟୁରୋ): ୟୁକ୍ରେନ୍‌ ଉପରେ ଆକ୍ରମଣ ଜାରି ରଖିଛି ରୁଷିଆ। ଏହି କାରଣରୁ ବହୁ ସଂଖ୍ୟାରେ ଓଡ଼ିଆଙ୍କ ସମେତ ଭାରତୀୟ ଛାତ୍ରୀଛାତ୍ର ୟୁକ୍ରେନ୍‌ର ବିଭିନ୍ନ ସହରରେ ଫସି ରହିଛନ୍ତି । ଆକ୍ରମଣ ଯୋଗୁ ଭୟଭୀତ ହୋଇ ଭାରତୀୟମାନେ ବର୍ତ୍ତମାନ ସୀମା ପାରହୋଇ…

ପ୍ରଫେସର ରମେଶ ଚନ୍ଦ୍ର ପରିଡ଼ାଙ୍କୁ ମିଳିଲା ଜାତୀୟ ବିଜ୍ଞାନ ପୁରସ୍କାର

ଭୁବନେଶ୍ୱର,୨ା୩,(ବ୍ୟୁରୋ): ଲେଖା ମାଧ୍ୟମରେ ବିଜ୍ଞାନକୁ ଜନପ୍ରିିୟ କରାଇବା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ବିଶିଷ୍ଟ ଲେଖକ ପ୍ରଫେସର ଡ. ରମେଶ ଚନ୍ଦ୍ର ପରିଡ଼ାଙ୍କୁ ମିଳିଛି ଜାତୀୟ ପୁରସ୍କାର। ୨୦୨୧ ଲାଗି ନ୍ୟାଶନାଲ କାଉନସିଲ ଅଫ୍‌ ସାଇନ୍ସ ଆଣ୍ଡ୍‌ ଟେକ୍ନୋଲୋଜି ଆଓ୍ବାର୍ଡ ପାଇ…

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୩୭୮ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୨ା୩(ବ୍ୟୁରୋ): ବୁଧବାର ରାଜ୍ୟରୁ ଆଉ ୩୭୮ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ୍‌ ୧୨,୭୪,୪୨୬ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି। ଏନେଇ ଟୁଇଟ୍‌ ଯୋଗେ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା…

କୋଣାର୍କ ଏକ୍ସପ୍ରେସରୁ ଜବତ ହେଲା ୧୬ କୋଟିର ସୁନା, ୪ଟି ବ୍ୟାଗ୍‌ରେ ଥିଲା ୩୨ କେଜି

ଭୁବନେଶ୍ୱର,୨।୩(ବ୍ୟୁରୋ): କୋଣାର୍କ ଏକ୍ସପ୍ରେସରୁ ୧୬ କୋଟି ଟଙ୍କାର ସୁନା ଜିଆର୍‌ପି ପୋଲିସ ଜବତ କରିଛି। ଜବତ ସୁନା ସହ ୪ ଜଣଙ୍କୁ ଅଟକ ରଖାଯାଇଛି। ଖବର ଅନୁଯାୟୀ, କୋଣାର୍କ ଏକ୍ସପ୍ରେସ୍‌ରେ ସୁନା ଆସୁଥିବା ଜିଆର୍‌ପିକୁ ସୂଚନା ମିଳିଥିଲା । ପୂର୍ବ ସୂଚନା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri