ବାରବାଟୀ ମ୍ୟାଚ୍ ନେଇ ଅନିଶ୍ଚିତତା
ଭୁବନେଶ୍ୱର,୧୮ା୫(ବ୍ୟୁରୋ): କଟକ ବାରବାଟୀ ଷ୍ଟାଡିିୟମ୍ରେ ଆସନ୍ତା ୧୨ତାରିଖରେ ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ହେବାକୁ ଥିବା ଟି-୨୦ କ୍ରିକେଟ୍ ମ୍ୟାଚ୍କୁ ନେଇ ଅନିଶ୍ଚିତତା ଦେଖାଦେଇଛି। ଷ୍ଟାଡିୟମ୍ରେ ଅଗ୍ନି ନିରାପତ୍ତା ବ୍ୟବସ୍ଥା ସମ୍ପର୍କରେ ସବିଶେଷ ତଥ୍ୟ ଦାଖଲ କରିବାକୁ ଓଡ଼ିଶା ମାନବ…
ଗଣଶିକ୍ଷା ବିଭାଗର ସ୍ପଷ୍ଟୀକରଣ
ଭୁବନେଶ୍ୱର, ୧୮।୫(ବ୍ୟୁରୋ): ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ପ୍ରକାଶିତ ତୃତୀୟ ଶ୍ରେଣୀର ଭାଷା ପଠନ ପୁସ୍ତିକାରେ ତ୍ରୁଟି ପରିଲକ୍ଷିତ ହୋଇଥିବା ଖବର ସୋମବାର ‘ଧରିତ୍ରୀ’ର ତୃତୀୟ ପୃଷ୍ଠାରେ ପ୍ରକାଶ ପାଇଥିଲା। ପୁସ୍ତକରେ ଇଂଲିଶ ଭାଷାକୁ ବ୍ୟବହାର କରାଯିିବା ସହ ଚିତ୍ରରେ…
ବୁଧବାର କ୍ୟାବିନେଟ୍ ବୈଠକ
ଭୁବନେଶ୍ୱର,୧୭ା୫(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବୁଧବାର ଲୋକସେବା ଭବନଠାରେ ରାଜ୍ୟ କ୍ୟାବିନେଟ୍ର ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହେବ। ଏଥିରେ ବହୁ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ କ୍ୟାବିନେଟ୍ ଅନୁମୋଦନ ମିଳିବାର ସମ୍ଭାବନା ରହିଛି। ତେବେ ନିର୍ଦ୍ଦିଷ୍ଟ ଭାବେ କେଉଁ କେଉଁ ଏଜେଣ୍ଡା କ୍ୟାବିନେଟ୍…
୧୪,୯୩୫ ଛାତ୍ରୀଛାତ୍ର ଦେଇ ନାହାନ୍ତି ନବମ ଶ୍ରେଣୀ ପରୀକ୍ଷା
ଭୁବନେଶ୍ୱର,୧୭।୫(ବ୍ୟୁରୋ): ନବମ ଶ୍ରେଣୀ ପରୀକ୍ଷା ଦେଇନାହାନ୍ତି ୧୪,୯୩୫ ଛାତ୍ରୀଛାତ୍ର। ମଙ୍ଗଳବାର ଶ୍ରେଣୀର ପରୀକ୍ଷା ଫଳ ପ୍ରକାଶ କରିବା ଅବସରରେ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଏଭଳି ତଥ୍ୟ ଦିଆଯାଇଛି। ଚଳିତ ବର୍ଷ ନବମ ଶ୍ରେଣୀରେ ମୋଟ ୫ ଲକ୍ଷ ୬୬ ହଜାର…
ବ୍ରଜରାଜନଗର ଉପନିର୍ବାଚନ: ପ୍ରଚାର ମଇଦାନରେ ୩ ପ୍ରାର୍ଥୀ
ଭୁବନେଶ୍ୱର,୧୭।୫(ବ୍ୟୁରୋ): ବ୍ରଜରାଜନଗର ଉପନିର୍ବାଚନ ନେଇ ପ୍ରଚାର ଜୋରଦାର ଚାଲିଛି। ମୈଦାନରେ ତିନି ପ୍ରମୁଖ ଦଳର ପ୍ରାର୍ଥୀ କ୍ୟାମ୍ପେନ ଆରମ୍ଭ କରି ଦେଇଛନ୍ତି। ଲୋକଙ୍କ ଘରକୁ ଘର ଯାଇ ୩ ପ୍ରମୁଖ ଦଳର ପ୍ରାର୍ଥୀ ଭୋଟ ମାଗୁଛନ୍ତି। ନିର୍ବାଚନକୁ ଆଉ ମାତ୍ର ଦୁଇ…
ବ୍ରଜରାଜନଗର ଉପନିର୍ବାଚନ: ପ୍ରଚାର ତାଲିକାରେ ନବୀନଙ୍କ ନାଁ
ଝାରସୁଗଡ଼ା ଅଫିସ/ଭୁବନେଶ୍ୱର,(ବ୍ୟୁରୋ)୧୭।୫: ବ୍ରଜରାଜନଗର ଉପନିର୍ବାଚନ ପାଇଁ କଂଗ୍ରେସ ଏବଂ ଭାଜପା ପୂର୍ବରୁ ଷ୍ଟାର ପ୍ରଚାରକଙ୍କ ତାଲିକା ଘୋଷଣା କରିଥିବା ବେଳେ ମଙ୍ଗଳବାର ବିଜେଡି ୪୦ ଜଣିଆ ଷ୍ଟାର ପ୍ରଚାରକଙ୍କ ତାଲିକା ଘୋଷଣା କରିଛି। ତାଲିକାର ପ୍ରଥମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନାଁ…
ଓଡ଼ିଶା ଆସିପାରନ୍ତି ପ୍ରିୟଙ୍କା ଗାନ୍ଧୀ
ଭୁବନେଶ୍ବର,୧୭।୫(ବ୍ୟୁରୋ) : କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧୀ ଓଡ଼ିଶା ଆସିପାରନ୍ତି ବୋଲି ଏ ସମ୍ପର୍କରେ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ ସୂଚନା ଦେଇଛନ୍ତି। କଂଗ୍ରେସ ଦଳର ସ୍ଥିତି କିଭଳି ମଜଭୁତ ହୋଇପାରିବ ସେଥିପାଇଁ ପ୍ରିୟଙ୍କା ଏହାର ସମୀକ୍ଷା କରିପାରନ୍ତି। ହେଲେ କେବେ…
ଗତ ୨୪ ଘଣ୍ଟାରେ ରାଜ୍ୟରେ ୩ କରୋନା ଆକ୍ରାନ୍ତ ଚିହ୍ନଟ
ଭୁବନେଶ୍ବର,୧୭।୫(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ କମିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ ୩ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ବୋଲି ସୂଚନା ଏବଂ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍ ଯୋଗେ ସୂଚନା ଦିଆଯାଇଛି। କେନ୍ଦ୍ରାପଡା ଜିଲାରୁ ସର୍ବାଧିକ ୨ ଜଣ…
ପୁଣି ଆରମ୍ଭ ହେବ ‘ଫାୟାର ପାର୍କ’
ଭୁବନେଶ୍ୱର, ୧୭।୫ (ବ୍ୟୁରୋ):ଅଗ୍ନିକାଣ୍ଡରେ ଅନେକ ଜୀବନ ଯିବା ସହ ବହୁ ସମ୍ପତ୍ତି ନଷ୍ଟ ହେଉଛି। ବର୍ଷକୁ ବର୍ଷ ଏହି ନିଆଁ ବିପତ୍ତି ବଢ଼ି ଚାଲିଛି। ତେଣୁ ଅଗ୍ନିକାଣ୍ଡ ଘଟିଲାବେଳେ ଭୟଭୀତ ନ ହୋଇ ଏହାକୁ କିଭଳି ଆୟତ୍ତ କରାଯାଇପାରିବ ସେନେଇ ସଚେତନ…
ସାନ୍ତାଳି ସମ୍ପ୍ରଦାୟ ନିଜ ଭାଷା, ସଂସ୍କୃତିକୁ ନେଇ ଗର୍ବ କରନ୍ତୁ
ଭୁବନେଶ୍ୱର, ୧୭।୫ (ବ୍ୟୁରୋ):ହୀନମନ୍ୟତା ପରିହାର ନ କଲେ କୌଣସି ଜାତି ଓ ଭାଷା ନିଜର ସ୍ବାଭିମାନ ପ୍ରତିଷ୍ଠା କରିପାରିବ ନାହିଁ। ସୋମବାର ଗୀତଗୋବିନ୍ଦ ଭବନଠାରେ ସାନ୍ତାଳି, ଅଲ୍ଚିକି ଭାଷାର ସ୍ରଷ୍ଟା ପଣ୍ଡିତ ରଘୁନାଥ ମୁର୍ମୁଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ପାଳନ ଅବସରରେ ରାଜସ୍ବ…
ଚଢ଼ାଉବେଳେ ପୋଲିସକୁ ଆକ୍ରମଣ
ବାଲିପାଟଣା,୧୭ା୫(ଡି.ଏନ୍.ଏ.):ଚୋରାରେ ମଦ ବିକ୍ରି କରୁଥିବା ଦୋକାନ ଉପରେ ଚଢ଼ାଉ ବେଳେ ପୋଲିସଙ୍କୁ ଆକ୍ରମଣ ହୋଇଛି। ଏଥିସହ ମଦ ବେପାର କରୁଥିବା ଦୋକାନୀଙ୍କ ପରିବାର ଓ ସମର୍ଥକମାନେ ରାସ୍ତାରୋକୋ କରିଥିଲେ। ରାଜଧାନୀ ଉପକଣ୍ଠ ବାଲିପାଟଣା ଥାନା ଅନ୍ତର୍ଗତ ନରଦା ବଜାରରେ ଏପରି ଘଟଣା…
ଗାଳ୍ପିକ ଚନ୍ଦ୍ରଶେଖରଙ୍କ ପରଲୋକ
ଭୁବନେଶ୍ୱର, ୧୭।୫ (ବ୍ୟୁରୋ): ସାହିତି୍ୟକ, ଅନୁବାଦକ ଓ ଗାଳ୍ପିକ ଚନ୍ଦ୍ରଶେଖର ଦାସବର୍ମାଙ୍କ ପରଲୋକ ହୋଇଛି। ତାଙ୍କୁ ୭୮ ବର୍ଷ ବୟସ ହୋଇଥିଲା। ମୃତ୍ୟୁଶଯ୍ୟା ନିକଟରେ ତାଙ୍କ ସ୍ତ୍ରୀ, ପୁଅ, ବୋହୂ, ନାତୁଣୀ, ପୁତୁରା, କଥାଶିଳ୍ପୀ ଅଜୟ ମହାପାତ୍ର ପ୍ରମୁଖ ଉପସ୍ଥିତ ଥିଲେ।…

