ମେଟ୍ରୋ

ମନ୍ତ୍ରୀପଦ ବଞ୍ଚାଇବାକୁ କସରତ

ଭୁବନେଶ୍ୱର,୧୫ା୫(ବ୍ୟୁରୋ): ବ୍ରଜରାଜନଗର ଉପନିର୍ବାଚନ ଉପରେ ରହିଛି ୩ ପ୍ରମୁଖ ରାଜନୈତିକ ଦଳଙ୍କ ଆଖି । କଂଗ୍ରେସ ତା’ର ପୁରୁଣା ଗଡ଼କୁ ଫେରାଇ ଆଣିବାକୁ ଉଦ୍ୟମ କରୁଥିବା ବେଳେ ଭାଜପା ପୁଣି ଥରେ ଏହି ଆସନ ନିଜ କବ୍‌ଜାକୁ ନେବା ଲାଗି ରଣନୀତି…

ବଡ଼ ପ୍ରତିଷ୍ଠାନର ଅଗ୍ନି ନିରାପତ୍ତା ଅଡିଟ୍‌ ହେବ

ଭୁବନେଶ୍ୱର,୧୫ା୫(ବ୍ୟୁରୋ): ଦିଲ୍ଲୀ ଅଗ୍ନିକାଣ୍ଡରେ ୨୭ ଜୀବନ୍ତ ଦଗ୍ଧ ହୋଇଯାଇଛନ୍ତି । ଏହି ଘଟଣା ପରେ ଓଡ଼ିଶା ସରକାରଙ୍କ ଚେତା ପଶିଛି । ଓଡ଼ିଶା ଅଗ୍ନି ନିରୋଧକ ଏବଂ ଅଗ୍ନି ନିରାପତ୍ତା ରୁଲ୍‌ସ-୨୦୧୭କୁ କଡ଼ାକଡ଼ି ପାଳନ କରିବାକୁ ଅଗ୍ନିଶମ ଅଧିକାରୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି।…

ମାଟି ଅନୁକୂଳ, ବ୍ୟବସ୍ଥା ଦୁର୍ବଳ

ଭୁବନେଶ୍ୱର,୧୫।୫(ବ୍ୟୁରୋ): ବଜାରରେ ଖାଇବା ତେଲର ଅହେତୁକ ଦରବୃଦ୍ଧି ଖାଉଟିଙ୍କୁ କଲବଲ କରୁଛି। ଅନ୍ୟ ରାଜ୍ୟ ଭଳି ଓଡ଼ିଶାରେ ତୈଳବୀଜ ଚାଷ ଏବଂ ସେଥିରୁ ତେଲ ଉତ୍ପାଦନ ଆଶାନୁରୂପ ହୋଇ ନ ପାରିବାରୁ ଏଭଳି ସ୍ଥିତି ଉପୁଜିଛି। ଓଡ଼ିଶା କଥା ଦେଖିଲେ, ଦିନକୁ…

ଚନ୍ଦନ ପୂର୍ଣ୍ଣିମା, ସାବିତ୍ରୀ ଅମାବାସ୍ୟାରେ ସ୍କୁଲ ଛୁଟି

ଭୁବନେଶ୍ୱର,୧୪ା୫(ବ୍ୟୁରୋ): ଆସନ୍ତା ୧୬ ଏବଂ ୩୦ ତାରିଖରେ ରାଜ୍ୟର ସମସ୍ତ ସ୍କୁଲ ଛୁଟି ରହିବ। ୧୬ରେ ଚନ୍ଦନ ପୂର୍ଣ୍ଣିମା ଏବଂ ୩୦ରେ ସାବିତ୍ରୀ ପଡୁଥିବାରୁ ଚଳିତବର୍ଷ ପ୍ରଥମଥର ପାଇଁ ଏପରି ଛୁଟି ଘୋଷଣା କରାଯାଇଛି। ସରକାରୀ କ୍ୟାଲେଣ୍ଡରରେ ଏହି ଦୁଇଦିନ ଛୁଟି…

ରାଜ୍ୟରୁ ସୁସ୍ଥ ହେଲେ ଆଉ ୭ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୧୪ା୫(ବ୍ୟୁରୋ): ରାଜ୍ୟରୁ ଶନିବାର ଆଉ ୭ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ୍‌ ୧୨,୭୮,୯୮୭ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି। ଏନେଇ ଟୁଇଟ୍‌ ଯୋଗେ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା…

ଘରକୁ ଘର ବୁଲି ଛାତ୍ରୀଛାତ୍ରଙ୍କୁ ସ୍କୁଲ ଆଣିବେ ଶିକ୍ଷକ

ଭୁବନେଶ୍ୱର,୧୪।୫(ବ୍ୟୁରୋ): ବର୍ତ୍ତମାନ ସ୍କୁଲ୍‌କୁ ୭୦ ପ୍ରତିଶତ ଛାତ୍ରୀଛାତ୍ର ଆସୁଛନ୍ତି। ବାକି ୩୦ ପ୍ରତିଶତ ଛାତ୍ରୀଛାତ୍ର କୁଆଡେ ଗଲେ, ସେମାନଙ୍କୁ ସ୍କୁଲକୁ ଫେରାଇ ଆଣିବାକୁ ପ୍ରକ୍ରିୟା ଆରମ୍ଭ ହୋଇଛି। ଏ ନେଇ ଗଣଶିକ୍ଷା ବିଭାଗର ବ୍ଲୁ ପ୍ରିଣ୍ଟ ପ୍ରସ୍ତୁତ କରାଯାଇଛି । ଏହି…

ମାନସୀ ଜେନାଙ୍କୁ ବାନ୍ଧିଲା ଭିଜିଲାନ୍ସ

ଭୁବନେଶ୍ୱର,୧୪।୫(ବ୍ୟୁରୋ): ଭିଜିଲାନ୍ସ ଅଫିସର ମାନସୀ ଜେନାଙ୍କୁ ଶନିବାର ଭିଜିଲାନ୍ସ ଗିରଫ କରିଛି। ଶୁକ୍ରବାର ସେ ୧୦ ଲକ୍ଷ ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରାପଡ଼ିଥିଲେ। ଜଣେ ସରକାରୀ ଅଧିକାରୀଙ୍କ ନାମରେ ଚାଲିଥିବା ମାମଲାକୁ ରଫାଦଫା କରିବାକୁ ବରଗଡ଼ର ମୁକେଶ ସାହୁ ନାମକ…

ସ୍ତ୍ରୀଙ୍କୁ ଗିରଫ ପରେ ଭିଜିଲାନ୍ସ ଅଫିସ୍‌ରେ ହାଜର ହେଲେ ମାହାଙ୍ଗା ଆଇଆଇସି

ଭୁବନେଶ୍ୱର,୧୪।୫(ବ୍ୟୁରୋ): ରାୟଗଡ଼ା ଅବକାରୀ ଅଧୀକ୍ଷକ ନିନା ବେଉରାଙ୍କ ଗିରଫ ଘଟଣାରେ ମାହାଙ୍ଗା ଆଇଆଇସି ଭିଜିଲାନ୍ସ ଅଫିସ୍‌ରେ ହାଜର ହୋଇଛନ୍ତି। ଭିଜିଲାନ୍ସ ନିର୍ଦ୍ଦେଶରେ ସେ ଭୁବନେଶ୍ୱର ଭିଜିଲାନ୍ସ କାର୍ଯ୍ୟାଳୟରେ ହାଜର ହୋଇଛନ୍ତି। ନିନାଙ୍କ ସ୍ବାମୀ ହେଉଛନ୍ତି ମାହାଙ୍ଗା ଥାନା ଆଇଆଇସି ନୀହାର ରଞ୍ଜନ…

ରାଜ୍ୟରୁ ଚିହ୍ନଟ ହେଲେ ୧୮ କରୋନା ପଜିଟିଭ

ଭୁବନେଶ୍ୱର,୧୪।୫(ବ୍ୟୁରୋ) : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୮ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୮୨୯୦ଜଣକୁ ବୃଦ୍ଧି ପାଇଛି । ଏ ନେଇ ରାଜ୍ୟ ସୂଚନା ଓ ଲୋକ…

ଉପନିର୍ବାଚନ ପାଇଁ ରଣନୀତି

ଭୁବନେଶ୍ୱର,୧୪।୫(ବ୍ୟୁରୋ): ଭାଜପାର ଗୁରୁତ୍ୱପୂର୍ଣ୍ଣ କୋର୍‌ କମିଟି ବୈଠକ ଶୁକ୍ରବାର ସକାଳେ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ଦଳର ରାଜ୍ୟ ପ୍ରଭାରୀ ଡି. ପୁରନ୍ଦେଶ୍ୱରୀ ଏବଂ ସହପ୍ରଭାରୀ ବିଜୟପାଲ ସିଂ ତୋମାର ଓ ଦଳର ରାଜ୍ୟ ସଭାପତି ସମୀର ମହାନ୍ତିଙ୍କ ସମେତ ଅନ୍ୟ ୧୦…

ଅଳ୍ପ ବୟସ୍କା ଯୁବତୀଙ୍କୁ ନଚାଇବା ସଂସ୍କୃତି ବିରୋଧୀ

ଭୁବନେଶ୍ୱର,୧୪।୫(ବ୍ୟୁରୋ): ଭୁବନେଶ୍ୱରରେ ବିଳମ୍ବିତ ରାତି ଯାଏଁ ଡ୍ୟାନ୍ସ ବାର୍‌ ଖୋଲିବା ନିଷ୍ପତ୍ତିକୁ ଭୁବନେଶ୍ୱର ଜିଲା ଭାଜପା ପକ୍ଷରୁ ବିରୋଧ କରାଯାଇଛି। ରାଜ୍ୟ ସରକାର ନିଶାଦ୍ରବ୍ୟ ସେବନ ଓ କାରବାରକୁ ପ୍ରୋତ୍ସାହିତ କରୁଛନ୍ତି। କେବଳ ରାଜସ୍ବ ସଂଗ୍ରହ ପାଇଁ ଏହାକୁ ଗୁରୁତ୍ୱ ଦେଉଛନ୍ତି…

ସାଢ଼େ ୪ କୋଟି ବ୍ୟୟରେ ହେବ ପ୍ରକଳ୍ପ

ଭୁବନେଶ୍ୱର,୧୪।୫(ବ୍ୟୁରୋ): ଭୁବନେଶ୍ୱରରେ ପ୍ରଗତିଶୀଳ ସଡ଼କ କରିବା ସହିତ ବିଏମ୍‌ସିର ବିଭିନ୍ନ ୱାର୍ଡରେ ଅବସ୍ଥିତ ଅନେକ ରାସ୍ତାର ବିକାଶ କରିବା ନେଇ କର୍ତ୍ତୃପକ୍ଷ ପଦକ୍ଷେପ ନେଉଛନ୍ତି। ଏହି ପରିପ୍ରେକ୍ଷୀରେ ଶୁକ୍ରବାର ୩ଟି ବିଭିନ୍ନ ପ୍ରକଳ୍ପ ପାଇଁ ଶିଳାନ୍ୟାସ କରାଯାଇଛି। ସବୁ ପ୍ରକଳ୍ପର ମୋଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?