ହେମାନନ୍ଦଙ୍କୁ ଦିଆଗଲା ଗାର୍ଡ ଅଫ ଅନର
ଭୁବନେଶ୍ୱର,୨୬।୨(ବ୍ୟୁରୋ): ପୂର୍ବତନ ମୁଖ୍ୟମନ୍ତ୍ରୀ ହେମାନନ୍ଦ ବିଶ୍ୱାଳଙ୍କ ମୃତ୍ୟୁକୁ ନେଇ ରାଜ୍ୟରେ ଶୋକର ଛାୟା ଖେଳି ଯାଇଥିଲା । ଶନିବାର ବିଧାନସଭାରେ ସ୍ବର୍ଗତ ବିଶ୍ବାଳଙ୍କୁ ଗାର୍ଡ ଅଫ ଅନର ଦିଆଯାଇଥିଲା । ବିଧାନସଭା ପରିସରରେ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ତାଙ୍କ ମରଶରୀରରେ…
ଏବେ ସୁଦ୍ଧା ୨୬୪ ଜୋନ୍ରେ ବିଜେଡି ଆଗୁଆ
ଭୁବନେଶ୍ୱର,୨୬।୨(ବ୍ୟୁରୋ): ଶନିବାର ଭୋଟ ଗଣତି ଜାରି ରହିଥିବା ବେଳେ ମଧ୍ୟାହ୍ନ ସୁଦ୍ଧା ମିଳିଥିବା ଟ୍ରେଣ୍ଡ ଅନୁସାରେ ବିଜେଡି ସମସ୍ତଙ୍କୁ ପଛରେ ପକାଇ ଆଗରେ ଚାଲିଛି। ୩୧୫ ଜୋନରେ ଭୋଟ ଗଣତି ହେଉଥିବା ବେଳେ ବର୍ତ୍ତମାନ ସୁଦ୍ଧା ସମସ୍ତ ଆସନର ପ୍ରାରମ୍ଭିକ ଟ୍ରେଣ୍ଡ…
ବିଧାନସଭା ପରିସରରେ ପୂର୍ବତନ ମୁଖ୍ୟମନ୍ତ୍ରୀ ହେମାନନ୍ଦଙ୍କୁ ଶ୍ରଦ୍ଧାଞ୍ଜଳି
ଭୁବନେଶ୍ୱର,୨୬।୨: ବରିଷ୍ଠ ରାଜନେତା ତଥା ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ହେମାନନ୍ଦ ବିଶ୍ବାଳଙ୍କ ବିୟୋଗରେ ବାଚସ୍ପତି ଡ. ସୂର୍ଯ୍ୟ ନାରାୟଣ ପାତ୍ର ଗଭୀର ଶୋକ ପ୍ରକାଶ କରିଛନ୍ତି। ଶନିବାର ପୂର୍ବାହ୍ନରେ ସ୍ବର୍ଗତ ବିଶ୍ବାଳଙ୍କ ମରଶରୀର ବିଧାନସଭା ପରିସରରେ ପହଞ୍ଚତ୍ଥିଲା। ପରେ ବାଚସ୍ପତି ମରଶରୀରରେ…
୨୦୨ ଜୋନ୍ରେ ବିଜେଡି ଆଗରେ
ଭୁବନେଶ୍ୱର,୨୬।୨(ବ୍ୟୁରୋ): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ଶେଷ ହୋଇଥିବା ବେଳେ ଶନିବାର ପ୍ରଥମ ପର୍ଯ୍ୟୟ ଭୋଟ ଗଣତି ଆରମ୍ଭ । ବର୍ତ୍ତମାନ ସୁଦ୍ଧା ମିଳିଥିବା ସୂଚନା ଅନୁସାରେ ବିଜୁ ଜନତା ଦଳ ସମସ୍ତଙ୍କୁ ଛରେ ପକାଇ ଆଗରେ ରହିଛି । ଆଜି ୩୧୫…
ଆଉ ୪ ଜଣଙ୍କ ଜୀବନ ନେଲା କରୋନା
ଭୁବନେଶ୍ୱର,୨୬।୦୨(ବ୍ୟୁରୋ): ରାଜ୍ୟରେ ଆଉ ୪ ଜଣଙ୍କ ଜୀବନ ନେଲା କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନାଜନିତ ମୃତ୍ୟୁ ସଂଖ୍ୟା ୯୦୫୬କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ…
ରାଜ୍ୟରେ କୁମୁଛି ସଂକ୍ରମଣ, ଗତ ୨୪ ଘଣ୍ଟା ମଧ୍ୟରେ ୨୯୩ ଆକ୍ରାନ୍ତ ଚିହ୍ନଟ
ଭୁବନେଶ୍ୱର,୨୬।୨(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୨୯୩ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୮୬ ଜଣ ପିଲା ରହିଛନ୍ତି। ସେହିପରି ୧୭୧ ଜଣ କ୍ୱାରାଣ୍ଟାଇନ୍ରୁ ଥିବା ବେଳେ ୧୨୨ ଲୋକାଲ କେସ ରହିଛି। ଏନେଇ ରାଜ୍ୟ ସୂଚନା ଓ…
ଆରମ୍ଭ ହେଲା ପଞ୍ଚାୟତ ଭୋଟ ଗଣତି
ଭୁବନେଶ୍ୱର,୨୬।୨(ବ୍ୟୁରୋ): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ଭୋଟ୍ ଗଣତି ଶନିବାର ଆରମ୍ଭ ହୋଇଯାଇଛି। ଏହି ଭୋଟ୍ ଗଣତି ତିନି ଦିନ ଧରି ଚାଲିବ। ଆଜି ପ୍ରଥମ ଦିନରେ ୩୧୫ଟି ଜିଲା ପରିଷଦ ଜୋନ୍ରେ ଗଣତି ହେଉଛି। ରାଜ୍ୟର ସମସ୍ତ ୩୧୪ ବ୍ଲକ୍ରେ ଗଣତି…
ପୁରୀ ମେନ୍ କେନାଲରେ କୁମ୍ଭୀର
ବାରଙ୍ଗ,୨୬।୨(ଡି.ଏନ୍.ଏ.): ବାରଙ୍ଗ-ପୁରୀ ମେନ୍ କେନାଲରେ ବୁଲୁଛି କୁମ୍ଭୀର। ଶୁକ୍ରବାର ଅପରାହ୍ନରେ କେତେଜଣ ଯୁବକ ବାରଙ୍ଗ ବ୍ଲକ ନିକଟ ହନୁମାନ ବାଟିକା ପାଖ ପୁରୀ ମେନ୍ କେନାଲକୁ ଯାଇଥିଲେ। ପାଣିରେ ପଶିଥିବାବେଳେ ଏକ କୁମ୍ଭୀରଟି ପାଖକୁ ଆସୁଥିବା ଦେଖି ଭୟରେ ପଳାଇଆସିଥିଲେ। ଖବର…
ନୂଆ ରୂପରେ ଶୋଭାପାଇବ ମାଙ୍କଡ଼ ଏନ୍କ୍ଲୋଜର
ବାରଙ୍ଗ, ୨୬।୨(ଡି.ଏନ୍.ଏ.): ନନ୍ଦନକାନନ କର୍ତ୍ତୃପକ୍ଷ ପର୍ଯ୍ୟଟକମାନଙ୍କୁ ଆକୃଷ୍ଟ କରିବା ପାଇଁ ପ୍ରତିବର୍ଷ ନୂଆ ନୂଆ ଭେଟି ଦେଇଥାନ୍ତି । ଏଥର ମାଙ୍କଡ଼ ଏନ୍କ୍ଲୋଜରର ନବୀକରଣ କରି ଭେଟିଦେବାକୁ ଯାଉଛନ୍ତି। ନୂଆ ରୂପରେ ଶୋଭାପାଇବ ମାଙ୍କଡ଼ ଏନ୍କ୍ଲୋଜର। ଏଥିପାଇଁ ପ୍ରସ୍ତୁତିପର୍ବ ଆରମ୍ଭ ହୋଇଯାଇଛି।…
‘ନ୍ୟାୟିକସେବା ଶିକ୍ଷାନବିସ ମାତୃଭାଷାକୁ ପ୍ରାଧାନ୍ୟ ଦିଅନ୍ତୁ’
ଭୁବନେଶ୍ୱର, ୨୬ା୨(ବ୍ୟୁରୋ): ଜନସାଧାରଣଙ୍କ ମୌଳିକ ଅଧିକାରକୁ ସୁରକ୍ଷା ଦେବା ଗଣତନ୍ତ୍ରର ପ୍ରଧାନ ଆଭିମୁଖ୍ୟ ବୋଲି ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର କହିିଛନ୍ତି। ଶୁକ୍ରବାର ନବାଗତ ନ୍ୟାୟିକସେବା ଶିକ୍ଷାନବିସଙ୍କ ସହିତ ପ୍ରତ୍ୟକ୍ଷ ପରିଚୟ ଉଦ୍ଦେଶ୍ୟରେ ବିଧାନସଭା ନୂତନ ସମ୍ମିଳନୀ କକ୍ଷରେ ଏକ ପ୍ରଶିକ୍ଷଣ…
ପିଲାଙ୍କୁ ସୁଯୋଗ ଦେଲେ ସଫଳ ହେବେ
ସକାରାମତ୍କ ଦୃଷ୍ଟିଭଙ୍ଗୀ ଓ କଠିନ ଅଧ୍ୟବସାୟ ହିଁ ପିଲାଙ୍କ ପାଇଁ ସଫଳତା ଆଣିଦେଇଥାଏ। ଏଥିଲାଗି ସେମାନଙ୍କୁ ଉପଯୁକ୍ତ ସୁଯୋଗ ମିଳିବା ଜରୁରୀ। ସାମ୍ପ୍ରତିକ ସ୍ଥିତିରେ ଛାତ୍ରୀଛାତ୍ରଙ୍କ ଆବଶ୍ୟକତାକୁ ବୁଝି ସବୁ ଚ୍ୟାଲେଞ୍ଜର ସମ୍ମୁଖୀନ ହେବା ପାଇଁ ସେମାନଙ୍କୁ ପ୍ରସ୍ତୁତ କରିବା ପ୍ରତ୍ୟେକ…
ପ୍ରାର୍ଥୀ ଚୟନ ଚ୍ୟାଲେଞ୍ଜପୂର୍ଣ୍ଣ
ଭୁବନେଶ୍ୱର, ୨୬ା୨(ବ୍ୟୁରୋ): ରାଜ୍ୟ ନିର୍ବାଚନ କମିଶନଙ୍କ ଘୋଷଣା ଅନୁଯାୟୀ ଭୁବନେଶ୍ୱର ମହାନଗର ନିଗମ (ବିଏମ୍ସି) ନିର୍ବାଚନ ଆସନ୍ତା ୨୪ ତାରିଖରେ ଅନୁଷ୍ଠିତ ହେବ। ପଞ୍ଚାୟତ ଭୋଟ ଗଣତିର ଦିନକ ପୂର୍ବରୁ ଏହି ତାରିଖ ଘୋଷଣା ଅନେକ ନେତାଙ୍କ ପାଇଁ ଚିନ୍ତାର କାରଣ…
Archives


