ଶାହା, ଜୟଶଙ୍କରଙ୍କ ସହ କଥା ହେଲେ ନବୀନ
ଭୁବନେଶ୍ୱର, ୨୬ା୨(ବ୍ୟୁରୋ): ୟୁକ୍ରେନ୍ ଉପରେ ରୁଷିଆ ଜୋରଦାର ଆକ୍ରମଣ ଚଳାଇଛି। ଏଭଳି ସ୍ଥିତିରେ ୟୁକ୍ରେନ୍ରେ ଫସିଯାଇଥିବା ଭାରତୀୟ, ବିଶେଷକରି ଛାତ୍ରୀଛାତ୍ରଙ୍କ ସୁରକ୍ଷା ଚିନ୍ତାର ବିଷୟ ହୋଇଛି। ୟୁକ୍ରେନ୍ରୁ ଭାରତୀୟମାନେ ଭିଡିଓ ଜରିଆରେ ନିଜ ରାଜ୍ୟର ମୁଖ୍ୟମନ୍ତ୍ରୀ ଏବଂ ପ୍ରଧାନମନ୍ତ୍ରୀଙ୍କ ସାହାଯ୍ୟ ଲୋଡ଼ୁଛନ୍ତି।…
ଆଜିଠୁ ପଞ୍ଚାୟତ ଭୋଟ ଗଣତି
ଭୁବନେଶ୍ୱର, ୨୬ା୨(ବ୍ୟୁରୋ): ପଞ୍ଚାୟତ ନିର୍ବାଚନ ଶେଷ ହୋଇଥିବାବେଳେ ଭୋଟ୍ ବାକ୍ସରେ ପ୍ରାର୍ଥୀଙ୍କ ଭାଗ୍ୟ ସିଲ୍ ହୋଇଛି। ଶନିବାରଠାରୁ ଭୋଟ ଗଣତି ଆରମ୍ଭ ହେବ। ଏଥିପାଇଁ ପ୍ରାର୍ଥୀମାନଙ୍କ ମନରେ ଭୟ ବଢ଼ିବାରେ ଲାଗିଛି। ୩୧୪ ବ୍ଲକ୍ ମୁଖ୍ୟାଳୟରେ ୩ ଦିନ (୨୬,୨୭,୨୮ ତାରିଖ)…
ପ୍ରାଚୀନ ଐତିହାସିକ ଲେଖନୀ ସମ୍ବନ୍ଧରେ ଆଲୋଚନା
ଭୁବନେଶ୍ୱର,୨୬।୨(ବ୍ୟୁରୋ): ଓଡ଼ିଆ ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୂଲ୍ୟରେ ଓଡ଼ିଶା ରାଜ୍ୟ ସଂଗ୍ରହାଳୟରେ ଶୁକ୍ରବାର ‘ଐତିହାସିକ କୃଷ୍ଣଚନ୍ଦ୍ର ପାଣିଗ୍ରାହୀଙ୍କ ଲେଖନୀରେ ସ୍ବାଧୀନତା ସଂଗ୍ରାମୀ’ ଶୀର୍ଷକ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଯାଇଛି। ବିଭିନ୍ନ ପ୍ରାଚୀନ ଐତିହାସିକ ଲେଖନୀ ସମ୍ବନ୍ଧରେ ଆଲୋଚନା କରାଯାଇଥିଲା। ସଂଜୟ…
ସାହାଣମେଲା, ଗର୍ଭଗୃହ ଦର୍ଶନ ବାରଣ
ଭୁବନେଶ୍ୱର, ୨୬।୨ (ବ୍ୟୁରୋ): ଆସନ୍ତା ୧ ତାରିଖରେ ମହାଶିବରାତ୍ରି ଓ ଜାଗରଯାତ୍ରା। ରାଜଧାନୀରେ ଥିବା ମନ୍ଦିରରେ କୋଭିଡ୍ କଟକଣା ଭିତରେ ଏହାକୁ ପାଳନ କରିବା ପାଇଁ ଭୁବନେଶ୍ୱର ମହାନଗର ନିଗମ (ବିଏମ୍ସି) ପକ୍ଷରୁ ଶୁକ୍ରବାର ସ୍ବତନ୍ତ୍ର ଗାଇଡ୍ଲାଇନ୍ ଜାରି କରାଯାଇଛି। ଶ୍ରୀଲିଙ୍ଗରାଜ…
ପ୍ରାର୍ଥୀଙ୍କ ଖର୍ଚ୍ଚ ସୀମା ଧାର୍ଯ୍ୟ
ଭୁବନେଶ୍ୱର, ୨୬।୨(ବ୍ୟୁରୋ): ପୌର ନିର୍ବାଚନ ଲାଗି ତାରିଖ ଘୋଷଣା କରାଯିବା ପରେ ଏହାକୁ ନେଇ ଆନୁଷଙ୍ଗିକ ପ୍ରକ୍ରିୟା ଆରମ୍ଭ ହୋଇଛି। ନିର୍ବାଚନରେ ମାତ୍ରାଧିକ ଖର୍ଚ୍ଚ ଏଡ଼ାଇବାକୁ ରାଜ୍ୟ ନିର୍ବାଚନ କମିଶନ ନିର୍ଦ୍ଦେଶନାମା ଜାରି କରିଛନ୍ତି। ୫୦ ହଜାର ପର୍ଯ୍ୟନ୍ତ ଜନସଂଖ୍ୟା ବିଶିଷ୍ଟ…
ଭୋଟ ଗଣତି ନେଇ ଉଠିଲା ପ୍ରଶ୍ନ
ଭୁବନେଶ୍ୱର,୨୬ା୨(ବ୍ୟୁରୋ): ରାଜ୍ୟ ନିର୍ବାଚନ କମିଶନ ପକ୍ଷଭୁକ୍ତ ହୋଇ ଶାସକ ଦଳକୁ ଜିତାଇବାର ନୂଆ ଫନ୍ଦି କରିଛନ୍ତି। ଏହା ପଞ୍ଚାୟତ ଆଇନର ସମ୍ପୂର୍ଣ୍ଣ ବିରୁଦ୍ଧାଚରଣ କରୁଛି। ଶାସକ ଦଳ ବ୍ୟତୀତ ଅନ୍ୟ ସମସ୍ତ ରାଜନୈତିକ ଦଳର ଆଢ଼ୁଆଳରେ ଉଦ୍ଦେଶ୍ୟମୂଳକ ଭାବେ ରାଜ୍ୟ ନିର୍ବାଚନ…
ସଂରକ୍ଷଣ, ବେକାରି କାର୍ଡ ଖେଳିବ କଂଗ୍ରେସ
ଭୁବନେଶ୍ୱର,୨୬।୨(ବ୍ୟୁରୋ): ଚଳିତ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ଲାଗି ମତଦାନ ସରିଛି। ଏଥିସହ ପୌର ନିର୍ବାଚନ ପାଇଁ ତାରିଖ ବି ଘୋଷଣା ହୋଇସାରିଛି। ମାର୍ଚ୍ଚ ୨୪ ତାରିଖରେ ପୌର ନିର୍ବାଚନ ହେବ। ସମୁଦାୟ ୩ଟି ମହାନଗର ନିଗମ, ୪୭ଟି ପୌର ପରିଷଦ, ୫୯ଟି…
ଏସ୍ଏଲ୍ବିସି ବୈଠକରେ ଯୋଗଦେଲେ ସୋମା ଶଙ୍କର
ଭୁବନେଶ୍ୱର,୨୬।୨: ୟୁକୋ ବ୍ୟାଙ୍କର ପରିଚାଳନା ନିର୍ଦ୍ଦେଶକ ତଥା ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ସୋମା ଶଙ୍କର ପ୍ରସାଦ ନିକଟରେ ପ୍ରଥମ ଥର ପାଇଁ ୨ଦିନିଆ ଭୁବନେଶ୍ୱର ଗସ୍ତରେ ଆସିଥିଲେ। ଏହି ପରିପ୍ରେକ୍ଷୀରେ ମୁଖ୍ୟ ଶାସନ ସଚିବ ଏବଂ ଅତିରିକ୍ତ ମୁଖ୍ୟ ଶାସନ ସଚିବ…
ହେମାନନ୍ଦଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୨୫।୨(ବ୍ୟୁରୋ): ପୂର୍ବତନ ମୁଖ୍ୟମନ୍ତ୍ରୀ ହେମାନନ୍ଦ ବିଶ୍ୱାଳଙ୍କ ଶୁକ୍ରବାର ସନ୍ଧ୍ୟାରେ ପରଲୋକ ଘଟିଛି । ତାଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି। ମୁଖ୍ୟମନ୍ତ୍ରୀ ଟୁଇଟ୍ କରି ଲେଖିଛନ୍ତି , ‘ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବରିଷ୍ଠ ରାଜନେତା ହେମାନନ୍ଦ…
ବର୍ଷା ସତ୍ତ୍ୱେ ତାତି ବଢ଼ୁଛି, ୩୦ ଡିଗ୍ରୀ ଉପରେ ୨୦ ସହର
ଭୁବନେଶ୍ୱର, ୨୫।୨(ବ୍ୟୁରୋ)- ପଶ୍ଚିମା ଝଡ଼ ପ୍ରଭାବରେ ରାଜ୍ୟର କିଛି ଜିଲାରେ ବର୍ଷା ଜାରି ରହିଛି। ଶୁକ୍ରବାର ତାଳଚେର, ଅନୁଗୋଳ, ବାରିପଦାରେ ବର୍ଷା ହୋଇଥିବାବେଳେ ଶନିବାର ଉପକୂଳ ଓଡ଼ିଶା ସମେତ କେନ୍ଦୁଝର, ମୟୂରଭଞ୍ଜ, ଅନୁଗୋଳ, ଢେଙ୍କାନାଳ, ସୁନ୍ଦରଗଡ଼, କନ୍ଧମାଳରେ ସ୍ବଳ୍ପ ଧରଣର ବର୍ଷା…
ପରପାରିରେ ପୂର୍ବତନ ମୁଖ୍ୟମନ୍ତ୍ରୀ ହେମାନନ୍ଦ ବିଶ୍ୱାଳ
ଭୁବନେଶ୍ୱର,୨୫।୨(ବ୍ୟୁରୋ): ପୂର୍ବତନ ମୁଖ୍ୟମନ୍ତ୍ରୀ ହେମାନନ୍ଦ ବିଶ୍ୱାଳଙ୍କ ଶୁକ୍ରବାର ସନ୍ଧ୍ୟାରେ ପରଲୋକ ଘଟିଛି । ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ଅବସ୍ଥାରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଥିବା ଝିଅ ସୁନୀତା ସୂଚନା ଦେଇଛନ୍ତି। ପରଲୋକ ବେଳକୁ ତାଙ୍କୁ ୮୩ ବର୍ଷ…
ରାତି ପାହିଲେ ଭୋଟ୍ ଗଣତି
ଭୁବନେଶ୍ୱର,୨୫।୨(ବ୍ୟୁରୋ): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ଶେଷ ହୋଇଥିବା ବେଳେ ଶନିବାର ପ୍ରତି ବ୍ଲକ ମୁଖ୍ୟାଳୟରେ ସକାଳ ୮ଟା ବେଳେ ଭୋଟ୍ ଗଣତି ଆରମ୍ଭ ହେବା । ଗଣତି ସକାଳ ୮ଟାରୁ ଆରମ୍ଭ ହୋଇ ଶେଷ ହେବା ଯାଏଁ ଚାଲିବ । ୩୧୪ଟି…
Archives


