ମେଟ୍ରୋ

ନିପା ଭାଇରସ ନେଇ ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକଙ୍କ ବଡ଼ ବୟାନ, ଓଡ଼ିଶାକୁ…

ଭୁବନେଶ୍ବର,୧୫ା୧: ପଶ୍ଚିମବଙ୍ଗରେ ନିପା ଭାଇରସର ଆତଙ୍କ ପରେ ଓଡ଼ିଶାରେ ଭୟ ବଢ଼ିବାରେ ଲାଗିଛି । ୨ ସ୍ୱାସ୍ଥ୍ୟକର୍ମୀ ଆକ୍ରାନ୍ତ ଘଟଣାରେ ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଏକ ଗୁରୁତ୍ବପୂର୍ଣ୍ଣ ବୟାନ ଦେଇଛନ୍ତି । ଓଡ଼ିଶାକୁ ଏଯାଏଁ ବ୍ୟାପିନି ତେଣୁ ଭୟ କର ନାହିଁ ।…

ନିଶା ମହାରଣାଙ୍କୁ ଖୋଜୁଛି ପୋଲିସ, ଏହି କାରଣ ପାଇଁ ହେବେ ଗିରଫ!

ଭୁବନେଶ୍ୱର,୧୫।୧: ଅଶ୍ଳୀଳ ନାଚ ପାଇଁ ଗିରଫ ହୋଇପାରନ୍ତି ନିଶା ମହାରଣା। ବଲାଙ୍ଗୀର ସଦର ଥାନାରେ ମାମଲା ରୁଜୁ ପରେ ଗିରଫ ସମ୍ଭାବନା ବଢିଛି। ୧୨ ତାରିଖରେ ଚନ୍ଦନଭାଟିରେ ଅଶ୍ଳୀଳ ନୃତ୍ୟ ଅଭିଯୋଗରେ ମାମଲା ରୁଜୁ କରାଯାଇଛି। ୨ ଆୟୋଜକଙ୍କୁ ପୋଲିସ ଅଟକ…

ସଚିବସ୍ତରୀୟ ବୈଠକ ପରେ ମୁଖ୍ୟ ସଚିବଙ୍କ ବଡ଼ ସୂଚନା, ନିଯୁକ୍ତି ସୁଯୋଗ….

ଭୁବନେଶ୍ବର,୧୫ା୧: ମୁଖ୍ୟ ସଚିବଙ୍କ ଅଧ୍ୟକ୍ଷତାରେ ଗୁରୁବାର ସଚିବସ୍ତରୀୟ ବୈଠକ ବୈଠକ ବସିଥିଲା । ତେବେ ବୈଠକ ଶେଷ ହେବା ପରେ ବଡ଼ ଘୋଷଣା କରିଛନ୍ତି ଅନୁ ଗର୍ଗ । କୋଲକାତାରେ ଇନଭେଷ୍ଟର ମିଟ୍‌ ଅନୁଷ୍ଠିତ ହେବ । ଇନଭେଷ୍ଟର ମିଟ୍‌ ପାଇଁ…

ମୋକିମଙ୍କ କାର୍ଯ୍ୟକ୍ରମରେ ଯୋଗଦେଲେ ଅନୁଭବ ମହାନ୍ତି, ପ୍ରଶଂସା କରି କହିଲେ…

କଟକ,୧୫।୧: ମୋକିମ ଫାଉଣ୍ଡେସନ୍ ପକ୍ଷରୁ ଚାଲିଥିବା ସ୍ପୋର୍ଟ୍ସ କାର୍ଣ୍ଣିନିଭାଲର ଉଦଯାପନୀ ଉତ୍ସବରେ ଅତିଥି ଭାବେ ଯୋଗ ଦେଇଥିଲେ ସୁପରଷ୍ଟାର ତଥା ବିଜେପି ନେତା ଅନୁଭବ ମହାନ୍ତି । ସର୍ବଦା ସେ ବ୍ୟକ୍ତିଗତ ସମ୍ପର୍କକୁ ନେଇ ଚର୍ଚ୍ଚାରେ ରହୁଥିବା ବେଳେ ବର୍ତ୍ତମାନ ସେ…

ମାଟ୍ରିମୋନିରେ ଫେକ୍‌ ଡାକ୍ତର ପ୍ରୋଫାଇଲ କରି ଯୁବତୀଙ୍କୁ ଠକୁଥିଲେ, ବିବାହର ପ୍ରଲୋଭନ ଦେଖାଇ…

ଭୁବନେଶ୍ୱର,୧୫ା୧: ମାଟ୍ରିମୋନିରେ ଫେକ୍‌ ଡାକ୍ତର ପ୍ରୋଫାଇଲ କରି ଯୁବତୀଙ୍କୁ ଠକି ଜଣେ ନକଲି ଡାକ୍ତର ଗିରଫ ହୋଇଛନ୍ତି। ସାନ ଭାଇ ସହ ବିବାହର ପ୍ରଲୋଭନ ଦେଖାଇ ମିଥ୍ୟା ପ୍ରତିଶ୍ରୁତି ଦେଇ ୨୨ ଲକ୍ଷ ଟଙ୍କା ଠକି ନେଇଥିବା ତାଙ୍କ ନାଁରେ ଅଭିଯୋଗ…

୨ ଦିନ ଉପାସରେ ରଖିବା ପରେ ସ୍ବାଭାବିକ ହେଲା ଶ୍ରୀଲିଙ୍ଗରାଜଙ୍କ ନୀତିକାନ୍ତି

ଭୁବନେଶ୍ୱର,୧୫।୧: ୨ ଦିନ ଉପାସରେ ରଖିବା ପରେ ସ୍ବାଭାବିକ ହୋଇଛି ଶ୍ରୀଲିଙ୍ଗରାଜଙ୍କ ନୀତିକାନ୍ତି । ମଙ୍ଗଳ ଆଳତି ପରେ ବର୍ତ୍ତମାନ ଧାଡ଼ି ଦର୍ଶନ ଚାଲିଥିବା ଜଣାପଡ଼ିଛି। ବ୍ରାହ୍ମଣ ନିଯୋଗ ସମ୍ପାଦକ ବିରଞ୍ଚି ନାରାୟଣ ପତି ସୂଚନା ଦେଇଛନ୍ତି। ଗତକାଲି ମକର ସଂକ୍ରାନ୍ତିରେ…

କିଏ ହେବେ ଡିଜିପି: ରେସ୍‌ରେ ଏହି ୩ ନାଁ

ଭୁବନେଶ୍ୱର, ୧୫।୧(ସୁନିତ୍‌ ମିଶ୍ର):ରାଜ୍ୟ ପୋଲିସ ମହାନିର୍ଦ୍ଦେଶକ ତଥା ୧୯୯୦ ବ୍ୟାଚ୍‌ ଆଇପିଏସ୍‌ ଅଫିସର ଓ୍ବାଇ. ବି. ଖୁରାନିଆଙ୍କ କାର୍ଯ୍ୟକାଳ ଆସନ୍ତା ମାର୍ଚ୍ଚ ୯ ତାରିଖରେ ଶେଷ ହେବାକୁ ଯାଉଛି। ହେଲେ ସେ ଅଗଷ୍ଟ ଶେଷ ପର୍ଯ୍ୟନ୍ତ ପୋଲିସ ଡିଜି ଦାୟିତ୍ୱରେ ରହିବେ।…

ଖାଲି ପଡ଼ିଥିବା ପଦବୀର ତଥ୍ୟ ମାଗିଲା ଗୃହ ବିଭାଗ

ଭୁବନେଶ୍ୱର,୧୪ା୧: ଗୃହ ବିଭାଗରେ କେତେ ପଦବୀ ଖାଲି ପଡ଼ିଛି ଅଧିକାରୀ ତାହାର ତଥ୍ୟ ଦେଉ ନାହାନ୍ତି । ବାରମ୍ବାର ନିର୍ଦ୍ଦେଶ ପରେ ବି ଖାଲି ପଦବୀର ତଥ୍ୟ ଦେଉ ନାହାନ୍ତି। ଏହାକୁ ନେଇ ଚିଠି ଲେଖିଛନ୍ତି ଗୃହ ବିଭାଗ ସ୍ବତନ୍ତ୍ର ସଚିବ।…

ନୂଆ ରେକର୍ଡ ସୃଷ୍ଟି କଲା ଭୁବନେଶ୍ୱର ବିମାନବନ୍ଦର, ୨୦୨୫ରେ ଏତିକି ସଂଖ୍ୟକ ଯାତ୍ରୀ କରିଛନ୍ତି ଯାତ୍ରା

ଭୁବନେଶ୍ୱର,୧୪ା୧: ନୂଆ ରେକର୍ଡ ସୃଷ୍ଟି କରିଛି ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦର। ୨୦୨୫ରେ ସର୍ବକାଳୀନ ରେକର୍ଡ କରିଛି। ଏହି ବିମାନବନ୍ଦରରୁ ୫.୧୫ ମିଲିୟନ ଯାତ୍ରୀ ଯାତାୟାତ କରିଛନ୍ତି। କୌଣସି ବର୍ଷ ଏତେ ଯାତ୍ରୀ ଯାତ୍ରା କରି ନ ଥିବା ବିମାନବନ୍ଦର ନିର୍ଦ୍ଦେଶକ…

ମାଡ଼ି ଆସୁଛି ଏହି ଭାଇରସ୍‌, କରିଦେବ କୋମା, ଜାଣି ରଖନ୍ତୁ…

ଭୁବନେଶ୍ୱର,୧୪ା୧: ସୋମବାର ପଶ୍ଚିମବଙ୍ଗର ଭାଇରସ୍‌ ରିସର୍ଚ୍ଚ ଆଣ୍ଡ ଡାଇଗ୍ନୋଷ୍ଟିକ ଲାବୋରେଟୋରୀରେ ନିପା ଭାଇରସ୍‌ ଚିହ୍ନଟ ହେବା ପରେ ଏବେ ଓଡ଼ିଶାକୁ ଭୟ ଘାରିଛି। ନିପା ଭାଇରସ ଏମିତି ଏକ ରୋଗ ଯାହା ଘୁଷୁରି ଏବଂ ବାଦୁଡ଼ି ଭଳି ପ୍ରାଣୀଠାରୁ ମଣିଷ ଶରୀରକୁ…

ମକର ସଂକ୍ରାନ୍ତିରେ ଉପାସ ରହିଲେ ମହାପ୍ରଭୁ ଲିଙ୍ଗରାଜ

ଭୁବନେଶ୍ୱର,୧୪।୧: ପୁଣି ଉପାସ ରହିଲେ ମହାପ୍ରଭୁ ଲିଙ୍ଗରାଜ। ମକର ସଂକ୍ରାନ୍ତିରେ ବନ୍ଦ ରହିଛି ମହାପ୍ରଭୁ ଲିଙ୍ଗରାଜଙ୍କ ନୀତିକାନ୍ତି। ମଙ୍ଗଳବାର ସଂଧ୍ୟାରୁ ବନ୍ଦ ଅଛି ନୀତିକାନ୍ତି। ବଡୁ ଓ ସୁଆର ନିଯୋଗ ବିବାଦ ଯୋଗୁଁ ଉପାସରେ ଲିଙ୍ଗରାଜ ରହିଛନ୍ତି। ଏବେ ଯାଏଁ ବାବା…

ମକର ସଂକ୍ରାନ୍ତି ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୪।୧: ଆଜି ପବିତ୍ର ମକର ସଂକ୍ରାନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ସେ ତାଙ୍କ ଏକ୍ସରେ ଲେଖିଛନ୍ତି, ଉତ୍ସାହ, ଉଦ୍ଦିପନା ଓ ପରମ୍ପରାର ପର୍ବ ମକର ସଂକ୍ରାନ୍ତି ଉପଲକ୍ଷେ ହାର୍ଦ୍ଦିକ ଅଭିନନ୍ଦନ। ଓଡ଼ିଶାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?