ମେଟ୍ରୋ

ପୌର ନିର୍ବାଚନ ପାଇଁ ଘୋଷଣା ହେଲା ତାରିଖ

ଭୁବନେଶ୍ୱର, ୨୫।୨(ବ୍ୟୁରୋ): ପୌର ନିର୍ବାଚନ ପାଇଁ ଘୋଷଣା ହେଲା ତାରିଖ । ମାର୍ଚ୍ଚ ୨୪ ତାରିଖରେ ହେବ ପୌର ନିର୍ବାଚନ । ଏ ନେଇ ରାଜ୍ୟ ନିର୍ବାଚନ କମିଶନ ଆଦିତ୍ୟ ପ୍ରସାଦ ପାଢୀ ସୂଚନା ଦେଇଛନ୍ତି। ଭୁବନେଶ୍ୱର, କଟକ, ବ୍ରହ୍ମପୁରରେ ଅନୁଷ୍ଠିତ…

ଶାହାଙ୍କ ସହ କଥା ହେଲେ ନବୀନ

ନୂଆଦିଲ୍ଲୀ/ଭୁବନେଶ୍ୱର,୨୫ା୨(ବ୍ୟୁରୋ): ୟୁକ୍ରେନରେ ଫସି ରହିଥିବା ଓଡ଼ିଆମାନଙ୍କୁ ଉଦ୍ଧାର  ପାଇଁ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହାଙ୍କ ସହ ଫୋନ୍‌ ଯୋଗେ କଥା ହୋଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଛାତ୍ର ଓ ଶ୍ରମିକଙ୍କୁ ଉଦ୍ଧାର  ପାଇଁ ଗୃହମନ୍ତ୍ରୀଙ୍କୁ ଅନୁରୋଧ କରିଛନ୍ତି ନବୀନ। ମୁଖ୍ୟମନ୍ତ୍ରୀଙ୍କ ଅନୁରୋଧ…

ପୁଣି ରିମାଣ୍ଡରେ ଯିବେ ନକଲି ଡାକ୍ତର

ଭୁବନେଶ୍ୱର,୨୫।୨(ବ୍ୟୁରୋ): ନକଲି ଡାକ୍ତର ରମେଶ ସାଇଁଙ୍କ ଗିରଫ ମାମଲା। ଆଜିଠାରୁ ପୁଣି ୩ ଦିନିଆ ରିମାଣ୍ଡରେ ଯିବେ ରମେଶ ସାଇଁ। ଭୁବନେଶର ଏସ୍‌ଡିଜେମ କୋର୍ଟ ରିମାଣ୍ଡ ମଞ୍ଜୁର କରିଛନ୍ତି। ୭ ଦିନିଆ ରିମାଣ୍ଡ ପାଇଁ ଆବେଦନ କରିଥିଲା ମହିଳା ଥାନା ପୋଲିସ।…

ଆଉ ୭ ଜଣଙ୍କ ଜୀବନ ନେଲା କରୋନା, ସମସ୍ତ ମୃତକ ଗୋଟିଏ ଜିଲାର

ଭୁବନେଶ୍ୱର, ୨୫ା୨(ବ୍ୟୁରୋ): ଶୁକ୍ରବାର ରାଜ୍ୟରୁ ଆଉ ୭ ଜଣଙ୍କ ଜୀବନ ନେଇଛି କରୋନା। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। 1.A 28 years old Male of Baragarh District who was…

ଏହି ୪ ଜଣ ହେଲେ ବିଏମ୍‌ସି ବ୍ରାଣ୍ଡ ଆମ୍ବାସଡର

ଭୁବନେଶ୍ବର,୨୫।୨(ବ୍ୟୁରୋ): ସ୍ବଚ୍ଛତା କ୍ଷେତ୍ରରେ ସଚେତନତା ସୃଷ୍ଟି ପାଇଁ ବିଏମ୍‌ସି ପକ୍ଷରୁ ନୂଆ ପଦକ୍ଷେପ ଗ୍ରହଣ କରାଯାଇଛି। ବିଭିନ୍ନ କ୍ଷେତ୍ରରେ ପାରଦର୍ଶିତା ଲାଭ କରିଥିବା ୪ ବିଶିଷ୍ଟ ବ୍ୟକ୍ତିଙ୍କୁ ବିଏମ୍‌ସି ବ୍ରାଣ୍ଡ ଆମ୍ବାସଡର ଭାବେ ଘୋଷଣା କରିଛି। ସେମାନେ ହେଉଛନ୍ତି ସିନେ ତାରକା…

ଆଜିଠୁ ବର୍ଷା

ଭୁବନେଶ୍ୱର,୨୫।୨(ବ୍ୟୁରୋ): ପଶ୍ଚିମା ଝଡ ପ୍ରଭାବରେ ଆଜି ରାଜ୍ୟରେ କିଛି ସ୍ଥାନରେ ବିଜୁଳି, ଘଡଘଡି ହେବା ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ସୁନ୍ଦରଗଡ଼, ଦେଓଗଡ଼, ସମ୍ବଲପୁର, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ଯାଜପୁର, ଭଦ୍ରକ ଓ ବାଲେଶ୍ୱର ଜିଲାର…

ଭିଜିଲାନ୍ସ ଜାଲରେ ଏଏସ୍‌ଆଇ

ଝାରସୁଗୁଡା ଅଫିସ/ଭୁବନେଶ୍ୱର,୨୫।୨(ବ୍ୟୁରୋ): ଭିଜିଲାନ୍ସ ଜାଲରେ ଓଡ଼ିଶା ମୋଟର ଭେଇକିଲ ଡିପାର୍ଟମେଣ୍ଟର ଏଏସ୍‌ଆଇ ହରେକୃଷ୍ଣ ନାୟକ। ତାଙ୍କ ବାସଭବନରେ ଶୁକ୍ରବାର ଭିଜିଲାନ୍ସ ଚଢାଉ କରିଛି। ଏକାକାଳୀନ ୬ଟି ସ୍ଥାନରେ ଚଢାଉ ଚାଲିଛି। କଟକ, ପୁରୀ, ଝାରସୁଗୁଡା ଓ ଗଞ୍ଜାମ ଜିଲାରେ ଚଢ଼ାଉ ଜାରି…

ଆଜି ରାଜ୍ୟରୁ ୩୪୫ ଆକ୍ରାନ୍ତ ଚିହ୍ନଟ, ଯାଜପୁରରୁ ସର୍ବାଧିକ

ଭୁବନେଶ୍ୱର,୨୫ା୨(ବ୍ୟୁରୋ): ଶୁକ୍ରବାର ରାଜ୍ୟରୁ ୩୪୫ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨,୮୪,୩୨୩ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୨୦୨ ଜଣ ଚିହ୍ନଟ ହୋଇଥିବା…

ଡାକ୍ତରାଣୀଙ୍କୁ ବିବାହ କରି ୨୩ ଲକ୍ଷ ଲୁଟିଥିଲେ ନକଲି ଡାକ୍ତର

ଭୁବନେଶ୍ୱର, ୨୫।୨(ବ୍ୟୁରୋ): ଅର୍ଥ ପାଇଁ ବିଭିନ୍ନ ରାଜ୍ୟର ୧୭ରୁ ଅଧିକ ମହିଳାଙ୍କୁ ବିବାହ ପରେ ଠକେଇ ଓ ପ୍ରତାରଣା କରି ଜେଲରେ ଥିବା ନକଲି ଡାକ୍ତର ରମେଶ ଚନ୍ଦ୍ର ସ୍ବାଇଁ ପୁଣି ରିମାଣ୍ଡରେ ଆସିବେ। କମିଶନରେଟ ପୋଲିସ ତାଙ୍କୁ ୭ଦିନିଆ ରିମାଣ୍ଡରେ…

ପଞ୍ଚାୟତ ନିର୍ବାଚନ ହିଂସାରେ ଶେଷ

ଭୁବନେଶ୍ୱର,୨୫।୨(ବ୍ୟୁରୋ): ହିଂସାରୁ ଆରମ୍ଭ ହେଲା। ହିଂସାରେ ସରିଲା। ପ୍ରଥମରୁ ଶେଷ ପର୍ଯ୍ୟାୟ ଯାଏ ବୁଥ୍‌ ଜବରଦଖଲ, ଗୋଷ୍ଠୀ ସଂଘର୍ଷ, ବୋମାମାଡ଼, ହତ୍ୟାକାଣ୍ଡ, ଖବରଦାତା, ପୋଲିସ, ବିଡିଓଙ୍କୁ ମାଡ଼, ବାଲଟ ପେପର ଚିରା, ଭୋଟ ବାକ୍ସ ପୋଖରୀରେ ଫିଙ୍ଗିବା, ପ୍ରାର୍ଥୀ ଅପହରଣ ଭଳି…

ଆଜିଠୁ ଖଣିମନ୍ତ୍ରୀମାନଙ୍କୁ ନେଇ ୨ଦିନିଆ ସମ୍ମିଳନୀ

ଭୁବନେଶ୍ୱର, ୨୫ା୨(ବ୍ୟୁରୋ): ବିଭିନ୍ନ ରାଜ୍ୟର ଖଣି ଓ ଇସ୍ପାତ ମନ୍ତ୍ରୀମାନଙ୍କୁ ନେଇ ଏକ ୨ଦିନିଆ ମନ୍ତ୍ରୀସ୍ତରୀୟ ସମ୍ମିଳନୀ ଓଡ଼ିଶାରେ ଅନୁଷ୍ଠିତ ହେବାକୁ ଯାଉଛି। ଭାରତ ସରକାରଙ୍କ ଇସ୍ପାତ ମନ୍ତ୍ରଣାଳୟ ପକ୍ଷରୁ ଶୁକ୍ରବାର ଏବଂ ଶନିବାର କୋଣାର୍କ ଏବଂ ଭୁବନେଶ୍ୱରରେ ଏହି ସମ୍ମିଳନୀ…

ବମିଖାଲ ଓଭର ବ୍ରିଜ୍‌ ଭୁଶୁଡ଼ିବା ଘଟଣା: କଳାତାଲିକାଭୁକ୍ତ ରାୟକୁ କୋହଳ କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୫।୨: ୨୦୧୭ ସେପ୍ଟେମ୍ବର ୧୦ରେ ଭୁଶୁଡ଼ି ପଡ଼ିଥିବା ଭୁବନେଶ୍ୱର ବମିଖାଲ ଓଭର ବ୍ରିଜ୍‌ର ନିର୍ମାଣକାରୀ ସଂସ୍ଥା ପଣ୍ଡା ଇନ୍‌ପ୍ରା ପ୍ରୋଜେକ୍ଟକୁ ସୁପ୍ରିମକୋର୍ଟରୁ ଗୁରୁବାର ଆଶ୍ୱସ୍ଥି ମିଳିଛି। ଏହି ଘଟଣାରେ ଓଡ଼ିଶା ହାଇକୋର୍ଟ ନିର୍ମାଣକାରୀ ସଂସ୍ଥାକୁ ସ୍ଥାୟୀ କଳା ତାଲିକାଭୁକ୍ତ ଘୋଷଣା କରିଥିବା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri