ମେଟ୍ରୋ

ପଞ୍ଚାୟତ ନିର୍ବାଚନ ହିଂସାରେ ଶେଷ

ଭୁବନେଶ୍ୱର,୨୫।୨(ବ୍ୟୁରୋ): ହିଂସାରୁ ଆରମ୍ଭ ହେଲା। ହିଂସାରେ ସରିଲା। ପ୍ରଥମରୁ ଶେଷ ପର୍ଯ୍ୟାୟ ଯାଏ ବୁଥ୍‌ ଜବରଦଖଲ, ଗୋଷ୍ଠୀ ସଂଘର୍ଷ, ବୋମାମାଡ଼, ହତ୍ୟାକାଣ୍ଡ, ଖବରଦାତା, ପୋଲିସ, ବିଡିଓଙ୍କୁ ମାଡ଼, ବାଲଟ ପେପର ଚିରା, ଭୋଟ ବାକ୍ସ ପୋଖରୀରେ ଫିଙ୍ଗିବା, ପ୍ରାର୍ଥୀ ଅପହରଣ ଭଳି…

ଆଜିଠୁ ଖଣିମନ୍ତ୍ରୀମାନଙ୍କୁ ନେଇ ୨ଦିନିଆ ସମ୍ମିଳନୀ

ଭୁବନେଶ୍ୱର, ୨୫ା୨(ବ୍ୟୁରୋ): ବିଭିନ୍ନ ରାଜ୍ୟର ଖଣି ଓ ଇସ୍ପାତ ମନ୍ତ୍ରୀମାନଙ୍କୁ ନେଇ ଏକ ୨ଦିନିଆ ମନ୍ତ୍ରୀସ୍ତରୀୟ ସମ୍ମିଳନୀ ଓଡ଼ିଶାରେ ଅନୁଷ୍ଠିତ ହେବାକୁ ଯାଉଛି। ଭାରତ ସରକାରଙ୍କ ଇସ୍ପାତ ମନ୍ତ୍ରଣାଳୟ ପକ୍ଷରୁ ଶୁକ୍ରବାର ଏବଂ ଶନିବାର କୋଣାର୍କ ଏବଂ ଭୁବନେଶ୍ୱରରେ ଏହି ସମ୍ମିଳନୀ…

ବମିଖାଲ ଓଭର ବ୍ରିଜ୍‌ ଭୁଶୁଡ଼ିବା ଘଟଣା: କଳାତାଲିକାଭୁକ୍ତ ରାୟକୁ କୋହଳ କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୫।୨: ୨୦୧୭ ସେପ୍ଟେମ୍ବର ୧୦ରେ ଭୁଶୁଡ଼ି ପଡ଼ିଥିବା ଭୁବନେଶ୍ୱର ବମିଖାଲ ଓଭର ବ୍ରିଜ୍‌ର ନିର୍ମାଣକାରୀ ସଂସ୍ଥା ପଣ୍ଡା ଇନ୍‌ପ୍ରା ପ୍ରୋଜେକ୍ଟକୁ ସୁପ୍ରିମକୋର୍ଟରୁ ଗୁରୁବାର ଆଶ୍ୱସ୍ଥି ମିଳିଛି। ଏହି ଘଟଣାରେ ଓଡ଼ିଶା ହାଇକୋର୍ଟ ନିର୍ମାଣକାରୀ ସଂସ୍ଥାକୁ ସ୍ଥାୟୀ କଳା ତାଲିକାଭୁକ୍ତ ଘୋଷଣା କରିଥିବା…

ପୌର ନିର୍ବାଚନ: ଅଡୁଆରେ ସରକାର

ଭୁବନେଶ୍ୱର,୨୪।୨(ବ୍ୟୁରୋ): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ଗୁରୁବାର ସରିଯାଇଛି। ତେବେ ପୌର ନିର୍ବାଚନ ପାଇଁ ପ୍ରସ୍ତୁତି ଆରମ୍ଭ ହେଉଥିବା ବେଳେ ରାଜ୍ୟ ସରକାରଙ୍କ ପାଇଁ ଏବେ ଅଡୁଆ ବଢିଛି। ଓବିସି ସଂରକ୍ଷଣ ନେଇ ହାଇକୋର୍ଟ ପକ୍ଷରୁ ଦାୟର ମାମଲାରେ ନୋଟିସ ଜାରି ହୋଇଛି।…

ଶେଷ ପର୍ଯ୍ୟାୟରେ ୭୦ ପ୍ରତିଶତରୁ ଅଧିକ ମତଦାନ

ଭୁବନେଶ୍ୱର,୨୪।୨(ବ୍ୟୁରୋ): ରାଜ୍ୟରେ ଗୁରୁବାର ପଞ୍ଚମ ପର୍ଯ୍ୟାୟ ମତଦାନ ଶେଷ ହୋଇଛି । ଶେଷ ପର୍ଯ୍ୟାୟରେ ସାରା ରାଜ୍ୟରେ ୭୦ ପ୍ରତିଶତରୁ ଅଧିକ ମତଦାନ ହୋଇଛି ବୋଲି ରାଜ୍ୟ ନିର୍ବାଚନ କମିଶନ ସୂଚନା ଦେଇଛନ୍ତି । ପ୍ରଥମ ଥର ପାଇଁ ମାଲକାନାଗିରିରେ ୭୦…

ପ୍ରକାଶ ପାଇଲା ଭୋଟର ତାଲିକା

ଭୁବନେଶ୍ୱର, ୨୪।୨(ବ୍ୟୁରୋ): ମହାନଗର ନିର୍ବାଚନ ପାଇଁ ଆଉ ପାଦେ ଆଗେଇଲା ବିଏମ୍‌ସି। ଗୁରୁବାର ବିଏମ୍‌ସି ପକ୍ଷରୁ ଚୂଡାନ୍ତ ଭୋଟର ତାଲିକା ପ୍ରକାଶ ପାଇଛି । ୭୦୫ ବୁଥ୍‌ର ୭ଲକ୍ଷ ୨୫ ହଜାର ୬୭୫ ଭୋଟରଙ୍କ ତାଲିକା ପ୍ରକାଶ ପାଇଥିବା ସୂଚନା ରହିଛି।…

ସାଢ଼େ ୧୨ଟା ସୁଦ୍ଧା ୫୫ % ମତଦାନ

ଭୁବନେଶ୍ୱର,୨୪ା୨(ବ୍ୟୁରୋ): ଆଜି ରାଜ୍ୟରେ ଅନ୍ତିମ ତଥା ପଞ୍ଚମ ପର୍ଯ୍ୟାୟ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ଶେଷ ହୋଇଛି। ସାଢ଼େ ୧୨ଟା ସୁଦ୍ଧା ୫୫ ପ୍ରତିଶତ ମତଦାନ ହୋଇଥିବା ରାଜ୍ୟ ନିର୍ବାଚନ କମିଶନ ସଚିବ ରବୀନ୍ଦ୍ର ସାହୁ ସୂଚନା ଦେଇଛନ୍ତି।

ରାଜ୍ୟରେ ଆଉ ୩୩୯ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୨୪।୨(ବ୍ୟୁରୋ): ଗତ ୨୪ ଘଣ୍ଟାରେ ରାଜ୍ୟରେ ୩୩୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୧୯୯ଜଣ ଥିବା ବେଳେ ୧୪୦ ଲୋକାଲ କେସ୍‌ ରହିଛି। ଏହାଛଡ଼ା ୬୯ ପିଲା ରହିଛନ୍ତି। ଏନେଇ ଗୁରୁବାର ପୂର୍ବାହ୍ନରେ ରାଜ୍ୟ ସୂଚନା ଓ…

ଆଜି ଅନ୍ତିମ ପର୍ଯ୍ୟାୟ: ୭ଟାରୁ ଆରମ୍ଭ ହେଲା ମତଦାନ

ଭୁବନେଶ୍ୱର,୨୪।୨(ବ୍ୟୁରୋ): ଗୁରୁବାର ସକାଳ ୭ଟାରୁ ରାଜ୍ୟରେ ପଞ୍ଚମ ତଥା ଶେଷ ପର୍ଯ୍ୟାୟ ଲାଗି ମତଦାନ ଆରମ୍ଭ ହୋଇଛି । ନିଜ ମତାଧିକାର ସାବ୍ୟସ୍ତ କରିବାକୁ ସକାଳୁ ସକାଳୁ ବିଭିନ୍ନ ବୁଥ୍‌ରେ ଭୋଟରଙ୍କ ଲମ୍ବା ଧାଡ଼ି ଦେଖିବାକୁ ମିଳୁଛି। ଅପରାହ୍ନ ୧ଟା ଯାଏ…

ଶ୍ରୀଲିଙ୍ଗରାଜଙ୍କ ପୀଠରେ ରାତି ୧୦, ଶ୍ରୀଲୋକନାଥଙ୍କ ପୀଠରେ ରାତି ୩

ପୁରୁଣା ଭୁବନେଶ୍ୱର(ଡି.ଏନ୍‌.ଏ.)/ପୁରୀ ଅଫିସ,୨୪ା୨: ମାର୍ଚ୍ଚ ୧ରେ ଶ୍ରୀଲିଙ୍ଗରାଜଙ୍କ ଜାଗର ଯାତ୍ରା। ଏ ନେଇ ଶ୍ରୀଲିଙ୍ଗରାଜ ମନ୍ଦିର ଟ୍ରଷ୍ଟ ବୋର୍ଡ ପକ୍ଷରୁ ଏକ ସମନ୍ବୟ ବୈଠକ ବୁଧବାର ଅନୁଷ୍ଠିତ ହୋଇଯାଇଛି। ସ୍ଥାନୀୟ ସର୍କିଟ ହାଉସ ସଭାକକ୍ଷରେ ଅନୁଷ୍ଠିତ ଏହି ବୈଠକରେ ଖୋର୍ଦ୍ଧା ଜିଲାପାଳ…

ରାଷ୍ଟ୍ରପତି ନିର୍ବାଚନ ପାଇଁ ଆରମ୍ଭ ହେଲାଣି ପ୍ରକ୍ରିୟା

ଭୁବନେଶ୍ୱର,୨୪ା୨(ବ୍ୟୁରୋ): ରାଷ୍ଟ୍ରପତି ନିର୍ବାଚନ ଲାଗି ଏବେଠାରୁ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି। ଜୁଲାଇରେ ହେବାକୁ ଥିବା ଏହି ନିର୍ବାଚନ ସକାଶେ ଓଡ଼ିଶା ବିଧାନସଭାର ଦୁଇଜଣ ଅଫିସର ଆସିଷ୍ଟାଣ୍ଟ ରିଟର୍ନିଂ ଅଫିସର(ଏଆର୍‌ଓ) ଭାବେ ନିଯୁକ୍ତ ହେବେ । ହେଲେ ଦୁଇ ଜଣଙ୍କ ମଧ୍ୟରୁ ରାଷ୍ଟ୍ରପତି…

ପ୍ରାଥମିକ ସ୍କୁଲ ଖୋଲିବା ନେଇ ଗାଇଡ୍‌ଲାଇନ

ଭୁବନେଶ୍ୱର, ୨୪ା୨(ବ୍ୟୁରୋ): ରାଜ୍ୟରେ ଗତ ୧୪ ତାରିଖରୁ ପ୍ରାଥମିକ ସ୍କୁଲ ଖୋଲିଥିବାବେଳେ ଆସନ୍ତା ୨୮ ତାରିଖରୁ ପିଲାମାନେ ସ୍କୁଲ ଯିବେ। ଦୀର୍ଘ ଦୁଇବର୍ଷ ଧରି ପିଲାମାନେ ସ୍କୁଲ ଯାଇ ନ ଥିବାରୁ ଏବେ ସେମାନଙ୍କ ପାଠପଢ଼ା କିପରି ହେବା ଉଚିତ ସେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri