ମେଟ୍ରୋ

ମୋ ବସ୍‌ରୁ ୧୦ ହଜାର ଟଙ୍କା ଚୋରି

ଭୁବନେଶ୍ୱର,୯।୫ (ବ୍ୟୁରୋ): ମୋ ବସରେ ଯାଉଥିବାବେଳେ ଚୈତନ୍ୟ ନାମକ ଜଣେ ଯାତ୍ରୀଙ୍କ ପକେଟରୁ ୧୦ ହଜାର ଟଙ୍କା ଚୋରି କରି ନେଇଛନ୍ତି ଦୁର୍ବୃତ୍ତ। ଏ ନେଇ ସେ ଚନ୍ଦ୍ରଶେଖରପୁର ଥାନାରେ ଅଭିଯୋଗ କରିଛନ୍ତି। ସିସିଟିଭି ଲାଗିବା ସତ୍ତ୍ୱେ ଦୁର୍ବୃତ୍ତମାନେ ମୋ ବସ୍‌…

ଉପହାର ଲୋଭରେ ୧.୨୫ ଲକ୍ଷ ହରାଇଲେ ମହିଳା

ଭୁବନେଶ୍ୱର,୧୦।୫ (ବ୍ୟୁରୋ):ଉପହାର ପାଇବା ଆଶାରେ ୧ଲକ୍ଷ ୨୫ହଜାର ହରାଇଛନ୍ତି ଭୁବନେଶ୍ୱର ଖଣ୍ଡଗିରି ଥାନାଞ୍ଚଳର ଜଣେ ମହିଳା। ସାଇବର ଠକେଇର ଶିକାର ହୋଇଥିବା ଜାଣିବା ପରେ ସେ ସାଇବର ଥାନାରେ ଅଭିଯୋଗ କରିଛନ୍ତି। ଅଭିଯୋଗ ଅନୁସାରେ, ସାଇବର ଠକ ଜଣକ ତାଙ୍କ ହ୍ବାଟ୍‌ସଆପ୍‌କୁ…

ସ୍କୁଲ କମ୍ପ୍ୟୁଟର ଶିକ୍ଷା ଲକ୍ଷ୍ୟ ବିଫଳ

ଭୁବନେଶ୍ୱର,୧୦।୫(ବ୍ୟୁରୋ):ପ୍ରତିଟି କ୍ଷେତ୍ରରେ ଆଜି କମ୍ପ୍ୟୁଟର ଜ୍ଞାନ ଜରୁରୀ। ତେଣୁ ରାଜ୍ୟରେ ଛାତ୍ରୀଛାତ୍ରଙ୍କୁ ସ୍କୁଲ୍‌ ସମୟରୁ କମ୍ପ୍ୟୁଟର ଶିକ୍ଷା ପ୍ରଦାନ ଲାଗି ସରକାର ଗୁରୁତ୍ୱ ପ୍ରଦାନ କରୁଛନ୍ତି। ଛୋଟବେଳୁ ପିଲାଙ୍କୁ କମ୍ପ୍ୟୁଟର ଶିକ୍ଷିତ କରିବା ଲକ୍ଷ୍ୟ ନେଇ ବିଭିନ୍ନ କାର୍ଯ୍ୟକ୍ରମ ହାତକୁ ନେଉଛନ୍ତି।…

ଛାତ୍ରୀଛାତ୍ରଙ୍କ ଅଫ୍‌ଲାଇନ ଉପସ୍ଥାନ ବାଧ୍ୟତାମୂଳକ ନୁହେଁ

ଭୁବନେଶ୍ୱର, ୧୦।୫(ବ୍ୟୁରୋ): ଏଣିକି ସ୍କୁଲରେ ଛାତ୍ରୀଛାତ୍ରଙ୍କ ଅଫ୍‌ଲାଇନ ଉପସ୍ଥାନ ବାଧ୍ୟତାମୂଳକ ନୁହେଁ। ଛାତ୍ରୀଛାତ୍ର ଚାହିଁଲେ ଅନ୍‌ଲାଇନ୍‌ରେ କ୍ଲାସ୍‌ କରିପାରିବେ। ରାଜ୍ୟରେ ଦୁଇଟି ହଷ୍ଟେଲରେ ଛାତ୍ରୀଛାତ୍ର କରୋନା ସଂକ୍ରମଣ ହେବାପରେ ବିଭାଗ ପକ୍ଷରୁ ଏଭଳି ନିଷ୍ପତ୍ତି ନିଆଯାଇଛି। ଏଥିପାଇଁ ଦୀକ୍ଷା ପୋର୍ଟାଲରେ ଛାତ୍ରୀଛାତ୍ର…

ଭତ୍ତା ସହିତ ଶହେ ଟଙ୍କାର ଗ୍ରୀଷ୍ମକାଳୀନ ସହାୟତା

ଭୁବନେଶ୍ୱର,୧୦ା୫(ବ୍ୟୁରୋ): ଜାତୀୟ ସାମାଜିକ ସହାୟତା କାର୍ଯ୍ୟକ୍ରମ ଓ ମଧୁବାବୁ ପେନ୍‌ସନ୍‌ ଯୋଜନାରେ ବାର୍ଦ୍ଧକ୍ୟ, ବିଧବା, ଭିନ୍ନକ୍ଷମ ଓ ଅନ୍ୟାନ୍ୟ ବର୍ଗରେ ଭତ୍ତା ପାଉଥିବା ହିତାଧିକାରୀମାନଙ୍କୁ ଗ୍ରୀଷ୍ମକାଳୀନ ସହାୟତା ସ୍ବରୂପ ଅତିରିକ୍ତ ୧୦୦ ଟଙ୍କା ଲେଖାଏ ପ୍ରଦାନ କରିବାକୁ ରାଜ୍ୟ ସରକାର ସୋମବାର…

ଇଏସ୍‌ଆଇ ଡାକ୍ତରଖାନାରେ ୫୫ ଡାକ୍ତର ନିଯୁକ୍ତ

ଭୁବନେଶ୍ୱର,୧୦ା୫(ବ୍ୟୁରୋ):ଉତ୍ତମ ସ୍ବାସ୍ଥ୍ୟସେବା ଯୋଗାଇବା ରାଜ୍ୟ ସରକାରଙ୍କ ପ୍ରାଥମିକ ଲକ୍ଷ୍ୟ। ଲୋକମାନଙ୍କୁ କିପରି କମ୍‌ ଖର୍ଚ୍ଚରେ ଉତ୍ତମ ସ୍ବାସ୍ଥ୍ୟସେବା ମିଳିପାରିବ ସେନେଇ ଅନବରତ ଉଦ୍ୟମ ଜାରି ରହିଛିି। ସୋମବାର ରାଜ୍ୟ କର୍ମଚାରୀ ବୀମା (ଇଏସ୍‌ଆଇ) ହସ୍ପିଟାଲ ଓ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପାଇଁ ନବନିଯୁକ୍ତ…

ବାତ୍ୟା ପ୍ରଭାବ ନାହିଁ

ଭୁବନେଶ୍ୱର, ୧୦ା୫(ବ୍ୟୁରୋ):ବଙ୍ଗୋପସାଗରରେ ସୃଷ୍ଟ ବାତ୍ୟା ‘ଅସାନି’ ଭୟଙ୍କର ବାତ୍ୟାରେ ପରିଣତ ହୋଇଛି। ସୋମବାର ସନ୍ଧ୍ୟାସୁଦ୍ଧା ପୁରୀଠାରୁ ଦକ୍ଷିଣ ଦିଗରେ ଏହା ୫୯୦ କି.ମି. ଦୂର ଏବଂ ବିଶାଖାପାଟଣାଠାରୁ ୪୧୦ କି.ମି. ଦୂରରେ କେନ୍ଦ୍ରୀଭୂତ ହୋଇଛି। ଏହା ଘଣ୍ଟା ପ୍ରତି ୧୬ କିଲୋମିଟର…

ରାଜ୍ୟରୁ ଆଉ ୭ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱର,୯।୫(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟାରେ ଆଉ ୭ କୋଭିଡ଼ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ୧୨ଲକ୍ଷ ୭୮ ହଜାର ୮୭୭ ଜଣ ସୁସ୍ଥ ହୋଇ ସାରିଲେଣି। ଏ ନେଇ ସୋମବାର ରାଜ୍ୟ ସ୍ବାସ୍ଥ୍ୟ ଏବଂ ପରିବାର…

ଉପକୂଳ ମୁହାଁ ଅସାନି

ଭୁବନେଶ୍ୱର, ୯।୫(ବ୍ୟୁରୋ): ବାତ୍ୟା ଅସାନି ଯୋଗୁ ସମୁଦ୍ରରେ ଅଶାନ୍ତ ହେବାରେ ଲାଗିଛି। ଘଣ୍ଟା ପ୍ରତି ୨୫ କି.ମି. ବେଗରେ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଏହା ଗତି କରୁଛି। ବର୍ତ୍ତମାନ ତାହା ବଳ ଗୋଟାଇ ଧିରେ ଧିରେ ଉପକୂଳ ମୁହାଁ ହେଉଛି । ୩୬…

ପରୀକ୍ଷାରେ ଅନୁପସ୍ଥିତ ଥିବା ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଲେ ଗଣଶିକ୍ଷା ମନ୍ତ୍ରୀ

ଭୁବନେଶ୍ୱର,୯।୫(ବ୍ୟୁରୋ): ମାଟ୍ରିକ ପରୀକ୍ଷାରେ ଛାତ୍ରୀଛାତ୍ର ଅନୁପସ୍ଥିତ ଥିବା ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଛନ୍ତି ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ। ସେ କହିଛନ୍ତି, ପ୍ରାୟ ୪୬ ହଜାର ଛାତ୍ରୀଛାତ୍ର ପରୀକ୍ଷା ଦେଇନାହାନ୍ତି। କୋଭିଡ଼ ଯୋଗୁ ସବୁ ପିଲାଙ୍କ ଫର୍ମଫିଲପ୍‌ ଫି’ ସରକାର ଛାଡ଼…

ଭୁବନେଶ୍ବରରୁ ଜୟପୁର ଦେଇ ଭାଇଜାଗ୍‌କୁ ବିମାନ ସେବା

ଭୁବନେଶ୍ୱର, ୯।୫ (ବ୍ୟୁରୋ) : ଭୁବନେଶ୍ବରରୁ ଭାଇଜାଗ୍‌କୁ ବିମାନ ସେବା ଆରମ୍ଭ ହେବ। ଏହା ଭାୟା ଜୟପୁର ଦେଇ ଚଳାଚଳ କରିବ । ୯ ସିଟ୍‌ ବିଶିଷ୍ଟ ବିମାନରେ ଯାତ୍ରୀ ଯାତ୍ରା କରିବେ। ପ୍ରାଥମିକ ପର୍ଯ୍ୟାୟରେ ବିଡିଂରେ ଇଣ୍ଡିଆନ ଏୟାରଲାଇନ୍ସ ସାମିଲ…

ବ୍ରଜରାଜନଗର ଉପନିର୍ବାଚନ: ଅଳକା ମହାନ୍ତିଙ୍କୁ ପ୍ରାର୍ଥୀ କଲା ବିଜେଡି

ଭୁବନେଶ୍ୱର,୯ା୫(ବ୍ୟୁରୋ): ବ୍ରଜରାଜନଗର ବିଧାନସଭା ଉପନିର୍ବାଚନ ପାଇଁ ସୋମବାର ବିଜେଡି ତା’ର ପ୍ରାର୍ଥୀ ଘୋଷଣା କରିଛି। ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ବ୍ରଜରାଜନଗର ଉପନିର୍ବାଚନ ପାଇଁ ଦିବଂଗତ ବିଧାୟକ କିଶୋର କୁମାର ମହାନ୍ତିଙ୍କ ସ୍ତ୍ରୀ ଶ୍ରୀମତୀ ଅଳକା ମହାନ୍ତିଙ୍କୁ ପ୍ରାର୍ଥୀ ଭାବେ ଚୟନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?