୩ ମହାନଗର ନିଗମ, ୧୦୭ ପୌର ସଂସ୍ଥା ପାଇଁ ବିଜ୍ଞପ୍ତି
ଭୁବନେଶ୍ୱର,୨୪ା୨(ବ୍ୟୁରୋ): ପଞ୍ଚାୟତ ନିର୍ବାଚନ ପରେ ରାଜ୍ୟରେ ଯେକୌଣସି ମୁହୂର୍ତ୍ତରେ ପୌର ନିର୍ବାଚନ ଘୋଷଣା ହୋଇପାରେ। ଏଥିପାଇଁ ରାଜ୍ୟ ସରକାର ସମ୍ପୂର୍ଣ୍ଣ ପ୍ରସ୍ତୁତ ହୋଇଛନ୍ତି। ବୁଧବାର ଏ ନେଇ ରାଜ୍ୟ ସରକାର ରାଜ୍ୟ ନିର୍ବାଚନ କମିଶନରଙ୍କୁ ଅବଗତ କରାଇଛନ୍ତି । ଏଥିସହିତ ଗୃହ…
ଆସନ୍ତାକାଲି ସରିବ ପଞ୍ଚାୟତ ନିର୍ବାଚନ, ଜାଣନ୍ତୁ ଏଥର କେମିତି ହେବ ଗଣତି
ଭୁବନେଶ୍ୱର,୨୩ା୨(ବ୍ୟୁରୋ): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ଗୁରୁବାର ସରିବ ମତଦାନ। ତେବେ ୨୬ରୁ ଭୋଟ୍ ଗଣତି ଆରମ୍ଭ ହେବ। ପୂର୍ବରୁ ବୁଥ୍ରେ ଗଣତି କରାଯାଇ ସେହିଦିନ ପ୍ରାର୍ଥୀଙ୍କ ଫଳାଫଳ ଘୋଷଣା କରାଯାଉଥିଲା। ମାତ୍ର ଚଳିତଥର ଗଣତି ପ୍ରକ୍ରିୟାରେ ପରିବର୍ତ୍ତନ ହୋଇଛି। ଏଥର…
ରାତି ୧୦ରେ ଉଠିବ ମହାପ୍ରଭୁ ଲିଙ୍ଗରାଜଙ୍କ ମହାଦୀପ
ଭୁବନେଶ୍ୱର,୨୩ା୨(ବ୍ୟୁରୋ): ମାର୍ଚ୍ଚ ୧ରେ ପଡୁଛି ମହାଶିବରାତ୍ରି। ସେଥିପାଇଁ ବୁଧବାର ଭୁବନେଶ୍ୱରସ୍ଥିତ ଲିଙ୍ଗରାଜ ମନ୍ଦିରରେ ଖୋର୍ଦ୍ଧା ଜିଲାପାଳଙ୍କ ଅଧ୍ୟକ୍ଷତାରେ ଏକ ସମନ୍ବୟ ବୈଠକ ବସିଥିଲା। ବୈଠକର ନିଷ୍ପତ୍ତି ଅନୁଯାୟୀ, ଲିଙ୍ଗରାଜ ମନ୍ଦିରରେ ରାତି ୧୦ଟାରେ ମହାଦୀପ ଉଠିବ। ଏଥିସହିତ ମନ୍ଦିର ଭିତରେ କୋଭିଡ୍…
ବନ୍ଧା ହେଲେ ନକଲି ଡାକ୍ତରଙ୍କ ଭଉଣୀ
ଭୁବନେଶ୍ୱର,୨୩।୨(ବ୍ୟୁରୋ): ଅର୍ଥ ପାଇଁ ବିଭିନ୍ନ ରାଜ୍ୟର ୧୭ରୁ ଅଧିକ ମହିଳାଙ୍କୁ ବିବାହ କରି ଠକେଇ ଓ ପ୍ରତାରଣା କରିଥିବା ନକଲି ଡାକ୍ତର ରମେଶ ସ୍ବାଇଁଙ୍କର ଗୁମର ଧିରେ ଧିରେ ଫିଟିବାରେ ଲାଗିଛି। ଏଭଳି କାର୍ଯ୍ୟରେ ସମ୍ପୂର୍ଣ୍ଣ ସହଯୋଗ କରିଥିବା ଭଉଣୀ ରଶ୍ମିତା…
ନକଲି ଡାକ୍ତରଙ୍କ ଘରେ ଚଢ଼ାଉ: ୧୫ ପାସ୍ବୁକ୍ ଜବତ
ଭୁବନେଶ୍ୱର,୨୩।୨(ବ୍ୟୁରୋ): ନକଲି ଡାକ୍ତର ରମେଶ ସ୍ବାଇଁଙ୍କ ଗୋଟିଏ ପରେ ଗୋଟିଏ ଗୁମର ଖୋଲିବାରେ ଲାଗିଛି । ପ୍ରତିଦିନ ନୂଆ ନୂଆ ମାମଲା ସାମ୍ନାକୁ ଆସୁଛି। ତାଙ୍କ ଘରେ କମିଶନରେଟ ପୋଲିସ ପକ୍ଷରୁ ଚଢାଉ କରାଯାଇଛି। ମଙ୍ଗଳବାର ରାତିରେ କେନ୍ଦ୍ରାପଡା ଜିଲା ଡେରାବିଶ…
ଖୁବ୍ଶୀଘ୍ର ଘୋଷଣା ହେବ ପୌର ନିର୍ବାଚନ ତାରିଖ
ଭୁବନେଶ୍ୱର,୨୩।୨(ବ୍ୟୁରୋ): ତ୍ରିସ୍ତରୀୟ ନିର୍ବାଚନ ପରେ ହେବ ପୌର ନିର୍ବାଚନ। ଏ ନେଇ ସମସ୍ତ ପ୍ରକାର ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ତେବେ ନିର୍ବାଚନ ତାରିଖ ଯେକୌଣସି ମୁହୂର୍ତ୍ତରେ ଘୋଷଣା ହୋଇପାରେ ବୋଲି ନଗର ଉନ୍ନୟନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି।…
ରାଜ୍ୟରୁ ପୁଣି ୯ ମୁଣ୍ଡ ନେଲା କରୋନା
ଭୁବନେଶ୍ୱର,୨୩।୨(ବ୍ୟୁରୋ): ରାଜ୍ୟରେ ବୁଧବାର କରୋନା ଆଉ ୯ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୯,୦୪୫କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ମୃତକଙ୍କ ମଧ୍ୟରେ…
କାଲି ଶେଷ ପର୍ଯ୍ୟାୟ ମତଦାନ
ଭୁବନେଶ୍ୱର,୨୩।୨(ବ୍ୟୁରୋ): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର ପଞ୍ଚମ ତଥା ଅନ୍ତିମ ପର୍ଯ୍ୟାୟ ମତଦାନ ଗୁରୁବାର ହେବ। ଏ ନେଇ ଗତକାଲି ପ୍ରଚାର ମଧ୍ୟ ସରିଯାଇଛି। ଶେଷ ପର୍ଯ୍ୟାୟରେ ରାଜ୍ୟର ୨୫ଟି ଜିଲାର ୧୩୧ ଜିଲା ପରିଷଦ ଜୋନରେ ନିର୍ବାଚନ ହେବ । ୯୭୫…
ଚାଲିଛି ସାନି ମତଦାନ
ଭୁବନେଶ୍ୱର,୨୩।୨(ବ୍ୟୁରୋ): ରାଜ୍ୟରେ ବିଭିନ୍ନ ବୁଥରେ ବୁଧବାର ସାନି ମତଦାନ ହେଉଛି । ବିଭିନ୍ନ ସ୍ଥାନରେ ଗଣ୍ଡଗୋଳ ଯୋଗୁ ପ୍ରଥମ ଓ ଦ୍ୱିତୀୟ ପର୍ଯ୍ୟାୟରେ ସ୍ଥଗିତ ଥିବା ୪୫ଟି ବୁଥରେ ଆଜି ପୁଣି ମତଦାନ ହୋଇଛି। ଯାଜପୁର, ଢ଼େଙ୍କାନାଳ, ପୁରୀ, ଭଦ୍ରକ, ବୌଦ୍ଧ,…
ରାଜ୍ୟରେ ହ୍ରାସ ପାଉଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା
ଭୁବନେଶ୍ୱର,୨୩।୨(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୩୪୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୮୩ ଜଣ ପିଲା ଅଛନ୍ତି। ସେହିପରି ୧୯୬ ଜଣ କ୍ୱାରାଣ୍ଟାଇନ୍ରୁ ଥିବା ବେଳେ ୧୪୬ ଲୋକାଲ କେସ ରହିଛି। ଏ ନେଇ…
ଥମୁନି ବିଜେଡି-ଭାଜପା ଦୋଷ ଲଦାଲଦି
ଭୁବନେଶ୍ୱର, ୨୩।୨(ବ୍ୟୁରୋ): ରାଜ୍ୟରେ ଚାଲିଥିବା ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ନେଇ ବିଜେଡି ଓ ଭାଜପା ମଧ୍ୟରେ ଦୋଷ ଲଦାଲଦି ପ୍ରକ୍ରିୟା ଜାରି ରହିଛି। ସବୁଦିନ ଭଳି ମଙ୍ଗଳବାର ମଧ୍ୟ ଉଭୟ ଦଳ ପରସ୍ପର ବିରୋଧରେ ଅଭିଯୋଗ ନେଇ ରାଜ୍ୟ ନିର୍ବାଚନ କମିଶନଙ୍କ…
ଉଚ୍ଚସ୍ତରୀୟ ତଦନ୍ତ ଦାବି କଲେ ଧର୍ମେନ୍ଦ୍ର
ଭୁବନେଶ୍ୱର, ୨୩।୨(ବ୍ୟୁରୋ): ସ୍ବାଧିନତାର ୭୫ ବର୍ଷ ପରେ ଭୋଟର ତାଲିକା ଠିକ୍ ଭାବେ ପ୍ରସ୍ତୁତ ନ କରିପାରିବା ଚିନ୍ତା ଓ ପରିତାପର ବିଷୟ ବୋଲି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଟୁଇଟ୍ କରି କହିଛନ୍ତି। ଧର୍ମେନ୍ଦ୍ର ମଙ୍ଗଳବାର ଟୁଇଟ୍ରେ ଦର୍ଶାଇଛନ୍ତି ଯେ, ରାଜ୍ୟରେ…
Archives


