ରାଜଧାନୀରେ ଗାଡ଼ି ବେଗ ଉପରେ ଲାଗିଲା କଟକଣା
ଭୁବନେଶ୍ୱର,୨୩।୨(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରେ ଯାନବାହନ ବେଗ ଉପରେ ଅଙ୍କୁଶ ଲଗାଯାଇଛି। ଘଣ୍ଟା ପ୍ରତି ୫୦ କିମି ବେଗରେ ଗାଡ଼ି ଚଲାଇଲେ ଲାଗୁ ହେବ ୭ ହଜାର ଜରିମାନା । ଏଥିସହ ଗାଡ଼ି ଚାଳକଙ୍କ ଲାଇସେନ୍ସ ମଧ୍ୟ ରଦ୍ଦ କରାଯିବ । ଏପରି…
ତୃଣମୂଳସ୍ତରରେ ବରିଷ୍ଠ ନାଗରିକଙ୍କ ଯତ୍ନ ବଡ଼ ଆହ୍ବାନ
ଭୁବନେଶ୍ୱର, ୨୩।୨(ବ୍ୟୁରୋ): ଆସନ୍ତା ୨୦୩୧ ସୁଦ୍ଧା ଭାରତର ମୋଟ୍ ଜନସଂଖ୍ୟାର ୧୩.୧ ପ୍ରତିଶତ ବରିଷ୍ଠ ନାଗରିକଙ୍କୁ ନେଇ ପୂରଣ ହେବ। ତେଣୁ ଜିଲା ତଥା ତୃଣମୂଳସ୍ତରରେ ଥିବା ମାନବ ସମ୍ବଳ ଏବଂ ଭିତ୍ତିଭୂମିକୁ ଉପଯୁକ୍ତ ଭାବେ ବିନିଯୋଗପୂର୍ବକ ବରିଷ୍ଠ ନାଗରିକଙ୍କ ସମ୍ପୂର୍ଣ୍ଣ…
ଫେରାର ରାଜାଙ୍କୁ ଧରିଲା ଏସ୍ଟିଏଫ୍
ଭୁବନେଶ୍ୱର,୨୩।୨(ବ୍ୟୁରୋ): ନୟାଗଡ଼ ଜିଲା ଟାଉନ୍ ଥାନା ଅନ୍ତର୍ଗତ ଉଦୟପଥ ଲେନ୍ର ଏକ ଭଡ଼ାଘରୁ ୩ କୋଟିରୁ ଊର୍ଦ୍ଧ୍ୱ ଟଙ୍କାର ବ୍ରାଉନସୁଗାର ଜବତ ମାମଲାରେ ଫେରାର ଥିବା ମୁଖ୍ୟ ଅଭିଯୁକ୍ତଙ୍କ ସହଯୋଗୀ ଏମ୍.ଡି. ରାଜା ଧରାପଡ଼ିଛନ୍ତି। ମଙ୍ଗଳବାର କ୍ରାଇମବ୍ରାଞ୍ଚର ସ୍ପେଶାଲ ଟାସ୍କ ଫୋର୍ସ…
ଭାଜପା ନେତାଙ୍କ ବିରୋଧରେ ହତ୍ୟା ଅଭିଯୋଗ କଲା ବିଜେଡି
ଭୁବନେଶ୍ୱର,୨୩।୨(ବ୍ୟୁରୋ): ଭାଜପା ନେତାଙ୍କ ବିରୋଧରେ ବିଜେଡି ହତ୍ୟା ଅଭିଯୋଗ ଆଣିଛି । ଭଦ୍ରକ ଜିଲା ଧାମନଗର ଥାନା ଦଳାଙ୍ଗ ପଞ୍ଚାୟତ ଜାହାଙ୍ଗୀର ଅଞ୍ଚଳର ପ୍ରତାପ ଚନ୍ଦ୍ର ରାଉତଙ୍କୁ ରାଜନୈତିକ ଆକ୍ରୋଶ ଯୋଗୁ ଏକ ରାଜନୈତିକ ଦଳର ଲୋକେ ପିଟିପିଟି ହତ୍ୟା କରିଥିବା…
ଜୁଲାଇ ପହିଲାରୁ ପଲିଥିନ ନିଷେଧ କଡ଼ାକଡ଼ି
ଭୁବନେଶ୍ୱର,୨୩ା୨(ବ୍ୟୁରୋ): ଆସନ୍ତା ଜୁଲାଇ ପହିଲାରୁ ରାଜ୍ୟର ସମସ୍ତ ସହରାଞ୍ଚଳରେ ପ୍ଲାଷ୍ଟିକ ଉତ୍ପାଦନ, ବିକ୍ରି ଓ ବ୍ୟବହାର ସମ୍ପୂର୍ଣ୍ଣ ନିଷେଧ ହେବ। ଏଥିପାଇଁ ୨୦୨୨ ଜୁନ୍ ୩୦ ସମୟ ଧାର୍ଯ୍ୟ କରାଯାଇଛି। ଜୁଲାଇ ପହିଲାରୁ ଏହାକୁ କଡ଼ାକଡ଼ି ଭାବେ ପାଳନ କରାଯିବ। ଏ…
ଘାରିଲାଣି ଷ୍ଟ୍ରଙ୍ଗ୍ରୁମ୍ ସୁରକ୍ଷା ଚିନ୍ତା
ଭୁବନେଶ୍ୱର, ୨୩ା୨(ବ୍ୟୁରୋ): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ୨୦୨୨ ପାଇଁ ରାଜ୍ୟରେ ହେଉଥିବା ୫ ପର୍ଯ୍ୟାୟ ନିର୍ବାଚନର ୪ଟି ପର୍ଯ୍ୟାୟ ପାଇଁ ଭୋଟିଂ ଶେଷ ହୋଇଯାଇଛି। ଏହି ୪ଟି ପର୍ଯ୍ୟାୟରେ ଯେଉଁମାନେ ପ୍ରାର୍ଥୀ ହୋଇଛନ୍ତି ସମସ୍ତଙ୍କୁ ବର୍ତ୍ତମାନ ଷ୍ଟ୍ରଙ୍ଗ୍ରୁମ୍ ଚିନ୍ତା ଘାରିଛି। ଶାସକ…
ସୁପ୍ରିମକୋର୍ଟରେ ଦଶମ, ଦ୍ୱାଦଶ ପରୀକ୍ଷା ଶୁଣାଣି ଆଜି
ଭୁବନେଶ୍ୱର, ୨୩।୨(ବ୍ୟୁରୋ): ଦଶମ ଓ ଦ୍ୱାଦଶ ଶ୍ରେଣୀ ବୋର୍ଡ ପରୀକ୍ଷା ଅନ୍ଲାଇନ୍ ନା ଅଫ୍ଲାଇନ୍ରେ ହେବ, ଏନେଇ ଦ୍ୱନ୍ଦ୍ୱ ଲାଗି ରହିଥିବାବେଳେ ବୁଧବାର ଏହି ମାମଲାର ଶୁଣାଣି କରିବେ ସୁପ୍ରିମକୋର୍ଟ। ସମସ୍ତ ରାଜ୍ୟ, ସିବିଏସ୍ଇ, ସିଆଇଏସ୍ସିଇ, ନ୍ୟାଶନାଲ ଇନଷ୍ଟିଚ୍ୟୁଟ୍ ଅଫ୍ ଓପନ…
ନକଲି ଡାକ୍ତରଙ୍କ ଭଉଣୀ ଅଟକ
ଭୁବନେଶ୍ୱର, ୨୩।୨(ବ୍ୟୁରୋ): ଅର୍ଥ ପାଇଁ ବିଭିନ୍ନ ରାଜ୍ୟର ୧୭ରୁ ଅଧିକ ମହିଳାଙ୍କୁ ବିବାହ କରି ଠକେଇ ଓ ପ୍ରତାରଣା କରିଥିବା ନକଲି ଡାକ୍ତର ରମେଶ ଚନ୍ଦ୍ର ସ୍ବାଇଁଙ୍କ ବିଷୟରେ ଦିନକୁ ଦିନ ନୂଆ ତଥ୍ୟ ଆସିବାରେ ଲାଗିଛି। କେବଳ ରମେଶ ନୁହନ୍ତି,…
ନିର୍ବାଚନୀ ହିଂସା ଥମୁନି
ଭୁବନେଶ୍ୱର,୨୩ା୨(ବ୍ୟୁରୋ): ରାଜ୍ୟରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର ୪ଟି ପର୍ଯ୍ୟାୟ ଭୋଟ ଗ୍ରହଣ ମଙ୍ଗଳବାର ଶେଷ ହୋଇଛି। ତେବେ ହିଂସାକାଣ୍ଡ ନିର୍ବାଚନ ପିଛା ଛାଡୁନାହିଁ। ଗତ ୩ଟି ପର୍ଯ୍ୟାୟ ନିର୍ବାଚନରେ ଭାଟ ବାକ୍ସ ନେଇଯିବା, ବାଲଟ ପେପର ଚିରିବା, ବୁଥ୍ ଜବରଦଖଲ କରିବା,…
ଜାତୀୟ ଉଦ୍ୟାନ ମ୍ୟାପ୍ରେ ଭିତରକନିକା ନାହିଁ
ଅସମାପିକା ସାହୁ ଭୁବନେଶ୍ୱର, ୨୩।୨(ବ୍ୟୁରୋ): କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍ଇ) ପିଲାଙ୍କୁ ଭୁଲ୍ ପାଠ ପଢ଼ାଉଛି। ସିବିଏସ୍ଇ ନିଜ ସ୍କୁଲଗୁଡ଼ିକରେ ଏନ୍ସିଇଆର୍ଟି ବହି ପଢ଼ାଇବାକୁ ପ୍ରାଧାନ୍ୟ ଦେଇଥାଏ। କିନ୍ତୁ ଏନ୍ସିଇଆର୍ଟି ତରଫରୁ ପ୍ରଣୀତ ନବମ ଶ୍ରେଣୀ ବହିରେ ଏକ ତ୍ରୁଟି…
ଆଜି ୪୫ ବୁଥ୍ରେ ସାନି ମତଦାନ
ଭୁବନେଶ୍ୱର, ୨୩ା୨(ବ୍ୟୁରୋ): ରାଜ୍ୟରେ ଚାଲିଥିବା ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର ୪ର୍ଥ ପର୍ଯ୍ୟାୟ ଭୋଟିଂ ମଙ୍ଗଳବାର ଶେଷ ହୋଇଛି। ୨୭ ଜିଲାର ୬୪ ବ୍ଲକର ୧ ହଜାର ୨୫୪ ପଞ୍ଚାୟତରେ ମତଦାନ ସରିଛି। ମୋଟ ୧୭ ହଜାର ୮୯ ବୁଥ୍ରେ ୫୧ ଲକ୍ଷ…
ଖୁସି ଆଣିଲା ବିରଳ ତାରିଖ
ଭୁବନେଶ୍ୱର, ୨୩।୨(ବ୍ୟୁରୋ): ମଙ୍ଗଳବାର ଥିଲା ବର୍ଷର ପ୍ରଥମ ସିମେଟ୍ରିକାଲ ବା ପଲିଣ୍ଡ୍ରୋମ୍। ଅର୍ଥାତ୍ କ୍ୟାଲେଣ୍ଡରର ଏପରି ଏକ ତାରିଖ ଯାହାକି ସାଂଖିକ ଦୃଷ୍ଟିରୁ ବିରଳ। ମଙ୍ଗଳବାର ଥିଲା ୨୨.୦୨.୨୦୨୨ ତାରିଖ। ଅର୍ଥାତ ୨ ତାରିଖ ଦ୍ବିତୀୟ ମାସ ଏବଂ ୨୦୨୨ ବର୍ଷ।…
Archives


