ଆଜି ୪୫ ବୁଥ୍ରେ ସାନି ମତଦାନ
ଭୁବନେଶ୍ୱର, ୨୩ା୨(ବ୍ୟୁରୋ): ରାଜ୍ୟରେ ଚାଲିଥିବା ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର ୪ର୍ଥ ପର୍ଯ୍ୟାୟ ଭୋଟିଂ ମଙ୍ଗଳବାର ଶେଷ ହୋଇଛି। ୨୭ ଜିଲାର ୬୪ ବ୍ଲକର ୧ ହଜାର ୨୫୪ ପଞ୍ଚାୟତରେ ମତଦାନ ସରିଛି। ମୋଟ ୧୭ ହଜାର ୮୯ ବୁଥ୍ରେ ୫୧ ଲକ୍ଷ…
ଖୁସି ଆଣିଲା ବିରଳ ତାରିଖ
ଭୁବନେଶ୍ୱର, ୨୩।୨(ବ୍ୟୁରୋ): ମଙ୍ଗଳବାର ଥିଲା ବର୍ଷର ପ୍ରଥମ ସିମେଟ୍ରିକାଲ ବା ପଲିଣ୍ଡ୍ରୋମ୍। ଅର୍ଥାତ୍ କ୍ୟାଲେଣ୍ଡରର ଏପରି ଏକ ତାରିଖ ଯାହାକି ସାଂଖିକ ଦୃଷ୍ଟିରୁ ବିରଳ। ମଙ୍ଗଳବାର ଥିଲା ୨୨.୦୨.୨୦୨୨ ତାରିଖ। ଅର୍ଥାତ ୨ ତାରିଖ ଦ୍ବିତୀୟ ମାସ ଏବଂ ୨୦୨୨ ବର୍ଷ।…
ବୁଧବାର ୪୫ ସ୍ଥାନରେ ସାନି ମତଦାନ
ଭୁବନେଶ୍ୱର,୨୨ା୨(ବ୍ୟୁରୋ)-ରାଜ୍ୟରେ ପଞ୍ଚାୟତ ନିର୍ବାଚନ ଜାରି ରହିଛି । ପ୍ରଥମ ଓ ଦ୍ୱିତୀୟ ପର୍ଯ୍ୟାୟରେ ଭୋଟଗ୍ରହଣରେ ବାଧା ସୃଷ୍ଟି ହୋଇଥିବା ୪୫ଟି ସ୍ଥାନରେ ବୁଧବାର ପୁନଃ ମତଦାନ ହେବ। ସକାଳ ୯ଟାରୁ ଅପରାହ୍ନ ୩ଟା ଯାଏ ଭୋଟଗ୍ରହଣ କରାଯିବ। ରାଜ୍ୟର ୯ ଜିଲା…
ଆଇଏଏସ୍ ପଦବୀକୁ ଉନ୍ନିତ ହେଲେ ୩ ଓଏଫଏସ୍ ଅଫିସର, ଜାରି ହେଲା ବିଧିବଦ୍ଧ ବିଜ୍ଞପ୍ତି
ଭୁବନେଶ୍ୱର,୨୨।୨(ବ୍ୟୁରୋ): ଓଡ଼ିଶା ଅର୍ଥ ସେବା(ଓଏଫ୍ଏସ୍)ର ୩ ବରିଷ୍ଠ ଅଧିକାରୀଙ୍କୁ ଆଇଏଏସ୍ ପଦବୀକୁ ଉନ୍ନୀତ କରାଯାଇଛି। ସେମାନେ ହେଲେ ଡ. ସତ୍ୟପ୍ରିୟ ରଥ, ଦୀପଙ୍କର ମହାପାତ୍ର ଓ ପ୍ରଣତି ଛୋଟରାୟ। ମଙ୍ଗଳବାର ଏନେଇ କେନ୍ଦ୍ର କାର୍ମିକ ମନ୍ତ୍ରଣାଳୟ ପକ୍ଷରୁ ବିଧିବଦ୍ଧ ବିଜ୍ଞପ୍ତି ଜାରି…
ଏଣିକି ୫୦ କିମିରୁ ଅଧିକ ବେଗରେ ଗଲେ ଗଣିବେ ୭ ହଜାର ଜରିମାନା
ଭୁବନେଶ୍ୱର,୨୨।୨(ବ୍ୟୁରୋ): ଏଣିକି ଦ୍ରୁତ ଗତିରେ ଗାଡ଼ି ଚଳାଇଲେ ଗଣିବେ ମୋଟା ଅଙ୍କର ଜରିମାନା। ଘଣ୍ଟା ପ୍ରତି ୫୦ କିଲୋମିଟର ବେଗରୁ ଅଧିକ ଚଳାଉଥିଲେ ୭ ହଜାର ଟଙ୍କାର ଜରିମାନା ଗଣିବାକୁ ପଡ଼ିବ। ଏପରିକି ଆବଶ୍ୟକ ପଡ଼ିଲେ ଡ୍ରାଇଭିଂ ଲାଇସେନ୍ସ ମଧ୍ୟ ବାତିଲ…
ଦିଆସରିଲାଣି ୬ କୋଟି ୩ ଲକ୍ଷ ୯୬ ହଜାର ଡୋଜ୍
ଭୁବନେଶ୍ୱର,୨୨।୨(ବ୍ୟୁରୋ): ରାଜ୍ୟରେ ଟିକାକରଣ ନେଇ ପରିବାର କଲ୍ୟାଣ ନିର୍ଦ୍ଦେଶକ ଡାକ୍ତର ବିଜୟ ପାଣିଗ୍ରାହୀ ପ୍ରତିକ୍ରିୟା ରଖିଛନ୍ତି । ସେ କହିଛନ୍ତି, ବର୍ତ୍ତମାନ ସୁଦ୍ଧା ୬ କୋଟି ୩ ଲକ୍ଷ ୯୬ ହଜାର ଡୋଜ ଦିଆସରିଲାଣି । କେନ୍ଦ୍ର ଯାହା ଟାର୍ଗେଟ ଦେଇଥିଲା…
ବାଲାଟ ପେପରରେ ତ୍ରୁଟି: କେନ୍ଦ୍ରାପଡା, ଯାଜପୁରରେ ନିର୍ବାଚନ ବାତିଲ
ଭୁବନେଶ୍ୱର, ୨୨।୨(ବ୍ୟୁରୋ): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର ମଙ୍ଗଳବାର ଚତୁର୍ଥ ପର୍ଯ୍ୟାୟ ମତଦାନ ଜାରି ରହିଛି। ତେବେ ମଧ୍ୟାହ୍ନ ୧୨ଟା ସୁଦ୍ଧା ୪୫ ପ୍ରତିଶତରୁ ଅଧିକ ମତଦାନ ହୋଇଥିବା ରାଜ୍ୟ ନିର୍ବାଚନ କମିଶନଙ୍କ ସଚିବ ରବୀନ୍ଦ୍ର ନାଥ ସାହୁ କହିଛନ୍ତି। ।ବର୍ତ୍ତମାନ ସୁଦ୍ଧା…
ରାଜ୍ୟରେ ଆଉ ୧୦ ଜଣଙ୍କ ଜୀବନ ନେଲା କରୋନା
ଭୁବନେଶ୍ୱର,୨୨।୨(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ସଂଖ୍ୟାରେ ବ୍ରେକ୍ ଲାଗୁନି। ଆଜି ଆଉ ୧୦ ଜଣଙ୍କ ଜୀବନ ନେଇଛି କରୋନା। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ମୃତ୍ୟୁସଂଖ୍ୟା ୯,୦୩୬କୁ ବୃଦ୍ଧି ପାଇଛି। ଆଜି…
ପଞ୍ଚମ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜି ସରିବ ପ୍ରଚାର
ଭୁବନେଶ୍ୱର,୨୨।୨(ବ୍ୟୁରୋ):ରାଜ୍ୟରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନକୁ ନେଇ ରାଜନୀତି ସରଗରମ ରହିଛି। ତିନୋଟି ପର୍ଯ୍ୟାୟରେ ପଞ୍ଚାୟତ ନିର୍ବାଚନ ସରିଥିବା ବେଳେ ଆଜି ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ଜାରି ରହିଛି । ସେହିପରି ୨୪ରେ ପଞ୍ଚମ ପର୍ଯ୍ୟାୟ ନିର୍ବାଚନ ହେବ। ତେବେ ପଞ୍ଚମ ପର୍ଯ୍ୟାୟ…
ରାଜ୍ୟରେ ଖସୁଛି କରୋନା ଗ୍ରାଫ୍
ଭୁବନେଶ୍ବର,୨୨।୨: ରାଜ୍ୟରେ କରୋନା ସଂକ୍ରମଣ କମିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ ୪୨୮ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ବୋଲି ସୂଚନା ଏବଂ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍ ଯୋଗେ ସୂଚନା ଦିଆଯାଇଛି। କେବଳ ଖୋର୍ଦ୍ଧା ଜିଲାକୁ ବାଦ ଦେଲେ…
୧୬୩ ଜୋନ୍ରେ ଚାଲିଛି ମତଦାନ
ଭୁବନେଶ୍ୱର,୨୨ା୨(ବ୍ୟୁରୋ): ଚଳିତ ପଞ୍ଚାୟତ ନିର୍ବାଚନର ଚତୁର୍ଥ ପର୍ଯ୍ୟାୟ ଭୋଟ ଗ୍ରହଣ ମଙ୍ଗଳବାର ଆରମ୍ଭ ହୋଇଯାଇଛି। ଏହି ପର୍ଯ୍ୟାୟରେ ୨୭ ଜିଲାର ୬୪ ବ୍ଲକ ୧୬୩ ଜିଲା ପରିଷଦ ଜୋନ୍ର ୧୨୫୪ଟି ପଞ୍ଚାୟତରେ ଭୋଟ ଗ୍ରହଣ ହେବ। ଏଥିପାଇଁ ୧୭୦୮୯ଟି ବୁଥ୍ରେ ୫୧…
ଏସ୍ଟିଏଫ୍ ହାତରେ ଧରାପଡ଼ିଲେ ୱାଣ୍ଟେଡ୍ ଶିବୁ
ଭୁବନେଶ୍ୱର, ୨୨/୨(ବ୍ୟୁରୋ):ନୟାଗଡ଼ ଜିଲା ଟାଉନ୍ ଥାନା ଅନ୍ତର୍ଗତ ଉଦୟପଥ ଲେନ୍ର ଏକ ଭଡାଘରୁ ୩ କୋଟିରୁ ଊର୍ଦ୍ଧ୍ୱ ଟଙ୍କାର ବ୍ରାଉନସୁଗାର ଜବତ ମାମଲାର ମୁଖ୍ୟ ଅଭିଯୁକ୍ତ ତଥା ମାଷ୍ଟରମାଇଣ୍ଡ୍ ଧରାପଡ଼ିଛନ୍ତି। କ୍ରାଇମବ୍ରାଞ୍ଚର ସ୍ପେଶାଲ ଟାସ୍କ ଫୋର୍ସ (ଏସ୍ଟିଏଫ୍) ପାଇଁ ସେ ଓ୍ବାଣ୍ଟେଡ୍…
Archives


