ମେଟ୍ରୋ

ବୁଧବାରରୁ ଆରମ୍ଭ ଦଶମ ସମେଟିଭ୍‌-୧ ପରୀକ୍ଷା

ଭୁବନେଶ୍ୱର,୪।୧(ବ୍ୟୁରୋ): ଦଶମ ସମେଟିଭ୍‌-୧ ପରୀକ୍ଷା ବୁଧବାରରୁ ଆରମ୍ଭ ହେବ। ତେବେ ଏହି ପରୀକ୍ଷା ୫ରୁ ୮ ଯାଏ ଚାଲିବ ବୋଲି ବୋର୍ଡ ସଭାପତି ସୂଚନା ଦେଇଛନ୍ତି। ଦିନକୁ ୨ଟି ସିଟିଂରେ ପରୀକ୍ଷା ହେବ। ନୋଡାଲ ସେଣ୍ଟରକୁ ପ୍ରଶ୍ନପତ୍ର ପଠା ହୋଇସାରିଛି।...

୫ରୁ କମିବ ଶୀତ

ଭୁବନେଶ୍ୱର,୪।୧(ବ୍ୟୁରୋ): ଜଳବାୟୁ ପରିବର୍ତ୍ତନ ଯୋଗୁ ଚଳିତ ବର୍ଷ ଓଡ଼ିଶା ଭିତରକୁ ବାରମ୍ବାର ପଶ୍ଚିମା ବାୟୁ ପ୍ରବାହ ହେଉଛି। ଏଥିଯୋଗୁ ବର୍ଷା ମଧ୍ୟ ଲାଗିରହୁଛି। ଆସନ୍ତା ୮ ତାରିଖରୁ ୧୨ ତାରିଖ ଯାଏ ରାଜ୍ୟରେ ବର୍ଷା ହେବ। ୮ରୁ ୧୦ ତାରିଖ...

ପ୍ରଥମ ଦିନରେ ୮୦ ହଜାର ନେଲେ ଟିକା

ଭୁବନେଶ୍ୱର, ୪।୧(ବ୍ୟୁରୋ): ସାରା ଦେଶରେ ସୋମବାରଠାରୁ ୧୫ରୁ ୧୮ ବର୍ଷ ପିଲାଙ୍କର ଟିକାକରଣ ଆରମ୍ଭ ହୋଇଛି। ପ୍ରଥମ ଦିନରେ ଦେଶରେ ପ୍ରାୟ ୧୬ଲକ୍ଷରୁ ଊର୍ଦ୍ଧ୍ୱ ପିଲା ଟିକା ନେଇଛନ୍ତି। ଟିକାକରଣ ପାଇଁ ଗତ ୧ ତାରିଖରୁ ପଞ୍ଜୀକରଣ ଆରମ୍ଭ ହୋଇଥିଲା।...

ନବରଙ୍ଗପୁର ବିଜେଡି ନେତା, କର୍ମୀ ଭାଜପାରେ ମିଶିଲେ

ଭୁବନେଶ୍ୱର, ୩।୧(ବ୍ୟୁରୋ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ରାଷ୍ଟ୍ରୀୟ ଅଧ୍ୟକ୍ଷ ଜଗତ୍‌ ପ୍ରକାଶ ନଡ୍ଡାଙ୍କ ନୀତି ଆଦର୍ଶରେ ଅନୁପ୍ରାଣିତ ହୋଇ ନବରଙ୍ଗପୁର ଜିଲା ବିଜେଡି ସଂଖ୍ୟାଲଘୁ ପ୍ରକୋଷ୍ଠ ସଭାପତି ସୟଦ କାଝାମ ମାଦାନୀ ନିଜ ଶତାଧିକ ସମର୍ଥକଙ୍କୁ ନେଇ ଆନୁଷ୍ଠାନିକ...

ଅପରାଧୀଙ୍କୁ ସୁରକ୍ଷା ଦେଉଛନ୍ତି ସରକାର: ଭାଜପା

ଭୁବନେଶ୍ୱର, ୪।୧(ବ୍ୟୁରୋ): ରାଜ୍ୟ ସରକାରଙ୍କ ନାରୀ ସୁରକ୍ଷା କେବଳ ସ୍ଲୋଗାନରେ ସୀମିତ ା ବିଜେଡି ଶାସନରେ ‘କ୍ରିମିନାଲାଇଜେଶନ ଇନ୍‌ ପଲିଟିକ୍ସ’ କ୍ରମାଗତ ଭାବେ ବୃଦ୍ଧି ପାଇଚାଲିଛି ା ଏହାର ସଦ୍ୟତମ ଉଦାହରଣ କୋରାପୁଟ ଜିଲା ଜୟପୁର ବ୍ରାହ୍ମଣୀ ଗ୍ରାମରେ ବନ୍ଧୁକ...

ବିଗିଡିବାରେ ଲାଗିଲାଣି କୋଭିଡ୍‌ ସ୍ଥିତି,ବସିବ ସମୀକ୍ଷା ବୈଠକ

ଭୁବନେଶ୍ୱର,୪।୧(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କୋଭିଡ୍‌ ସ୍ଥିତିକୁ ନେଇ ମଙ୍ଗଳବାର ସମୀକ୍ଷା ବୈଠକ କରିବେ। ଅପରାହ୍ନ ୫ଟାରେ ଏହି ବୈଠକ ହେବା ନେଇ ସୂଚନା ରହିଛି। ଏହି ବୈଠକରେ ବିଭିନ୍ନ ବିଭାଗର ବରିଷ୍ଠ ଅଧିକାରୀ ମଧ୍ୟ ଉପସ୍ଥିତ ରହିବେ। ରାଜ୍ୟରେ...

ହୁ ହୁ ହୋଇ ବଢୁଛି କରୋନା,ରାଜ୍ୟରେ ୬୮୦ ପଜିଟିଭ୍‌

ଭୁବନେଶ୍ୱର,୪।୧(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ୬୮୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୧୯ ଜଣ ପିଲା ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ କମ୍‌। ଆକ୍ରାନ୍ତଙ୍କ ମଧ୍ୟରୁ ୩୯୭ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୨୮୩ ଜଣ ଲୋକାଲ...

‘ହସ୍ପିଟାଲରେ ସମସ୍ତ ବ୍ୟବସ୍ଥା ପ୍ରସ୍ତୁତ ରଖ’

ଭୁବନେଶ୍ୱର,୪।୧(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଦ୍ରୁତ ଗତିରେ ବଢ଼ି ଚାଲୁଥିବା ବେଳେ ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା ମଧ୍ୟ ଉଦ୍‌ବେଗଜନକ ଭାବେ ବୃଦ୍ଧି ପାଉଛି। ଏହାକୁ ଦୃଷ୍ଟିରେ ରଖି ସୋମବାର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନବକିଶୋର ଦାସ ଭର୍ଚୁଆଲ...

୩୩.୫ ହଜାର ପିଲାଙ୍କୁ ନିଟ୍‌ ଇଡି-ଟେକ୍‌ କୋର୍ସ କୁପନ

ଭୁବନେଶ୍ୱର, ୪।୧(ବ୍ୟୁରୋ): ଦେଶରେ ଶୁଭାରମ୍ଭ ହୋଇଥିବା ନିଟ୍‌ ୩.୦(ନ୍ୟାଶନାଲ ଏଜୁକେଶନାଲ ଏଲାଇନ୍ସ ଫର୍‌ ଟେକ୍ନୋଲୋଜି) ଅନ୍ତର୍ଗତ ୧୨ ଲକ୍ଷ ସାମାଜିକ-ଆର୍ଥିକ ଅନଗ୍ରସର ଛାତ୍ରୀଛାତ୍ରଙ୍କୁ ୨୫୩ କୋଟି ଟଙ୍କାର ମାଗଣା ନିଟ୍‌ ଇଡି-ଟେକ୍‌ କୋର୍ସ ବଣ୍ଟନ କରାଯାଇଛି। ଏହା ଛାତ୍ର ସମାଜ...

ଚିଲିକାରେ ପକ୍ଷୀ ଗଣନା ଆରମ୍ଭ

ଭୁବନେଶ୍ୱର,୪।୧(ବ୍ୟୁରୋ): ଚିଲିକାରେ ମଙ୍ଗଳବାର ପକ୍ଷୀ ଗଣନା ଆରମ୍ଭ ହୋଇଛି। ସକାଳ ୬ରୁ ମଧ୍ୟାହ୍ନ ୧୨ଟା ଯାଏ ଏହି ଗଣନା ଚାଲିବ। ସେନେଇ ୨୧ଟି ଟିମ୍‌ରେ ୧୦୫ ଗଣନାକାରୀ ନିୟୋଜିତ ହୋଇଛନ୍ତି। ତିନିଟି ଟିମ୍‌ ସ୍ଥଳ ଭାଗରେ ଏବଂ ୧୮ଟି ଟିମ୍‌...

ସଂରକ୍ଷଣ ପ୍ରକ୍ରିୟା ଆରମ୍ଭ: ଓ୍ବାର୍ଡ ପୁନର୍ଗଠନ କାର୍ଯ୍ୟ ତ୍ୱରାନ୍ବିତ କରିବାକୁ ଜିଲାପାଳଙ୍କୁ ନିର୍ଦ୍ଦେଶ

ଭୁବନେଶ୍ୱର,୪।୧(ବ୍ୟୁରୋ):  ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ଘୋଷଣାକୁ ଆଉ କିଛିଦିନ ବାକି ରହିଥିବା ବେଳେ ରାଜ୍ୟ ସରକାର ପୌର ନିର୍ବାଚନ ପାଇଁ ପ୍ରସ୍ତୁତି ଆରମ୍ଭ କରିଛନ୍ତି। ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ଆଧାରରେ ନିର୍ବାଚନ ହେବାକୁ ଯାଉଥିବା ୧୦୭ ବିଜ୍ଞାପିତ ଅଞ୍ଚଳ ପରିଷଦ (ଏନ୍‌ଏସି),...

ହସ୍ପିଟାଲ ପ୍ରସ୍ତୁତ ରଖିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର, ୩।୧(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଦ୍ରୁତ ଗତିରେ ବଢୁଥିବା ବେଳେ ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା ଉଦ୍‌ବେଗଜନକ ଭାବେ ବୃଦ୍ଧି ପାଉଛି। ଏହାକୁ ଦୃଷ୍ଟିରେ ରଖି ସୋମବାର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନବ କିଶୋର ଦାସ ଭର୍ଚ୍ଚୁଆଲ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri