ମେଟ୍ରୋ

ଆଜି ଅବପାତର ରୂପ ନେବ ଲଘୁଚାପ

ଭୁବନେଶ୍ୱର,୭।୫(ବ୍ୟୁରୋ): ଆଜି ଅବପାତର ରୂପ ନେବ ଲଘୁଚାପ । ଉତ୍ତର ପଶ୍ଚିମ ଦିଗରେ ଗତି କରି ଶନିବାର ଅବପାତ ଓ ଆସନ୍ତାକାଲି ସା ସୁଦ୍ଧା ବାତ୍ୟାରେ ପରିଣତ ହେବା ନେଇ ଆଶଙ୍କା ରହିଛି । ଏହା ପୂର୍ବରୁ ଆଜି ସମ୍ଭାବ୍ୟ ବାତ୍ୟା…

ଶାସକ ଦଳର ନେତାଙ୍କ ପାଇଁ ଆଇନ ଅବାଟରେ ଯାଉଛି : କଂଗ୍ରେସ

ଭୁବନେଶ୍ୱର,୭ା୫(ବ୍ୟୁରୋ): ଶାସକ ବିଜୁ ଜନତା ଦଳର ନେତା ଓ ମନ୍ତ୍ରୀଙ୍କ ଯୋଗୁ ରାଜ୍ୟରେ ଆଇନ ଅବାଟରେ ଯାଉଛି ବୋଲି କଂଗ୍ରେସ ଅଭିଯୋଗ ଆଣିଛି। ଶୁକ୍ରବାର କଂଗ୍ରେସ ଭବନରେ ଅନୁଷ୍ଠିତ ଖବରଦାତା ସମ୍ମିଳନୀରେ ବିଜେଡି ଓ ରାଜ୍ୟ ସରକାରଙ୍କୁ ଟାର୍ଗେଟ କରିଛି କଂଗ୍ରେସ।…

ସବୁ ଏସ୍‌ପି ଅଫିସ ଘେରିଲା ଭାଜପା

ଭୁବନେଶ୍ୱର,୭ା୫(ବ୍ୟୁରୋ): ବିଜେଡି ଶାସନରେ ଦୁଇଟି ଆଇନ। ଶାସକ ବିଜେଡି ସଭାପତିଙ୍କ ଇଙ୍ଗିତରେ ଆଇନ କାର୍ଯ୍ୟକାରୀ ହେଉଛି। ବିଜେଡି ସପକ୍ଷବାଦୀଙ୍କ ପାଇଁ ଗୋଟେ ପ୍ରକାର ଏବଂ ବିପକ୍ଷବାଦୀଙ୍କ ଲାଗି ଆଉ ଗୋଟେ ପ୍ରକାର। ରାଜନୈତିକ ହିଂସାପରାୟଣ, ହୀନ ରାଜନୈତିକ ସ୍ବାର୍ଥ, ବିରୋଧୀଙ୍କ କଣ୍ଠରୋଧ…

ଭୟ, ଆଶଙ୍କାରେ ବିସ୍ଥାପିତ ପରିବାର

ଭୁବନେଶ୍ୱର, ୭।୫(ବ୍ୟୁରୋ): ସମ୍ଭାବ୍ୟ ବାତ୍ୟାର ସଫଳ ମୁକାବିଲା କରିବାକୁ ରାଜ୍ୟ ସରକାର ସମସ୍ତ ଜିଲା ଓ ପୌର ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି। ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଥିବାବେଳେ ସହରରେ ଏକ ବିକଳ ଚିତ୍ର ଦେଖିବାକୁ ମିଳୁଛି।…

ଚାକିରି ଦେବା ନାଁରେ ୮ ଲକ୍ଷ ଠକେଇ

ଭୁବନେଶ୍ୱର,୭।୫(ବ୍ୟୁରୋ): ଆସିଷ୍ଟାଣ୍ଟ ସେକ୍ସନ ଅଫିସର ଚାକିରି ପାଇବା ଆଶାରେ ୮ ଲକ୍ଷ ଟଙ୍କା ଠକାମିର ଶିକାର ହୋଇଥିବା ନେଇ ଇନ୍‌ଫୋସିଟି ଥାନାରେ ଅଭିଯୋଗ ହୋଇଛି। ପୋଲିସ ଘଟଣାର ତଦନ୍ତ କରି ସମ୍ପୃକ୍ତ ଅଭିଯୁକ୍ତ ଜଟଣୀ ଅଞ୍ଚଳର ପୃଥ୍ବୀରାଜ ବେହେରା(୩୭)ଙ୍କୁ ଗିରଫ କରି…

୪୯୩.୬୨ କୋଟିର ୬ ପ୍ରକଳ୍ପକୁ ଅନୁମୋଦନ

ଭୁବନେଶ୍ୱର,୭ା୫(ବ୍ୟୁରୋ): ରାଜ୍ୟର ବିଭିନ୍ନ ଅଞ୍ଚଳରେ ପ୍ରତ୍ୟକ୍ଷ ଓ ପରୋକ୍ଷ ନିଯୁକ୍ତି ସୁଯୋଗ ସୃଷ୍ଟି କରିବା ସହ ଆର୍ଥିକ କାର୍ଯ୍ୟକଳାପ ବୃଦ୍ଧି ଲକ୍ଷ୍ୟରେ ୪୯୩.୬୨ କୋଟି ଟଙ୍କାର ୬ଟି ନୂତନ ପୁଞ୍ଜିନିବେଶ ପ୍ରକଳ୍ପକୁ ଅନୁମୋଦନ ଦିଆଯାଇଛି। ଶୁକ୍ରବାର ମୁଖ୍ୟ ଶାସନ ସଚିବ ସୁରେଶ…

ଓଟିଡିସିର ୨ କର୍ମଚାରୀ ନିଲମ୍ବିତ

ଭୁବନେଶ୍ୱର,୭।୫(ବ୍ୟୁରୋ): ଗତ ପଞ୍ଚାୟତ ନିର୍ବାଚନ ସମୟରେ ତେଲ ବିଲ୍‌ରେ ଜାଲିଆତି କରି ଏପ୍ରିଲ ୨୦ରେ ସମ୍ବଲପୁର ଜିଲାର ୩ଜଣ ପୋଲିସ କର୍ମଚାରୀ ନିଲମ୍ବନ ହୋଇଥିଲେ। ଉକ୍ତ ଘଟଣାକୁ ମାସେ ନ ପୂରୁଣୁ ଓଡ଼ିଶା ପର୍ଯ୍ୟଟନ ଉନ୍ନୟନ ନିଗମ(ଓଟିଡିସି) ନିଜର ୨ ଜଣ…

ଢେଙ୍କାନାଳରୁ ନିର୍ଦ୍ଦେଶିକା ପଲ୍ଲବୀ ଗିରଫ

ଭୁବନେଶ୍ୱର, ୭ା୫(ବ୍ୟୁରୋ): ୭ କୋଟିର ଠକେଇ ମାମଲାରେ ଚିଟ୍‌ଫଣ୍ଡ ସଂସ୍ଥାର ନିର୍ଦ୍ଦେଶିକାଙ୍କୁ କ୍ରାଇମବ୍ରାଞ୍ଚର ଅର୍ଥନୈତିକ ଅପରାଧ ଶାଖା (ଇଓଡବ୍ଲ୍ୟୁ) ଢେଙ୍କାନାଳରୁ ଗିରଫ କରିଛି। ସେ ହେଲେ ଚିଟ୍‌ଫଣ୍ଡ ସଂସ୍ଥା ‘ପର୍ପଲ କ୍ୱାଲ୍‌ଭସ୍‌ ଫାଇନାନ୍‌ସିିଆଲ ସର୍ଭିସେସ୍‌ ପ୍ରାଇଭେଟ ଲିମିଟେଡ’ର ନିର୍ଦ୍ଦେଶିକା ପଲ୍ଲବୀ ମିଶ୍ର।…

୮ରେ ଦାନାବାନ୍ଧିବ ବାତ୍ୟା

ଭୁବନେଶ୍ୱର,୭ା୫(ବ୍ୟୁରୋ): ଦକ୍ଷିଣ ଆଣ୍ଡାମାନ ଓ ଏହାର ପାର୍ଶ୍ୱବର୍ତ୍ତୀ ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ଶୁକ୍ରବାର ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଶନିବାର ଏହା ଅବପାତ (ଡିପ୍ରେସନ)ରେ ପରିଣତ ହେବ। ରବିବାର ସା ସୁଦ୍ଧା ଏହା ଆହୁରି ଘନୀଭୂତ ହୋଇ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ…

‘ରାଜ୍ୟବାସୀଙ୍କୁ ନିରବିଚ୍ଛିନ୍ନ ବିଜୁଳି ଯୋଗାଅ’

ଭୁବନେଶ୍ୱର,୬ା୫(ବ୍ୟୁରୋ): ବିଧାନସଭା ବିଦ୍ୟୁତ୍‌ ଓ ଶକ୍ତି ବିଭାଗ ଗୃହ କମିଟିର ପ୍ରଥମ ବୈଠକରେ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର ଅଧ୍ୟକ୍ଷତା କରି ଗ୍ରାମାଞ୍ଚଳ ବିଦ୍ୟୁତ୍‌ ସମସ୍ୟା ସୁଧାର ଉପରେ ଗୁରୁତ୍ୱାରୋପ କରିଛନ୍ତି। ଏହାସହ ବିଦ୍ୟୁତ୍‌ ଉତ୍ପାଦନରେ ଓଡ଼ିଶା ଏକ ବଳକା ରାଜ୍ୟ ହୋଇଥିବାରୁ…

ଶନିବାର ସୁଦ୍ଧା ସ୍ପଷ୍ଟ ହେବ ଚିତ୍ର, ମୁକାବିଲା ଲାଗି ରାଜ୍ୟ ସରକାର ପ୍ରସ୍ତୁତ: ଏସ୍‌ଆର୍‌ସି

ଭୁବନେଶ୍ୱର,୬।୫(ବ୍ୟୁରୋ): ଆଣ୍ଡାମାନ ସାଗରରେ ସୃଷ୍ଟ ଘୁର୍ଣ୍ଣିବଳୟ ବାତ୍ୟାର ରୂପ ନେବ କି ନାହିଁ ଏଯାଏ ସ୍ପଷ୍ଟ ହୋଇନାହିଁ। ଏହା ଏବେ ଲଘୁଚାପରେ ପରିଣତ ହୋଇଥିବା ବେଳେ ବଙ୍ଗୋପସାଗର ଆଡ଼କୁ ମୁହାଁଇଛି, ଯାହା ଶନିବାର ସୁଦ୍ଧା ଅବପାତର ରୂପ ନେବା ପରେ ହିଁ…

ତେଲ ବିଲ୍‌ ଜାଲିଆତି: ୨ କର୍ମଚାରୀଙ୍କୁ ନିଲମ୍ବିତ କଲା ଓଟିଡିସି

ଭୁବନେଶ୍ୱର,୬ା୫(ବ୍ୟୁରୋ): ତେଲ ବିଲ୍‌ରେ ଜାଲିଆତି କରି ନିକଟରେ ୩ ପୋଲିସ କର୍ମଚାରୀ ନିଲମ୍ବନ ହେବାର ଗୋଟିଏ ମାସ ନ ପୂରୁଣୁ ଓଡ଼ିଶା ପର୍ଯ୍ୟଟନ ଉନ୍ନୟନ ନିଗମ(ଓଟିଡିସି) ନିଜର ୨ ଜଣ କର୍ମଚାରୀଙ୍କୁ ନିଲମ୍ବନ କରିଛି। ଓଟିଡିସିର ପରିବହନ ମ୍ୟାନେଜର ଓ ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?